ଫୁରସତ

ନବଦମ୍ପତି ହଜାଇଦେଲେ ମନ ପସନ୍ଦର ଜିନିଷ, ପାଇବା ପାଇଁ ଖେଳାଇ ଖୋଜିଲେ ୩୦ ଟନ୍‌ ଅଳିଆ

ମେଲ୍‌ବର୍ଣ୍ଣ: ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ରହୁଥିବା ନବଦମ୍ପତି ସେମାନଙ୍କ ମନ ପସନ୍ଦର ଏକ ଜିନିଷ ହଜାଇ ଦେଇଥିଲେ। ଫଳରେ ଏହାକୁ ପାଇବା ପାଇଁ ସେମାନେ ୩୦ ଟନ୍‌ର ଅଳିଆ ଖୋଜିବାରେ ଲାଗିଲେ। ଯାହା ଦେଖି ସହରବାସୀ ଆଶ୍ଚର୍ଯ୍ୟ ହୋଇଗଲେ। ଏମିତି କ’ଣ ହଜାଇ…

ଆଣ୍ଟାର୍କଟିକ୍‌ ଆଇସ୍‌ ମାରାଥନ୍‌: ୮୪ ବର୍ଷୀୟ ଧାବକଙ୍କ ରେକର୍ଡ

କାନାଡା: ଆଣ୍ଟାର୍କଟିକ୍‌ ଆଇସ୍‌ ମାରାଥନ୍‌ରେ ଭାଗନେଇ ସବୁଠୁ ବୟସ୍କ ଧାବକ ହୋଇପାରିଛନ୍ତି କାନାଡାର ୮୪ ବର୍ଷୀୟ ରୟ ସ୍ବେନିଂସେନ୍‌। ଆଲବର୍ଟା ପ୍ରାନ୍ତର ରାଜଧାନୀ ଏଡମଣ୍ଟନ ନିବାସୀ ରୟ ୧୧ଘଣ୍ଟା, ୪୧ ମିନିଟ୍‌, ୫୮ ସେକେଣ୍ଡରେ ଆଇସ୍‌ ମାରାଥନ୍‌ ଦୌଡ଼ ପୂରା କରିଥିଲେ।…

୪ କି.ମି. ଘୁଞ୍ଚିଲା ମସ୍‌ଜିଦ

ଆଙ୍କାରା: ଗୋଟିଏ ଜାତିର ଇତିହାସ ବଖାଣେ ପୁରାତନ ସ୍ମାରକୀ। ଏହାକୁ ସଂରକ୍ଷଣ କରିବା ଅର୍ଥ ପରପିଢ଼ି ପାଖରେ ସମୃଦ୍ଧ ଇତିହାସକୁ ସୁରକ୍ଷିତ ଭାବେ ପହଞ୍ଚାଇବା। ଏପରି ମହତ୍‌ ଉଦ୍ଦେଶ୍ୟ ରଖି ତୁର୍କୀ ସରକାର ଦେଶର ଐତିହ୍ୟସମ୍ପନ୍ନ କୀର୍ତ୍ତିରାଜିକୁ ସୁରକ୍ଷା ଦେବାକୁ ଆଗେଇ…

ସଂଖ୍ୟାଲଘୁଙ୍କ ଏକତା ହିଁ ଦେଶର ଶକ୍ତି

ନୂଆଦିଲ୍ଲୀ: ସଂଖ୍ୟାଲଘୁ ଅଧିକାର ଦିବସ ପ୍ରତିବର୍ଷ ୧୮ ଡିସେମ୍ବରରେ ପାଳନ କରାଯାଉଛି। ଭାରତରେ ସଂଖ୍ୟାଲଘୁମାନଙ୍କର ଅଧିକାରକୁ ଲୋକଲୋଚନକୁ ଆଣିବା ସହ ଏସମ୍ପର୍କରେ ସଚେତନତା ସୃଷ୍ଟିକରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ସଂଖ୍ୟାଲଘୁମାନଙ୍କର ବିଭିନ୍ନ ସମସ୍ୟାକୁ ହୃଦୟଙ୍ଗମ କରିବା ସହ ସେମାନଙ୍କ ସୁରକ୍ଷା…

ଏମିତି ଏକ ରୋଗରେ ପୀଡ଼ିତ ଥିଲେ ଯୁବକ, ସର୍ଜରୀ ପରେ ମିଳିଲା ନୂଆ ଜୀବନ

ଚାଇନା: ବିଶ୍ୱରେ କିଛି ଲୋକ ଅଛନ୍ତି, ସେମାନଙ୍କର ଶାରୀରିକ ବିକାଶ ଠିକ୍‌ ଭାବରେ ହୋଇ ନ ଥାଏ। ଫଳରେ ଚଲାବୁଲା କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏମିତି ଜଣେ ଯୁବକ ହେଉଛନ୍ତି ଚାଇନାରେ ରହୁଥିବା ଲି ହୁଆ। ତାଙ୍କୁ ଆଙ୍କିଲସିଂ…

କ୍ରିସ୍‌ମାସରେ ଦିଅନ୍ତୁ ଏସବୁ ଉପହାର

ଆସୁଛି କ୍ରିସ୍‌ମାସ। ଏବେଠାରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଡିସେମ୍ବର ୨୫କୁ ବଡଦିନ, କ୍ରିସ୍‌ମାସ ବା ପ୍ରଭୁ ଯିଶୁଙ୍କ ଜନ୍ମ ଦିବସ ଭାବେ ପାଳନ କରାଯାଇଥାଏ। ବିଶେଷ କରି ଖ୍ରୀଷ୍ଟିଆନ୍‌ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରିଥାଆନ୍ତି। ହେଲେ…

ଯେଉଁଠି ବିବାହରେ କନ୍ୟାବରଙ୍କ ଉପରେ କରାଯାଏ ଟଙ୍କାବର୍ଷା…

ସାମାଜିକ ବ୍ୟବସ୍ଥାରେ ବିବାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପୃଥିବୀର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ବିବାହ ପରମ୍ପରା ପାଳିତ ହୋଇଥାଏ। ପୋଲାଣ୍ଡରେ ବିବାହ ଉତ୍ସବରେ କନ୍ୟାବରଙ୍କୁ ଟଙ୍କାମାଳ ପିନ୍ଧିବାକୁ ଦିଆଯାଇଥାଏ। ଏହା ସହିତ ବିବାହରେ ନୃତ୍ୟର ଆୟୋଜନ କରାଯାଇଥାଏ। ଅତିଥିମାନେ ନୃତ୍ୟ କରୁଥିବା…

ବିବାହ ସମୟରେ ବରଙ୍କୁ ଉପହାରରେ ଦିଆଯାଏ କନ୍ୟାଙ୍କ କେଶ

ଲମ୍ବା କେଶ ପାଇଁ ପ୍ରସିଦ୍ଧ ଚାଇନାର ଗୁଆଗଶି ଅଞ୍ଚର ହୁଆଙ୍ଗଲୁଓ ଗାଁ। ଏହାକୁ ଲଙ୍ଗ ହେୟାର ଭିଲେଜ ବୋଲି ମଧ୍ୟ କୁହାଯାଏ। କାରଣ ଏଠାକାର ସମସ୍ତ ମହିଳାଙ୍କ କେଶର ଲମ୍ବ ଅତିକମ୍‌ରେ ୩ରୁ ୭ ଫୁଟ ପର୍ଯ୍ୟନ୍ତ ହୋଇଥାଏ। ମହିଳାମାନେ ଲମ୍ବା…

ସୌଦି ଆରବରେ ଏବେ ଆଉ ନଷ୍ଟ ହେବନାହିଁ ଖାଦ୍ୟ

ରିୟାଦ,୧୬।୧୨: ସୌଦି ଆରବରେ ବହୁପରିମାଣରେ ଖାଦ୍ୟ ନଷ୍ଟ ହେଉଥିବା ଦେଖାଯାଏ। ଏହାର କାରଣ ହେଉଛି ଏମାନେ ଖାଇବା ସମୟରେ ବଡ ବଡ ଥାଳି ବ୍ୟବହାର କରିବା ସହ ଆଭିଜାତ୍ୟର ପ୍ରତୀକ ସ୍ବରୂପ ଏଥିରେ ବହୁ ପରିମାଣରେ ଖାଦ୍ୟ ପରସନ୍ତି। ଯାହା ଜଣେ…

ଭାଇରାଲ ହେଉଛି ୯୩ ବର୍ଷୀୟା ମହିଳାଙ୍କ ଫଟୋଶୁଟ୍‌

ବୟସ ବଢିଲେ ଧୀରେ ଧୀରେ ଶରୀର ଅବସ ହୋଇଯାଇଥାଏ। ଲୋକେ ଆଉ କାମଧନ୍ଦା କରିବାକୁ ଆଗ୍ରହ ପ୍ରକାଶ କରନ୍ତି ନାହିଁ। ବିଶେଷ ଭାବେ ଏମାନେ ଅନ୍ୟ ଉପରେ ନିର୍ଭର କରିବା ଆରମ୍ଭ କରି ଦିଅନ୍ତି। ହେଲେ ୯୩ ବର୍ଷୀୟ ପୋଲିନ ଏବେବି…

ଜୋତା ଚୋରାଇବାରୁ ରାଗିଗଲେ ବର, ବିବାହ ଭାଙ୍ଗିଦେଲେ କନ୍ୟା

ମୁଜାଫରନଗର, ୧୫।୧୨: ବିବାହ ସମୟରେ ଜୋତା ଚୋରାଇବା ଏକ ପରମ୍ପରା ରହିଛି। କନ୍ୟାଙ୍କ ଭଉଣୀ ଏହି ପରମ୍ପରା ନିଭାଇବାର ବିଧି ରହିଛି। କିନ୍ତୁ ଏହି ଜୋତା ଚୋରା ପରମ୍ପରା ଯୋଗୁ ଏକ ବିବାହ ଭାଙ୍ଗିଯାଇଛି। ଉତ୍ତର ପ୍ରଦେଶର ମୁଜାଫରନଗରରେ ଘଟିଛି ଏଭଳି…

ନୂଆ ଚାକିରୀ ପାଇଁ କ’ଣ ସବୁ କରିବା ଆବଶ୍ୟକ ଜାଣନ୍ତୁ..

କୌଣସି କାରଣ ବସତଃ ଚାକିରୀ ଚାଲିଗଲେ ଅନେକେ ଡିପ୍ରେସନର ଶିକାର ହୋଇଥାନ୍ତି। ତେବେ ଏଭଳି ସମୟରେ ନିରାଶ ନ ହୋଇ ଧର୍ଯ୍ୟର ସହ ନୂତନ ଚାକିରୀ ସନ୍ଧାନ କରିବା ଉଚିତ। ତେବେ ନୂଆ ଚାକିରୀ ପାଇଁ କ’ଣ ସବୁ କରିବା ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?