ଫୁରସତ

ସମର୍ପଣର ପ୍ରତୀକ ଆହ୍ଲାଦିନୀ

ଯେତିକି ଧର୍ମପ୍ରାଣା, ସେତିକି ପରୋପକାରୀ ଓ ମିଷ୍ଟଭାଷୀ ଥିଲେ ସ୍ବର୍ଗତା ଆହ୍ଲାଦିନୀ ମିଶ୍ର। ନିଜ କର୍ମମୟ ଜୀବନରେ ସମାଜ ପ୍ରତି ଥିଲା ତାଙ୍କର ଅନେକ ଅବଦାନ। ଏକ ରକ୍ଷଣଶୀଳ ବ୍ରାହ୍ମଣ ପରିବାରର ବୋହୂ ଥିଲେ ବି ଘରୁ ଗୋଡ଼ କାଢ଼ି କୁଷ୍ଠରୋଗୀଙ୍କ…

ପୁରୁଷମାନଙ୍କୁ ଘରକୁ ଡାକନ୍ତି ଏହି ମହିଳା: ତାଙ୍କ କଥା ନ ମାନିଲେ କରିଥା’ନ୍ତି ଏପରି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରିଟେନ୍‌ର ଜଣେ ମହିଳା ପ୍ରଥମେ ପୁରୁଷମାନଙ୍କୁ ପ୍ରେମ ଜାଲରେ ଫସାଇ ନିଜ ଘରକୁ ଡାକିଥା’ନ୍ତି। ପରେ ସେମାନଙ୍କୁ ଏପରି କିଛି ନିର୍ଦ୍ଦେଶ ଦେଇଥା’ନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଘରକୁ ଡାକୁଥିବା ପୁରୁଷମାନଙ୍କୁ ସେ ମହିଳାଙ୍କ ପୋଷାକ ପିନ୍ଧିବାକୁ କହିଥା’ନ୍ତି। ଯଦି…

ବିବାହ ପରେ ଯେଉଁଠି ନବଦମ୍ପତ୍ତିଙ୍କ ଦେହରେ ବୋଳାଯାଏ କାଦୁଅ…

ପୃଥିବୀର ଭିନ୍ନ ଭିନ୍ନ ଅଞ୍ଚଳରେ ନାନା ପ୍ରକାର ବିବାହ ପରମ୍ପରା ରହିଛି। ଏଭଳି ପରମ୍ପରା ପଛରେ କିଛି ରୋଚକ କାହାଣୀ ରହିଥାଏ । ସ୍କଟଲାଣ୍ଡ୍‌ରେ ବିବାହ ସମୟରେ ଏକ ଅଜବ ପରମ୍ପରା ପାଳିତ ହୋଇଥାଏ। ଏଠାରେ ବିବାହରେ ଯୋଗଦେବାକୁ ଆସିଥିବା ବନ୍ଧୁବାନ୍ଧବ…

ଗଛଲତାକୁ ବି ହୋଇଥାଏ କଷ୍ଟ: ରିସର୍ଚ୍ଚ ରିପୋର୍ଟ

ତେଲ୍‌ ଅଭିବ୍‌: ମଣିଷକୁ ଆଘାତ ଲାଗିଲେ କଷ୍ଟ ହୋଇଥାଏ। ଅନୁରୂପ ଭାବେ ଛୋଟ ବଡ଼ ସମସ୍ତ ପ୍ରାଣୀଙ୍କୁ ମଧ୍ୟ ଏଭଳି ଅନୁଭୁତି ହୋଇଥାଏ। ତେବେ ଗଛଲତାକୁ କାଟିଲେ ଅବା ପତ୍ର ଛିଣ୍ଡାଇଲେ କଷ୍ଟ ହୋଇଥାଏ। ଏନେଇ ଇସ୍ରାଏଲ୍‌ ତେଲ୍‌ ଅଭିବ୍‌ ବିଶ୍ୱବିଦ୍ୟାଳୟରେ…

୩୫ ଲକ୍ଷ ଟଙ୍କା ବୋନସ୍‌ ମିଳିବା ପରେ ବି କାନ୍ଦିଲେ କର୍ମଚାରୀ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୨।୧୨: ବର୍ଷ ଶେଷ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଉପଲକ୍ଷେ ବିଭିନ୍ନ କମ୍ପାନୀ କର୍ମଚାରୀଙ୍କୁ ଉପହାର ଦେବା ପାଇଁ ଘୋଷଣା କରିଛନ୍ତି। ଆମେରିକାର ଏକ ରିୟଲ୍‌ ଇଷ୍ଟେଟ୍‌ କମ୍ପାନୀ ପ୍ରତି କର୍ମଚାରୀଙ୍କୁ ୩୫ ଲକ୍ଷ ଟଙ୍କା ବୋନସ୍‌…

ବିଶ୍ୱର ସବୁଠୁ ସୁରକ୍ଷିତ ଘର, ପରମାଣୁ ବୋମା ପଡ଼ିଲେ ବି ହେବ ନାହିଁ ନଷ୍ଟ

ନିଜ ଘରକୁ ସୁରକ୍ଷିତ ରଖିବାକୁ ସମସ୍ତେ ଚାହାନ୍ତି। ସେ ନେଇ ଘର ନିର୍ମାଣ ହେଉ କିମ୍ବା କିଣା ସମୟରେ ସୁରକ୍ଷା ନେଇ ଯୋଜନା ପ୍ରସ୍ତୁତ କରାଯାଇଥାଏ। ତେବେ ଆଜି ଏପରି ଏକ ଘର ବିଷୟରେ ଜଣାଇବୁ , ଯାହାକୁ ବିଶ୍ୱର ସବୁଠାରୁ…

ଶିଶୁକନ୍ୟାଙ୍କ ଜୀବନ ନେଲା ମାଆଙ୍କ ଚୁମ୍ବନ

ଆମେରିକା: ନିଜ ସନ୍ତାନକୁ ଜଣେ ମାଆ ଚୁମ୍ବନ ଦେବା ବା ଗେଲ କରିବା ସାଧାରଣ କଥା। ମାତ୍ର ଏହା କେତେ କ୍ଷତିକାରକ ତାହା ସାମ୍ନାକୁ ଆସିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆମେରିକାର ମେଡିକାଲ ସାଇନ୍ସ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରୁ ପ୍ରକାଶ…

ନାନା ବାୟା ଗୀତ ଶୁଣି କାହିଁକି ଶୁଅନ୍ତି ଶିଶୁ…

ଅଝଟ ପିଲାଙ୍କୁ ଶୁଆଇବା ପାଇଁ ମା’ମାନେ ନାନା ବାୟା ଗୀତର ସାହାରା ନେଇଥାନ୍ତି। ପୃଥିବୀର ସମସ୍ତ ସଂସ୍କୃତି ତଥା ପରମ୍ପରାରେ ଏଭଳି ନାନା ବାୟା ଗୀତକୁ ଲୋକଗୀତ ବୋଲି କୁହାଯାଇଥାଏ। ତେବେ ଏହା ଛୋଟ ପିଲାଙ୍କ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ…

ଲୋକପ୍ରିୟତା ସାଉଁଟୁଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି

ନୂଆଦିଲ୍ଲୀ: ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତିରେ ଗୁଜରାଟଠାରେ ତିଆରି ହୋଇଛି ଷ୍ଟାଚ୍ୟୁ ଅଫ୍‌ ୟୁନିଟି। ଏହା ଦୁନିଆର ସବୁଠୁ ଉଚ୍ଚ ପ୍ରତିମୂର୍ତ୍ତି। ୧୮୨ ମିଟର ଉଚ୍ଚତା ବିଶିଷ୍ଟ ଏହି ମୂର୍ତ୍ତିକୁ ଦେଖିବା ପାଇଁ…

ଏଠାରେ ବିନା ଶୁଣ୍ଢରେ ପୂଜା ପାଆନ୍ତି ଗଣେଶ

ଭାରତ ବର୍ଷରେ ପ୍ରଭୁ ଗଣେଶଙ୍କ ବହୁ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ତେବେ ଶୁଣ୍ଢ ଭଗବାନ ଗଜାନନଙ୍କ ପରିଚୟ ଦେଇଥାଏ। କିନ୍ତୁ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ଗଣେଶଙ୍କ ଶୁଣ୍ଢ ନାହିଁ। ଏଠାରେ…

ମଇଁଷିର ଦାମ ୫୧ ଲକ୍ଷ…

ମଇଁଷିର ଦାମ ୫୧ ଲକ୍ଷ ଟଙ୍କା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏହା ସତ କଥା। ହରିୟାଣାର ମୁର୍ରା ପ୍ରଜାତିର ଏକ ମଇଁଷିର ଦାମ ଏପରି ରହିଛି। ଏହି ମଇଁଷିକୁ ମାଲିକ ସୁଖବୀର ସିଂ ଦାଣ୍ଡା ଆଦରରେ ସରବତୀ ନାମ…

ଆମେରିକୀୟ ବ୍ଲଗରଙ୍କ ଭିଡିଓକୁ ୩୨ ମିଲିୟନ ଭ୍ୟୁ: ଭୁଲରେ ଅପରିଚିତଙ୍କୁ କୁଣ୍ଢାଇ ଅଡ଼ୁଆରେ ପଡ଼ିଥିଲେ

ଆମେରିକୀୟ ବ୍ଲଗର ମେରି କ୍ୟାଥେରିନ ବ୍ୟାକ୍‌ଷ୍ଟ୍ରମଙ୍କ ସହ ଘଟିଥିବା ଏକ ମଜାଦାର ଘଟଣା ସମ୍ପର୍କିତ ଭିଡିଓ ସମ୍ପ୍ରତି ଫେସ୍‌ବୁକ୍‌ରେ ଭାଇରାଲ ହୋଇଛି। ସେ କିଭଳି ଭୁଲରେ ଜଣେ ଅପରିଚିତଙ୍କୁ କୁଣ୍ଢାଇ ପକାଇଥିଲେ ତାହା ଭିଡିଓରେ ବର୍ଣ୍ଣନା କରିଛନ୍ତି। ଗତ ୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?