ଫୁରସତ

ମିଳିଲା ନରଭକ୍ଷୀ ଡାଇନାସୋର ଜୀବାଶ୍ମ…

ବ୍ରାଜିଲ୍‌ର ଦକ୍ଷିଣ ଅଞ୍ଚଳରୁ ଏକ ନରଭକ୍ଷୀ ଡାଇନାସୋର ଜୀବାଶ୍ମ ମିଳିଛି। ଏହି ପ୍ରଜାତିର ଡାଇନାସୋର ୨୩ କୋଟି ବର୍ଷ ତଳେ ପୃଥିବୀରେ ବାସ କରୁଥିଲା ବୋଲି ଗବେଷକ କହିଛନ୍ତି। ଏନେଇ ବିଜ୍ଞାନ ପତ୍ରିକା ପିରଜେରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି…

ଇକୋ ଫ୍ରେଣ୍ଡ୍‌ଲି ସାନିଟାରି ନାପ୍‌କିନ

କୋଏମ୍ବାଟୁର: ବଜାରରେ ବିକ୍ରି ହେଉଥିବା ସାଧାରଣ ସାନିଟାରି ନାପ୍‌କିନ ସମସ୍ୟା ସୃଷ୍ଟି କରୁଥିବାବେଳେ ଏଥିରୁ ମୁକ୍ତିପାଇବା ଲାଗି କୋଏମ୍ବାଟୁରର ଯୁବତୀ ଇଶାନା(୧୮) ପରିବେଶ ଉପଯୋଗୀ ଓ ରିୟୁଜେବଲ କଟନ ସାନିଟାରି ପ୍ୟାଡ୍‌ ପ୍ରସ୍ତୁତ କରିଛନ୍ତି। ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି।…

ଭୟଙ୍କର ଜଙ୍ଗଲ, ଏଠାକୁ ଥରେ ଗଲେ ହୋଇଯିବେ ଅନ୍ତର୍ଦ୍ଧାନ

ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ସବୁଠୁ ଭୟଙ୍କର। ଏମିତି ଏକ ସ୍ଥାନ ରୋମାନିଆର ଟ୍ରାନ୍‌ସ୍ଲେଭାନିଆରେ ରହିଛି। ଏଠାରେ ଏମିତି କିଛି ଅଜବ ଘଟଣା ସବୁ ଘଟିଛି ଯେଉଁଥିପାଇଁ ଲୋକେ ଯିବା ପାଇଁ ଭୟ କରୁଛନ୍ତି। ଆସନ୍ତୁ ଜାଣିବା ଏହି…

ଗ୍ରେଟାଙ୍କ ୬୦ ଫୁଟର ପ୍ରାଚୀର ଚିତ୍ର

ସାନ୍‌ ଫ୍ରାନ୍‌ସିସ୍କୋ: ଜଳବାୟୁ ପରିବର୍ତ୍ତନକୁ ନେଇ ନିଜର ସ୍ବର ଶାଣିତ କରିବା ସହ ବିଶ୍ୱ ଦରବାରରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିବା ଟିନ୍‌ ଏଜ୍‌ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗଙ୍କ ଏକ ୬୦ ଫୁଟ ଲମ୍ବ ଓ ୩୦ ଫୁଟ ଚଉଡ଼ାର…

ପାଠ ପୂର୍ବରୁ ସମାଚାର

ଖଣ୍ଡଓ୍ବା: ନମସ୍କାର, ଆଜିର ମୁଖ୍ୟ ସମାଚାର, ‘ଅଯୋଧ୍ୟା ନିଷ୍ପତ୍ତି ପରେ ସହରରେ ଶାନ୍ତି, ସୌହାର୍ଦ୍ଦ୍ୟ ଜାରି’।….‘ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହେବା ପରେ ରାଜନୈତିକ ଦ୍ୱନ୍ଦ୍ୱରେ ପଡ଼ିଛି ଯବନିକା’। ଏ କୌଣସି ଟେଲିଭିଜନର ସମାଚାର ପାଠ ନୁହେଁ, ବରଂ ମଧ୍ୟପ୍ରଦେଶ ଖଣ୍ଡଓ୍ବାସ୍ଥିତ…

ମାଙ୍କଡ଼ର ଅନ୍‌ଲାଇନ ଶପିଂ

ବେଜିଂ: ସ୍ମାର୍ଟଫୋନ୍‌ ହେଉ କି କମ୍ପ୍ୟୁଟର ଏଥିରେ ଇଣ୍ଟରନେଟ୍‌ ସଂଯୋଗ କରି ଘରେ ବସି ଅନ୍‌ଲାଇନ୍‌ରେ ବିଭିନ୍ନ କାର୍ଯ୍ୟ ସହଜରେ କରିହେଉଛି। ଏସବୁ ଭିତରେ ଅନ୍‌ଲାଇନ୍‌ ସାଇଟ୍‌ରୁ ଶପିଂ କରିବା ସମସ୍ତଙ୍କୁ ଆକର୍ଷିତ କରିଥାଏ। ବିଭିନ୍ନ ସାଇଟ୍‌ ସର୍ଚ୍ଚ କରି ନିଜ…

ଆୟୁର୍ବେଦର ସୁବର୍ଣ୍ଣ ଯୁଗ ଆସୁଛି

ବ୍ରହ୍ମପୁର ନିକଟ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟର ଶିଶୁରୋଗ ବିଶେଷଜ୍ଞ ତଥା ଅଧ୍ୟାପକ ଡା. ବିମଳ କୁମାର ପଣ୍ଡାଙ୍କ ଇଚ୍ଛାଶକ୍ତି ତାଙ୍କ ପାଇଁ ଆଣିଦେଇଛି ସଫଳତା। ରୋଗ ପ୍ରତିରୋଧକ ଶକ୍ତି, ମେଧାଶକ୍ତି ଓ ସ୍ମରଣ ଶକ୍ତି ବୃଦ୍ଧି…

୯୭ ବର୍ଷ ହେବ ବଢିନି ଏହି ଗାଁର ଜନସଂଖ୍ୟା

ଦେଶରେ ଜନସଂଖ୍ୟା ହୁ ହୁ ହୋଇ ବଢୁଛି। ଏହାକୁ ନେଇ ସରକାର ଚିନ୍ତାପ୍ରକଟ କରୁଥିବାବେଳେ ମଧ୍ୟପ୍ରଦେଶରେ ଏକ ଏମିତି ଗାଁ ଅଛି, ଯେଉଁଠି ଗତ ୯୭ ବର୍ଷ ହେବ ଜନସଂଖ୍ୟା ବଢୁନି। ବୈତୁଲ ଜିଲାର ଧନୋରା ଗ୍ରାମରେ ୯୭ ବର୍ଷ ହେବ…

କ୍ୟାନସର ପୀଡ଼ିତଙ୍କୁ ସାହାଯ୍ୟ କରିବା ପାଇଁ ବ୍ୟାଙ୍କ ଚାକିରି ଛାଡ଼ିଲେ ଏହି ବ୍ୟକ୍ତି

କ୍ୟାନସର ପୀଡ଼ିତ ବନ୍ଧୁ ଏବଂ ଅନ୍ୟମାନଙ୍କୁ ସାହାଯ୍ୟ କରିବା ପାଇଁ ଜଣେ ବ୍ୟକ୍ତି ବ୍ୟାଙ୍କ ଚାକିରି ଛାଡ଼ି ଦେଇଛନ୍ତି। ଏଥିସହିତ ୯୬ ସପ୍ତାହରେ ୧୯୬ ଦେଶ ଭ୍ରମଣ କରି ସହାୟତା ରାଶି ଯୋଗାଡ଼ କରିଛନ୍ତି। ଇଂଲଣ୍ଡର ନିକ୍‌ ବଟର ଏପରି ଅସମ୍ଭବକୁ…

ଏହି ଦେଶରେ ବାପା ହେଲେ ପୁରୁଷଙ୍କୁ ମିଳିଥାଏ ସର୍ବାଧିକ ଛୁଟି

ସାଧାରଣତଃ ପିଲା ଜନ୍ମ ଦେଲେ କାର୍ଯ୍ୟସ୍ଥଳରେ ମା’ଙ୍କୁ ଛୁଟି ମିଳିଥାଏ। ମାତ୍ର କେଉଁଠି ବାପାଙ୍କୁ ଛୁଟି ମିଳୁଥିବାର ଶୁଣିଛନ୍ତି। ଆଜ୍ଞା ହଁ, ଏମିତି ଏକ ଦେଶ ହେଉଛି ଜାପାନ। ଯେଉଁଠି ସନ୍ତାନ ଜନ୍ମ ହେଲେ ବାପାଙ୍କୁ କାର୍ଯ୍ୟସ୍ଥଳରେ ସର୍ବାଧିକ ଛୁଟି ମିଳିଥାଏ।…

ବିଶ୍ୱ ଦୟା ଦିବସ: ଜୀବନକୁ ସ୍ପର୍ଶ କରେ ଦୟା

ଦୟା ଜୀବନକୁ ବଦଳାଇଦିଏ। ଏହା ଆନନ୍ଦର ଅଗ୍ରଦୂତ। ଯେଉଁମାନେ ଦୟାର ଅଲୌକିକତା ଅନୁଭବ କରିଛନ୍ତି ସେମାନେ ସବୁବେଳେ ଦୟାଳୁ। ଦୟା ଭାବ ମାନବ ଜୀବନର ଏକ ମୌଳିକ ଅଂଶ। ଏହା ଜାତି, ଧର୍ମ,ସମ୍ପ୍ରଦାୟ, ଲିଙ୍ଗଗତ ପାର୍ଥକ୍ୟ ତଥା ରାଜନୀତିର ବାଦ ବିବାଦକୁ…

ଫୁଲଦାନି କିଣିଥିଲେ ମାତ୍ର ୯୦ଟଙ୍କାରେ, ବିକିଲେ ୪.୪ କୋଟିରେ

କୁହାଯାଏ, ଭାଗ୍ୟ କେତେବେଳେ କାହାର ପରିବର୍ତ୍ତନ ହୋଇଯିବ, ତାହା କେହି ଜାଣିପାବେ ନାହିଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବ୍ରିଟେନରେ। ଏଠାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ମାତ୍ର ୯୦ ଟଙ୍କାରେ ଏକ ଫୁଲଦାନି କିଣି ୪.୪ କୋଟିରେ ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?