ଫୁରସତ

ବର୍ଷକରେ ୩ଗୁଣ ବଢ଼ିଛି ରୋଗୀଙ୍କ ସଂଖ୍ୟା

ଭାରତରେ ପ୍ରତିଦିନ କ୍ୟାନ୍‌ସରରେ ୩୦୦ ଲୋକ ପ୍ରାଣ ହରାଉଛନ୍ତି। ଗତ ଦୁଇ ଦଶନ୍ଧିରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ଭାରତରେ ଦୁଇ ତୃତୀୟାଂଶରୁ ଅଧିକ ବୃଦ୍ଧି ପାଇଛି। ବିଶ୍ୱରେ ଅନ୍ୟ ଦେଶ ତୁଳନାରେ ଭାରତରେ କ୍ୟାନସରଜନିତ ମୃତ୍ୟୁ ହାର ମଧ୍ୟ ଅଧିକ।...

ରକ୍ତଚାପକୁ ନିୟନ୍ତ୍ରିତ କରେ ଏହି ରଙ୍ଗର ବେଡ୍‌ ଲାଇଟ୍‌…

ରାତିରେ ଘରେ ନୀଳ ରଙ୍ଗର ବେଡ୍‌ ଲାଇଟ୍‌ ଲଗାଇ ଶୋଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ମନ ଓ ଶରୀର ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ମାତ୍ର...

ଆକାଶରୁ ରୁପା ବର୍ଷା!

ପାଟନା,୬।୧୧: ବିହାର ରାଜ୍ୟ ସୀତାମାଢ଼ିର ସୁରସଣ୍ଡରେ ଆକାଶରୁ ରୁପା ବର୍ଷା ହେଉଥିବା ଖବର ସାମ୍ନାକୁ ଆସିଛି। ବୁଧବାର ସକାଳେ ଟାଓ୍ବାର ଛକରୁ ବରାହି ଗାଁକୁ ଯାଉଥିବା ରାସ୍ତାରେ ରୁପା ପଡ଼ିଥିବା ନେଇ ଗୁଜବ ପ୍ରଚାର ହେବା ପରେ ଉକ୍ତ ଅଞ୍ଚଳରେ...

ଏମିତି ଅଫିସ ଯେଉଁଠି ହେଲ୍‌ମେଟ୍‌ ପିନ୍ଧି କାମ କରନ୍ତି କର୍ମଚାରୀ

ଚଷମା ଏବଂ ଟୋପି ପିନ୍ଧି ଅଫିସରେ କାମ କରୁଥିବା କର୍ମଚାରୀଙ୍କୁ ଆମେ ଦେଖିଛୁ। ମାତ୍ର ହେଲମେଟ ପିନ୍ଧି କାମ କରିବା କଥା କେହି କେବେହେଲେ କଳ୍ପନା ମଧ୍ୟ କରି ନ ଥିବେ। ଏହା ଶୁଣିବାକୁ ଅଜବ ଲାଗୁଥିଲେ ମଧ୍ୟ ସତ।...

ବିଶ୍ୱରେ ଏହି ଚାକିରି କରିଛନ୍ତି ମାତ୍ର ୧୧୨ ଜଣ, ସେଥିରେ ରହିଛନ୍ତି ଜଣେ ଭାରତୀୟ

ଚାକିରିକୁ ନେଇ ଆଜିକାଲି ବହୁ ସମସ୍ୟା। ଏମିତିରେ ବି ତ ଜାଣିଥିବେ ଗୋଟିଏ ଚାକିରି ପାଇଁ କେତେ ଲୋକଙ୍କ ଭିଡ଼ ଜମେ। ତଥାପି ମନ ମୁତାବକ ନ ମିଳିଲେ ଲୋକେ ଚାକିରି କରିବାକୁ ଅନିଚ୍ଛା ପ୍ରକାଶ କରନ୍ତି। କିନ୍ତୁ ଏମିତି...

କପଡ଼ା ଦୋକାନ ଭିତରେ ପ୍ରତିଦିନ ଶୋଇବାକୁ ଆସୁଛି ଗାଈ, ଦେଖିବାକୁ ଲୋକଙ୍କ ଭିଡ଼

ହାଇଦ୍ରାବାଦ,୬।୧୧: କପଡ଼ା ଦୋକାନକୁ ଗ୍ରାହକଙ୍କ ଯିବା ଆସିବା ଏକ ସାଧାରଣ କଥା। କିନ୍ତୁ ଦୋକାନ ଭିତରକୁ ପ୍ରତିଦିନ ଗାଈ ଆସି ଶୋଇବା ନିହାତି ଆଶ୍ଚର୍ଯ୍ୟକର ଘଟଣା। ଆନ୍ଧ୍ରପ୍ରଦେଶର ଓ୍ବାଇଏସ୍‌ଆର୍‌ କଡ଼ପା ଜିଲାର ମୟଦୁକର ବଜାରରେ ଏଭଳି ଏକ କପଡ଼ା ଦୋକାନ...

ପ୍ରତିଦିନ ୫ଶହ ଲୋକଙ୍କୁ ମାଗଣାରେ ଖାଇବାକୁ ଦିଅନ୍ତି ଏହି ବାବା

ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି କୁହାଯାଏ। ତାମିଲନାଡୁର ରାମେଶ୍ୱରମରେ ୭୦ ବର୍ଷ ହେବ ସୀତାରାମ ଦାସ ବାବାଙ୍କ ଆଶ୍ରମ ରହିଛି।...

ଦହି ସହ ଚିନି ଖାଆନ୍ତି କାହିଁକି…

ପରମ୍ପରା ଓ ରୀତିନୀତି ଆମ ଜୀବନରେ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ଏହା ଉପରେ ଆମର ଅତୁଟ ବିଶ୍ୱାସ ରହିଥାଏ। ଯାହାଦ୍ୱାରା ଆମେମାନେ ସେହି ରୀତିନୀତିକୁ ପାଳନ କରିଥାଉ। ଏପରି ଏକ ପରମ୍ପରା ରହିଛି ଯେ କୌଣସି ଏକ...

ସପ୍ତାହରେ ୪ଦିନ କାମ: ପରିଣାମ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ମାଲିକ

ସରକାରୀ ହେଉ କି ବେସରକାରୀ କମ୍ପାନୀଗୁଡିକରେ କାମ କରୁଥିବା କର୍ମଚାରୀଙ୍କୁ ସପ୍ତାହରେ ଗୋଟିଏ ଦିନ ସାପ୍ତାହିକ ଛୁଟି ମିଳିଥାଏ। ଆଜିକାଲି ବେସରକାରୀ କମ୍ପାନୀଗୁଡିକରେ କାର୍ଯ୍ୟ ଏତେ ବଢ଼ିଯାଇଛି ଯେ, ଅଧିକାଂଶ କମ୍ପାନୀ ୨୪ଘଣ୍ଟା ପାଇଁ କାମ କରୁଛି। ଏତେ କାର୍ଯ୍ୟବ୍ୟସ୍ତତା...

ବିଶ୍ୱର ଏପରି ୫ଟି ସ୍ଥାନ, ଯେଉଁଠି ହୁଏନି ରାତି

ବିଶ୍ୱରେ ଅନେକ ଅଦ୍ଭୁତ ସ୍ଥାନ ରହିଛି, ଯାହାକୁ ବିଶ୍ୱାସ କରି ପାରିବା କଷ୍ଟକର ହୁଏ। କିନ୍ତୁ ସତ୍ୟ କଣ ଜାଣିବା ପରେ ଆଶ୍ଚର୍ଯ୍ୟ ମଧ୍ୟ ଲାଗେ। ଆସନ୍ତୁ ଜାଣିବା ଦୁନିଆର ଏପରି ପାଞ୍ଚଟି ସ୍ଥାନ ବିଷୟରେ ଯେଉଁଠାରେ ଆପଣ ରାତି...

ପିଲାଙ୍କ ସାଧୁତା ପରୀକ୍ଷା ପାଇଁ ଏହି ସ୍କୁଲରେ ନିଆଯାଉଛି ଅଜବ ଟେଷ୍ଟ

ଚେନ୍ନାଇ,୫।୧୧:ସ୍କୁଲରେ ପିଲାମାନଙ୍କ ବିଭିନ୍ନ ପାଠବିଷୟରେ ଶିକ୍ଷା ପ୍ରଦାନ କରାଯାଏ। କିନ୍ତୁ ତାମିଲନାଡୁର ଏକ ସ୍କୁଲରେ ପିଲାମାନଙ୍କୁ ନୈତିକ ମୂଲ୍ୟବୋଧତା ଉପରେ ଶିକ୍ଷା ଦିଆଯିବା ସହ ସେମାନଙ୍କ ସାଧୁତା ପରୀକ୍ଷା ପାଇଁ ଏକ ଅଜବ ଟେଷ୍ଟ ନିଆଯାଉଛି। ରାଜ୍ୟର ପୁଡୁକୋଟଇ ଜିଲାର...

ଜଳପରି ହେବା ପାଇଁ ଏମାନେ ଖର୍ଚ୍ଚ କରିଛନ୍ତି ଲକ୍ଷାଧିକ ଟଙ୍କା

ନିଜର ସୌକ ପୂରଣ କରିବାକୁ ଯାଇ ଅଷ୍ଟ୍ରେଲିଆର ଜେସିକା ବେଲେ ଓ ଅମୋଲିୟା ଲାସେଟର ଖର୍ଚ୍ଚ କରିଛନ୍ତି ଲକ୍ଷାଧିକ ଟଙ୍କା। ଏମାନେ ଜଳପରି ଭାବେ ନିଜକୁ ସଜାଇବା ପାଇଁ ଏମିତି କରିଥିବା କହିଛନ୍ତି। ସବୁବେଳେ ଡିଜନି ଚ୍ୟାନେଲ ଦେଖି ଏମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri