ଫୁରସତ

ଗୋଡ଼ରେ ଥିବା ପ୍ରୋଟିନ୍‌ ସହାୟତାରେ ମଶା କୀଟନାଶକ ସମ୍ପର୍କରେ ଜାଣିପାରନ୍ତି

ଲିବରପୁୁଲ: ମ୍ୟାଲେରିଆରୁ ଦୂରେଇ ରହିବା ପାଇଁ ବହୁ ସମୟରେ କୀଟନାଶକର ବ୍ୟବହାର କରାଯାଇଥାଏ। ତେବେ ଏଥିରେ କେତେକ କ୍ଷେତ୍ରରେ ସଫଳତା ମିଳି ନ ଥାଏ। ମଶାର ଗୋଡ଼ରେ ଥିବା ଏକପ୍ରକାର ପ୍ରୋଟିନ୍‌ କୀଟନାଶକ ସମ୍ପର୍କରେ ସୂଚନା ଦେଇଥାଏ। ଫଳରେ ମଶା କୀଟନାଶକ…

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ କର୍ନାଟକର କଲବୁର୍ଗୀ ଅଞ୍ଚଳର ତାଜ୍‌ ସୁଲତାନପୁର ଗାଁରେ ଏକ ସ୍ବତନ୍ତ୍ର ପୂଜାନୁଷ୍ଠାନ କରାଯାଇ ୩…

ଦୁନିଆର ଭୟଙ୍କର ଗୁମ୍ଫା: ବୁଲିବା ପାଇଁ ପର୍ଯ୍ୟଟକଙ୍କୁ କିଣିବାକୁ ପଡ଼େ ୨ ଲକ୍ଷ ଟଙ୍କାର ଟିକଟ

ଦୁନିଆର ଭୟଙ୍କର ଗୁମ୍ଫା ବୁଲିବା ପାଇଁ ପର୍ଯ୍ୟଟକଙ୍କୁ ୨ ଲକ୍ଷ ଟଙ୍କାର ଟିକଟ କିଣିବାକୁ ପଡ଼େ। ଏହା ଶୁଣିଲେ ହୁଏତ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ। ଭିଏତ୍‌ନାମ୍‌ରେ ରହିଛି ଏପରି ଏକ ଗୁମ୍ଫା। ଏହାର ଲମ୍ବ…

୨ ଶହ ବର୍ଷ ଧରି ଭ୍ରମଣକାରୀ ପକ୍ଷୀଙ୍କ ସୁରକ୍ଷା କରୁଛନ୍ତି ଏହି ଗାଁର ଲୋକେ…

ଶୀତଦିନେ ସାଇବେରିଆ ଅଞ୍ଚଳରୁ ପ୍ରବଳ ଥଣ୍ଡା ଏବଂ ଖାଦ୍ୟ ଅଭାବରୁ ରକ୍ଷା ପାଇବା ପାଇଁ ବହୁ ପକ୍ଷୀ ଭାରତର ବିଭିନ୍ନ ଅଞ୍ଚଳକୁ ଭ୍ରମଣରେ ଆସିଥାନ୍ତି। ଶୀତଦିନ ବିତାଇ ପୁଣି ସେମାନେ ନିଜ ନିଜ ଦେଶକୁ ବାହୁଡ଼ି ଯାଇଥାନ୍ତି। ବେଙ୍ଗାଲୁରୁର ମାଣ୍ଡଓ୍ବା ଜିଲାର…

ମୋଦିଙ୍କ ମନ୍ଦିର ତିଆରି କଲେ କୃଷକ

ତିରୁଚିରାପଲ୍ଲୀ,୨୬।୧୨: ତାମିଲନାଡୁ ତିରୁଚିରାପଲ୍ଲୀର ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କର ଏକ ମନ୍ଦିର ତିଆରି କରିଛନ୍ତି। ପି. ଶଙ୍କର(୫୦ ବର୍ଷ) ନାମକ ଉକ୍ତ କୃଷକ ଜଣଙ୍କ କୁହନ୍ତି ସେ ମୋଦିଙ୍କର ‘କିଷାନ ସମ୍ମାନନିଧି’ ସମେତ କୃଷକଙ୍କ ହିତ ଉଦ୍ଦେଶ୍ୟରେ ଯେତେ ଯୋଜନା…

ଶିଶୁ ନିର୍ଯାତନା ବିରୋଧରେ କାମ କରିବି

୨୦୧୩ରୁ ସମ୍ବଲପୁର ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଭାବେ କାର୍ଯ୍ୟରତ ଶୁଚିସ୍ମିତା ପଟ୍ଟନାୟକ ଅନାଥ ଶିଶୁଙ୍କ ଯତ୍ନ ଓ ସୁରକ୍ଷା ଲାଗି ଉଦ୍ୟମ ଜାରି ରଖିଛନ୍ତି। ସୁନ୍ଦରଗଡ, ଭବାନୀପାଟଣାରେ ନିଜର ସ୍କୁଲ ଜୀବନ କାଟିଥିବା ଶୁଚିସ୍ମିତାଙ୍କ କଲେଜ ଜୀବନ ନୟାଗଡରୁ…

ଜୀବିକା ବଞ୍ଚାଇବା ପାଇଁ ଗର୍ଭାଶୟ ବାହାର କରୁଛନ୍ତି ମହିଳା

ମୁମ୍ବାଇ,୨୬।୧୨: ଏଭଳି ଏକ ରାଜ୍ୟ ଅଛି ଯେଉଁଠାରେ ଜୀବିକା ବଞ୍ଚାଇବା ପାଇଁ ମହିଳାମାନେ ନିଜ ଗର୍ଭାଶୟ ବାହାର କରିଦେଉଛନ୍ତି। ଏହି ଘଟଣା ଚକିତ କରୁଥିବା ବେଳେ ଏହା ସତ। ଏଭଳି ଘଟଣା ସାମ୍ନାକୁ ଆସିଛି ମହାରାଷ୍ଟ୍ରର ମରାଠଓ୍ବାଡା ଅଞ୍ଚଳରୁ। ଏହାକୁ ନେଇ…

ନୂଆବର୍ଷ ଆକର୍ଷଣ

ପୁରୁଣାବର୍ଷକୁ ବିଦାୟ ଦେଇ ୨୦୨୦କୁ ସ୍ବାଗତ କରିବା ପାଇଁ ଚାରିଆଡେ ଦେଖାଗଲାଣି ଉତ୍ସାହର ମାହୋଲ। କେବଳ ଅପେକ୍ଷା ଆଉ ଦିନ କେଇଟାକୁ। ଏହାପରେ ଆରମ୍ଭ ହୋଇଯିବ ଜିରୋ ଆଓ୍ବାର ଓ ତା’ପରେ ବହୁ ପ୍ରତୀକ୍ଷିତ ନବବର୍ଷ। ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ…

ପର୍ଯ୍ୟଟକଙ୍କ ପସନ୍ଦର ୧୦୦ ସହର: ଟପ୍‌ ୨୦ରେ ଦିଲ୍ଲୀ, ମୁମ୍ବାଇ

ନୂଆଦିଲ୍ଲୀ: କର୍ମମୟ ଜୀବନରେ ସମସ୍ତେ ବ୍ୟସ୍ତ ରହୁଥିବା ବେଳେ ଅଫିସ ବା ଘର କାମରୁ କିଛି ସମୟ ବାହାର କରି ଲୋକମାନେ ଟିକେ ବୁଲି ଆସିବାକୁ ଭାବନ୍ତି। ଘରଠୁ ଦୂର ଯେକୌଣସି ଜାଗାକୁ ଯାଇ ଶରୀର ଓ ମସ୍ତିଷ୍କକୁ ଟିକେ ରେଷ୍ଟ…

ଏମିତି ଝରଣା ନିକଟକୁ ଯିବା ପାଇଁ ଲାଗିଥାଏ ଡର

ବ୍ୟସ୍ତବହୁଳ ଜୀବନରୁ ଟିକେ ଶାନ୍ତି ତଥା କିଛି ସମୟ ଖୁସିରେ କାଟିବା ପାଇଁ ମନ ଚାହେଁ କେଉଁଆଡ଼େ ଟିକେ ବୁଲିଯିବାକୁ। ସାଧାରଣତଃ ଝରଣା ଦେଖିବାକୁ କିଏ ବା ଭଲ ନ ପାଏ। ଝରଣାର କୁଳୁକୁଳ ଶବ୍ଦ ମଣିଷକୁ ଆକୃଷ୍ଟ କରେ। କିନ୍ତୁ…

କନିଷ୍ଠ କର୍ମଚାରୀଙ୍କୁ ପାର୍ଟିରେ ମଦ୍ୟପାନ ପାଇଁ ବାଧ୍ୟ କରିପାରିବେନି ବରିଷ୍ଠ, ଯଦି କରନ୍ତି ତେବେ…

ଟୋକିଓ: ଜାପାନ ସରକାର ଆସନ୍ତା ବର୍ଷ (୨୦୨୦)ରେ ଏକ ନୂଆ ଆଇନ ପ୍ରଣୟନ କରିବାକୁ ଯାଉଛନ୍ତି। ଏହି ନିୟମ ଅନୁଯାୟୀ, କୌଣସି ବରିଷ୍ଠ କର୍ମଚାରୀ କନିଷ୍ଠ କର୍ମଚାରୀଙ୍କୁ ଅଫିସ୍‌ କାର୍ଯ୍ୟ ପରେ ପାର୍ଟି କରିବାକୁ ଡାକି ପାରିବେ ନାହିଁ। ଯଦି ଡାକନ୍ତି,…

ବଢୁଛନ୍ତି ମାନସିକ ରୋଗୀ

ନୂଆଦିଲ୍ଲୀ: ଅଧିକାଂଶ ଲୋକ ସୁସ୍ଥ ଶରୀର ପାଇଁ ଆବଶ୍ୟକ ଭିଟାମିନ୍‌ ଯୁକ୍ତ ଖାଦ୍ୟ ଖାଇବା ସହ ଫିଟ୍‌ ରହିବା ଲାଗି ଜିମ୍‌ ବା ଯୋଗ ଆଦି କରୁଥିବା ଦେଖାଯାଏ। ହେଲେ କେହି ମାନସିକ ସୁସ୍ଥତା ପ୍ରତି ଧ୍ୟାନ ଦେଇ ନ ଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?