ଫୁରସତ

ୟୁଟ୍ୟୁବରେ ୨ କୋଟି ସବ୍‌ସ୍କ୍ରାଇବର୍‌ ହେବାରୁ ଏମିତି ପଦକ୍ଷେପ ନେଲେ ଯୁବକ, ଜାଣି ହେବେ ଆଶ୍ଚର୍ଯ୍ୟ

ଆଜିକାଲି ଚାରିଆଡେ ୟୁଟ୍ୟୁବ୍‌ର କ୍ରେଜ୍‌। ଭିଡିଓ କରି ୟୁଟ୍ୟୁବ୍‌ରେ ଛାଡିବା ଯେମିତି ଏକ ନିଶା ପାଲଟିଗଲାଣି। ସାଧାରଣତଃ ଆମେ ୟୁଟ୍ୟୁବରେ ସବ୍‌ସ୍କ୍ରାଇବର ସଂଖ୍ୟା ବଢିଲେ ଆମେ ଖୁସି ହୋଇଥାଉ। କିନ୍ତୁ ଜିମି ଡୋନାଲ୍ଡସନ୍‌ ନାମକ ଜଣେ ବ୍ୟକ୍ତି ନିଜ ୟୁଟ୍ୟୁବ୍‌ରେ...

ପରିବେଶ ପୁରସ୍କାରକୁ ଗ୍ରେଟାଙ୍କ ନା

ଷ୍ଟକ୍‌ହୋମ୍‌ : ବିଶ୍ୱକୁ ଜଳବାୟୁ ପରିବର୍ତ୍ତନର ବିଷ ବଳୟ ମଧ୍ୟରୁ ମୁକାଳିବା ସହ ଏହାର ପ୍ରଭାବ ହ୍ରାସ ଲାଗି ବିଶ୍ୱ ସମୁଦାୟ ଉପରେ ଚାପ ପକାଇଥିବା ସ୍ବିଡେନ୍‌ର ପରିବେଶବିତ୍‌ ଗ୍ରେଟା ଥନ୍‌ବର୍ଗ ମଙ୍ଗଳବାର ପରିବେଶ ପୁରସ୍କାର ନେବାକୁ ମନା କରିଦେଇଛନ୍ତି।...

ଛୁଟି ପାଇଁ ପୋଲିସ କରୁଛି ସତ୍ୟପାଠ

ସମସ୍ତିପୁର: ‘ମୁଁ ….. ଛଟ୍‌ ମା’ଙ୍କୁ ସାକ୍ଷୀ ରଖି ଶପଥ ନେଉଛି, ମୁଁ ଦୀର୍ଘ….ବର୍ଷ ହେଲା ଛଟ୍‌ ପୂଜା କରିଆସୁଛି। ଏହି ବର୍ଷ ମଧ୍ୟ ବ୍ରତ ରଖିଛି। ହେ ଛଟ୍‌ ମା’ ଯଦି ମୁଁ ମିଛ କହି ଛୁଟି ନେଉଥାଏ,...

ବିଶ୍ୱରେ ସବୁଠୁ ଉଚ୍ଚ ସ୍ବରରେ ବୋବାଉଥିବା ପକ୍ଷୀ

ଦୈନନ୍ଦିନ ଆଖପାଖରେ ଆମେ ପକ୍ଷୀମାନଙ୍କ ରାବ ବା ବୋବାଇବା ଶବ୍ଦ ଶୁଣିଥାଉ। କାଉ, କୋଇଲି, ହଳଦୀବସନ୍ତ, କୁମ୍ଭାଟୁଆ, ଘରଚଟିଆ ଆଦି ପକ୍ଷୀଙ୍କ ସ୍ବର ନିଶ୍ଚିତ ଆମ ସମସ୍ତଙ୍କ କାନରେ ପଡ଼ିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ପକ୍ଷୀ ଅଛି, ଯାହାର...

କାମ କରୁଥିବା ବ୍ୟକ୍ତିର ପଦପାଇଁ କୌଣସି ଆକାଂକ୍ଷା ନ ଥାଏ

୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ପ୍ରଶାସନର ଏକ ଜଣାଶୁଣା ନଁା। ଦୀର୍ଘ ୨୮ବର୍ଷ ଧରି ସେ ବିଭିନ୍ନ ସରକାରୀ ସଂସ୍ଥା ଓ ବିଭାଗରେ କାର୍ଯ୍ୟକରି ଆସିଛନ୍ତି। ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ...

ଏମିତି ନଦୀ ଯାହାର ବାଲିରୁ ମିଳେ ମୁଠା ମୁଠା ସୁନା…

ଝାଡ଼ଖଣ୍ଡରେ ରହିଛି ସୁବର୍ଣ୍ଣ ରେଖା ନଦୀ। ରତ୍ନଗର୍ଭାଠାରୁ ୧୫ କିମି ଦୂରରେ ରହିଛି ଏହି ନଦୀ। ସୂର୍ଯ୍ୟାଲୋକ ପଡ଼ିଲେ ନଦୀର ଜଳ ସୁନା ପରି ଚକଚକ କରିଥାଏ। ଏଠାକାର ବାସିନ୍ଦା ନଈ ବାଲିରୁ ସୁନା ସଂଗ୍ରହ କରିଥାନ୍ତି। ରତ୍ନଗର୍ଭାର ମାଟିତଳେ...

ବିଶ୍ୱର ଭିନ୍ନ ପ୍ରକାରର ଜୀବ: କାହାର ଥଣ୍ଟ ଚାମଚ ପରି, ଆଉ କିଏ ବିପରୀତ ଦିଗରୁ ଉଡ଼ିଥାଏ

ବିଶ୍ୱରେ ଅନେକ ପ୍ରକାରର ଜୀବଜନ୍ତୁ ଅଛନ୍ତି। ସେମାନଙ୍କ ମଧ୍ୟରୁ କିଛି ଦେଖିବାକୁ ସୁନ୍ଦର ତ ଆଉ କିଛି ଦେଖିଲେ ଡର ଲାଗିଥାଏ। ଜାଣିବା ସେମିତି କିଛି ଭିନ୍ନ ପ୍ରକାରର ଦେଖାଯାଉଥିବା ଜୀବଙ୍କ ବିଷୟରେ। ଷ୍ଟାର ନୋଜ୍‌ଡ ମୋଲ: ଏହାର ମୁହଁ...

ମୃତ ବାପାଙ୍କ ଫୋନ୍‌କୁ ୪ ବର୍ଷଧରି ମେସେଜ ଦେଉଥିଲେ ଝିଅ: ଅଚାନକ ଦିନେ ବାପାଙ୍କ ନମ୍ବରରୁ ଆସିଲା ଜବାବ, ଜାଣନ୍ତୁ ପୂରା ଘଟଣା

ଜୀବନରେ ମା’ବାପାଙ୍କ ସ୍ଥାନ କେହି ବି ନେଇ ନ ପାରେ। ଉଭୟଙ୍କ ମଧ୍ୟରୁ କାହାରିକୁ ହରାଇଦେବା ସନ୍ତାନଟିଏ ଗ୍ରହଣ କରିପାରେ ନାହିଁ। ତେବେ ପୁଅ ସହ ମା’ର ଏବଂ ବାପା ସହ ଝିଅର ସମ୍ପର୍କ ନିବିଡ଼ ବୋଲି କୁହାଯାଏ। ବାପାଙ୍କୁ...

ନିଜ ଭିତରେ ଏହିଭଳି ପରିବର୍ତ୍ତନ ଦେଖୁଥିବା ପୁରୁଷ ଶୀଘ୍ର କରନ୍ତୁ ବିବାହ

ପ୍ରାୟ ଯୁବକଙ୍କୁ ସେମାନଙ୍କ ଅବିବାହିତ ଜୀବନ ବେଶି ପସନ୍ଦ ଆସିଥାଏ। ସେମାନେ ତାଙ୍କର ଏହି ଜୀବନକୁ ନେଇ ଖୁସିରେ ରହିବାକୁ ଚାହିଁଥାନ୍ତି। ମାତ୍ର ପରେ ଜୀବନରେ ଏପରି ସମୟ ଆସେ ଯେତେବେଳେ ଏକୁଟିଆ ବଞ୍ଚତ୍ବା ସମ୍ଭବ ହୋଇ ନ ଥାଏ।...

ବିଳାସପୂର୍ଣ୍ଣ ହୋଟେଲ: ରାତିକ ପାଇଁ ଦେବାକୁ ପଡିବ ୭୦ ହଜାର ଟଙ୍କା

ଫ୍ଲୋରିଡା: ଘରୁ ବାହାରକୁ ଗଲେ ପ୍ରାୟ ସମସ୍ତେ ବିଳାସପୂର୍ଣ୍ଣ ହୋଟେଲରେ ରହିବାକୁ ମନ ବଳାଇ ଥାଆନ୍ତି। ଏବେ କିନ୍ତୁ ଏକ ହୋଟେଲ ନିର୍ମାଣ କାମ ଚାଲିଥିବା ବେଳେ ଆସିଲାଣି ଚର୍ଚ୍ଚାକୁ। ଆମେରିକାର ଫ୍ଲୋରିଡାରେ ଏହି ହୋଟେଲଟି ନିର୍ମାଣ କରାଯାଉଛି। ଗିଟାର...

ଏପରି ହୋଟେଲ ଖୋଲା ଆକାଶ ଯାହାର ଛାତ, ନାହିଁ କୋଠରୀ; ତଥାପି ରହିବା ଲାଗି ପର୍ଯ୍ୟଟକଙ୍କ ଗହଳି

ହୋଟେଲ ବିଷୟରେ କଥା ହେବା ସମୟରେ ବିଳାସମୟ କୋଠା, ସୁଇମିଂପୁଲ, ପ୍ରାକୃତିକ ସୌନ୍ଦର୍ଯ୍ୟଭରା ବାତାବରଣ, ସୁସ୍ବାଦୁ ଖାଦ୍ୟ ଭଳି ଅନେକ କଥା ମନକୁ ଆସିଥାଏ। ହେଲେ ଯଦି ବିନା କୋଠରୀ ଅଥବା ଛାତ ଥିବା ହୋଟେଲ ବିଷୟରେ କୁହାଯାଏ ତେବେ...

ଏହି ଭୂତ କୋଠରୀରେ କିଛି ଘଣ୍ଟା ବିତାଇଲେ ମିଳିବ ୧୪ ଲକ୍ଷ ଟଙ୍କା

ବିଶ୍ୱରେ ଅନେକ ପ୍ରକାଶ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରେ କେହି ଭୂତପ୍ରେତ ଉପରେ ବିଶ୍ୱାସ କରୁଥିଲାବେଳେ ଆଉ କେହି ଏହାକୁ ମନଗଢା କାହାଣୀ କହି ଏଡାଇ ଯାଆନ୍ତି। ଆମେରିକାର ଟେନେସି ସହରରେ ଏମିତି ଏକ ଭୂତ କୋଠରୀ ଅଛି, ଯେଉଁଠିକି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri