୬ ବର୍ଷୀୟା ମଡେଲ ୟଲିନା ବିଶ୍ୱର ସବୁଠୁ ସୁନ୍ଦରୀ
ବିଶ୍ୱର ସବୁଠାରୁ ସୁନ୍ଦର ଏବଂ ବୁଦ୍ଧିମାନଙ୍କୁ ନେଇ ଅନେକ ପ୍ରତିଯୋଗିତା ଆୟୋଜିତ ହୋଇଥାଏ। ଏଥିରେ ଜଣଙ୍କୁ ଶ୍ରେଷ୍ଠ ବିବେଚିତ କରାଯାଇ ମୁକୁଟ ପିନ୍ଧାଯିବା ସହ ପୁରସ୍କୃତ କରାଯାଇଥାଏ। ଏବେ ଏହି ତାଲିକାରେ ଏକ ଛୋଟ ଝିଅର ନାମ ଯୋଡିହୋଇଯାଇଛି। ରୁଷ୍ର...
ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ
ହାଇଦ୍ରାବାଦ୍,୧୭।୧୦: ଦେଶକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ପେଟ ପୂରା ଖାଇବାକୁ ମିଳୁଛି। ସେହିପରି ତେଲେଙ୍ଗାନାର ମୁଲୁଗୁ ଜିଲାରେ ମଧ୍ୟ ଏକ...
‘ପେଟ୍ ବ୍ଲଡ୍ ବ୍ୟାଙ୍କ’
ନ୍ୟୁୟର୍କ: ପାଳିତ ପ୍ରାଣୀଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ ଏବଂ ପ୍ଲାଜମା ସେଣ୍ଟର। ଏଠାରେ ସେମାନେ ରକ୍ତ ଦାନ କରିପାରିବେ। ଆବଶ୍ୟକସ୍ଥଳେ ରକ୍ତ ମଧ୍ୟ ନେଇପାରିବେ। ଗୃହପାଳିତ ପ୍ରାଣୀଙ୍କ ପ୍ରତି ବଢୁଥିବା ଦୁର୍ବଳତାକୁ ନଜରରେ ରଖି ଏପରି ଅଭିନବ ବ୍ୟବସ୍ଥା ଆରମ୍ଭ...
ପ୍ରତିଶୋଧ ପାଇଁ ୧୫୯ ସାଇକେଲ ସିଟ୍ ଚୋରି
ଜାପାନ: ୧୫୯ ସାଇକେଲର ସିଟ୍ ଚୋରି କରିବା ଅଭିଯୋଗରେ ଜାପାନ ଟୋକିଓ ସହରର ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାମ ଆକିୟୋ ହାତୋଡ଼ି। ତେବେ କେବଳ ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ସେ ୧୫୯ଟି ସାଇକେଲ୍ର...
ମେନ୍ୟୁ କାର୍ଡ ମେଶିନ୍ କହିଥାଏ ଗ୍ରାହକଙ୍କ ପସନ୍ଦ
ବେଜିଂ: ସାଧାରଣତଃ ମନ ପସନ୍ଦର ଖାଦ୍ୟ ଖାଇବା ପାଇଁ ହୋଟେଲ ବା ରେଷ୍ଟୁରାଣ୍ଟରେ ମେନ୍ୟୁ କାର୍ଡ ଦେଖି ଅର୍ଡର ଦିଆଯାଇଥାଏ। ମାତ୍ର ଏହି ଖାଦ୍ୟ ସ୍ବାସ୍ଥ୍ୟପକ୍ଷେ ହିତକାରୀ ନା ନାହିଁ ସେ ନେଇ ଗ୍ରାହକ ଅଜଣା ରହିଥାନ୍ତି। ଲୋକଙ୍କ ସ୍ବାସ୍ଥ୍ୟକୁ...
ପାକିସ୍ତାନକୁ ପ୍ରିନ୍ସ ଓ୍ବିଲିୟମ୍ ଓ କେଟ୍ ମିଡିଲଟନ୍ଙ୍କ ରାଜକୀୟ ଯାତ୍ରା
ଇସ୍ଲମାବାଦ : ପାକିସ୍ତାନକୁ ୫ ଦିନିଆ ଗସ୍ତ କରିଛନ୍ତି ବ୍ରିଟେନର ପ୍ରିନ୍ସ ଓ୍ବିଲିୟମ ଓ ସ୍ତ୍ରୀ କେଟ୍ ମିଡିଲଟନ୍। ସେଠାରେ ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଓ ରାଷ୍ଟ୍ରପତି ଆରିଫ୍ ଆଲ୍ଭିଙ୍କୁ ସାକ୍ଷାତ କରିଛନ୍ତି। ଏହି ରାଜକୀୟ ଯାତ୍ରା...
ଦୀପାବଳି ୨୦୧୯: କିଛି ତେଲର ବ୍ୟବହାର ବଦଳାଇପାରେ ଆପଣଙ୍କ ଭାଗ୍ୟ, ଜାଣନ୍ତୁ କିପରି….
ହିନ୍ଦୁ ଶାସ୍ତ୍ରରେ କୌଣସି ପୂଜା ଦୀପ ବିନା ସମ୍ପୂର୍ଣ୍ଣ ହୋଇ ନ ଥାଏ। ଅନ୍ତୁଡିଶାଳରୁ ଆରମ୍ଭ କରି ଶ୍ମଶାନ ପର୍ଯ୍ୟନ୍ତ ସବୁଠି ଆଲୋକର ଆବଶ୍ୟକତା ରହିଛି। ଆଉ ଏହି ଆବଶ୍ୟକତାକୁ ପୂରଣ କରିଥାଏ ଦୀପ। ତେବେ ଆଲୋକର ପର୍ବ ଦୀପାବଳିରେ...
ଏପରି ଦେଶ ଯେଉଁଠି ମୋଟା ହେଲେ ଦେବାକୁ ପଡ଼େ ଜରିମାନା…
ଜାପାନରେ ମେଦବହୁଳ ହେବା ଏକ ଅପରାଧ। ଦେଶର ପ୍ରଚଳିତ ଆଇନ ଅନୁସାରେ ମେଦବହୁଳ ବ୍ୟକ୍ତିଙ୍କ ପ୍ରତି ଦଣ୍ଡବିଧାନ କରାଯାଇଥାଏ। ଏଠାରେ ୪୦ ବର୍ଷରୁ ଅଧିକ ବୟସ୍କ ପୁରୁଷ ମାନଙ୍କର ଅଣ୍ଟା ୩୨ ଇଞ୍ଚ ଏବଂ ମହିଳା ମାନଙ୍କର ଅଣ୍ଟା ୩୬...
କାର୍ ଚଳାଇ ଭୁଲରେ ପହଞ୍ଚିଲେ ଆମେରିକା: ଶିଶୁ ସମେତ ପରିବାରର ସମସ୍ତ ସଦସ୍ୟ ଗିରଫ
ନ୍ୟୁୟର୍କ: ପରିବାର ସହ କୁଆଡେ ବୁଲିଯାଉଥିବା ବେଳେ ଅନ୍ୟମାନଙ୍କ ସହ କଥାବର୍ତ୍ତା ହୋଇ ଅନ୍ୟମନସ୍କ ହୋଇଯାଇଥାଉ। ବେଳେବେଳେ ଏଭଳି ହୋଇଥାଏ ଯେ, ଅନ୍ୟମନସ୍କତା ଯୋଗୁ ଭୁଲ ରାସ୍ତାରେ ପଳାଇଥାଉ। ଏଥିପାଇଁ କେତେବେଳେ ଜରିମାନା ଦେବାକୁ ପଡ଼ିଥାଏ ତ କେତେବେଳେ ଅସୁବିଧାର...
କଇଁଛ ପେଟରୁ ବାହାରିଲା ଏପରି ସାମଗ୍ରୀ, ଦେଖିଲେ ହେବେ ଚକିତ
ଆମେରିକାର ଫ୍ଲୋରିଡାସ୍ଥିତ ବୋକାରେଟନ୍ରେ ଏକ କଇଁଛ ସମୁଦ୍ର କୂଳକୁ ଚାଲିଆସିଥିଲା। ଗତ ସପ୍ତାହରେ କଇଁଛଟିକୁ ଗୁମ୍ବୋ-ଲିମ୍ବୋ ନେଚର ସେଣ୍ଟରର ସଦସ୍ୟମାନେ ପାଇଥିଲେ। କିନ୍ତୁ କଇଁଛଟି କିଛି ସମୟ ମଧ୍ୟରେ ମରିଗଲା। ତେବେ କଇଁଛଟିର ମୃତ୍ୟୁର କାରଣ ଆଶ୍ଚର୍ଯ୍ୟଜକ। ମେଡିକାଲ ରିପୋର୍ଟରୁ...
ଏମିତି ଦେଶ : ଯେଉଁଠି ନାହିଁ ଏଟିଏମ୍, ସିମ୍କାର୍ଡ ପାଇଁ ବି ନେବାକୁ ପଡ଼େ ସରକାରଙ୍କ ଅନୁମତି
ଆଜିକାଲି ଗ୍ରାମାଞ୍ଚଳରେ ସମସ୍ତ ସୁବିଧା ଉପଲବ୍ଧ ହେଉଥିବାବେଳେ ଆଫ୍ରିକାର ଇରିଟ୍ରିଆ କିନ୍ତୁ ଆଧୁନିକତାଠାରୁ ବହୁ ଦୂରରେ। ହାତପାହାନ୍ତାରେ ଲୋକେ ସବୁ ସୁବିଧା ପାଉଥିବାବେଳେ ଇରିଟିଆରେ ଏଟିଏମ୍ ନାହିଁ। ଖାଲି ଏତିକି ନୁହେଁ, ଏଠାରେ ସରକାରଙ୍କ ନିର୍ଦ୍ଦେଶରେ ସବୁକିଛି କରିବାକୁ ପଡ଼ିଥାଏ।...
କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର
ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ ନୋବେଲଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର...
Archives


