ଫୁରସତ

ବୁଲାକୁକୁରଙ୍କୁ ସାହାରା ଦେବା ପାଇଁ ୧୪ ଶହ କିମି ପାଦରେ ଚାଲିଲେ ଏହି ବ୍ୟକ୍ତି

ମେକ୍ସିକୋ,୧୨।୧୧:ସାଧାରଣତଃ ରାସ୍ତାରେ ବୁଲୁଥିବା କୁକୁରଙ୍କୁ କେହି ଧ୍ୟାନ ଦେଇ ନ ଥାନ୍ତି। କେହି ବୁଲାକୁକୁରଙ୍କୁ ଢେଲା ଫୋପାଡିଲାଣି ତ ଆଉ କିଏ ପାଣି। ଏମିତି ଅସହାୟ ଅବସ୍ଥାରେ ଜୀବନ ବିତାନ୍ତି ବୁଲାକୁକର। କିନ୍ତୁ ମେକ୍ସିକୋର ଜଣେ ବ୍ୟକ୍ତି ବୁଲାକୁକୁରଙ୍କୁ ସାହାରା ଦେବା…

ବିଶ୍ୱର ସବୁଠାରୁ ଦାମୀ କଙ୍କଡ଼ା: ମୂଲ୍ୟ ୩୨ ଲକ୍ଷ ୬୬ହଜାର

ପ୍ରାଚୀନ ସମୟର ବିରଳ ଜିନିଷର ନିଲାମ ହୋଇଥାଏ। ଏଥିପାଇଁ କୋଟି କୋଟି ଟଙ୍କାର ଡାକରା ହୁଏ। ବିଶ୍ୱରେ ଏମିତି ଅନେକ କୋଟିପତି ରହିଛନ୍ତି ଯେଉଁମାନଙ୍କର ପ୍ରାଚୀନ ଜିନିଷ ଏକାଠି କରିବାର ସଉକ ରହିଛି। ହେଲେ ଆଶ୍ଚର୍ଯ୍ୟର କଥା ଏକ କଙ୍କଡ଼ାର ନିଲାମ…

ଏହି ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ରହିଛି ହେଲିକପ୍ଟର…

ଚାଇନାରେ ରହିଛି ଏପରି ଗାଁ ଯେଉଁଠି ସମସ୍ତେ କୋଟିପତି। ଏହାକୁ ‘ସୁପର ଭିଲେଜ’ କୁହାଯାଇଥାଏ। ଗାଁରେ ସବୁ ଲୋକଙ୍କ ପାଖରେ ଭଲ ଘର ଏବଂ ଗାଡି ଅଛି। ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ହେଲିକପ୍ଟର ରହିଛି। ଏହି ଗାଁ ଆଗରୁ…

ପ୍ରତିଶୋଧ ନେବାକୁ ବୃଦ୍ଧ ଚୋରି କରୁଥିଲେ ଏମିତି ଜିନିଷ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜାପାନର ରାଜଧାନୀ ଟୋକିଓରେ ରହୁଥିବା ଜଣେ ୬୧ ବର୍ଷର ବୃଦ୍ଧ କୌଣସି ସୁନାରୁପା ଅଳଙ୍କାର ନୁହେଁ, ଏମିତି ଜିନିଷ ଚୋରି କରୁଥିଲେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ତଥାପି ଏପରି ଏକ ମଜାଳିଆ ଘଟଣା ନଜରକୁ ଆସିଛି। ଅଭିଯୁକ୍ତଙ୍କ ନାମ ଆକିୟୋ ହତୋଡ଼ି।…

ଯେଉଁଠି ହୁଏ ମାଛ ବର୍ଷା

ଆମେରିକାର ଉଟାହରେ ଦେଖିବାକୁ ମିଳେ ଏକ ଅଦ୍ଭୁତ ଦୃଶ୍ୟ। ଏଠାରେ ଆକାଶରୁ ମାଛ ବର୍ଷା ହୋଇଥାଏ। ଏହି ଦୃଶ୍ୟ ଦେଖିବାକୁ ବେଶ୍‌ ମନଲୋଭା। ମାଉଣ୍ଟେନ୍‌ ଲେକ୍‌ ଉପରେ ହୋଇଥାଏ ଏହି ମାଛ ବର୍ଷା। ହେଲେ ଏହା ପ୍ରାକୃତିକ ଭାବେ ନୁହେଁ ଏହା…

କ୍ରିସ୍‌ର ଭଲ ସାଙ୍ଗ ରେମୁସ୍‌

ନୂଆଦିଲ୍ଲୀ:ବହୁ ସମୟରେ ଜୀବମାନଙ୍କର ଅଜବ ବନ୍ଧୁତ୍ୱ ସୋସିଆଲ ମିଡିଆରେ ସାମ୍‌ନାକୁ ଆସୁଛି। ଏବେ ଏହି ତାଲିକାରେ ସାମିଲ ହୋଇଛନ୍ତି ଚିତା ଓ କୁକୁର। ୩ ମାସର ଚିତା ଛୁଆର ନାଁ କ୍ରିସ୍‌ ଓ କୁକୁରର ନାଁ ରେମୁସ୍‌। ଏହି ଦୁଇ ଜୀବଙ୍କର…

ମଣିଷ ମୁଣ୍ଡିଆ ମାଛ

ନୂଆଦିଲ୍ଲୀ:ମାଛର ମୁଣ୍ଡ ପୂରା ମଣିଷ ମୁଣ୍ଡ ଭଳି। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଛି। କିନ୍ତୁ ଏଭଳି ମାଛକୁ ଠାବ କରାଯାଇଛି ଚାଇନାରେ, ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଲକ୍ଷାଧିକ ଲୋକ ଏହାକୁ ଦେଖିସାରିଲେଣି। ଚାଇନାର ମିଆଓ ଗାଁରେ ଏହି ମାଛକୁ…

ଖାଇବା ଆଶାରୁ ଖଡ଼ି ଧରିଲେ ଦିବ୍ୟା

ହାଇଦ୍ରାବାଦ୍‌:ନବେ ଦଶକରେ ଆରମ୍ଭ କରାଯାଇଥିବା ମଧ୍ୟାହ୍ନଭୋଜନ ଯୋଜନାର ପ୍ରଭାବ ପ୍ରମାଣିତ କରିଛି ତେଲେଙ୍ଗାନାର ଏକ ଘଟଣା। ହାଇଦ୍ରାବାଦ୍‌ର ଗୁଡିମଲକାପୁର ସରକାରୀ ସ୍କୁଲ୍‌କୁ ଦିବ୍ୟା ନାମକ ଝିଅଟିଏ ପ୍ରତିିଦିନ ମଧ୍ୟାହ୍ନଭୋଜନ ସମୟରେ ବାସନଟିଏ ଧରି ଆସି ପହଞ୍ଚିଯାଏ। ପିଲାମାନଙ୍କ ସହ ଖାଇବା ଲକ୍ଷ୍ୟ…

ଗୋଟିଏ ଦିନରେ ଜନ୍ମ ନେଇଥିଲେ ୫ ଭାଇଭଉଣୀ : ଏକାସାଙ୍ଗରେ ହେବେ ବାହା

ଗୋଟିଏ ଦିନରେ ଜନ୍ମ ନେଇଥିବା ୫ ଭାଇଭଉଣୀଙ୍କ ମଧ୍ୟରୁ ଏକାଦିନରେ ୪ ଭଉଣୀଙ୍କର ବିବାହ ସ୍ଥିର ହୋଇଥିବାବେଳେ ଭାଇଙ୍କ ବିବାହ ଏହି ଦିନରେ କରିବା ପାଇଁ କିଛିଦିନ ସମୟ ନେଇଛନ୍ତି ଭଉଣୀମାନେ। ଏପରି ଘଟଣା ଦେଖିବାକୁ ମିଳିଛି କେରଳରେ। ଚାରି ଭଉଣୀ…

ଟ୍ରାଫିକ୍‌ ଜାମ୍‌ରେ ଫଶିବାରୁ ଏହି ବ୍ୟକ୍ତି ନିଜେ ତିଆରି କଲେ ହେଲିକପ୍ଟର

ଦିନକୁ ଦିନ ରାସ୍ତାଘାଟରେ ଗାଡ଼ିମୋଟର ସଂଖ୍ୟା ବଢ଼ିଚାଲିଛି। ଫଳରେ ଟ୍ରାଫିକ ସମସ୍ୟା ଦେଖାଦେବାରୁ ଲୋକେ ଠିକ୍‌ ସମୟରେ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରୁନାହାନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ଜଣେ ବ୍ୟକ୍ତି ନିଜେ ହେଲିକପ୍ଟର ତିଆରି କରୁଛନ୍ତି। ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ରହୁଥିବା…

ଏମିତି ଦେଶ ଯେଉଁଠି ଏପରି କଲେ ହୁଏ ମୃତ୍ୟୁ…

ପଶ୍ଚିମ ଆଫ୍ରିକାର ରହିଛି ଏକ ଛୋଟ ଦେଶ ବେନିନ୍‌। ଏଠାରୁ ହଁି କଳାଯାଦୁର ଆରମ୍ଭ ହୋଇଥିଲା ବୋଲି ଲୋକେ କୁହନ୍ତି । ଏଠାରେ ବାସ କରନ୍ତି ଇଗୁନଗୁନ ଜନଜାତି । ଇଗୁନଗୁନ ଜନଜାତିର କୌଣସି ବ୍ୟକ୍ତି ଯଦି କାହାକୁ ଛୁଇଁଦିଅନ୍ତି ତେବେ…

ଫ୍ୟାନ ମ୍ୟୁଜିୟମ୍‌

ଖରାଦିନେ କରେଣ୍ଟ ଚାଲିଗଲେ ଆଜି ବି ଖୋଜାପଡେ ବିଞ୍ଚଣା । ତାଳପତ୍ର ହେଉ ବା ପ୍ଲାଷ୍ଟିକ ବିଞ୍ଚଣା, ଖରାଦିନେ ଏହାର ଚାଦିହା କାହିଁରେ କେତେ। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ଏହି ବିଞ୍ଚଣାର ଏକ ମ୍ୟୁଜିୟମ ମଧ୍ୟ ରହିଛି । ଭଳିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?