ଫୁରସତ

ଆନ୍ତର୍ଜାତିକ ପର୍ବତ ଦିବସ: ପାହାଡ଼ ହିଁ ଜୀବନ

ବିଶ୍ୱରେ ପ୍ରତିବର୍ଷ ୧୧ ଡିସେମ୍ବରରେ ପାଳନ କରାଯାଉଛି ‘ଆନ୍ତର୍ଜାତିକ ପର୍ବତ ଦିବସ’। ଅନ୍ତଃରାଷ୍ଟ୍ରୀୟ ସମୁଦାୟ ପାର୍ବତୀୟ କ୍ଷେତ୍ରର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରିବା ସହ ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ପାର୍ବତ୍ୟାଞ୍ଚଳ ପ୍ରତି…

ପଶ୍ଚିମବଙ୍ଗରେ ବାହାରିଲା ଦୁଇମୁଣ୍ଡିଆ ସାପ, ଦେଖିବାକୁ ଲୋକଙ୍କ ଭିଡ

କୋଲକତା,୧୧।୧୨:ପୂର୍ବରୁ ଅନେକଥର ଦୋମୁହାଁ ସାପ କଥା ଶୁଣିଥିବେ କି ଦେଖିଥିବେ। କିନ୍ତୁ ପଶ୍ଚିମବଙ୍ଗରେ ଦୁଇମୁଣ୍ଡିଆ ସାପ ଦେଖିବାକୁ ମିଳିଛି। ଏହି ସାପକୁ ଦେଖିବାକୁ ସେଠାରେ ଭିଡ ଜମିଛି। କୋଲକତାର ବେଲଦା ଜଙ୍ଗଲ ନିକଟରେ ଥିବା ଏକାରୁଖି ଗ୍ରାମରେ ଦୁଇମୁଣ୍ଡିଆ ସାପ ଦେଖିବାକୁ…

ଇଲେକ୍ଟ୍ରିକ୍‌ ମାଛ, ସୋସିଆଲ ମିଡିଆରେ ଫଟୋ ଭାଇରାଲ

ଆମେରିକା: ମାଛ ପୁଣି ଇଲେକ୍ଟ୍ରିକ୍‌। ଶୁଣି ଅଡ଼ୁଆ ଲାଗୁଥିଲେ ମଧ୍ୟ ଏମିତି ମାଛ ଦେଖିବାକୁ ମିଳିଛି ଆମେରିକାରେ। ମିଗୁଏଲ୍‌ ଓ୍ବାଟ୍‌ସନ୍‌ ନାମକ ଏହି ଇଲେକ୍ଟ୍ରିକ୍‌ ଇଲ୍‌ ମାଛ(ଯାହା ଦେଖିବାକୁ ସର୍ପାକୃତି ପରି) ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକି…

ବରେଲି ବଜାରରେ ୩୦ ଫୁଟର ଝୁମ୍‌କା

ବଲିଉଡ୍‌ ମୁଭି ‘ମେରା ଶାୟା’ କେହି ଦେଖନ୍ତୁ ଅବା ନ ଦେଖନ୍ତୁ ହେଲେ ଏହାର ଗୀତ ‘ଝୁମ୍‌କା ଗିରା ରେ ବରେଲି କେ ବାଜାର ମେଁ’ ସମସ୍ତେ ଶୁଣିଥିବେ। ଏବେ ଏହି ଝୁମ୍‌କାକୁ ନେଇ ପୁଣିଥରେ ଚର୍ଚ୍ଚାକୁ ଆସିଛି ବରେଲି। ଏଠାରେ…

ଦେବୀଙ୍କ ପାଖରେ ଲାଗି ହୁଏ ମଟନ୍‌ ବିରିୟାନୀ…

ମନ୍ଦିରରେ ଦେବାଦେବୀଙ୍କୁ ବିଭିନ୍ନ ଭୋଗ ଲାଗି ହୋଇଥାଏ। ତେବେ ତାମିଲନାଡୁରେ ଥିବା ମାତା ମୁନିୟାନ୍ଦୀଙ୍କ ମନ୍ଦିରରେ ଶ୍ରଦ୍ଧାଳୁ ବିରିୟାନୀ ଭୋଗ ଲାଗି କରାଇଥାନ୍ତି। ମଦୁରାଇ ଜିଲାର ଓ୍ବଡ଼କ୍କମ୍‌ ପଟ୍ଟି ଗାଁରେ ଏହି ମନ୍ଦିର ରହିଛି। ବର୍ଷରେ ଥରେ ଦେବୀଙ୍କ ପାଖରେ ଏକ…

ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମୁଦ୍ରରେ କମୁଛି ଅମ୍ଳଜାନ

ମାଡ୍ରିଡ୍‌: ଜଳବାୟୁ ପରିବର୍ତ୍ତନର ସବୁଠାରୁ ଭୟଙ୍କର ପ୍ରଭାବ ପଡ଼ିଛି ସାମୁଦ୍ରିକ ଜୀବନ ଉପରେ। ପ୍ଲାଷ୍ଟିକ ବର୍ଜ୍ୟକୁ ନେଇ ନିଜ ଭିତରେ ନୀରବ ଯୁଦ୍ଧ କରୁଥିବା ସମୁଦ୍ର ଏବେ ଅନୁଭବ କରୁଛି ଅମ୍ଳଜାନର ଅଭାବ। ଏହି କାରଣରୁ ସାମୁଦ୍ରିକ ଜୀବ, ଧୀବରଙ୍କ ସମେତ…

ସମାନତା, ନ୍ୟାୟ ଓ ସ୍ବାଧୀନତା ପ୍ରତିଷ୍ଠା କରେ ମାନବିକ ଅଧିକାର

ଜାତିସଂଘ: ଜାତିସଂଘ ଦ୍ୱାରା ପ୍ରତିବର୍ଷ ୧୦ ଡିସେମ୍ବରରେ ମାନବାଧିକାର ଦିବସ ପାଳନ କରାଯାଉଛି। ୧୯୪୮ରେ ଜାତିସଂଘ ସାଧାରଣ ପରିଷଦ ଏହି ଦିବସକୁ ଗ୍ରହଣ କରିଥିଲେ ମଧ୍ୟ ଆଧିକାରିକ ସ୍ତରରେ ୪ ଡିସେମ୍ବର ୧୯୫୦ରେ ଆନ୍ତର୍ଜାତିକ ମାନବାଧିକାର ଦିବସ ପାଳନ କରିବା ଲାଗି…

କଲେଜ ଛାତ୍ରଙ୍କ କମାଲ:ବାଇକ୍‌ ପରି ଗଡୁଛି ସାଇକେଲ

ଖୋର୍ଦ୍ଧା ଅଫିସ,୧୦।୧୨:ବାଇକ୍‌ ପରି ଗଡୁଛି ସାଇକେଲ। ଷ୍ଟାର୍ଟ ହେଉଛି। ଆକ୍ସିଲେଟର ମୋଡ଼ିଲେ ବେଗ ବଢୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ପଡ଼ିବା ବଦଳରେ ବ୍ୟାଟେରୀ ସଂଯୋଗ ରହିଛି। ୩ ଘଣ୍ଟା ବ୍ୟାଟେରୀ ଚାର୍ଜ ହେଲେ ୪୦ କି.ମି. ପର୍ଯ୍ୟନ୍ତ ଯାଉଛି। ମୋବାଇଲ…

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର: ଦୂର ହେବ ଖାଦ୍ୟ ସମସ୍ୟା

ଅଧିକାଂଶ ଲୋକଙ୍କୁ ଦୂର ସ୍ଥାନକୁ ଯାତ୍ରା କରିବା ପସନ୍ଦ ଆସିଥାଏ। ଏହି ଯାତ୍ରା ଟ୍ରେନ୍‌ ଯୋଗେ କରିବାକୁ ବି ବହୁ ଲୋକ ପସନ୍ଦ କରିଥାନ୍ତି। ତେବେ ଯଦି ଯାତ୍ରା ଅଧିକ ଲମ୍ବା ହୋଇଥାଏ ତେବେ ଖାଦ୍ୟପେୟକୁ ନେଇ ଚିନ୍ତାରେ ପଡ଼ିଥାନ୍ତି ଯାତ୍ରୀ।…

କଦଳୀର ଦାମ୍‌ ୮୫ଲକ୍ଷ ଟଙ୍କା

ଟଙ୍କାଏ କି ଦୁଇ ଟଙ୍କା ନୁହେଁ ବରଂ ୮୫ଲକ୍ଷ ଟଙ୍କାର କଦଳୀ ଖାଇ ଏବେ ଜଣେ ବ୍ୟକ୍ତି ଚର୍ଚ୍ଚାକୁ ଆସିଛନ୍ତି। ଆଉ ଏହାକୁ ଖାଇବା ପରେ କୌଣସି ବିବାଦ ମଧ୍ୟ ଉପୁଜି ନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମେରିକାର ଏକ ଆର୍ଟ…

ଏହି କୂଅରୁ ବାହାରୁଛି ଉଜ୍ଜ୍ୱଳ ଆଲୋକ, ବୈଜ୍ଞାନିକମାନେ ବି ଖୋଜି ପାଉନାହାନ୍ତି କାରଣ

ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟାବୃତ୍ତ। ଏପରି ଏକ ଅଦ୍ଭୁତ ସ୍ଥାନ ରହିଛି ପର୍ତ୍ତୁଗାଲର ସିନ୍ତାରାରେ। ଏହି ସ୍ଥାନରେ ଏକ ଅଜବ କୂଅ ରହିଛି। ଏହି କୂଅ ଭିତରେ ଉଜ୍ଜ୍ୱଳ ଆଲୋକ ଦେଖିବାକୁ ମିଳେ। ଏହି…

ଗୋଟିଏ ମଣ୍ଡପରେ ସ୍ତ୍ରୀ, ଶାଳୀଙ୍କୁ ବିବାହ କଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି

ଭୋପାଳ,୯।୧୨: ମଧ୍ୟ ପ୍ରଦେଶରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଭିଣ୍ଡ୍‌ ଜିଲାର ଜଣେ ଏକ ବିବାହ ମଣ୍ଡପରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ଭଉଣୀ ଅର୍ଥାତ୍‌ ଶାଳୀଙ୍କୁ ବିବାହ କରିଛନ୍ତି। ଏହାସହ ସେ ଉକ୍ତ ମଣ୍ଡପରେ ନିଜ ସ୍ତ୍ରୀଙ୍କୁ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?