ଫୁରସତ

୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!

ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି, ଏହା ମଧ୍ୟ ଚିନ୍ତାର କାରଣ ହୋଇଛି। ତିନି ବର୍ଷର ବାଳିକା ଶାହରିନଙ୍କ ମୃତ୍ୟକୁ ନେଇୁ…

ଏମିତି ଏକ ଗାଁ ଯେଉଁଠି କାହାରି ଘରେ ହୁଏ ନାହିଁ ରୋଷେଇ

ଗାନ୍ଧିନଗର: ଗୁଜୁରାଟରେ ଦେଶର ଏକ ଅନନ୍ୟ ଗ୍ରାମ ଅଛି। ଏହି ଗାଁର କୌଣସି ଘରେ ଖାଦ୍ୟ ରନ୍ଧାଯାଏ ନାହିଁ। ବିଶେଷ କଥା ହେଉଛି ଏହି ଗାଁରେ ବହୁ ସଂଖ୍ୟକ ବୃଦ୍ଧ ବା ବୟୋଜ୍ୟେଷ୍ଠ ବ୍ୟକ୍ତି ଅଛନ୍ତି। ପୂର୍ବରୁ ଏହି ଗାଁର ଜନସଂଖ୍ୟା…

କାହିଁକି ଭାରତୀୟ ନୋଟ୍‌ରେ ରହିଥାଏ ଗାନ୍ଧୀଙ୍କ ଫଟୋ? ଜାଣନ୍ତୁ ଏହାର ରହସ୍ୟ…

ଆପଣ ପ୍ରତି ଭାରତୀୟ ନୋଟ୍‌ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଦେଖିଥିବେ। ସେଇଟା ୧୦ଟଙ୍କିଆ ହେଉ କି ୫୦୦ ସବୁଥିରେ ଗାନ୍ଧୀଙ୍କ ଫଟୋ ଥିବା ନୋଟ୍‌ ରହିଛି। ହେଲେ କେବେ ଚିନ୍ତା କରିଛନ୍ତି କି, କାହିଁକି ଭାରତୀୟ ସବୁ ନୋଟ୍‌ରେ…

ପରିବାରରେ ୭୦୦ ସଦସ୍ୟ

କାମ୍ପାଲା : ପୁରାତନ କାଳରେ ପ୍ରାୟ ସମସ୍ତଙ୍କର ପରିବାର ବଡ଼ ଥିଲା ଏବଂ ପରିବାରରେ ସମସ୍ତେ ମିଳିମିଶି ରହୁଥିଲେ। ସେତେବେଳେ ଘରର ବିଭିନ୍ନ କାର୍ଯ୍ୟକୁ ପରିବାର ସମସ୍ତ ସଦସ୍ୟ ମିଳିମିଶି କରୁଥିଲେ। ତେବେ ପରେ ଆର୍ଥିକ ବୋଝ କମାଇବା ଉଦ୍ଦେଶ୍ୟରେ ଧୀରେ…

ବୟସ୍କଙ୍କୁ ମର୍ଯ୍ୟାଦା

ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ, କଲ୍ୟାଣ ଏବଂ ଅଧିକାର ବିଷୟରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ୧ ଅକ୍ଟୋବରରେ ‘ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ’ ପାଳନ କରାଯାଏ। ଏହି ଦିନ ସମାଜରେ ବୟସ୍କ ବ୍ୟକ୍ତିଙ୍କ ଅବଦାନକୁ ସମ୍ମାନ ଦେବା, ସେମାନଙ୍କ ପ୍ରତି…

ଏଠାରେ ପ୍ରତିଦିନ ସ୍ବାମୀ ବଦଳାନ୍ତି ମହିଳା, ଗର୍ଭବତୀ ହେଲେ…

ମହାଭାରତରେ ଦ୍ରୋପଦୀ ପାଣ୍ଡବଙ୍କୁ ବିବାହ କରିଥିଲେ। ଭୁଲ ବୁଝାମଣା ହେତୁ ଦ୍ରୋପଦୀଙ୍କୁ ୫ ସ୍ବାମୀ ମିଳିଥିଲେ। କିନ୍ତୁ ଆପଣ ଜାଣନ୍ତି କି ଆଜି ବି ଭାରତରେ ଏପରି କିଛି ସ୍ଥାନ ଅଛି ଯେଉଁଠି ମହିଳା ପ୍ରତିଦିନ ସ୍ବାମୀ ବଦଳାଇଥା’ନ୍ତି। ଶୁଣି ଆଶ୍ଚର୍ଯ୍ୟ…

ନର୍ସଙ୍କ ଚିତ୍ର ଆଙ୍କିଲେ ରୋଗୀ

ନୂଆଦିଲ୍ଲୀ: ପ୍ରାଞ୍ଜଳୀ ଚଭନ ନାମ୍ନୀ ଜଣେ ଡିଜିଟାଲ ଆର୍ଟିଷ୍ଟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ଏକ ହସ୍ପିଟାଲରେ କିଛି ଦିନ ପାଇଁ ଭର୍ତ୍ତି ହୋଇଥିଲେ। ସେ ଏହି ଅବସରରେ ତାଙ୍କର ଯତ୍ନ ନେଉଥିବା ନର୍ସଙ୍କୁ ଖୁସି କରାଇବାକୁ ଚାହିଁଥିଲେ। ଡାକ୍ତରଖାନାର ବିଛଣାରେ…

୧୨ ବର୍ଷରେ ଥରେ ଫୁଟୁଛି ଦୁର୍ଲଭ ଫୁଲ

ଚେନ୍ନାଇ: ତାମିଲନାଡ଼ୁ କ୍ୟାଡର୍‌ ଆଇଏଏସ୍‌ ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ତାଙ୍କ ଏକ୍ସ’ ଆଇଡିରେ କିଛି ଦୁର୍ଲଭ ପ୍ରଜାତିର ଫୁଲ ଗଛଗୁଡ଼ିକର ଫଟୋ ଶେୟାର କରିଛନ୍ତି। ପୋଷ୍ଟର କ୍ୟାପ୍‌ଶନ୍‌ରେ ସୁପ୍ରିୟା ଲେଖିଛନ୍ତି, ଏହା ହେଉଛି…

ବିଶ୍ୱ ଅନୁବାଦ ଦିବସ: ପ୍ରତିବନ୍ଧକ ଦୂର କରେ ଭାଷା….

ପ୍ରତିବର୍ଷ ୩୦ ସେପ୍ଟେମ୍ବରରେ ବିଶ୍ୱ ଅନୁବାଦ ଦିବସ ପାଳନ କରାଯାଇଥାଏ। ଚଳିତବର୍ଷ ଏହାର ଥିମ୍‌ ରହିଛି, ‘ଅନୁବାଦ ସଂରକ୍ଷଣର ଏକ କଳା, ସ୍ବଦେଶୀ ଭାଷା ପାଇଁ ନୈତିକ ଏବଂ ଭୌତିକ ଅଧିକାର’। ଏହି ଥିମ୍‌ ଅଧୀନରେ କପିରାଇଟ, ତଥ୍ୟ ସଂଗ୍ରହ ଏବଂ…

ଏତେ ଉଚ୍ଚା ଟ୍ରାଇ ସାଇକେଲ!

ଛୋଟବେଳେ ଯେବେ ପିଲାମାନେ ସାଇକେଲ ଚଲାଇବା ଆରମ୍ଭ କରନ୍ତି ତାଙ୍କ ପାଇଁ ପ୍ରଥମେ ଟ୍ରାଇ ସାଇକେଲ ଅଣାଯାଏ। କାରଣ ଏହି ସାଇକେଲ ନିରାପଦ ତଥା ଏହା ଉପରୁ ପଡ଼ିବାର ଆଶଙ୍କା କମ୍‌ ଥାଏ। ତେବେ ଜାଣନ୍ତି କି ଏମିତି ବି ଏକ…

ସାରା ବିଶ୍ୱକୁ କେଶ ବିକ୍ରି କରି କୋଟି କୋଟି ଟଙ୍କା ରୋଜଗାର କରେ ଭାରତ, ମୁଣ୍ଡନ ପାଇଁ ଏହି ମନ୍ଦିର କରେ ସର୍ବାଧିକ ଆୟ

ନୂଆଦିଲ୍ଲୀ,୨୯।୯: କୌଣସି ବ୍ୟକ୍ତିଙ୍କ ମୁଣ୍ଡରେ ଥିବା କେଶ ତାଙ୍କ ବ୍ୟକ୍ତିତ୍ୱକୁ ବୁଝାଇଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ସମଗ୍ର ବିଶ୍ୱରେ କେଶ ବଜାରର ଦାମ୍‌ କୋଟି କୋଟି ଟଙ୍କାର ଅଟେ। କିପରି ଲୋକମାନେ କେବଳ କେଶ ବିକ୍ରୟ କରି ଲକ୍ଷ…

ଏମିତି ଏକ ଗାଁ, ଯେଉଁଠି ଘର ଛାଡି ଆସିଥିବା ପ୍ରେମୀଯୁଗଳଙ୍କୁ ମିଳେ ଆଶ୍ରୟ, ଖାଇବା-ରହିବା ସବୁ ମାଗଣା

ସାରା ଦୁନିଆରେ ପ୍ରେମକୁ ନେଇ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ ପ୍ରେମର ନାମକୁ ଅମର କରିଛନ୍ତି। କିନ୍ତୁ ଆଜି ଆମେ ଆପଣଙ୍କୁ ଭାରତର ଏପରି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?