ଫୁରସତ

ଜାମିନ ନ ଦେବାରୁ ମହିଳା ଜଜ୍‌ଙ୍କୁ ଧମକ

ଥିରୁଭାନନ୍ଥପୁରମ୍‌: ଜଣେ ମାଜିଷ୍ଟ୍ରେଟ୍‌ ଏକ ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ଦେବାକୁ ମନା କରିବାରୁ ଓକିଲ ତାଙ୍କୁ ମାଡ଼ ମାରିବାର ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଜଜ୍‌ଙ୍କୁ ଧମକ ଦେବା ଅପରାଧରେ ୧୨ ଓକିଲଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।…

ଛୁଟି ପାଇଁ ମିଛ

ନୂଆଦିଲ୍ଲୀ: କାର୍ଯ୍ୟକ୍ଷେତ୍ରରେ ଛୁଟି ପାଇଁ ଅନେକେ କରିଥାନ୍ତି ବାହାନା। ଏହା ଭାରତ ଭଳି ଦେଶରେ ସାଧାରଣ କଥା। ହେଲେ ଏକଥା ଜାଣି ଆଶ୍ଚର୍ଯ୍ୟ ହେବେ ବିଶ୍ୱର ଅନ୍ୟତମ ବିକାଶିତ ରାଷ୍ଟ୍ର ବ୍ରିଟେନ ମଧ୍ୟ ଏଥିରୁ ବାଦ୍‌ ପଡ଼ିନି। ଏଠାକାର କର୍ମଚାରୀମାନେ ମାଲିକ…

ମ୍ୟୁଜିକ୍‌ ଶୋ’ ପୃଥିବୀ ପାଇଁ କ୍ଷତିକାରକ

ଲାଇଭ୍‌ ମ୍ୟୁଜିକ୍‌ ଶୋ’ ପୃଥିବୀ ପାଇଁ କ୍ଷତିକାରକ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। କାରଣ ଏହି ଲାଇଭ୍‌ ମ୍ୟୁଜିକ ଶୋ’ରୁ କେବଳ ବ୍ରିଟେନରେ ପ୍ରତିବର୍ଷ ୪.୦୫ ଟନ୍‌ ଗ୍ରୀନ୍‌ ହାଉସ୍‌ ଗ୍ୟାସ ନିର୍ଗତ ହେଉଛି। ଏହି ଗ୍ୟାସ୍‌ ପୃଥିବୀର…

୯ଘଣ୍ଟା ଶୋଇବାକୁ ଏହି କମ୍ପାନୀ ଦେଉଛି ଲକ୍ଷେ ଟଙ୍କା ଦରମା

ବେଙ୍ଗାଲୁରୁ: କର୍ମଚାରୀଙ୍କ କାର୍ଯ୍ୟରେ ଖୁସି ହୋଇ କମ୍ପାନୀ କର୍ତ୍ତୃପକ୍ଷ ଦରମା ବଢ଼ାଇବା ସହ ଇନ୍‌ସେଟିଭ୍‌ ଦେଉଥିବା କଥା ବହୁ ଥର ଶୁଣିଥିବେ ବା ଜାଣିଥିବେ। ହେଲେ କେବେ ଶୁଣିଛନ୍ତି କି, ଶୋଇବା ପାଇଁ କର୍ମଚାରୀଙ୍କୁ ଦିଆଯାଉଛି ଲକ୍ଷେ ଟଙ୍କା। କିନ୍ତୁ ଏଥିପାଇଁ…

ଆତଙ୍କବାଦୀରୁ ସମାଜସେବୀ

ଜଣଙ୍କ ମନରେ କେତେବେଳେ ପରିବର୍ତ୍ତନ ଆସିବ ତାହା କହିହୁଏନି , ଯେମିତି ଘଟିଛି ଆସାମର ମୋନି ମାନିକ ଗୋଗୋଇଙ୍କ କ୍ଷେତ୍ରରେ। ମୋନିଙ୍କୁ ବୟସ ଏବେ ୫୭ ବର୍ଷ। ଦିବ୍ରୁଗଡ ଜିଲାର ଶାଲମାରି ଦିଘାଲିଆ ଗାଁରେ ତାଙ୍କ ଜନ୍ମ। ପ୍ରଥମରୁ ସେ ଜଣେ…

ସଫେଇ କର୍ମଚାରୀ ପଦ ଲାଗି ୭ ହଜାର ଇଞ୍ଜିନିୟରଙ୍କ ଆବେଦନ

କୋଏମ୍ବାଟୁର: ତାମିଲନାଡ଼ୁର କୋଏମ୍ବାଟୁରରେ ସଫେଇ କର୍ମଚାରୀ ପଦବୀ ଲାଗି ୭ ହଜାର ଇଞ୍ଜିଜିନିୟରଙ୍କ ଆବେଦନ ବେକାରି ସମସ୍ୟାର ବିକଳ ଚିତ୍ରକୁ ପଦାରେ ପକାଇଛି। ସିଟି କର୍ପୋରେଶନରେ ଖାଲିଥିବା ୪୪୯ ପଦ ଲାଗି ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ ପାସ୍‌ ଥିବାବେଳେ ୭ ହଜାର…

କାଦୁଅରେ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କରି ଚର୍ଚ୍ଚାରେ ଦମ୍ପତି

ବିବାହକୁ ସ୍ମରଣୀୟ କରି ରଖିବାକୁ ସମସ୍ତେ ଚାହିଁ ଥାଆନ୍ତି। ଏବେ କିନ୍ତୁ ବିବାହ ପୂର୍ବର ମୂହୁର୍ତ୍ତକୁ ମନେ ରଖିବା ପାଇଁ ଯୁବପିଢୀ ବେଶୀ ଗୁରୁତ୍ୱ ଦେଉଛନ୍ତି। ଯାହାକୁ ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ କୁହାଯାଏ। ନିକଟରେ କେରଳର ଜଣେ ଦମ୍ପତି ଏମିତି…

ଏହି ଦେଶରୁ ସମ୍ପୂର୍ଣ୍ଣ ବିଜୁଳି କାଟିପାରିବ ଚାଇନା, ଜାଣନ୍ତୁ କାରଣ

ପ୍ରତ୍ୟେକ ଦେଶ ନିକଟରେ ନିଜ ଦେଶର ବିଜୁଳି କାଟିବାର ଅଧିକାର ଅଛି, ମାତ୍ର କେବେ ଶୁଣିଛନ୍ତି କି, ଗୋଟିଏ ଦେଶ ଅନ୍ୟ ଏକ ଦେଶର ବିଜୁଳି କାଟିପାରିବ ବୋଲି। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଫିଲିପାଇନ୍ସର ସିନେଟ୍‌ ବା ସଂସଦରେ କୁହାଯାଇଛି,…

ତରକାରୀକୁ ନେଇ ସ୍ତ୍ରୀ-ସ୍ବାମୀ ୧୭ ବର୍ଷ ହେଲା ରହୁଥିଲେ ଅଲଗା,ବିଚାରପତି ଏମିତି କରାଇଲେ ମିଳନ

ଭୋପାଳ,୨୮।୧୧: ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ ଝଗଡା ଲାଗି ରହିଥାଏ। ସାମାନ୍ୟ ତରକାରୀକୁ ନେଇ ଲାଗିଥିବା ଝଗଡା ଯୋଗୁ ଦୀର୍ଘ ୧୭ ବର୍ଷ ଧରି ଅଲଗା ରହିବା କେବେ ଶୁଣିଛନ୍ତି କି, କିନ୍ତୁ ମଧ୍ୟ ପ୍ରଦେଶରେ ଏଭଳି ଘଟଣା…

ପୁଅକୁ କୃଷକ କରିବାକୁ ମା’ ଛାଡିଲେ ୯୦ ହଜାର ଟଙ୍କାର ସରକାରୀ ଚାକିରି

ଆଜମେର,୨୮।୧୧: ରାଜସ୍ଥାନର ଆଜମେରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସାଧାରଣତଃ ଆଜିକାଲି ସହର ହେଉ କି ଗାଁ ସବୁଠି ଚାକିରିକୁ ବେଶୀ ଗୁରୁତ୍ୱ ଦିଆଯାଉଛି। ଜଣେ କୃଷକ ମଧ୍ୟ ନିଜ ପୁଅ ପାଠ ପଢି ଚାକିରି କରୁ ବୋଲି ଚାହୁଁଛନ୍ତି।…

ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ଘରେ ପାଳନ୍ତୁ ଏହି ପ୍ରାଣୀ …

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍‌ ସମସ୍ୟା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ଗ୍ରହଣ କରାଯାଇଥାଏ। ସେହିପରି ଖାଦ୍ୟପଦାର୍ଥ ଗ୍ରହଣରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଥାଏ। ତେବେ…

ଏହି କୋର୍ସରେ ଫେଲ୍‌ ହେଲେ ସାରା ଜୀବନ ରହିବେ ଅବିବାହିତ

ଜାକର୍ତ୍ତା,୨୮।୧୧: ବିବାହକୁ ନେଇ ଇଣ୍ଡୋନେସିଆ ସରକାର ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ବିବାହ ପରେ ଯେମିତି ଦାମ୍ପତ୍ୟ ଜୀବନରେ କୌଣସି ବିଭ୍ରାଟ ନ ଘଟେ ସେଥିପାଇଁ ଏଠାକାର ସରକାର ଏକ ପ୍ରି-ଓ୍ବେଡିଂ କୋର୍ସ ଆରମ୍ଭ କରିଛନ୍ତି। ବିବାହ କରିବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?