ଫୁରସତ

ବହୁମୂଲ୍ୟ କଙ୍କଡା ରକ୍ତ: ଏକ ଲିଟର ମୂଲ୍ୟ ୧୦ ଲକ୍ଷ ଟଙ୍କା

ହର୍ଷସୁ’ କଙ୍କଡା ଦେଖିବାକୁ ଘୋଡାର ନାଲ ଭଳି। ହେଲେ ଏହାର ସାଙ୍କୁଚ ପରି ଲାଞ୍ଜ ଥାଏ। ଏହାର ବୈଜ୍ଞାନିକ ନାମ ହେଉଛି ଲିମୁଲସ୍‌ ପଲିଫେମସ୍‌। ଆଉ ଏହି କଙ୍କଡାର ରକ୍ତ ନୀଳ ରଙ୍ଗର ହୋଇଥାଏ। ଉକ୍ତ କଙ୍କଡାର ରକ୍ତ ମେଡିକାଲ...

ଆଳୁ ଆକୃତି ହୋଟେଲ

ଯୁକ୍ତରାଷ୍ଟ୍ର ଆମେରିକାର ଇଡାହୋ ରାଜ୍ୟର ରାଜଧାନୀ ବୋଇସେଠାରେ ରହିଛି ଏଭଳି ଏକ ହୋଟେଲ, ଯାହା ହେଖିବାକୁ ଆଳୁ ଆକୃତିର। ଏହି ହୋଟେଲକୁ ଦେଖିଲେ ଲାଗେ ମାଟି ଉପରେ ଏକ ବଡ ଆଳୁ ରଖାଯାଇଛି । ୬ ଟନ୍‌ ଓଜନ ବିଶିଷ୍ଟ...

କେଶହୀନ କନିଆ

ବିବାହ ବେଳେ କନିଆର ଶୃଙ୍ଗାର ସମସ୍ତଙ୍କୁ ଆକୃଷ୍ଟ କରେ। ଶୃଙ୍ଗାର ଭିତରେ କେଶ ବିନ୍ୟାସର ଥାଏ ବିଶେଷ ଗୁରୁତ୍ୱ। କନିଆର କେଶ ଯେତେ ସୁନ୍ଦର କେଶ ବିନ୍ୟାସ ସେତେ ଆକର୍ଷକ ହୁଏ। ହେଲେ ନିକଟରେ ଜଣେ କେଶ ନ ଥିବା...

ବ୍ୟକ୍ତିତ୍ୱ: ସ୍ବଦେଶ ଦୀପକ

ଭାରତୀୟ ନାଟ୍ୟ ସାହିତ୍ୟରେ ସ୍ବଦେଶ ଦୀପକ ନାମଟି ଏକ ଅତି ପରିଚିତ ନାମ। ବିଶେଷକରି ନାଟକ କଥା ଉଠିଲେ ତାଙ୍କ ରଚିତ ନାଟକ ‘କୋର୍ଟ ମାର୍ସଲ’ଟି ଆଖି ଆଗକୁ ଚାଲିଆସେ। ଏହାକୁ ଆଧୁନିକ ଭାରତର ନାଟ୍ୟସାହିତ୍ୟରେ ଏକ ମାଇଲଖୁଣ୍ଟ ବୋଲି...

କୁକୁର ପାଲଟିଛି କିଙ୍ଗ ଅଫ ବାଲାନ୍ସ

ହାର୍ଲସୋ ହେଉଛି ଏକ ୫ ବର୍ଷୀୟ ଦାଚ୍‌ସହୁଣ୍ଡ ପ୍ରଜାତିର କୁକୁର। ତା’ର ଘର ଉତ୍ତର ଆୟର୍ଲାଣ୍ଡର ବେଲଫାଷ୍ଟରେ। ହେଲେ ଏବେ ସେ ସୋସିଆଲ୍‌ ମିଡିଆରେ ବେଶ୍‌ ଚର୍ଚ୍ଚିତ। କାରଣ ହାର୍ଲସୋ ନିଜ ମୁଣ୍ଡରେ ବିଭିନ୍ନ ଜିନିଷକୁ ସନ୍ତୁଳନ ରକ୍ଷାକରି ରଖିପାରୁଛି।...

ସେଲିବ୍ରିଟିଙ୍କ ଡର

ପ୍ରତ୍ୟେକ ବ୍ୟକ୍ତିଙ୍କର କୌଣସି ନା କୌଣସି ଜିନିଷ ଲାଗି ଡର ନିଶ୍ଚିତ ଭାବେ ରହିଥାଏ। ତେବେ ବଲିଉଡର କିଛି ସେଲିବ୍ରିଟିଙ୍କ କ’ଣ ସବୁ ଡର ରହିଛି ଆସନ୍ତୁ ଜାଣିବା… * ଶ୍ରଦ୍ଧା କପୁରଙ୍କୁ ବିଜୁଳି ଏବଂ ଘଡଘଡିକୁ ବହୁତ ଡରଲାଗେ।...

ଫଟୋ ସତ ଲାଗେ ମିଛ

ଫଟୋଗ୍ରାଫି ଏକ କଳା। ଏହା ଦ୍ୱାରା ସାମାନ୍ୟ ବି ଅସାମାନ୍ୟ ଲାଗିପାରେ। ଏକ ଭ୍ରମର ଦୁନିଆ ତିଆରି କରିପାରେ। ସେମିତି କିଛି ଫଟୋ ଆମେ ଦେଉଛୁ, ଯାହା ବାସ୍ତବ ହେଲେ ବି ଅବାସ୍ତବ ଲାଗେ। ଜାଣନ୍ତୁ ସେ ସମ୍ପର୍କରେ… ମୁଣ୍ଡ...

ପର୍ଯ୍ୟଟନସ୍ଥଳୀ: ପ୍ରାଚୀନ ମନ୍ଦିରର ସହର ଅବନ୍ତିପୁର

ଜମ୍ମୁ ଓ କଶ୍ମୀରସ୍ଥିତ ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ଭାବେ ଅବନ୍ତିପୁରର ବେଶ୍‌ ନାଁ ରହିଛି। ପ୍ରାକୃତିକ ବୈଭବରେ ଭରା ଏହି ପର୍ଯ୍ୟଟନସ୍ଥଳୀରେ ଅନେକ ପ୍ରାଚୀନ ମନ୍ଦିର ଦେଖିବାକୁ ମିଳିଥାଏ। ସେଥିପାଇଁ ଅନେକେ ଏହାକୁ ପ୍ରାଚୀନ ମନ୍ଦିରର ସହର ଅବନ୍ତିପୁର ବୋଲି...

ଏହି ତିଥିରେ ଗୋରୁ ଚରାଇବା ଆରମ୍ଭ କରିଥିଲେ ଶ୍ରୀକୃଷ୍ଣ

କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥିରେ ପଡ଼େ ଗୋପାଷ୍ଟମୀ। ଚଳିତମାସ ୪ ତାରିଖ ଅର୍ଥାତ ସୋମବାର ଏହି ଉତ୍ସବ ପାଳନ କରାଯିବ। କୁହାଯାଏ, ଏହି ଦିନ ଭଗବାନ ଶ୍ରୀକୃଷ୍ଣ ଗୋରୁ ଚରାଇବା କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଗୋପାଷ୍ଟମୀରେ ଗୋରୁଙ୍କୁ...

ଦୀର୍ଘ ୩୦ବର୍ଷ ହେବ ମହିଳା ବେଶରେ ରହୁଛନ୍ତି ଏହି ପୁରୁଷ

ଜୌନପୁର,୩।୧୧: ଉତ୍ତର ପ୍ରଦେଶ ଜୌନପୁରରେ ଚିନ୍ତାହରଣ ଚୌହାନ(୬୬) ନାମକ ଜାଣ ବୃଦ୍ଧ ଦୀର୍ଘ ୩୦ ବର୍ଷ ହେବ ନାରୀ ବେଶରେ ରହୁଛନ୍ତି। କଥାଟା କାହାଣୀ ଭଳି ଲାଗୁଥିଲେ ବି ସତ। ହେଲେ ସେ ଯାହା କୁହନ୍ତି ତାହା ଅନ୍ଧବିଶ୍ୱାସ ଭଳି...

ପ୍ରଥମ ଦରମା ଟଙ୍କା ମା’ ହାତରେ ଦେଇଥିଲି: ପ୍ରାବନ୍ଧିକ ଡ. ଭଗବାନ ପଟେଲ

ସୁନ୍ଦରଗଡ଼ର ଦଲ୍‌ଦଲି ଗାଁରେ ମୋର ଜନ୍ମ। ଓଡ଼ିଆରେ ଏମ୍‌.ଏ ଓ ଏମ୍‌.ଫିଲ୍‌ ପାସ୍‌ କରିବା ପରେ ୧୯୮୯ ମସିହାରେ ସରଗିପାଲି ମହାବିଦ୍ୟାଳୟରେ ଓଡ଼ିଆ ଅଧ୍ୟାପକ ଭାବେ ଯୋଗଦେଇଥିଲି। ୫୨୫ ଟଙ୍କା ଥିଲା ମୋର ପ୍ରଥମ ଦରମା। ଦରମାଟିକୁ ଆଣି ମୋ...

କଣ୍ଠେ ତୁଳସୀ ମୁଖେ ରାମ

ଲୋକକଳାର ଆରମ୍ଭ କାହିଁ କେଉଁ କାଳରୁ । ବିଶେଷକରି ସାଧାରଣ ନିରକ୍ଷରଙ୍କଠାରୁ ଆରମ୍ଭ କରି ଶିକ୍ଷିତଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଯେତେବେଳେ ଟିକେ ଅବସର ମିଳେ ସେତେବେଳେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଚିତ୍ତ ବିନୋଦନ କରିଥାନ୍ତି। ଏହା ସାମାଜିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri