ଯେଉଁ ଗାଁରେ ପ୍ରତି ଘରେ ପାଳନ କରାଯାଏ ସାପ
ଆମ ଭିତରୁ ଅନେକ ଏପରି ଲୋକ ଅଛନ୍ତି ଯେଉଁମାନେ ଜୀବଜନ୍ତୁପାଳନ କରିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଘରେ ସାପ ପାଳନ କରିବା କଥା ଶୁଣିଛନ୍ତି କି? ଏହା ନିହାତି ଭୟଙ୍କର ତଥା ଆଶ୍ଚର୍ଯ୍ୟଜନକ ବିଷୟ। କିନ୍ତୁ କୁକୁର, ବିଲେଇ, ଶୁଆ ଇତ୍ୟାଦି…
ବିବାହରେ ଟମାଟୋକୁ ଗହଣା କରି ପିନ୍ଧିଲେ ପାକିସ୍ତାନୀ କନ୍ୟା
ପାକିସ୍ତାନରେ ଦିନକୁ ଦିନ ଆର୍ଥତ୍କ ମାନ୍ଦାବସ୍ଥା ଏପରି ବିଗିଡ଼ି ଚାଲିଛି ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଫଟୋରୁ ବାରି ହୋଇପଡୁଛି। ପାକିସ୍ତାନରେ ମହିଳାମାନେ ସୁନାଗହଣା ବଦଳରେ ଟମାଟୋ ପିନ୍ଧୁଛନ୍ତି। ଏମିତିରେ ବି ପାକିସ୍ତାନରେ ଟମାଟୋ କେଜି ୪୦୦ ଟଙ୍କାରୁ…
ବଡିବିଲ୍ଡିଂ ମାନିଆ: ବାଇସପ୍ରେ ଭର୍ତ୍ତି କରିଦେଲେ ୬ ଲିଟର ଭେସ୍ଲିନ୍
ମସ୍କୋ: ସମସ୍ତଙ୍କୁ ଲୋଡ଼ା ଆକର୍ଷଣୀୟ ଚେହେରା। ଏଥିପାଇଁ ସୁଠାମ ଶରୀର ଗଠନ ନିଶାରେ ପଡ଼ିଛନ୍ତି ଯୁବପିଢ଼ି। ହେଲେ ପରିଶ୍ରମ ନୁହେଁ, ବରଂ କମ୍ଦିନରେ ନିଜର ମାଂସପେଶୀ ସୃଦୃଢ଼ କରିବାକୁ ସହଜ ସୁବିଧା ଉପାୟ ଖୋଜୁଛନ୍ତି ସେମାନେ। ହେଲେ କାର୍ଟୁନ କାରେକ୍ଟର ପୋପେୟାଙ୍କ…
ସ୍କୁଲ୍ରେ ଶିକ୍ଷୟିତ୍ରୀଙ୍କ ପାଇଖାନା ଚିନ୍ତା
କହିବା ଓ କରିବା ମଧ୍ୟରେ ଆକାଶପାତାଳ ପ୍ରଭେଦ ରହିଛି। କିନ୍ତୁ କାର୍ଯ୍ୟ କରିବାର ପ୍ରଭାବ ସମସ୍ତଙ୍କୁ ଛୁଇଁପାରେ ଯାହା କରି ଦେଖାଇଛନ୍ତି ଜଣେ ଶିକ୍ଷୟିତ୍ରୀ। ତାଙ୍କ ନାଁ ଲକ୍ଷ୍ମୀ ପୋତ୍ରୀ। ମଧ୍ୟପ୍ରଦେଶ ଶାହପୁର ଅନ୍ତର୍ଗତ ସହଜପୁର ହାଇସ୍କୁଲ୍ର ପ୍ରଧାନ ଶିକ୍ଷୟିତ୍ରୀ ଭାବେ…
ସାର୍ବଜନୀନ ଶିଶୁ ଦିବସ: ସଂକଳ୍ପର ଦିନଟିଏ
୨୦ ନଭେମ୍ବର ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ୧୯୫୯ରେ ଏହି ଦିନ ଜାତିସଂଘ ସାଧାରଣ ପରିଷଦ ଶିଶୁ ଅଧିକାର ଘୋଷଣାନାମାକୁ ଗ୍ରହଣ କରିଥିଲା। ୧୯୮୯ରେ ଠିକ୍ ଏହି ଦିନ ମଧ୍ୟ ଜାତିସଂଘ ସାଧାରଣ ପରିଷଦ ଶିଶୁ ଅଧିକାର ସମ୍ମିଳନୀକୁ ସ୍ବୀକୃତି ଦେଇଥିଲା। ଏଣୁ…
୫୦୦ ବର୍ଷ ପରେ ପଗଡ଼ି ବାନ୍ଧିବେ, ଚମଡା ଜୋତା ପିନ୍ଧିବେ
ଅଯୋଧ୍ୟା: ରାମ ଜନ୍ମଭୂମି ବାବ୍ରି ମସଜିଦ ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇବା ପରେ ଅଯୋଧ୍ୟାରେ ଏକ ବିଚିତ୍ର ପରମ୍ପରାର ଅବସାନ ଘଟିବାକୁ ଯାଉଛି। ଅଯୋଧ୍ୟା ନିକଟସ୍ଥ ପୂରା ବଜାର ଓ ଏହାର ଆଖପାଖ ୧୦୫ଟି ଗାଁର ସୂର୍ଯ୍ୟବଂଶୀ କ୍ଷତ୍ରିୟ ପରିବାର…
ଭାରତୀୟ ଘଷି ବିକ୍ରି ହେଉଛି ଆମେରିକାରେ, ପ୍ୟାକେଟ୍ର ଦାମ୍ ରହିଛି…
ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସମ୍ଭବକୁ ସମ୍ଭବ କରିପାରେ। ଆମେରିକାର ଜଣେ ବ୍ୟକ୍ତି ଏମିତି କିଛି ଖାସ୍ କରି ଦେଖାଇଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଭାରତରୁ ଗୋବର ନେଇ ଏହି ବ୍ୟକ୍ତିଜଣକ ଆମେରିକାରେ ଘଷି କରି ଦୋକାନରେ ବିକୁଛନ୍ତି। ସମର…
୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା
ଥିରୁଭାନନ୍ତପୁରମ୍,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ ରାଜ୍ୟ ସାକ୍ଷରତା ମିଶନର ପ୍ରୟାସରେ ଏଭଳି ବିରଳ କାର୍ଯ୍ୟ ସମ୍ଭବ ହୋଇପାରିଛି। ମଙ୍ଗଳବାର ଭାଗୀରଥି…
ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍ କାର ସାମିଲ୍…
ଅନ୍ତିମ ସଂସ୍କାର ଯାତ୍ରାରେ ଲୋକେ ସମବେତ ହୋଇ ମୃତକଙ୍କ ସହିତ ସଂସ୍କାର ସ୍ଥଳକୁ ଯାଇଥାନ୍ତି। ତେବେ ଆମେରିକାରେ କ୍ୟାନସରରେ ମୃତ୍ୟୁ ଘଟିଥିବା ଜଣେ ୧୪ ବର୍ଷ ବୟସ୍କ ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍ କାର ସାମିଲ ହୋଇଛି।…
ଯେଉଁଠି ରାତିରେ ଟଏଲେଟ୍ ଯିବା ଅପରାଧ
ଟଏଲେଟ୍ ଯିବା ସେଠାରେ ଏକ ଅପରାଧ। ସ୍ବିଜରଲାଣ୍ଡର ଏହି ଅଜବ ନିୟମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରେ। ତେବେ ଏହା ସେଠାକାର ସ୍ବୀକୃତିପ୍ରାପ୍ତ ନିୟମ ବା ପରମ୍ପରା ହୋଇ ନ ଥିବା ବେଳେ ନିର୍ଦ୍ଦିଷ୍ଟ କେତେକ ଅଞ୍ଚଳରେ ଏହା ପ୍ରଚଳିତ ହୋଇଥାଏ। ତେବେ…
ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…
ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ ମନ୍ଦିରର ଖ୍ୟାତି ରହିଛି । ପ୍ରାୟ ୬ ଶହ ବର୍ଷ ପୂର୍ବେ ଗୋଣ୍ଡଓ୍ବାନା…
ମୃତଦେହ ସଂସ୍କାର ଗୃହରେ ଜନ୍ମଦିନ ପାଳନ କଲେ ଯୁବକ: କେକ୍ କାଟି ଖୁଆଇଲେ
ନାସିକ୍,୧୯।୧୧: ମହାରାଷ୍ଟ୍ର ନାସିକ୍ରେ ଜଣେ ଯୁବକ ମୃତଦେହ ସଂସ୍କାର ଗୃହରେ ସାଙ୍ଗମାନଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି। ରାତି ୧୨ଟା ପରେ ସ୍ଥାନୀୟ ନିପାଦ୍ ଅଞ୍ଚଳର ଚାନ୍ଦୋରି ଗାଁରେ ଥିବା ମୃତଦେହ ସଂସ୍କାର ପାଇଁ ଉଦ୍ଧିଷ୍ଟ ବୈଦ୍ୟୁତିକ ଚୁଲା ଗୃହ ନିକଟରେ…

