ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…
ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା...
ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…
ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା...
ଦୀପାବଳିରେ କାହିଁକି ଲଗାଯାଏ କଳା ଟିକା
ପ୍ରତିବର୍ଷ କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଦୀପାବଳି ପର୍ବ ପାଳନ କରାଯାଏ। ଚଳିତବର୍ଷ ମାତ୍ର ଗୋଟିଏ ଦିନ ପରେ ଅର୍ଥାତ୍ ୨୭ ତାରିଖ ରବିବାର ଏହି ଉତ୍ସବ ପାଳନ କରାଯିବ। ଦୀପାବଳିରେ ମା’ ଲକ୍ଷ୍ମୀ, ସିଦ୍ଧିଦାତା ଗଣେଶ ଏବଂ...
ବର୍ଷକୁ ଥରେ ମହାକାଳଙ୍କ ସେବା କରନ୍ତି ମହିଳା…
ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଭୁ ମହାକାଳଙ୍କ ସେବା ବର୍ଷରେ ଥରେ ମହିଳାମାନେ କରନ୍ତି। ଦୀପାବଳି ପୂର୍ବଦିନ ଦେବ ଦୀପାବଳି ଅବସରରେ ମହାକାଳଙ୍କ ପୂଜା କରୁଥିବା ସଦସ୍ୟଙ୍କ ପରିବାରର ମହିଳାମାନେ ଏପରି କରନ୍ତି। ପ୍ରଭୁଙ୍କୁ ଗରମ ପାଣିରେ ସ୍ନାନ କରାଯିବା ସହିତ ନାନା...
ମହାରାଷ୍ଟ୍ର ଅପେକ୍ଷା ହରିୟାଣା ବିଧାୟକ ଅଧିକ ପାଠୁଆ
ନୂଆଦିଲ୍ଲୀ : ସଦ୍ୟସମାପ୍ତ ବିଧାନସଭା ନିର୍ବାଚନରେ ମହାରାଷ୍ଟ୍ର ଅପେକ୍ଷା ହରିୟାଣାରେ ଅଧିକ ଶିକ୍ଷତ ବିଧାୟକ ଅଛନ୍ତି। ପିଆର୍ଏସ୍ ଲେଜିସ୍ଲେଟିଭ୍ ରିସର୍ଚ୍ଚ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ମହାରାଷ୍ଟ୍ରର ମୋଟ ୨୮୮ ବିଧାୟକଙ୍କ ମଧ୍ୟରୁ ୫୭ ପ୍ରତିଶତ ସ୍ନାତକ ପାସ୍ କରିଥିବାବେଳେ...
ପୃଥିବୀର ୫ ପୁରାତନ ଦାମୀ ବହି
ନୂଆଦିଲ୍ଲୀ: ଦୁନିଆରେ ଅନେକ ପ୍ରକାର ପୁସ୍ତକ ରହିଛି। ତେବେ ଏଭଳି କିଛି ପୁସ୍ତକ ଅଛି, ଯାହା ଦାମୀ ତଥା ମୂଲ୍ୟବାନ। ଦି କୋଡେକ୍ସ ଲିସେଷ୍ଟର ବିଶ୍ୱର ସବୁଠାରୁ ଦାମିକା ବହି ଭାବେ ପରିଚିତ। ଏହାର ରଚୟିତା ଲିଓନାର୍ଡୋ ଦା ଭିଞ୍ଚିି।...
ନିରାପଦ ଦୀପାବଳି ପାଇଁ…
ଆଲୋକର ପର୍ବ ଦୀପାବଳି। ପରିବାର, ବନ୍ଧୁ ପରିଜନଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବାର ବେଳ। ଅନ୍ଧାରକୁ ଏଡ଼ିଦେଇ କିଛି ସମୟ ପରିବେଶକୁ ଆଲୋକିତ କରିବାର ପ୍ରୟାସରେ ଏହି ପର୍ବର ଅନ୍ୟତମ ପ୍ରମୁଖ ଆକର୍ଷଣ ହେଉଛି ଆତସବାଜି। ମିଠା...
ଧୂଳିମାଟି ଖେଳ କମାଇବ ପାଠପଢ଼ା ବୋଝ
ସୁରତ: ସକାଳ ସାଢ଼େ ୬ରୁ ୭ଟା ଭିତରେ ଟ୍ୟୁଶନ୍। ୧୦ଟାରୁ ୪ଟା ସ୍କୁଲ। ଏହା ପରେ ପୁଣି ୫ଟାରୁ ଟ୍ୟୁଶନ୍। ଘରକୁ ଫେରି ହୋମ୍ଓ୍ବାର୍କ। ଏହା ହେଉଛି ଦୁନିଆକୁ ଜାଣିବା ଆରମ୍ଭ କରୁଥିବା ଜଣେ କୋମଳମତି ପିଲାର ଧରାବନ୍ଧା ଜୀବନ।...
ବିଲେଇଙ୍କ ପାଇଁ ବିଳାସପୂର୍ଣ୍ଣ ହୋଟେଲ
ସାଧାରଣତଃ ମଣିଷମାନଙ୍କ ପାଇଁ ବିଳାସପୂର୍ଣ୍ଣ ହୋଟେଲର ବ୍ୟବସ୍ଥା କରାଯାଇଥାଏ। ହେଲେ ଇରାକର ଜଣେ ଭେଟନାରୀ ମେଡିସିନର ଛାତ୍ର ଅହମ୍ମଦ ତାହେର ମକ୍କି ବିଲେଇଙ୍କ ପାଇଁ ତିଆରି କରିଛନ୍ତି ଏକ ବିଳାସପୂର୍ଣ୍ଣ ହୋଟେଲ। ନିଜ ଘରେ ସେ ଏହି ହୋଟେଲ ତିଆରି...
ପକେଟ ମନି ସଞ୍ଚୟ କରି ଗରିବ ପିଲାଙ୍କ ମୁହଁରେ ହସ ଫୁଟାଇଲେ ସ୍କଟଲାଣ୍ଡରୁ ଆସିଥିବା ପରିବାର
ଆଲିଗଢ,୨୫।୧୦: ସଂସ୍କୃତିରୁ ହିଁ ସଂସ୍କାରର ଜନ୍ମ ହୋଇଥାଏ। ଭାରତୀୟ ସଂସ୍କୃତିର ଏହି ସଂସ୍କାର ପାଇଁ ସାତ ସମୁଦ୍ର ପାର ହୋଇ ଦୀପାବଳି ମନାଇବାକୁ ଆସିଛନ୍ତି ସ୍କଟଲାଣ୍ଡର ଗୋଟିଏ ପରିବାର। ଭାରତରେ ରହୁଛନ୍ତି ସେମାନଙ୍କ ନିଜ ପରିବାର। ଭାରତର ମୂଳବାସିନ୍ଦା ଅଭିଷେକ...
ଶିଶୁପୁତ୍ର ସହ ଭୂତ ଶୋଇଥିବା ଦେଖି ଡରିଗଲେ ମା’, ସୋସିଆଲ ମିଡିଆରେ ଫଟୋ ଶେୟାର କରି କହିଲେ ସମ୍ପୂର୍ଣ୍ଣ ଘଟଣା
ଭୂତ, ପ୍ରେତକୁ ନେଇ ବିଭିନ୍ନ ଲୋକ ଭିନ୍ନ ଭିନ୍ନ ମତ ରଖିଥାନ୍ତି। କେହି ଏହାର ଅସ୍ଥିତ୍ୱକୁ ନେଇ ବିଶ୍ୱାସ କରୁଥିଲେ ମଧ୍ୟ କେହି କେହି ବିଶ୍ୱାସ କରି ନ ଥାନ୍ତି। ତେବେ ଏହା ଉପରେ ଏପରି କିଛି ସୂଚନା ନାହିଁ...
ବହୁରୂପୀ କାହିଁକି, କେତେବେଳେ ଏବଂ କେମିତି ବଦଳାଇଥାଏ ରଙ୍ଗ
ବହୁରୂପୀ ଏଣ୍ଡୁଅ ରଙ୍ଗ ବଦଳାଉଥିବା ନିଶ୍ଚିତ ଦେଖିଥିବେ। କିନ୍ତୁ ମନକୁ କେବେ ପ୍ରଶ୍ନ ଆସିଛି କି, ଏହା କାହିଁକି ରଙ୍ଗ ବଦଳାଏ ଏବଂ କେଉଁ ସମୟରେ ବଦଳାଏ ବୋଲି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ବହୁରୂପୀ ରଙ୍ଗ ବଦଳାଇବା...
Archives


