ଫୁରସତ

କ୍ଷଣକରେ ପ୍ରାଣୀଙ୍କର ଜୀବନ ନେଇପାରେ ଏହି ଗଛ

ପୃଥିବୀରେ ଥିବା ଜୀବଜନ୍ତୁଙ୍କ ମଧ୍ୟରେ ବ୍ଲାକ କୋବ୍ରାର ବିଷ ସବୁଠାରୁ ମାରାତ୍ମକ ବୋଲି କୁହାଯାଏ। ହେଲେ ତା’ଠାରୁ ଅଧିକ ବିଷାକ୍ତ ହେଉଛି ‘ହୋଗବିଜ’ ବା କିଲର ଟ୍ରି ନାମକ ଏକ ଘାସ(ବୈଜ୍ଞାନିକ ନାମ ‘ହେରକିଲମ୍‌ ମେଟାଗୋଜିଏନମ୍‌’)। ଗାଜର ଘାସ ପ୍ରଜାତିର...

ଏପରି ପଥର ଯାହା କ୍ଷୀରକୁ କରେ ଦହି…

ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା ଦହିରେ ପରିଣତ ହୋଇଯାଏ। ଗାଁ ଲୋକେ ଦହି ପ୍ରସ୍ତୁତି ପାଇଁ ଏହି ପଥରର...

ଅଜବ ମହୋତ୍ସବ : ଯାହା କେବେ ଦେଖି ନ ଥିବେ

ବିଶ୍ୱରେ ଅନେକ ଉତ୍ସବ ବା ମହୋତ୍ସବ ପାଳନ କରାଯାଇଥାଏ। ବିଭିନ୍ନ ଧର୍ମରେ ଉତ୍ସବ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ସାଧାରଣତଃ ଉତ୍ସବରେ ଲୋକେ ନୂଆ ବସ୍ତ୍ର, ଅଳଙ୍କାର ପିନ୍ଧି ସୁସ୍ବାଦୁ ବ୍ୟଞ୍ଜନର ଆୟୋଜନ କରିଥାନ୍ତି। ଅଧିକାଂଶ ସ୍ଥାନର ନାଚଗୀତର...

ଅଚେତ ନ କରି ଯୁବତୀର ବ୍ରେନ ସର୍ଜରୀ କଲେ ଡାକ୍ତର, ହଜାର ହଜାର ଲୋକ ଦେଖିଲେ ଫେସବୁକ୍‌ ଲାଇଭ

ଲଣ୍ଡନ,୨।୧୧: ଚିକିତ୍ସା ଇତିହାସରେ ପ୍ରଥମ ଥର ରୋଗୀକୁ ଅଚେତ ନ କରି ବ୍ରେନ ସର୍ଜରୀ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଶୁଣିଲା ବେଳକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଆମେରିକାର ଏକ...

୫୦ ବର୍ଷୀୟା ମା’ଙ୍କ ପାଇଁ ବରପାତ୍ର ଖୋଜୁଛନ୍ତି ଝିଅ, ରଖିଛନ୍ତି ଏମିତି ସର୍ତ୍ତ

ନିଜର ସନ୍ତାନ ପାଇଁ ମା’ବାପା ବରକନ୍ୟା ଖୋଜିବା ସ୍ବାଭାବିକ କଥା। ହେଲେ ଯଦି କୁହାଯାଏ ସନ୍ତାନଟିଏ ମା’ ଅଥବା ବାପା ପାଇଁ ବରପାତ୍ରୀ/ବରପାତ୍ର ଖୋଜିବ, ତେବେ କଥାଟି ଅଜବ ଲାଗିପାରେ। ହେଲେ ଏପରି ଏକ ଘଟଣା ନଜରକୁ ଆସିଛି, ଯେଉଁଠି...

ମହିଳା ପାଳିଥିଲେ ୧୪୦ ସାପ : ମୃତ୍ୟୁ ସମୟରେ ବେକରେ ଗୁଡ଼େଇ ହୋଇଥିଲା ଅଜଗର

ସାପକୁ ବିଷଧର ଜନ୍ତୁ କୁହାଯାଇଥାଏ। ଯାହାକୁ ଦେଖି ଡର ଲାଗେ। ତାକୁ ଘରେ ପାଳି ପୋଷି ରଖିବା ଅସାଧାରଣ କଥା। ତେବେ ଏପରି କିଛି ଲୋକ ଅଛନ୍ତି ଯେଉଁ ମାନେ ଏହି ଅସାଧାରଣ କଥାକୁ ସାଧାରଣ ଭାବେ ଗ୍ରହଣ କରିଥାନ୍ତି।...

୯୦ ବର୍ଷ ବୟସରେ ପୁଲ୍‌-ଅପ୍‌ସ: ଚର୍ଚ୍ଚାରେ ଅବସରପ୍ରାପ୍ତ ଏୟାର ମାର୍ଶାଲ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ରଖିବା ଲାଗି ସମସ୍ତେ ଚାହାନ୍ତି। ହେଲେ ସମୟ ଅଭାବରୁ ଅଧିକାଂଶ ଜିମ୍‌ ଯିବା କିମ୍ବା ଶାରୀରିକ ପରିଶ୍ରମ କରିବା ପସନ୍ଦ କରି ନ ଥାନ୍ତି। ଫଳରେ ନାନା ରୋଗ ଅକାଳରେ ମାଡ଼ିବସେ। ବର୍ତ୍ତମାନ ସମୟରେ ଏକ ସାଧାରଣ...

ଗିନିଜ୍‌ ବୁକ୍‌ ରେକର୍ଡରେ ଦାନ୍ତ

ବର୍ଲିନ: ଥରେ ଭାବି ଦେଖନ୍ତୁ ତ, ଜଣେ ସୁସ୍ଥସବଳ ମିଣିଷର ଦାନ୍ତର ଲମ୍ବ କେତେ ହୋଇପାରେ? ଚିକିତ୍ସା ବିଜ୍ଞାନ ଅନୁଯାୟୀ ଦାନ୍ତର ହାରାହାରି ଲମ୍ବା ମାଢ଼ିଠାରୁ ୮.୭୦ ମିଲିମିଟର ଏବଂ ମୂଳଠାରୁ ୧୫.୫୧ ମିମି। ଯଦି କୁହାଯାଏ ଜଣେ ବ୍ୟକ୍ତିଙ୍କ...

ଅଜବ କୁସ୍ତି ପ୍ରତିଯୋଗିତା

ଚାଇନାର ଚୋଙ୍ଗକିଙ୍ଗ ସହରରେ ଅନୁଷ୍ଠିତ ହେଉଥିବା କୁସ୍ତି ପ୍ରତିଯୋଗିତା ବିଷୟରେ ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଆନ୍ତି। କାରଣ କୁସ୍ତି ସାଧାରଣତଃ ଦୁଇ ଯୋଦ୍ଧାଙ୍କ ଭିତରେ ହେଉଥିବା ବେଳେ ଏଠାରେ ହେଉଥିବା କୁସ୍ତି ୨ ବ୍ୟକ୍ତିଙ୍କ ଆଙ୍ଗୁଠି ମଧ୍ୟରେ...

୧୭ ବର୍ଷ ପୂର୍ବେ ଅଲଗା ହୋଇଥିଲେ ୨ ଭଉଣୀ: ସେଲ୍‌ଫି ପାଇଁ ହେଲେ ଏକାଠି

ଆଜିର ଅତ୍ୟାଧୁନିକ ଯୁଗରେ ସେଲ୍‌ଫି କ୍ରେଜ୍‌ ସବୁଆଡ଼େ ଦେଖିବାକୁ ମିଳୁଛି। ସେଲ୍‌ଫି ନେବା ଆଳରେ ଅନେକଙ୍କ ଜୀବନ ଚାଲିଯାଉଥିବା ନଜିର ରହିଛି। ତେଣୁ କେହି କେହି ଏହାକୁ ଅଭିଶାପ ବୋଲି ମାନିଥାନ୍ତି। ମାତ୍ର ପିଲାଟି ଦିନରୁ ହଜିଯାଇଥିବା ଜଣେ ଭଉଣୀଙ୍କ...

ଏକାସାଙ୍ଗରେ ୯୦୦ରୁ ଅଧିକ ଲୋକ କରିଥିଲେ ଆତ୍ମହତ୍ୟା

ଆମେରିକା : ବେଳେବେଳେ ଏମିତି ଖବର ଶୁଣିବାକୁ ମିଳିଥାଏ, ଗୋଟିଏ ପରିବାରର ସମସ୍ତ ସଦସ୍ୟ ଆତ୍ମହତ୍ୟା କରିଛନ୍ତି। କିନ୍ତୁ ଏକାସାଙ୍ଗରେ ୯୦୦ରୁ ଅଧିକ ଲୋକ ଆତ୍ମହତ୍ୟା କରିଛନ୍ତି ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ତଥାପି ସତ। ଏମିତି ଏକ ଘଟଣା ୧୯୭୮...

ଜାଣନ୍ତି ଟ୍ରେନ୍‌ ବଗିରେ ଲାଗିଥିବା ଝରକା କାହିଁକି ହୋଇଥାଏ ଭିନ୍ନ

ଭାରତୀୟ ଟ୍ରେନ୍‌ ଏସିଆ ମହାଦେଶର ସବୁଠୁ ବଡ଼ ନେଟ୍‌ଓ୍ବାର୍କ। ପ୍ରତିଦିନ ୧୩ ହଜାରରୁ ଅଧିକ ଯାତ୍ରୀ ଟ୍ରେନ୍‌ରେ ଯାତାୟାତ କରିଥାନ୍ତି। କିନ୍ତୁ କେବେ ଧ୍ୟାନ ଦେଇଛନ୍ତି କି, ବଗିର ଗେଟ୍‌ ନିକଟରେ ଥିବା ଝରକା କାହିଁକି ଭିନ୍ନ ଧରଣର ହୋଇଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri