ବ୍ୟକ୍ତିତ୍ୱ: ଭୀଷ୍ମ ସାହାଣୀ
ଭୀଷ୍ମ ସାହାଣୀ ଏକାଧାରରେ ଥିଲେ ଜଣେ ନାଟ୍ୟକାର, ଔପନ୍ୟାସିକ, ଅଭିନେତା ଏବଂ ଟେଲିଭିଜନ ପର୍ସନାଲିଟି। ବିଶେଷକରି ସେ ତାଙ୍କର ନାଟକ ଏବଂ ଉପନ୍ୟାସ ଆଦି ପାଇଁ ସାରା ଭାରତରେ ଥିଲେ ସୁଖ୍ୟାତ। ତାଙ୍କର ଏକ ଅତି ଲୋକପ୍ରିୟ ଉପନ୍ୟାସ ହେଉଛି...
ନିଆରା ସ୍ରଷ୍ଟା: ପ୍ରଶିକ୍ଷଣ ବିନା ଯିଏ କରିଛନ୍ତି ଉଦ୍ଭାବନ
ମଣିଷର କୌଣସି ଆବଶ୍ୟକତା ଯେତେବେଳ ତାକୁ ବ୍ୟତିବ୍ୟସ୍ତ କରିପକାଏ ସେ ସମାଧାନର ବାଟ ଖୋଜିଥାଏ। ସେଥିପାଇଁ କୁହାଯାଏ ଆବଶ୍ୟକତା ହିଁ ଉଦ୍ଭାବନର ଜନନୀ । ତେବେ ଏଥିପାଇଁ କୌଣସି ସ୍ବତନ୍ତ୍ର ଗବେଷଣାଗାର ବି ଦରକାର ପଡ଼େନା । ବିନା ଗବେଷଣାଗାରରେ...
ରହସ୍ୟମୟୀ ଦ୍ୱୀପ : ଏଠାକୁ ଥରେ ଗଲେ ଆଉ ଫେରନ୍ତିନି ଲୋକେ
ଦୁନିଆରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟମୟ। ନା ସେ ସ୍ଥାନ ସମ୍ପର୍କରେ ପ୍ରକୃତ ତଥ୍ୟ କେହି ଜାଣିପାରନ୍ତି ନା କିଛି ଦେଖିପାରନ୍ତି। ଏମିତି ଏକ ଦ୍ୱୀପ ରହିଛି ସ୍କଟ୍ଲାଣ୍ଡ୍ରେ। ଏହାର ନାଁ ‘ଆଇନହାଲୋ’। ଦ୍ୱୀପଟି...
ଯେଉଁଠି ମଦ ପିଇଲେ ସମ୍ପୂର୍ଣ୍ଣ ଗାଁକୁ ଦେବାକୁ ପଡିବ ମାଂସ ତରକାରି ସହ ୨ ହଜାର ଟଙ୍କା
ସାଧାରଣତଃ ଆଦିବାସୀ ଅଧ୍ୟୁସିତ ଅଞ୍ଚଳରେ ସେମାନଙ୍କର ଭିନ୍ନ ନିୟମ ରହିଥାଏ। ଏହି ନିୟମ ଅନୁଯାୟୀ ନ ଚଳିଲେ ସେମାନଙ୍କୁ ବିଭିନ୍ନ ସମସ୍ୟା ଦେଇ ଗତି କରିବାକୁ ପଡିଥାଏ। ଏମିତି ଏକ ଆଦିବାସୀ ଅଞ୍ଚଳ ରହିଛି ଗୁଜରାଟ ବିନାଶକାଠ ଜିଲାର ଖାଟିସିତାରା...
ଦୟାଳୁ ଚୋର: ବୃଦ୍ଧା ମହିଳାଙ୍କୁ ଗେଲକରି ଫେରାଇଲେ ଟଙ୍କା, ଭିଡିଓ ଭାଇରାଲ
ଚୋରର ପ୍ରବୃତି ଚୋରି କରିବା। ଏଥିପାଇଁ ସେମାନେ ମାରପିଟଠାରୁ ଆରମ୍ଭକରି ହତ୍ୟା କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ମାତ୍ର ସୋସିଆଲ ମିଡିଆରେ ଏମିତି ଏକ ଚୋରର ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିଲେ ଯେ କେହିବି ଆଶ୍ଚର୍ଯ୍ୟ ହୋଇଯିବେ।...
ଘର ପାଇଁ ଦୀପାବଳିରେ କିଣନ୍ତୁ ଏସବୁ ଆସବାବପତ୍ର…
ଆଲୋକର ପର୍ବ ଦୀପାବଳିରେ ଘରକୁ ନୂଆ ଜିନିଷ କିଣି ଆଣିବାକୁ କେତେକ ସୌଭାଗ୍ୟ ବର୍ଦ୍ଧକ ବୋଲି ମନେ କରିଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁସାରେ ଘର ଓ କାର୍ଯ୍ୟାଳୟ ପାଇଁ ଆସବାବପତ୍ର କିଣିଲେ ଶୁଭ ହୋଇଥାଏ। ଏହି ଅବସରରେ ଶାଗୁଆନ୍ ଓ...
ପୁସ୍ତକ ‘ଦି ଆବ୍ସେଣ୍ଟ ଡାଇଲଗ୍’ରେ ଯୁକ୍ତି: ସଶସ୍ତ୍ର ବଳର ନେତୃତ୍ୱ ନେବାରେ ସକ୍ଷମ ନ ଥିଲେ ନେହେରୁ
ନୂଆଦିଲ୍ଲୀ: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସଶସ୍ତ୍ର ବଳର ନେତୃତ୍ୱ ନେବାକୁ ସକ୍ଷମ ନ ଥିଲେ ଅଥବା ତାକୁ ଦକ୍ଷତାର ପରିଚଳାନା କରି ନ ଥିଲେ ବୋଲି ଏକ ନୂଆ ପୁସ୍ତକରେ ଯୁକ୍ତି ବଢ଼ାଯାଇଛି। ଅଙ୍କିତ ମୁଖାର୍ଜୀଙ୍କ ଲିଖିତ...
ବିବିସି ୧୦୦ ପ୍ରଭାବଶାଳୀ ମହିଳା ତାଲିକାରେ ଓଡ଼ିଆ ଝିଅ ସୁସ୍ମିତା
ଲଣ୍ଡନ: ଅନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ବିବିସି ପକ୍ଷରୁ ୨୦୧୯ ପାଇଁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଶାର କଟକ ଜିଲାର ସୁସ୍ମିତା ମହାନ୍ତି। ସ୍ପେସ୍ ରିସର୍ଚ୍ଚ ଓ ସ୍ପେସ୍ ସାଇନ୍ସ କ୍ଷେତ୍ରରେ ଜଣେ ପରିଚିତ...
ବଜାରକୁ ଆସିଲା ‘ଇଟ୍ କପ୍’
ହାଇଦ୍ରାବାଦ: ଦେଶବ୍ୟାପୀ ପ୍ଲାଷ୍ଟିକ୍ ବ୍ୟାନ୍ ହେବା ପରେ ପରିବେଶ ଉପଯୋଗୀ ବିଭିନ୍ନ ସାମଗ୍ରୀ ବଜାରରେ ଦେଖିବାକୁ ମିଳୁଛି। ବଜାରରେ ଏଭଳି ସାମଗ୍ରୀର ଚାହିଦା ମଧ୍ୟ ବଢ଼ୁଛି। ଏହାଭିତରେ ହାଇଦ୍ରାବାଦ୍ର ଏକ କମ୍ପାନୀ ଏଭଳି ଏକ କପ୍ ତିଆରି କରିଛି, ଯେଉଁଥିରେ...
ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା
ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଲଗାଯାଇଛି। ବି.ଏ. ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଆୟୁଷ ସିଂ ନାମକ ଛାତ୍ରଙ୍କୁ...
ଆରମ୍ଭ ହେଲା ସର୍ବବୃହତ୍ ଫିଟ୍ନେସ୍ ଚ୍ୟାଲେଞ୍ଜ
ଦୁବାଇ: ଦୁବାଇ। ଲକ୍ଜ୍ୟୁରି ଶପିଂ, ଅଲଟ୍ରାମଡର୍ନ ଆର୍କିଟେକ୍ଚର ଏବଂ ନାଇଟ୍ ଲାଇଫ୍ ପାଇଁ ପ୍ରସିଦ୍ଧି ଅର୍ଜନ କରିଥିବା ସ୍ବପ୍ନର ସହର। ମାତ୍ର ୫୦ ବର୍ଷ ଭିତରେ ପୃଥିବୀର ସମୃଦ୍ଧିଶାଳୀ ସହର ତାଲିକାରେ ନିଜ ନାମ ଯୋଡ଼ିପାରିଥିବା ଦୁବାଇରେ ରହିଛି ପର୍ଯ୍ୟଟନର...
ମରୁଭୂମିରେ ରହିଛି ଏମିତି ଦୁର୍ଗ,ଯାହା ସବୁଜ ବନାନୀ ପାଇଁ ପ୍ରସିଦ୍ଧ
ଅକ୍ଟୋବରରୁ ଭ୍ରମଣ ଋତୁ ଆରମ୍ଭ ହୋଇଥାଏ। ଲୋକେ ଯୋଜନା କରିଥାନ୍ତି ଏମିତି କିଛି ସ୍ଥାନକୁ ବୁଲିବାକୁ ଯିବେ ଯାହା ଚିରଦିନ ପାଇଁ ସ୍ମରଣୀୟ ହୋଇରହିବ। ସେଥିଲାଗି ନଦୀ, ପାହାଡ଼, ଝରଣା ସବୁଜ ବନାନୀ ଥିବା ସ୍ଥାନକୁ ପସନ୍ଦ କରିଥାନ୍ତି। କିନ୍ତୁ...
Archives


