ଫୁରସତ

କାଞ୍ଜିଅଁଳା ନବମୀ: ଶାଶୁ, ବୋହୂଙ୍କୁ ପ୍ରଣାମ କରିବାର ପରମ୍ପରା

ଓଡିଆ ଘରେ ରହିଛି ବାର ମାସରେ ତେର ପର୍ବ। ସେମିତି ଏକ ପର୍ବ ହେଉଛି କାଞ୍ଚିଅଁଳା ନବମୀ। ବିଶେଷ କରି ଉପକୂଳ ଓଡ଼ିଶାରେ ଏହା ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ। ପ୍ରଥମାଷ୍ଟମୀ ପରଦିନ ଏହି କାଞ୍ଜିଅଁଳା ନବମୀ ପାଳନ କରାଯାଇଥାଏ। ଏହିଦିନ…

ଗୋଟିଏ ଗଛରେ ଫଳିଛି ୪୦ ପ୍ରକାର ଫଳ, ଜାଣନ୍ତୁ ଏହାର ବିଶେଷତ୍ୱ

ସାଧାରଣତଃ ଗୋଟିଏ ଗଛରେ ହିଁ ଗୋଟିଏ ପ୍ରକାର ଫଳ ଫଳିଥାଏ। ଆମ୍ବ ଗଛରେ ଆମ୍ବ ଫଳୁଥିବାବେଳେ ପିଜୁଳି ଗଛରେ ପିଜୁଳି ଫଳିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ଗଛ ଅଛି, ଯେଉଁ ଗଛରେ ୪୦ ପ୍ରକାର ଫଳ ଫଳିଛି। ଏହି ଗଛ…

ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ଜାଣନ୍ତୁ ଏପରି…

ଏବେ ବଜାରରେ ନକଲି ଜିରା ମିଳୁଛି। ଏହା ଫୁଲଝାଡୁ, ପଥରଗୁଣ୍ଡ ଏବଂ ଗୁଡ଼ରୁ ପ୍ରସ୍ତୁତ ହେଉଛି। ଅସଲି ଜିରା ଦାମ କିଲୋପ୍ରତି ୪ଶହ ଟଙ୍କା ଥିବାବେଳେ ଏହି ନକଲି ଜିରା ଦାମ କିଲୋପ୍ରତି ୨୦ ଟଙ୍କା ରହିଛି। କେତେକ ଏହାକୁ ସିନ୍ଥେଟିକ୍‌…

ଡିଏନ୍‌ଏରୁ ଜଣାପଡ଼ିବ ଭବିଷ୍ୟତରେ ଶିଶୁ ଡାକ୍ତର ଅବା ହେବ ଇଞ୍ଜିନିୟର…

ଭବିଷ୍ୟତରେ ଶିଶୁ କେଉଁ ପେଶାରେ ରହିବ ତାହା ଡିଏନ୍‌ଏରୁ ଜଣାପଡ଼ିବ। ଶିଶୁ ଡାକ୍ତର, ଇଞ୍ଜିନିୟର, କଳାକାର ଅବା ସାଧାରଣ କାର୍ଯ୍ୟ କରିବ ତାହା ଗୁଣସୁତ୍ରରେ ଥିବା ଡିଏନ୍‌ଏରୁ ସହଜରେ ଆକଳନ କରାଯାଇପାରିବ ବୋଲି ଗବେଷକ କହିଛନ୍ତି। ଏନେଇ ଚାଇନା ସମେତ ଅନ୍ୟ…

ବ୍ରେକ୍‌ଫାଷ୍ଟ କରୁ ନ ଥିବା ପିଲା କମ୍‌ ମାର୍କ ରଖନ୍ତି

ଲଣ୍ଡନ:ପିତାମାତାମାନେ ଏବେଠାରୁ ସାବଧାନ ହୋଇଯାନ୍ତୁ। ବ୍ରେକଫାଷ୍ଟ କରୁ ନ ଥିବା ପିଲା କମ୍‌ ମାର୍କ ରଖନ୍ତି ବୋଲି ଏକ ସର୍ବେକ୍ଷଣରୁ ଜଣାପଡ଼ିଛି। ପିଲାମାନେ ଖାଲିପେଟରେ ରହି ପାଠପଢ଼ିବା ଦ୍ୱାରା ମାନସିକ ସନ୍ତୁଳନ ରକ୍ଷା ହୋଇ ନ ଥାଏ। ଖାଲି ଘରେ ନୁହେଁ,…

ସିଗାରେଟ ବଦଳାଇଦେଲା ଫୁସ୍‌ଫୁସ୍‌ ରଙ୍ଗ

ବେଜିଂ: ଧୂମପାନ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏପରି ଚେତାବନୀ ପ୍ରତି ସିଗାରେଟ ପ୍ୟାକେଟ୍‌ରେ ଅତି ସହଜରେ ଦେଖିବାକୁ ମିଳେ। ଏହା ସତ୍ତ୍ୱେ ଏହି ମାରାତ୍ମକ ନିଶାକୁ ଛାଡ଼ି ପାରୁନାହାନ୍ତି ଅନେକେ। ହେଲେ ଏହାର କୁପ୍ରଭାବ ଫୁସ୍‌ଫୁସ୍‌କୁ କିପରି ପ୍ରଭାବିତ କରୁଛି ତାହାର ଏକ…

ଥାନାରେ ରୋବୋ ପୋଲିସ: ଏତଲା ରଖିବ, ସମାଧାନ ବି କରିବ

ବିଶାଖାପାଟଣା: ଥାନାରେ ପୋଲିସ୍‌ କର୍ମଚାରୀଙ୍କୁ କାମରେ ସହଯୋଗ କରିବ ରୋବୋ। ଏତଲା ରଖିବାଠାରୁ ଆରମ୍ଭ କରି ମାମଲା ସମାଧାନ ହେବାରେ ଏହା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିବ। ସାଇବର ଅପରାଧୀଙ୍କୁ ଧରିବା ପାଇଁ ଆନ୍ଧ୍ରପ୍ରଦେଶ ପୋଲିସ ପକ୍ଷରୁ ପ୍ରଥମ ଥର ପାଇଁ…

ବିଶ୍ୱ ଟେଲିଭିଜନ ଦିବସ

ଜାତିସଂଘ: ୧୯୯୬ର ପ୍ରଥମାର୍ଦ୍ଧରେ ପ୍ରଥମେ ବିଶ୍ୱ ଟେଲିଭିଜନ ମଞ୍ଚ ଗଠନ କରାଯାଇଥିଲା। ପରେ ଜାତିସଂଘ ସାଧାରଣ ପରିଷଦ ସେହି ବର୍ଷ ୨୧ ନଭେମ୍ବରରେ ବିଶ୍ୱ ଟେଲିଭିଜନ ଦିବସ ପାଳନ କରାଯିବା ଲାଗି ଘୋଷଣା କରିଥିଲା। ଜାତିସଂଘ ଏହାର ସଦସ୍ୟ ରାଷ୍ଟଙ୍କୁ ଆମନ୍ତ୍ରଣ…

ଅଜବ ରେଷ୍ଟୁରାଣ୍ଟ: ଯେଉଁଠି ମିଳେ ଆଲିଆ ଭାତ, ସଲମାନ ପାନ

ଘରୋଇ ଖାଦ୍ୟ ଖାଇଖାଇ ଯେତେବେଳେ ବିରକ୍ତି ଲାଗେ ଲୋକେ ରେଷ୍ଟୁରାଣ୍ଟ ଯାଇ କିଛି ସ୍ବାଦିଷ୍ଟ ଭୋଜନ ପାଇଁ ଇଚ୍ଛା କରିଥାନ୍ତି। ଯେତେ ବ୍ୟୟବହୁଳ ହୋଇଥିଲେ ମଧ୍ୟ ଖାତିର ନ କରି ପହଞ୍ଚି ଯାଆନ୍ତି ରେଷ୍ଟୁରାଣ୍ଟରେ। ସେଠାରେ ଜିରା ରାଇସ୍‌, ବିରିୟାନି, ପଲଉ…

ରତନ ଟାଟା ୨୭ ବର୍ଷୀୟ ଯୁବକଙ୍କୁ ଫୋନ୍‌ କରି ପଚାରିଲେ, ମୋ ଆସିଷ୍ଟାଣ୍ଟ୍‌ ହେବେ କି

ବମ୍ବେ,୨୧।୧୧: ଦେଶର ଜଣାଶୁଣା ଉଦ୍ୟୋଗପତି ରତନ ଟାଟାଙ୍କ ସହ କାମ କରିବା ଅନେକଙ୍କ ପାଇଁ ଏକ ସ୍ବପ୍ନ ଥାଏ। କିନ୍ତୁ ଟାଟା ନିଜେ ଯଦି ଫୋନ୍‌ କରି ଚାକିରି ଅଫର୍‌ ଦେବ ତେବେ ତାହା ନିହାତି ସୌଭାଗ୍ୟର କଥା। ୨୭ ବର୍ଷୀୟ…

ବିଧାୟକ କହିଲେ, ଫୁଲମାଳ ନୁହେଁ ମୋତେ ବହି ଦରକାର

ଥିରୁଭାନନ୍ତପୁରମ୍‌, ୨୧।୧୧: ଆଜିକାଲି ସୋସିଆଲ ମିଡିଆରେ କେରଳର ଜଣେ ବିଧାୟକଙ୍କ ଫଟୋ ଏବଂ କାହାଣୀ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ନିଜ ଫେସବୁକରେ ଏକ ଫଟୋ ପୋଷ୍ଟ କରିଥିଲେ। ଯାହାର କ୍ୟାପଶନରେ ସେ ଲେଖିଥିଲେ, ଲୋକମାନେ ମୋତେ ଯେବେ ବି…

ଶ୍ମଶାନରେ ପାଳିଲେ ଜନ୍ମଦିନ

ସାଧାରଣତଃ କୌଣସି ବନ୍ଧୁଙ୍କର ଜନ୍ମଦିନ ପାଳନ କରିବା ପାଇଁ କେତେକ’ଣ ପୂର୍ବ ପ୍ରସ୍ତୁତି ଚାଲିଥାଏ। କେଉଁଠି କେକ୍‌ କଟାଯିବ, କେତେ ଅତିଥି ଯୋଗଦେବେ, ଭୋଜିରେ ଖାଦ୍ୟ ତାଲିକା କ’ଣ ରହିବ ଇତ୍ୟାଦି ଇତ୍ୟାଦି। ମାତ୍ର ଶ୍ମଶାନରେ ଜନ୍ମଦିବସ ପାଳନ ହୋଇ କେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?