ଫୁରସତ

ଦୁଇ ଯୁବକଙ୍କୁ ଗର୍ଭ ପରୀକ୍ଷା ପାଇଁ ପରାମର୍ଶ ଦେଲେ ଡାକ୍ତର, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରୋଗରେ ପଡ଼ିଲେ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼େ। ଡାକ୍ତର ଔଷଧ ଦେଲେ ଲୋକେ ସୁସ୍ଥ ହୋଇଥା’ନ୍ତି। କିନ୍ତୁ ଯଦି ଡାକ୍ତର ଭୁଲ ପ୍ରେସ୍‌କ୍ରିପ୍‌ସନ୍‌ ଲେଖନ୍ତି ତେବେ ରୋଗୀର ଅବସ୍ଥା ସଂଗୀନ ହୋଇପଡ଼େ। ସେହିପରି ଏକ ଘଟଣା ଘଟିଛି ଦୁଇ ଯୁବକଙ୍କ...

ବିମାନ ବନ୍ଦରରେ ପ୍ରତିଦିନ ହୁଏ ଫାୟାରିଂ

ସୁରଟ : ଆପଣମାନଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। ବିମାନବନ୍ଦରରେ ପୁଣି ପ୍ରତିଦିନ ଫାୟାରିଂ! ହେଲେ ହଁ। ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି...

ବିଶ୍ୱ ଖାଦ୍ୟ ଦିବସ:ପୃଥିବୀରେ ୮୦ କୋଟି ଭୋକିଲା

ଜେନେଭା: ପ୍ରତିବର୍ଷ ଅକ୍ଟୋବର ୧୬ରେ ବିଶ୍ୱ ଖାଦ୍ୟ ଦିବସ ପାଳନ କରାଯାଇଥାଏ। ସମସ୍ତଙ୍କ ପାଖରେ ଖାଦ୍ୟ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଇତିମଧ୍ୟରେ ୟୁନିସେଫ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେନରିଟା ଫୋରେଙ୍କ ଦ୍ୱାରା ‘ଷ୍ଟେଟ୍‌ ଅଫ୍‌ ଦି ଓ୍ବାଲର୍‌ଡ୍‌ ଚିଲଡ୍ରେନ୍‌’...

ବାୟୁ ପ୍ରଦୂଷଣ କରିଥାନ୍ତି ଏସବୁ ପ୍ରସାଧନ ସାମଗ୍ରୀ…

ବାୟୁ ପ୍ରଦୂଷଣ ପାଇଁ ପରଫ୍ୟୁମ୍‌, ହେୟାର ସ୍ପ୍ରେ ଏବଂ ରିଫ୍ରେସର ଦାୟୀ ବୋଲି ଜାପାନର ଟୋକିଓ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗାଡ଼ି ମୋଟର, ଶିଳ୍ପସଂସ୍ଥା ଏବଂ ଘରେ ବ୍ୟବହୃତ ହେଉଥିବା ଇଲୋକ୍ଟ୍ରନିକ୍ସ ଦ୍ରବ୍ୟଠାରୁ ଏସବୁ...

ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ଢଙ୍ଗ ଆପଣାଇଲେ ନବଦମ୍ପତ୍ତି

ଜୟପୁର,୧୫।୧୦: ରାଜସ୍ଥାନ ଜୟପୁରରେ ଜଣେ ଦମ୍ପତ୍ତି ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି। ଜଣେ ନବ ବିବାହିତ ଦମ୍ପତ୍ତି ସହରର ବିଭିନ୍ନ ଛକରେ ଠିଆ ହୋଇ ଟ୍ରାଫିକ୍‌ ନିୟମ ପାଳନ କରିବାକୁ ଲୋକଙ୍କ ଭିତରେ ସଚେତନତା...

ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ ଛାତ୍ରୀ ଜଣଙ୍କ ଶେଷରେ ପ୍ରଫେସରଙ୍କୁ ଖାଲି କାଗଜ ଧରାଇ ଦେଇଥିଲେ। ଯାହାକୁ ଦେଖି...

ଯେଉଁ ବ୍ୟାଙ୍କରେ କେବେ ତାଲା ପଡେ ନାହିଁ

ଦେଶର ପ୍ରାୟ ସବୁ ବ୍ୟାଙ୍କରେ ସିକ୍ୟୁରିଟି ବ୍ୟବସ୍ଥାକୁ କଡାକଡି କରାଯାଇଥାଏ। କାରଣ ଏଠି ପ୍ରତିଦିନ କାରବାର ହୋଇଥାଏ ମୋଟା ଅଙ୍କର ଅର୍ଥ। ହେଲେ ମହାରାଷ୍ଟ୍ରର ମହମ୍ମଦନଗର ଜିଲାରେ ଏମିତି ଏକ ବ୍ୟାଙ୍କ ଅଛି ଯେଉଁଠି କେବେ ବି ତାଲା ପଡେ...

ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ…

ଆମେରିକା ଏରିଜୋନାରେ ରହିଛି ଏକ ରେଷ୍ଟୁରାଣ୍ଟ। ଏଠାକାର ପରିବେଶ ସମ୍ପୂର୍ଣ୍ଣ ଭାବେ ଚିକିତ୍ସାଳୟ ଭଳି। ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ। ଏଠି ଗ୍ରାହକଙ୍କୁ ଚିକିତ୍ସାଳୟର ଅନୁଭୁତି ମିଳିଥାଏ। ଏଠାରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସାମଗ୍ରୀର ନାମ ହାର୍ଟଆଟାକ୍‌ ସହିତ ସାମ୍ୟତା ରକ୍ଷା...

ସ୍ତ୍ରୀଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ମନ୍ଦିର ନିର୍ମାଣ କଲେ ସ୍ବାମୀ

ଜୟପୁର,୧୪।୧୦: ଦୁଇ ମାସ ପୂର୍ବରୁ ରାଜସ୍ଥାନ ସିକର ଜିଲାର ଫତେହପୁରରେ ଏକ ସଡ଼କ ଦୁର୍ଘଟଣାରେ ହରିୟାଣାର ଜିତେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ(୫୪) ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ସ୍ତ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ଜିତେନ୍ଦ୍ର ଏକ...

ସାଇକେଲରେ ଅଫିସ ଗଲେ ମିଳେ ଅଧିକ ଟଙ୍କା

ନେଦରଲାଣ୍ଡସ୍‌ରେ ସାଇକେଲରେ ଯାତାୟାତକୁ ଦିଆଯାଉଛି ଗୁରୁତ୍ୱ। ପୁଣି ସେଠାରେ ଅଫିସକୁ ଯାଉଥିବା ବ୍ୟକ୍ତିଙ୍କୁ ମିଳେ ଅଲଗା ପ୍ରୋତ୍ସାହନ ରାଶି। ସେଥିପାଇଁ ଏଠାରେ ଅଧିକାଂଶ ଲୋକେ ସାଇକେଲରେ ଅଫିସ ଯିବାକୁ ପସନ୍ଦ କରିଥାଆନ୍ତି। ସାଇକେଲରେ ଯାଉଥିବା କର୍ମଚାରୀଙ୍କୁ କିଲୋମିଟିର ପିଛା ୧୬ଟଙ୍କା...

ରୋଗରୁ ଦୂରେଇ ରହିବା ପାଇଁ ପିମ୍ପୁଡି ଖାଆନ୍ତି ଏହି ଜନଜାତି…

ପିମ୍ପୁଡି ନିଜ ଶରୀରରେ ପ୍ରତିଷେଧକ ଶକ୍ତି ସୃଷ୍ଟି କରିବା ପାଇଁ ଏକ ପ୍ରକାର ଆଣ୍ଟିବାୟୋଟିକ୍ସ୍‌ ପ୍ରସ୍ତୁତ କରିଥାନ୍ତି। ଏହା ମନୁଷ୍ୟଠାରେ ଦେଖାଯାଉଥିବା କେତେକ ରୋଗର ନିଦାନ କ୍ଷେତ୍ରରେ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏସମ୍ପର୍କରେ ଆମେରିକାର ଉତ୍ତର କାରୋଲିନା ବିଶ୍ୱବିଦ୍ୟାଳୟରେ...

ଦୁନିଆର ସବୁଠାରୁ ଏକୁଟିଆ ମଣିଷ

ବ୍ରାଜିଲର ରୋଣ୍ଡୋନିଆ ରାଜ୍ୟରେ ଥିବା ଆମାଜୋନ ଅବବାହିକାର ଗହୀର ଜଙ୍ଗଲ ମଧ୍ୟରେ ଏକ ବ୍ୟକ୍ତିଙ୍କୁ ଠାବ କରାଯାଇଛି। କୁହାଯାଏ ବ୍ୟକ୍ତି ଜଣକ ଶହଶହ କିଲୋମିଟର ପରିବ୍ୟାପ୍ତ ସେହି ଜଙ୍ଗଲରେ ଏକା ବସବାସ କରନ୍ତି। ଯେହେତୁ ସେ ନିଜ ଜନଜାତିର ଅନ୍ତିମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri