ଫୁରସତ

ଆସୁଛି ଦୀପାବଳି : ଏସବୁ ସ୍ଥାନରେ ଅନୁଭବ କରିବେ ପୂର୍ଣ୍ଣିମା ରାତିର ଜହ୍ନ ଆଲୁଅ

ଭାରତରେ ଏମିତି କିଛି ସ୍ଥାନ ରହିଛି, ଯେଉଁଠିକି ଯିବା ପାଇଁ ସବୁ ସମୟରେ ମନ ଚାହିଁବ। ବିଶେଷକରି ଦୀପାବଳିରେ ଏଠାକୁ ଯିବାର ମଜା କିଛି ଅଲଗା। ଅମାବାସ୍ୟା ରାତିରେ ବି ପୂର୍ଣ୍ଣିମା ରାତି ଜହ୍ନର ପରଶ ପାଇପାରିବେ। ତେବେ ଆସନ୍ତୁ...

୧୨ମିନିଟରେ ଖାଇଲେ ୬୫ ପ୍ରକାର ଖାଦ୍ୟ

ଇଂଲଣ୍ଡର ଆଦାମ ମୋରାନ୍‌ ଜଣେ ୟୁ ଟ୍ୟୁବର୍‌। ସେ ତାଙ୍କ ଚ୍ୟାନେଲ୍‌ ‘ବିୟର୍ଡ ମିଟ୍ସ ଫୁଡ୍‌’ ପାଇଁ ବେଶ୍‌ ପରିଚିତ। ଏହି ଚ୍ୟାନେଲ୍‌ରେ ସେ ବିଭିନ୍ନ ଖାଦ୍ୟ ଖାଇବାର ଭିଡିଓ ଅପ୍‌ଲୋଡ୍‌ କରିଥାଆନ୍ତି। ନିକଟରେ ସେ ୧୨ ମିନିଟ୍‌ରେ ୪୦୦୦...

ପୁରୁଷବନ୍ଧୁଙ୍କୁ ଡେଟିଂରୁ ଜାଣନ୍ତି ଯୁବତୀ

ନିଜର ଗର୍ଲଫ୍ରେଣ୍ଡକୁ ଡେଟିଂରେ ନେଇ ଯାଉଥିବା ଯୁବକମାନେ ବହୁ ବିଷୟରେ ସତର୍କ ରହିବା ଆବଶ୍ୟକ। ବିଶେଷକରି ଯେତେବେଳେ ବିଲ୍‌ ପଇଠ କରିବାର ସମୟ ଆସୁଛି ସେତେବେଳେ ସାମାନ୍ୟ ଅସତର୍କତା ହୁଏତ ସେମାନଙ୍କ ସମ୍ପର୍କରେ ଫାଟ ସୃଷ୍ଟି କରିପାରେ। ନିକଟରେ ଏକ...

ସୁନା ମଣିଷ: ପ୍ରତିଦିନ ପିନ୍ଧନ୍ତି ୫ କି.ଗ୍ରା.ରୁ ଅଧିକ ସୁନା

ପ୍ରତିଦିନ ସେ ପିନ୍ଧନ୍ତି ୫ କି.ଗ୍ରା.ରୁ ଅଧିକ ଓଜନର ସୁନା। ବେକରେ ମୋଟା ମୋଟା ସୁନାର ଚେନ୍‌, ହାତରେ ସୁନାର କଙ୍କଣ ସହ ୧୦ ଆଙ୍ଗୁଳିରେ ୧୦ଟି ବଡ଼ ବଡ଼ ସୁନାର ମୁଦି, ତାସହ ସୁନାର ଘଣ୍ଟା। କେବଳ ସେତିତି...

କୁକୁରର ମାଟରନିଟି ଫଟୋଶୁଟ୍‌

ଆଜିକାଲି ଓ୍ବେଡିଂ, ପ୍ରି ଓ୍ବେଡିଂ ଫଟୋଶୁଟ୍‌ ବେଶ୍‌ ସାଧାରଣ ହୋଇଗଲାଣି। ସେମିତି ଆଉ ଏକ ଫଟୋଶୁଟ୍‌ର ଟ୍ରେଣ୍ଡ ବି ଚାଲିଛି। ସେ ହେଉଛି ମାଟରନିଟି ଫଟୋଶୁଟ୍‌। ଏଥିରେ ନାରୀଙ୍କ ଗର୍ଭାବସ୍ଥାର ଫଟୋଶୁଟ୍‌ କରାଯାଇଥାଏ। ହେଲେ ନିକଟରେ ଏକ ପ୍ରାଣୀର ମାଟରନିଟି...

ଗଛ କରୁଛି ଟ୍ବିଟ୍‌

ଆଜିର ଏହି ସୋସିଆଲ ମିଡିଆ ଯୁଗରେ ସୋସିଆଲ ସାଇଟ୍ସକୁ ନେଇ ପ୍ରାୟ ସମସ୍ତେ ଅବଗତ। ଫେସବୁକ, ହ୍ବାଟ୍ସଆପ, ଟ୍ବିଟର ଭଳି ସୋସିଆଲ ସାଇଟ୍ସର ଏବେ ବହୁଳ ବ୍ୟବହାର ହେବାରେ ଲାଗିଛି। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ମଣିଷଙ୍କ ଭଳି ଏବେ...

ପ୍ଲାଷ୍ଟିକ ବିରୋଧରେ ଲଢେଇ: ଇଟାଲି ରେଷ୍ଟୁରାଣ୍ଟରେ ପାସ୍ତା ଷ୍ଟ୍ର’ ବ୍ୟବହାର

ପୃଥିବୀକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଅଭିଯାନ ଏବେ ଜୋର୍‌ ଧରିଛି। ତେଣୁ ବିଭିନ୍ନ ପ୍ଲାଷ୍ଟିକ୍‌ ଜିନିଷର ବିକଳ୍ପ ତିଆରି କରାଗଲାଣି। ନିକଟରେ ଇଟାଲିର କିଛି ରେଷ୍ଟୁରାଣ୍ଟରେ ବି ଏମିତି କିଛି ପଦକ୍ଷେପ ନିଆଯାଇଛି, ଯାହା ବେଶ୍‌ ପ୍ରେରଣାଦାୟକ। ଏଠାରେ କୌଣସି...

ଜୟପୁର ଯନ୍ତର ମନ୍ତର: କିଛି ଅଜଣା କଥା

ଯନ୍ତର ମନ୍ତର ହେଉଛି ଏମିତି ଏକ ପର୍ଯ୍ୟବେକ୍ଷଣାଗାର, ଯେଉଁଠାରେ ପୂର୍ବେ ବିଭିନ୍ନ ଯନ୍ତ୍ର ତଥା ବସ୍ତୁ ସାହାଯ୍ୟରେ ସମୟ ନିର୍ଦ୍ଧାରଣ କରାଯିବା ସହିତ ସୂର୍ଯ୍ୟ, ଚନ୍ଦ୍ର ତଥା ଗ୍ରହମାନଙ୍କର ସ୍ଥିତି ଏବଂ ଗତି ନିରୂପଣ କରାଯାଉଥିଲା। ଯନ୍ତ୍ର ମନ୍ତ୍ରରୁ ଯନ୍ତର...

ପ୍ରଥମ ଦରମା ଟଙ୍କା ମା’ଙ୍କୁ ଦେଇଥିଲି: କେସିଙ୍ଗା ବ୍ଲକ୍‌ ବିଡିଓ ଭୀମସେନ ଶବର

କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ବିଡିଓ ଭୀମସେନ ଶବର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ରାୟଗଡ଼ା ଜିଲା ଗୁଣୁପୁର ସବ୍‌ଡିଭିଜନ ଅନ୍ତର୍ଗତ ରାମନାଗୁଡ଼ା ବ୍ଲକର ବଂଶଧାରା ନଦୀକୂଳେ ଅବସ୍ଥିତ ଅନ୍ତରଝୋଲା ଗାଁରେ ମୋ ଜନ୍ମ। ଗାଁ ପ୍ରାଥମିକ...

ବ୍ୟକ୍ତିତ୍ୱ: ଭୀଷ୍ମ ସାହାଣୀ

ଭୀଷ୍ମ ସାହାଣୀ ଏକାଧାରରେ ଥିଲେ ଜଣେ ନାଟ୍ୟକାର, ଔପନ୍ୟାସିକ, ଅଭିନେତା ଏବଂ ଟେଲିଭିଜନ ପର୍ସନାଲିଟି। ବିଶେଷକରି ସେ ତାଙ୍କର ନାଟକ ଏବଂ ଉପନ୍ୟାସ ଆଦି ପାଇଁ ସାରା ଭାରତରେ ଥିଲେ ସୁଖ୍ୟାତ। ତାଙ୍କର ଏକ ଅତି ଲୋକପ୍ରିୟ ଉପନ୍ୟାସ ହେଉଛି...

ନିଆରା ସ୍ରଷ୍ଟା: ପ୍ରଶିକ୍ଷଣ ବିନା ଯିଏ କରିଛନ୍ତି ଉଦ୍ଭାବନ

ମଣିଷର କୌଣସି ଆବଶ୍ୟକତା ଯେତେବେଳ ତାକୁ ବ୍ୟତିବ୍ୟସ୍ତ କରିପକାଏ ସେ ସମାଧାନର ବାଟ ଖୋଜିଥାଏ। ସେଥିପାଇଁ କୁହାଯାଏ ଆବଶ୍ୟକତା ହିଁ ଉଦ୍ଭାବନର ଜନନୀ । ତେବେ ଏଥିପାଇଁ କୌଣସି ସ୍ବତନ୍ତ୍ର ଗବେଷଣାଗାର ବି ଦରକାର ପଡ଼େନା । ବିନା ଗବେଷଣାଗାରରେ...

ରହସ୍ୟମୟୀ ଦ୍ୱୀପ : ଏଠାକୁ ଥରେ ଗଲେ ଆଉ ଫେରନ୍ତିନି ଲୋକେ

ଦୁନିଆରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟମୟ। ନା ସେ ସ୍ଥାନ ସମ୍ପର୍କରେ ପ୍ରକୃତ ତଥ୍ୟ କେହି ଜାଣିପାରନ୍ତି ନା କିଛି ଦେଖିପାରନ୍ତି। ଏମିତି ଏକ ଦ୍ୱୀପ ରହିଛି ସ୍କଟ୍‌ଲାଣ୍ଡ୍‌ରେ। ଏହାର ନାଁ ‘ଆଇନହାଲୋ’। ଦ୍ୱୀପଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri