ଫ୍ଲୋରାଇଡ୍ ଯୋଗୁ ବଢ଼ିପାରୁନି ଏହି ଗାଁଲୋକଙ୍କ ଆୟୁଷ
ଏଭଳି ଏକ ଗାଁ ଅଛି, ଯେଉଁଠାରେ ଲୋକ ଦୀର୍ଘାୟୁ ହୋଇ ନ ଥାନ୍ତି। ତାଙ୍କର ଜୀବନକାଳ ବହୁତ୍ କମ୍। ସେଠାରେ ପରିସ୍ଥିତି ଏଭଳି ହୋଇଛି ଯେ, ଶେଷରେ ସରକାର ଏଠାକାର ଲୋକଙ୍କୁ ଗାଁ ଛାଡିବାକୁ ପରାମର୍ଶ ଦେଇଛନ୍ତି। ଏହି ଦୃଶ୍ୟ ଦେଖିବାକୁ…
‘ହକ୍ ଆଇ’ ଆପ୍ ଦ୍ୱାରା ଚୋରି ମୋବାଇଲ୍ ଉଦ୍ଧାର
ହାଇଦ୍ରାବାଦ୍: ଏକ ମୋବାଇଲ୍ ଆପ୍ ଜରିଆରେ ହାଇଦ୍ରାବାଦ ପୋଲିସ ୬୭ଟି ଚୋରି ମୋବାଇଲ୍ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଜନସାଧାରଣଙ୍କ ସହ ଯୋଡ଼ିହେବା ପାଇଁ ହାଇଦ୍ରାବାଦ ପୋଲିସ ପକ୍ଷରୁ ୨୦୧୫ରେ ‘ହକ୍ ଆଇ’ ନାମକ ଏହି ମୋବାଇଲ୍ ଆପ୍ ଜାରି…
୮ ହଜାର କୋଟିର ଅଳଙ୍କାର ଲୁଟ୍
ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ ଥିବା କୁହାଯାଉଛି। ସଂଗ୍ରହାଳୟରୁ ଚୋରମାନେ ୮ ହଜାର କୋଟିର ଅଳଙ୍କାର ଏବଂ ବହୁମୂଲ୍ୟ ସାମଗ୍ରୀ…
ବିଶ୍ୱ ଦେଖିବ ପରାକ୍ରମ: ନୌସେନାର ପ୍ରଥମ ମହିଳା ପାଇଲଟ ଶିବାଙ୍ଗୀ
ମୁଜାଫରପୁର: ଆକାଶ ପରେ ସମୁଦ୍ରର ଅଥଳ ଜଳରାଶିରେ ପରାକାଷ୍ଠା ଦେଖାଇବେ ଭାରତୀୟ ମହିଳା। ବାୟୁସେନା ପରେ ଏବେ ନୌସେନାକୁ ମିଳିବାକୁ ଯାଉଛି ଦେଶର ପ୍ରଥମ ମହିଳା ପାଇଲଟ । ବିହାରର ଶିବାଙ୍ଗୀ ସ୍ବରୂପଙ୍କୁ ଜୁଟିଛି ଏହି ସୌଭାଗ୍ୟ। ସେ ଏବେ କେରଳର…
ନିଆରା ପ୍ରତିଯୋଗିତା: ବିବାହ ପୋଷାକରେ ଦୌଡ଼ିଲେ ୩୦୦ ପ୍ରତିଯୋଗୀ, ଜାଣନ୍ତୁ କେତେ ଥିଲା ଓ୍ବେଡିଙ୍ଗ୍ ପ୍ୟାକେଜ୍
ଆଜିକାଲି ସମୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। ସେଥିମଧ୍ୟରୁ କେତେକ ପ୍ରତିଯୋଗିତା ସ୍ମରଣୀୟ ରଖିବାକୁ ନିଆରା ଢଙ୍ଗରେ ଆୟୋଜନ କରାଯାଇଥାଏ। ଏହିପରି ଏକ ଅଜବ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍ଠାରେ। ଯେଉଁଥିରେ ଏକା ସାଙ୍ଗରେ ୩୦୦ ପ୍ରତିଯୋଗୀ ଅର୍ଥାତ୍…
ଦୁଇଟି କୁକୁରଙ୍କ ଯତ୍ନ ନେଲେ ମାସକୁ ମିଳିବ ଏତିକି ଲକ୍ଷ…
ଲଣ୍ଡନର ନାଇଟ୍ସବ୍ରିଜ୍ରେ ଜଣେ ଦମ୍ପତି ଏକ ବିଜ୍ଞାପନ ଦେଇଛନ୍ତି, ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଉକ୍ତ ଦମ୍ପତି ନିଜର ଦୁଇଟି କୁକୁରର ଯତ୍ନ ନେବା ପାଇଁ କେୟାର୍ ଟେକର ଆବଶ୍ୟକ ବୋଲି ଏକ ବିଜ୍ଞାପନ ଦେଇଛନ୍ତି। ଯୋଗ୍ୟ ବ୍ୟକ୍ତିଙ୍କୁ…
ସାବଧାନ! ଏମିତି ମାଛ, ଯାହାକୁ ଖାଇଲେ ଚାଲିଯିବ ଜୀବନ
ସାଧାରଣତଃ ମାଛ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର ବିଶ୍ୱରେ ଏମିତି ଏକ ମାଛ ଅଛି, ଯାହାକୁ ଖାଇଲେ ଜୀବନ ଚାଲିଯିବ। ତେଣୁ ଏଥିପ୍ରତି ସାବଧାନ ରହିବା ଜରୁରୀ। ଏପରି ବିଷାକ୍ତ ମାଛର ନାଁ ହେଉଛି ପଫର। ଏଥିରେ ସାଇନାଇଡ୍ଠାରୁ…
ଏହି ରେଷ୍ଟୁରାଣ୍ଟରେ ୮ ଜଣ ଡିନର କରି ଭରିଲେ ୪୪ ଲକ୍ଷ ଟଙ୍କାର ବିଲ୍
ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ରେଷ୍ଟୁରାଣ୍ଟ ଚର୍ଚ୍ଚାରେ ରହୁଛି। କେଉଁଠି ଚା’ କପ୍ର ଦାମ୍ ଆକାଶଛୁଆଁ ତ ଆଉ କେଉଁଠି ଦୁଇଟି କଦଳୀର ଦାମ୍ ୧ ହଜାର ଟଙ୍କା। କିନ୍ତୁ ଆଜି ଏମିତି ଏକ ରେଷ୍ଟୁରାଣ୍ଟର ମିଲ୍ର ଦାମ୍ ବିଷୟରେ କହିବୁ,…
ଏମ୍ବିଏ ଛାତ୍ରୀଙ୍କ ଟ୍ରାଫିକ୍ ମ୍ୟାନେଜ୍ମେଣ୍ଟ
ଇନ୍ଦୋର: ମଧ୍ୟ ପ୍ରଦେଶରେ ଜଣେ ଏମ୍ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍ ପୋଷ୍ଟରେ ଲୋକଙ୍କୁ ଭିନ୍ନ ଢଙ୍ଗରେ ଟ୍ରାଫିକ୍ ନିୟମ ବୁଝାଉଥିବା ଦେଖିବାକୁ ମିଳିଛି। ଶୁଭି ଜୈନ ନାମକ ଏହି ଛାତ୍ରୀ ଜଣକ…
ଜଣେ ପୂର୍ବତନ ବିଧାୟକଙ୍କ ଜୀବନ ଗାଥା
କାନପୁର: ମନ୍ଦିର-ମସ୍ଜିଦକୁ ନେଇ ଆମ ଦେଶରେ ଅନେକ ବିବାଦ ଦେଖାଦିଏ। କିନ୍ତୁ ଈଶ୍ୱର ମନ୍ଦିର କି ମସ୍ଜିଦରେ ନାହାନ୍ତି , କର୍ମ ଓ ସଂସ୍କାରରେ ଅଛନ୍ତି ବୋଲି ବିଶ୍ୱାସ କରୁଥିବା ଲୋକଙ୍କ ସଂଖ୍ୟା ମଧ୍ୟ ଆମ ଦେଶରେ କମ୍ ନାହିଁ। ଏମିତି…
ପୁଅର ମୁକ୍ତି ପାଇଁ କାନ୍ଦୁଥିଲେ ମା’, କୋଳେଇ ନେଲେ ପୋଲିସ କନ୍ଷ୍ଟେବଳ
ଜଳନ୍ଧର, ୨୬।୧୧: ପଞ୍ଜାବରେ ଜଣେ ପୋଲିସ କନ୍ଷ୍ଟେବଳଙ୍କ ନିଆରା କାର୍ଯ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ମହିଳାଙ୍କ ପୁଅ ମାଲେସିଆ ଜେଲରେ ବନ୍ଦୀ ଥିବାବେଳେ ତାଙ୍କୁ ଫେରାଇ ଆଣିବାକୁ କହି ଭୋ ଭୋ ହୋଇ କାନ୍ଦୁଥିଲେ। ଏହି ସମୟରେ ଉକ୍ତ…
ପିଲାଙ୍କୁ ସ୍ମାର୍ଟଫୋନ୍ଠାରୁ ଦୂରେଇବାକୁ ଏହି ସହର ଆପଣାଇଲା ନିଆରା ଉପାୟ
ସ୍ମାର୍ଟଫୋନ ଜୀବନକୁ ସହଜ ଏବଂ ସରଳ କରିଦେଇଛି। କିନ୍ତୁ ଏହି ଆଧୁନିକ ଟେକ୍ନୋଲୋଜି ପିଲାଙ୍କ ପାଇଁ ବହୁତ କ୍ଷତିକାରକ। ଏହାର ପ୍ରଭାବ ସେମାନଙ୍କ ମାନସିକ ଓ ଶାରୀରିକ ବିକାଶ ଉପରେ ପଡେ ବୋଲି ବିଭିନ୍ନ ଗବେଷଣାରୁ ଜଣାପଡିଛି। ଆଜିକାଲି ଅଭିଭାବକମାନେ ପିଲାମାନଙ୍କୁ…

