ଫୁରସତ

ଭାରତୀୟ ଘଷି ବିକ୍ରି ହେଉଛି ଆମେରିକାରେ, ପ୍ୟାକେଟ୍‌ର ଦାମ୍‌ ରହିଛି…

ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସମ୍ଭବକୁ ସମ୍ଭବ କରିପାରେ। ଆମେରିକାର ଜଣେ ବ୍ୟକ୍ତି ଏମିତି କିଛି ଖାସ୍‌ କରି ଦେଖାଇଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଭାରତରୁ ଗୋବର ନେଇ ଏହି ବ୍ୟକ୍ତିଜଣକ ଆମେରିକାରେ ଘଷି କରି ଦୋକାନରେ ବିକୁଛନ୍ତି।...

୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା

ଥିରୁଭାନନ୍ତପୁରମ୍‌,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ ରାଜ୍ୟ ସାକ୍ଷରତା ମିଶନର ପ୍ରୟାସରେ ଏଭଳି ବିରଳ କାର୍ଯ୍ୟ ସମ୍ଭବ ହୋଇପାରିଛି। ମଙ୍ଗଳବାର...

ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ୍‌…

ଅନ୍ତିମ ସଂସ୍କାର ଯାତ୍ରାରେ ଲୋକେ ସମବେତ ହୋଇ ମୃତକଙ୍କ ସହିତ ସଂସ୍କାର ସ୍ଥଳକୁ ଯାଇଥାନ୍ତି। ତେବେ ଆମେରିକାରେ କ୍ୟାନସରରେ ମୃତ୍ୟୁ ଘଟିଥିବା ଜଣେ ୧୪ ବର୍ଷ ବୟସ୍କ ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ...

ଯେଉଁଠି ରାତିରେ ଟଏଲେଟ୍‌ ଯିବା ଅପରାଧ

ଟଏଲେଟ୍‌ ଯିବା ସେଠାରେ ଏକ ଅପରାଧ। ସ୍ବିଜରଲାଣ୍ଡର ଏହି ଅଜବ ନିୟମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। ତେବେ ଏହା ସେଠାକାର ସ୍ବୀକୃତିପ୍ରାପ୍ତ ନିୟମ ବା ପରମ୍ପରା ହୋଇ ନ ଥିବା ବେଳେ ନିର୍ଦ୍ଦିଷ୍ଟ କେତେକ ଅଞ୍ଚଳରେ ଏହା ପ୍ରଚଳିତ ହୋଇଥାଏ।...

ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…

ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ ମନ୍ଦିରର ଖ୍ୟାତି ରହିଛି । ପ୍ରାୟ ୬ ଶହ ବର୍ଷ ପୂର୍ବେ...

ମୃତଦେହ ସଂସ୍କାର ଗୃହରେ ଜନ୍ମଦିନ ପାଳନ କଲେ ଯୁବକ: କେକ୍‌ କାଟି ଖୁଆଇଲେ

ନାସିକ୍‌,୧୯।୧୧: ମହାରାଷ୍ଟ୍ର ନାସିକ୍‌ରେ ଜଣେ ଯୁବକ ମୃତଦେହ ସଂସ୍କାର ଗୃହରେ ସାଙ୍ଗମାନଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି। ରାତି ୧୨ଟା ପରେ ସ୍ଥାନୀୟ ନିପାଦ୍‌ ଅଞ୍ଚଳର ଚାନ୍ଦୋରି ଗାଁରେ ଥିବା ମୃତଦେହ ସଂସ୍କାର ପାଇଁ ଉଦ୍ଧିଷ୍ଟ ବୈଦ୍ୟୁତିକ ଚୁଲା ଗୃହ...

୫ ଶହ ବର୍ଷ ପରେ ୧୦୫ ଗାଁର ରାଜପୁତ ବାନ୍ଧିବେ ପଗଡ଼ି ପିନ୍ଧିବେ ଜୋତା

ଲକ୍ଷ୍ନୌ,୧୯।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ରାୟ ଦିଆଯାଇଛି। ଅଯୋଧ୍ୟା ନିକଟରେ ଥିବା ପୁରା ବଜାର ବ୍ଲକ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ୧୦୫ଟି ଗାଁର ସୂର୍ଯ୍ୟବଂଶୀ ରାଜପୁତ ଏବେ ପୁଣିଥରେ ମୁଣ୍ଡରେ ପଗଡ଼ି ବାନ୍ଧିବା ସହିତ...

ବିଶ୍ୱର ସବୁଠାରୁ ମହଙ୍ଗା ମଦ

କୁହାଯାଏ ମଦ୍ୟପାନ ଶରୀର ପକ୍ଷେ କ୍ଷତିକାରକ। ହେଲେ ଆଜିବି ଏହାର ବିକ୍ରି ବା ଚାହିଦା ରହିଛି। କେହି କେହି ଏହାକୁ ଲୁଚିଛପି ପିଉଥିବା ବେଳେ ଆଉ କେହି ଏହାକୁ ଷ୍ଟାଟସ ସିମ୍ବଲ ବୋଲି କହିଥାଆନ୍ତି। ତେବେ ବିଶ୍ୱର ସେମିତି କିଛି...

ବର୍ଷରେ ଥରେ ଖୋଲେ ଏହି ମନ୍ଦିର, ଜାଣନ୍ତୁ କାହିଁକି

ଦେଶରେ ଅନେକ ନାଗ ମନ୍ଦିର ରହିଛି, ଯେଉଁଠାରେ ତାଙ୍କର ପୂଜା କରାଯାଏ। କିନ୍ତୁ ଉଜ୍ଜୟିନୀରେ ଥିବା ଏକ ମନ୍ଦିର ସବୁଠାରୁ ଭିନ୍ନ। କାରଣ ଏହି ମନ୍ଦିରର ଦ୍ୱାର ବର୍ଷରେ ଥରେ ମାତ୍ର ଖୋଲିଥାଏ। ଉଜ୍ଜୟିନୀର ନାଗଚନ୍ଦ୍ରେଶ୍ୱର ମନ୍ଦିର ନାଗଦେବତାଙ୍କୁ ସମର୍ପିତ।...

ଦେଶ ପାଇଁ ଶହୀଦ ହେଲେ ପୁଅ, ଏବେ ମା’ ୩୫୦ ପିଲାଙ୍କୁ ସେନାରେ ଭର୍ତ୍ତି ପାଇଁ କରୁଛନ୍ତି ପ୍ରସ୍ତୁତି

ଗାଜିଆବାଦ୍‌,୧୮।୧୧: ସାଧାରଣତଃ ଦେଶ ପାଇଁ ପୁଅ ଶହୀଦ୍‌ ହେବା ପରେ ମା’ବାପାମାନେ ଭାଙ୍ଗିପଡନ୍ତି। କିନ୍ତୁ ସବିତା ତିଓ୍ବାରୀଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ପୁଅ ଦେଶ ପାଇଁ ଶହୀଦ ହେବା ପରେ ସେ ୩୫୦ ଗରିବ ପିଲାଙ୍କୁ ସେନାରେ...

ବିବାହ ପାଇଁ ଏକାଥରକେ ଛୁଟି ମାଗିଲେ ୨୦୦ ପୋଲିସ କର୍ମଚାରୀ, ଜାଣନ୍ତୁ ପୁଣି କ’ଣ ଘଟିଲା

ବର୍ତ୍ତମାନ ବିବାହ ଋତୁ ଆରମ୍ଭ ହୋଇଯାଇଛି। ସରକାରୀ କର୍ମଚାରୀ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ବିବାହ ପାଇଁ କେବଳ ଲକ୍ଷ୍ନୌର ୨୦୦ ପୋଲିସ କର୍ମଚାରୀ ଏକାସଙ୍ଗରେ ଛୁଟି ଆବେଦନ କରିଛନ୍ତି। ଏଥିରେ ପୋଲିସ ବିଭାଗର ୨୪ ଯୋଡ଼ି ବିବାହ କରିବାକୁ...

ଯୁବକଙ୍କ ବାଇକ୍‌ କିଣିବା ନିଶା, ମା’-ବାପାଙ୍କ ଅସ୍ଥି ବିକିବାକୁ ଖୋଳିଲେ କବର

ଆଜିକାଲି ଲୋକେ ଟଙ୍କା ପାଇଁ କିଛି ବି କରିବାକୁ ପ୍ରସ୍ତୁତ ହୋଇଯାଉଛନ୍ତି। ଏହାର ଏକ ସଦ୍ୟତମ ଉଦାହରଣ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି। ମେଜାମ୍ବିକ୍ୟୁରେ ଜଣେ ଯୁବକ ବାଇକ୍‌ କିଣିବା ପାଇଁ ନିଜ ମୃତ ମା’-ବାପାଙ୍କ ଅସ୍ଥି ବିକିବାକୁ ପ୍ରସ୍ତୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri