ବ୍ୟକ୍ତିତ୍ୱ: ସଙ୍ଗୀତ ନିର୍ଦ୍ଦେଶକ ହେମନ୍ତ କୁମାର
ଭାରତୀୟ ସଙ୍ଗୀତକୁ ବ୍ୟବସାୟିକ କରିବା କ୍ଷେତ୍ରରେ ଯେଉଁ କେତେଜଣ ସଙ୍ଗୀତ ନିର୍ଦ୍ଦେଶକ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ, ସେମାନଙ୍କ ମଧ୍ୟରେ ହେମନ୍ତ କୁମାର ଅନ୍ୟତମ। ପୂର୍ବରୁ ସଙ୍ଗୀତ ଦରବାର ସୀମିତ ହୋଇ ରହିଥିଲା। ଶାସ୍ତ୍ରୀୟ ବ୍ୟାକରଣ ଜରିଆରେ ସଂଗୀତକୁ କ୍ଳିଷ୍ଟ କରିଦିଆଯାଉଥିଲା।…
ଅଟୋ ରାଣୀ: ପରିବାରର ଆର୍ଥିକ ସ୍ଥିତି ସୁଧାରିବା ପାଇଁ ଅଣ୍ଟା ଭିଡିଥିବା ସେଭଳି କିଛି ମହିଳାଙ୍କ ସମ୍ପର୍କରେ
ଆଜିର ଯୁଗରେ ମହିଳାମାନଙ୍କ ପକ୍ଷେ ବିଭିନ୍ନ ମୋଟରଯାନ ଚଳାଇବା କିଛି ଅସମ୍ଭବ ନୁହେଁ । ମାତ୍ର ସମାଜରେ ଏମିତି ଅନେକ ମହିଳା ଅଛନ୍ତି, ଯେଉଁମାନେ କି ପରିବାରର ଆର୍ଥତ୍କ ଅଭାବ ଯୋଗୁ ଘର ଚଳେଇବାରେ ନାନାପ୍ରକାର ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏଥିଯୋଗୁ…
ସକାଳୁ ଚା’ ନ ପିଇଲେ କାମ କରୁନି ଘୋଡ଼ା: ସୋସିଆଲ୍ ମିଡ଼ିଆରେ ଭାଇରାଲ !
ଲଣ୍ଡନ,୧।୧୨: କେତେକ ଲୋକ ସକାଳୁ ଚା’ ନ ପିଇଲେ କୌଣସି କାମ କରି ନ ଥାନ୍ତି। ଏଭଳି ଅଭ୍ୟାସ ଲଣ୍ଡନର ମର୍ସିସାଇଡ୍ ପୋଲିସ ବିଭାଗରେ ଥିବା ଘୋଡ଼ା ଜ୍ୟାକ୍ର ରହିଛି। ସକାଳୁ କପେ ଚା’ ନ ପିିଇଲେ ସେ କାମ କରିବାକୁ…
ପୁଅ ବାହାଘରରେ ଉଡ଼ାଗଲା ୯୦ ଲକ୍ଷ ଟଙ୍କାର ନୋଟ୍
ଜାମନଗର,୧।୧୨: ଗୁଜରାଟ ଜାମନଗରରେ ପୁଅ ବାହାଘରରେ ୯୦ ଲକ୍ଷ ଟଙ୍କାର ନୋଟ୍ ଉଡ଼ାଯାଇଛି। ସ୍ଥାନୀୟ କୁନଡ ଗାଁରେ ଜାଡ଼େଜା ପରିବାର ପକ୍ଷରୁ ଏଭଳି କରାଯାଇଛି। ବର ବେଶରେ ଋଷିରାଜ ଜାଡ଼େଜା ହେଲକପ୍ଟରରେ ଚେଲା ଗଁାରେ କନ୍ୟା ଘରେ ପହଞ୍ଚିଥିଲେ। ଉଡ଼ାଯାଇଥିବା ନୋଟ୍କୁ…
ମୋଜା ପିନ୍ଧି ଶୋଇଲେ ଦମ୍ପତିଙ୍କ ମଧ୍ୟରେ ସମ୍ପର୍କ ହୁଏ ଦୃଢ
ଶୀତଦିନେ କେତେକେ ମୋଜା ପିନ୍ଧି ଶୋଇଥାନ୍ତି। ମାତ୍ର ସବୁଦିନେ ମୋଜା ପିନ୍ଧି ଶୋଇଲେ ଲାଭ ମିଳିଥାଏ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବିଶେଷ କରି ସ୍ତ୍ରୀସ୍ବାମୀ ଶୋଇବା ସମୟରେ ମୋଜା ପିନ୍ଧିବା ଭଲ ବୋଲି ନେଦରଲାଣ୍ଡସ୍ର ଗୋନେନଜନ୍ ବିଶ୍ୱବିଦ୍ୟାଳୟରେ କରାଯାଇଥିବା ଏକ ଗବେଷଣାରୁ…
ଏସବୁ ଲକ୍ଷଣରୁ ଜାଣନ୍ତୁ ପୁଅଟିଏ ବିବାହିତ କି ଅବିବାହିତ
ଜଣେ ଝିଅ ବିବାହିତା କି ଅବିବାହିତା ସେ ସମ୍ପର୍କରେ ଜାଣିବା ଆଦୌ କଷ୍ଟକର ନୁହେଁ। କାରଣ ମଥାରେ ସିନ୍ଦୁର, ହାତରେ ଶଙ୍ଖା, ପାଦରେ ପାଉଁଜି, ବେକରେ ମଙ୍ଗଳସୂତ୍ର ଦେଖିଲେ ସହଜରେ ବୁଝିଯିବେ ଝିଅଟିଏ ବିବାହିତା କି ଅବିବାହିତା। କିନ୍ତୁ ଜଣେ ପୁଅ…
ରହସ୍ୟମୟୀ ପିରାମିଡ୍ ‘ ଦ ଗ୍ରେଟ୍ ପିରାମିଡ୍ ଅଫ୍ ଗିଜା’
ମିଶରରେ ଥିବା ୪ ହଜାର ବର୍ଷର ପୁରୁଣା ପିରାମିଡ୍ର ରହସ୍ୟ ସମ୍ପର୍କରେ ସଠିକ୍ ତଥ୍ୟ ଆଜିପର୍ଯ୍ୟନ୍ତ ମିଳିନାହିଁ। କିନ୍ତୁ ରାଜା ରାଣୀଙ୍କ କବର ପାଇଁ ଏହା ନିର୍ମାଣ କରାଯାଇଥିଲା ବୋଲି କୁହାଯାଏ। ଏଠାକାର ସବୁଠୁ ପୁରୁଣା ତଥା ରହସ୍ୟମୟୀ ପିରାମିଡ୍ ହେଉଛି…
ସଂସଦର ହୋ ହାଲ୍ଲା ଭିତରେ ପ୍ରେମୀକାଙ୍କୁ ପ୍ରପୋଜ୍ କଲେ ସାଂସଦ
ବହୁଥର ଦେଖିବାକୁ ମିଳେ ପ୍ରେମୀକାଙ୍କୁ ନିଜ ମନର କଥା କହିବା ପାଇଁ ପ୍ରେମୀକମାନେ ନିଆରା ଢ଼ଙ୍ଗ ଆପଣାଥାନ୍ତି। ହେଲେ କେବେ ଶୁଣିଛନ୍ତି କି, କେହି ଏମ୍ପି ସଂସଦ ଭିତରେ ନିଜ ପ୍ରେମୀକାଙ୍କୁ ପ୍ରେମ ନିବେଦନ କରିବା କଥା। ଆଶ୍ଚର୍ଯ୍ୟ ଲାଗୁଥିଲେ ବି…
ଏହି ଦେଶରେ ରହିଛି ଏପରି ଅଜବ ସ୍କୁଲ
ସାଧାରଣତଃ ଅନୁକୂଳ ପରିବେଶ ମଧ୍ୟରେ ସ୍କୁଲ ରହିଥାଏ। ଯେଉଁଠିକି ପିଲାମାନେ ସହଜ ଏବଂ ସୁବିଧାରେ ଯାଇଆସି ପାଠ ପଢ଼ିପାରିବେ। ମାତ୍ର ଆଜି ଏମିତି କିଛି ସ୍କୁଲ ବିଷୟରେ କହିବୁ, ଯେଉଁଠି ପାଠପଢ଼ା ଚାଲିଥାଏ ବିପଦପୂର୍ଣ୍ଣ ସ୍ଥାନରେ। ଜାଣନ୍ତୁ ଏପରି ଅଜବ ସ୍କୁଲ…
ବିରକ୍ତ କଲା ଟ୍ରାଫିକ ଜାମ୍: ଘରେ ତିଆରି କଲେ ହେଲିକପ୍ଟର
ଜାକର୍ତ୍ତା: ବ୍ୟସ୍ତବହୁଳ ଜୀବନଶୈଳୀ ସାଙ୍ଗକୁ ଟ୍ରାଫିକ ସମସ୍ୟା ଲୋକଙ୍କୁ ଅଧିକ ବିରକ୍ତ କରିଥାଏ। କୌଣସି କାର୍ଯ୍ୟରେ ଘରୁ ବାହାରିଲେ ଅତି କମ୍ରେ ଅଧଘଣ୍ଟା ବା ଘଣ୍ଟାଏ ଅଧିକ ସମୟ ହାତରେ ରଖି ବାହାରିବାକୁ ପଡ଼େ। ଭାରତର ମୁମ୍ବାଇ, ଦିଲ୍ଲୀ ଓ ବାଙ୍ଗାଲୋର…
ହିମବାହ ତରଳାଇବ ଆମାଜନ ନିଆଁ
ରିଓ ଡି ଜେନିରୋ: ଚିରହରିତ୍ ଅରଣ୍ୟ ଆମାଜନରେ ଲାଗିଥିବା ନିଆଁ ଯୋଗୁ ହିମବାହ ତରଳିବା ବୃଦ୍ଧିପାଇବ ବୋଲି ଗବେଷକମାନେ ସତର୍କ କରାଇଦେଇଛନ୍ତି। ଦକ୍ଷିଣପଶ୍ଚିମ ଆମାଜନିଆ (ବ୍ରାଜିଲ, ପେରୁ ଓ ବଲିଭିଆରେ ଥିବା ଆମାଜନ)ରେ ଲାଗିଥିବା ନିଆଁ ଲିଭୁନାହିଁ। ଏଥିଯୋଗୁ ଆଣ୍ଡିଜ୍ ଓ…
ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ମିଳୁ: ମୋଦିଙ୍କୁ ଚିଠି ଲେଖିଲେ ପାମେଲା
ନୂଆଦିଲ୍ଲୀ: ବଓ୍ବୋଚ୍ ଆଇକନ୍ ତଥା ବିଗ୍ବସ୍ର ପୂର୍ବତନ ଗେଷ୍ଟ ପାମେଲା ଆଣ୍ଡରସନ୍ ନିରାମିଷ ଖାଦ୍ୟକୁ ପ୍ରୋତ୍ସାହନ ଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି। ସମସ୍ତ ସରକାରୀ ବୈଠକ ଓ କାର୍ଯ୍ୟକ୍ରମରେ ନିରାମିଷ ଖାଦ୍ୟ ପରିବେଷଣ…

