ଫୁରସତ

ଦୁଇ ମାସ ଶୋଉଥିବା ଝିଅ

କିମ୍ବଦନ୍ତୀ କହେ କୁମ୍ଭକର୍ଣ୍ଣ ୬ ମାସ ଶୋଉଥିଲେ। ତେବେ ବାସ୍ତବ ଜୀବନରେ କ’ଣ ଏମିତି ଘଟେ? ହଁ ଘଟିଥାଏ। କଲମ୍ବିଆର ଆକାସିଆସ୍‌ ସହରରେ ରହୁଥିବା ୧୭ ବର୍ଷୀୟା ଶାରିକା ତୋଭାରଙ୍କ ଜୀବନରେ ଏହା ଘଟୁଛି। ମାତ୍ର ୨ ବର୍ଷ ବୟସର ହୋଇଥିବା…

ସୁନ୍ଦରୀ ହେବାକୁ ବାହାନା

ସୁନ୍ଦରୀ ଦିଶିବା ସବୁ ନାରୀର ଇଚ୍ଛା। ସେମିତି ବି ଇଚ୍ଛା ରଖିଥିଲେ ଜାମୀ ଲାଇନ୍‌ ଟୋଲେର ନାମ୍ନୀ ଜନୈକା ମହିଳା। ସେ ଦେଖିବାକୁ ସେମିତି ସୁନ୍ଦରୀ ନଥିଲେ। ମାତ୍ର ତାଙ୍କ ଭିତରେ ସୁନ୍ଦର ହେବାକୁ ନେଇ ଆକାଶଛୁଅଁା ଇଚ୍ଛା ରହିଥିଲା। ନିଜକୁ…

ବିଲେଇ ମଠ

ମଠରେ କିଛି ସମୟ ବିତାଇଲେ ମିଳିଥାଏ ଅପାର ଶାନ୍ତି। ତେବେ ଜାପାନର କ୍ୟୋଟୋରେ ଏମିତି ଏକ ମଠ ଅଛି, ଯେଉଁଠି ଶାନ୍ତି ସହ ଆନନ୍ଦ ଓ ଏକ ନିଆରା ଅନୁଭୂତି ମିଳିବ। ତା’ଛଡା ବିଲେଇଙ୍କୁ ଭଲ ପାଉଥିବା ବ୍ୟକ୍ତିଙ୍କୁ ତ ଏହା…

କାର୍ଯ୍ୟକ୍ଷେତ୍ରରେ ଚଷମା ପିନ୍ଧିପାରିବେନି ମହିଳା

ଜାପାନରେ ଏକ ଅଜବ ନିୟମ ଲାଗୁ ହୋଇଛି। ଏଠାରେ କର୍ମକ୍ଷେତ୍ରରେ ମହିଳାମାନେ ଚଷମା ପିନ୍ଧିପାରିବେନି। କେତେକ ବେସରକାରୀ କମ୍ପାନୀ ଏଭଳି ନିୟମ ଲାଗୁ କରିଛନ୍ତି। ଏହା ପଛରେ ଏକ ଅଦ୍ଭୁତ କାରଣ ରହିଛି। ଚଷମା ଲଗାଇ ଅଫିସ୍‌ ଆସୁଥିବା ମହିଳାଙ୍କ ପାଇଁ…

ହ୍ୟାରିପୋଟର୍‌ ଝାଡୁ

ହ୍ୟାରିପୋଟର୍‌ ଚଳଚ୍ଚିତ୍ର ଯେଉଁମାନେ ଦେଖିଛନ୍ତି ସେମାନେ ନିଶ୍ଚିତଭାବେ ଦେଖିଥିବେ ହ୍ୟାରିପୋଟର୍‌ ଏକ ଯାଦୁ ଝାଡୁ ଉପରେ ବସି କିଭଳି ଉଡି ବୁଲୁଥିଲେ। ଅନେକ ପାଶ୍ଚାତ୍ୟ କାହାଣୀରେ ବି ଯାଦୁ ଝାଡୁରେ ଡାହାଣୀ ବସି ଉଡୁଥିବାର ବର୍ଣ୍ଣନା କରାଯାଇଥାଏ। ତେବେ ଯଦି ବାସ୍ତବରେ…

କଫି ଆର୍ଟ

ସ୍ପେନର ନୁରିଆ ସେଲସେଡୋ ପେସାରେ ଜଣେ ସ୍ଥପତି। ହେଲେ ନିଶା ତାଙ୍କର ପେଣ୍ଟିଂ କରିବା। ସେ କେବେ କୌଣସି ଆର୍ଟ କ୍ଲାସ୍‌ ଯାଇ ନାହାନ୍ତି, ତଥାପି ନିଜର ଚେଷ୍ଟା ବଳରେ ସେ କରିପାରନ୍ତି ଖୁବ୍‌ ସୁନ୍ଦର ପେଣ୍ଟିଂ। ନିକଟରେ ସେ ଚର୍ଚ୍ଚିତ…

ଅଜବ ଢଙ୍ଗରେ ଗର୍ଲଫ୍ରେଣ୍ଡ୍‌କୁ ପ୍ରପୋଜ କଲେ ଏହି ଯୁବକ

ନିଆରା ଢଙ୍ଗରେ ପ୍ରେମିକମାନେ ନିଜ ପ୍ରେମିକାଙ୍କୁ ପ୍ରପୋଜ୍‌ କରିଥିବାର ଦେଖିଥିବେ, କିନ୍ତୁ ଇଂଲଣ୍ଡର ଜଣେ ଯୁବକ ଛାତିରେ ଟାଟୁ କରି ନିଜ ଗର୍ଲଫ୍ରେଣ୍ଡକୁ ପ୍ରମୋଜ୍‌ କରିଛନ୍ତି। ଯୁବକ ଜଣଙ୍କ ଛାତିରେ ତୁମେ ମୋତେ ବିବାହ କରିବ କି? ହଁ କି ନାଁ…

ଏମିତି ଦେଶ, ଯେଉଁଠି ସନ୍ତାନ ଜନ୍ମ ଦେଲେ ମିଳେ ଲକ୍ଷାଧିକ ଟଙ୍କା

ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସନ୍ତାନ ଜନ୍ମ ଦେଲେ ମାତାପିତାଙ୍କୁ ପୁରସ୍କାର ସ୍ବରୂପ ମିଳିଥାଏ ଲକ୍ଷାଧିକ ଟଙ୍କା। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ଫିନ୍‌ଲ୍ୟାଣ୍ଡ। ଏଠାକାର ଲେଷ୍ଟିଜାର୍‌ଭେରେ ସନ୍ତାନ ଜନ୍ମ ହେଲେ ପ୍ରତି…

ଐତିହାସିକ ସହର ପାଲ୍‌ଘର: କେବେ ଓ କେମିତି ଯିବେ; କ’ଣ ଦେଖିବେ

ମହାରାଷ୍ଟ୍ରସ୍ଥିତ ଏକ ଐତିହାସିକ ସହର ଭାବେ ପାଲ୍‌ଘର୍‌ର ସ୍ବତନ୍ତ୍ର ପରିଚୟ ରହିଛି। ପ୍ରାଚୀନ ମନ୍ଦିର, ଆକର୍ଷଣୀୟ ସମୁଦ୍ରତଟ ସାଙ୍ଗକୁ ଐତିହାସିକ କୀର୍ତ୍ତିରାଜିମାନ ଏହି ସହରର ମହତ୍ତ୍ୱକୁ ବୃଦ୍ଧି କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଛି… ମହାରାଷ୍ଟ୍ରସ୍ଥିତ ଏକ ଐତିହାସିକ ସହର ହେଉଛି…

ଚିନ୍ମୟ ଚିନ୍ତନ: ଏଗାର ଏଗାର ମିଶି ଚବିଶ !

ଯିଏ ବି ଶୁଣିବ ହସିବ। ପ୍ରଥମ କି ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ପିଲାଏ ଆଶ୍ଚର୍ଯ୍ୟ ହେବେ! ବଡ ବଡ ଲୋକଙ୍କୁ କ’ଣ ଏ ସାଧାରଣ ମିଶାଣ ଆସେନା? ଆମେ ତ ପଢ଼ିଛୁ ୧୧+୧୧=୨୨। ପୁଣି ୨୪ କେମିତି ହେବ? ପାଠକେ! ଖାଲି…

ମୋତେ ପରିଚୟ ଦେଇଛି ଓଡ଼ିଶା କଳାସଂସ୍କୃତି: ବିଶ୍ୱରଞ୍ଜନ

ନିର୍ଜୀବ ପଥର ତାଙ୍କ ନିହଣ ସ୍ପର୍ଶରେ ହୋଇଉଠେ ଜୀବନ୍ତ। ଚିଲିକା କୂଳରେ ପ୍ରାକୃତିକ ଶୋଭାର ଭଣ୍ଡାରକୁ ଦେଖି ସେ ବିଭୋର ହୋଇପଡ଼ନ୍ତି। ଏଇଠି ବସି ସେ ଆଙ୍କିଛନ୍ତି ଅନେକ ଚିତ୍ର । ଏମିତି ଜଣେ ଯୁବଶିଳ୍ପୀ ହେଲେ ବିଶ୍ୱରଞ୍ଜନ। ବାପା ପଠାଣି…

ପ୍ରଥମ ପାରିଶ୍ରମିକ ଟଙ୍କା ବାପାଙ୍କୁ ଦେଇଥିଲି: ଅଭିନେତ୍ରୀ ପ୍ରିୟଙ୍କା ମହାପାତ୍ର

କଟକରେ ମୋର ଜନ୍ମ ଓ ପାଠପଢା। ଆମେ ଛଅ ଭାଇଭଉଣୀ (୫ ଭଉଣୀ ଓ ଗୋଟେ ଭାଇ) ମଧ୍ୟରୁ ମୁଁ ସବା ସାନ। ୫ମରେ ପଢିବା ସମୟରେ ଆକାଶବାଣୀର ‘ଶିଶୁ ସଂସାର’ କାର୍ଯ୍ୟକ୍ରମରେ ଗୀତ ଗାଉଥିଲି। ପରେ ‘ଯୁବବାଣୀ’ରେ ବି ଅଡିଶନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?