୧୬୦ ଫୁଟ ଉପରେ ବସି ଖାଇବାର ମଜା
ନୋଏଡା: ପ୍ରତି କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଲୋକମାନଙ୍କୁ କିଛି ନିଆରା କରି ଦେଖାଇବା ପାଇଁ ପ୍ରେରଣା ଯୋଗାଉଛି। ଯେକୌଣସି ବ୍ୟବସାୟ ହେଉନା କାହିଁକି ଗ୍ରାହକଙ୍କୁ ଆକୃଷ୍ଟ କରିବା ସକାଶେ ସମସ୍ତେ ବିଭିନ୍ନ ପ୍ରକାର ଉପାୟ ଆପଣାଉଛନ୍ତି। ରେଷ୍ଟୁରାଣ୍ଟରେ ଉନ୍ନତମାନର ଖାଦ୍ୟ...
ଥାଇ ପାର୍କ ଗଜରାଜଙ୍କ ମୃତ୍ୟୁଯନ୍ତା
ବ୍ୟାଙ୍କକ, ୧୦ା୧୦ : ହାତୀଙ୍କ ସୁରକ୍ଷା ଲାଗି ବିଶ୍ୱବ୍ୟାପୀ ଅନେକ ପଦକ୍ଷେପ ହାତକୁ ନିଆଯାଉଛି। ସେମାନଙ୍କ ରହିବା, ଖାଇବା, ସ୍ବାସ୍ଥ୍ୟାବସ୍ଥା ସହ ମୁକ୍ତ ଭ୍ରମଣ ଓ ସୁରକ୍ଷିତ ଜୀବନଯାପନ ଲାଗି ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି।...
ଏହି କବର ସ୍ଥାନରେ ମୃତଦେହକୁ କବର ଦିଆଯାଏ ନାହିଁ
କବର ସ୍ଥାନର କଥା ଶୁଣିଲେ ମନକୁ ଆପଣାଛାଏଁ ଆସେ କି ଯେଉଁଠି ମଣିଷଙ୍କ ମୃତଦେହକୁ କବର ଦିଆଯାଇଥାଏ। ହେଲେ ଏହି କବର ସ୍ଥାନ ସବୁଠାରୁ ନିଆରା। ସିବେଲ ଆଉଲାଣ୍ଡ ଭାବେ ପରିଚିତ ଏହି ଦ୍ୱୀପକୁ ‘ଜଙ୍ଗଲି ଘୋଡ଼ାଙ୍କ ଘର’ ବୋଲି...
ମା’ ଭଳି ବାପା ବି ହୋଇପାରିବେ ଝିଅର ଭଲ ବନ୍ଧୁ: ଏହି ୪ ଦିଗ ଉପରେ ଦିଅନ୍ତୁ ଧ୍ୟାନ
ଅନେକ ସମୟରେ ଝିଅଟି ତା’ ଜୀବନରେ ଘଟୁଥିବା ପ୍ରତ୍ୟେକ କଥା ବିନା ସଙ୍କୋଚରେ ମା’ଙ୍କୁ କହିବା ଦେଖାଯାଇଥାଏ। ଏପରିକି କେତେକ ସ୍ଥାନରେ ପିତାଙ୍କ ଅନୁମତି ଲାଗି ଝିଅମାନେ ମା’ଙ୍କ ସାହାଯ୍ୟ ଲୋଡିଥାନ୍ତି। ହେଲେ କେବଳ ମା’ କାହିଁକି, ବାପା ବି...
କୋଟିପତି ବେକେରି ମାଲିକାଣୀ ‘ଯଶମିନ୍’: ଯାହାଙ୍କ ପାଖରେ ହାର୍ ମାନିଛି କ୍ୟାନ୍ସର
ଇନ୍ଦୋର: ନୂଆ କରି ଆରମ୍ଭ କରିଥିଲେ ଛୋଟିଆ କେକ୍ ଦୋକାନଟିଏ। ୨ଜଣ ସହକର୍ମୀଙ୍କୁ ନେଇ ଆଗକୁ ବଢ଼ିବା ବେଳକୁ ଦାରୁଣ ହେଲା ସମୟ। ମାଡ଼ିବସିଲା ଦୁରାରୋଗ୍ୟ କର୍କଟ। ହେଲେ ସେ ମାନିଲେନି ହାର୍। ଜୀବନ ମରଣ ଦୋଛକିରେ ଛିଡ଼ା ହୋଇ...
ପିଲାମାନେ କାହିଁକି ହୁଅନ୍ତି ବାଉଁଆ ବା ଲେପ୍ଟି
ସାଧାରଣତଃ ଅଧିକାଂଶ ଲୋକେ ସବୁକାମ ପାଇଁ ଡାହାଣ ହାତର ବ୍ୟବହାର କରିଥାଆନ୍ତି। କିନ୍ତୁ ଆଉ କିଛି ଲୋକ ଅଛନ୍ତି ଯେଉଁମାନେ ବେଶି ବାମ ହାତ ବ୍ୟବହାର କରନ୍ତି। ଏଭଳି ପିଲାମାନଙ୍କୁ ବା ବ୍ୟକ୍ତିଙ୍କୁ ବାଉଁଆ ବା ଲେପ୍ଟି ବୋଲି କୁହାଯାଏ।...
୮୦ବର୍ଷିୟା ଆମ୍ମା ହେଲେ ଅନ୍ତର୍ଜାତୀୟ ଷ୍ଟାର୍
ଯୋଦ୍ଧାଇୟା ବାଇ ବୈଗା। ବୟସ ୮୦। ମଧ୍ୟପ୍ରଦେଶର ଆଦିବାସୀ ବହୁଳ ଉମରିଆ ଜିଲାର ଏକ ଛୋଟ ଗ୍ରାମ ଲୋଢାରେ ରୁହନ୍ତି ସେ। ପାଠ ଆଦୌ ପଢି ନ ଥିଲେ ମଧ୍ୟ ନିଜ ଅଦ୍ଭୁତ କଳା ଯୋଗୁ ସେ ଆଜି ଅନ୍ତର୍ଜାତୀୟ...
ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି କୋହୀନୂର…
କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ ଆକର୍ଷିତ କରିଥାଏ । ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। ତେବେ ଏହା ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି । ଇତିହାସରେ କୋହୀନୂରକୁ ନେଇ ଅନେକ...
ଭାରତର ଏହି ୫ ସ୍ଥାନରେ ଅଛି ରାବଣ ମନ୍ଦିର
ସମଗ୍ର ଦେଶରେ ଏବେ ଶାରଦ ପୂଜାର ମାହୋଲ। ଚଳଚଞ୍ଚଳ ଗଁାଠୁ ସହର। ବିଭିନ୍ନ ପୂଜା ମଣ୍ଡପଗୁଡ଼ିକ ସୁନ୍ଦର ସୁନ୍ଦର ଆଲୋକମାଳା ଓ ସୁଉଚ୍ଚ ତୋରଣରେ ଝଲସୁଛି। ତେବେ ଏହି ନବରାତ୍ରିର ମୁଖ୍ୟ ଆକର୍ଷଣୀୟ ହେଉଛି ଦଶହରା। ଅସତ୍ୟ ଉପରେ ସତ୍ୟର...
ମନ୍ଦିରର ଦାନ ଅର୍ଥରେ ସରକାରୀ ହସ୍ପିଟାଲର ରୋଗୀଙ୍କୁ ଦିଆଯାଏ ୨ ବେଳା ଖାଦ୍ୟ
ମନ୍ଦିର କହିଲେ ବୁଝାଏ ଦାନ ଦକ୍ଷିଣା, ପୂଜାପାଠ ଆଦିକୁ। ହେଲେ ମହାରାଷ୍ଟ୍ର ପୁଣେର ଦଗଡୁ ସେଠ ହଲଓ୍ବାଇ ଗଣେଶ ମନ୍ଦିର ସବୁଠାରୁ ନିଆରା। କାରଣ ଭକ୍ତଙ୍କ ଦ୍ୱାରା ଏଠାରେ ଦିଆଯାଉଥିବା ଦାନ ଅର୍ଥ ଲୋକଙ୍କ ସେବାରେ ଲାଗିଥାଏ। ଏହା ଦେଶର...
ଫ୍ଲାଇଂ ରେଷ୍ଟୁରାଣ୍ଟ
ନୋଏଡା: ୧୬୦ ଫୁଟ୍ ଉଚ୍ଚତାରେ ଝୁଲିଛି ରେଷ୍ଟୁରାଷ୍ଟ। ଡାଇନିଂ ଟେବୁଲ ପଡ଼ିଛି। ଜଣେ ଗ୍ରାହକଙ୍କୁ ସନ୍ତୁଷ୍ଟ କରିବା ଭଳି ସମସ୍ତ ସୁବିଧା ଦିଆଯାଉଛି। ଆଉ ଫ୍ଲାଇଂ ରେଷ୍ଟୁରାଷ୍ଟରେ ଡିନରର ମଜା ନେବାକୁ ଛୁଟି ଆସୁଛନ୍ତି ଗ୍ରାହକ। ବିଦେଶରେ ନୁହେଁ, ରାଜଧାନୀ...
ଶେଷ ନିଃଶ୍ୱାସ ନେଲା ରୟାଲ କଇଁଛ ‘ଆଲାଗ୍ବା’
ଲାଗୋସ୍: ଦକ୍ଷିଣ ପଶ୍ଚିମ ନାଇଜେରିଆର ସବୁଠାରୁ ବୟସ୍କ କଇଁଛ କୁହାଯାଉଥିବା ‘ଆଲାଗ୍ବା’ ଆଉ ଦର୍ଶକଙ୍କ ମନୋରଞ୍ଜନ କରିପାରିବ ନାହିଁ। ଓଗ୍ବୋମୋସ୍ ରାଜପ୍ରାସାଦରେ ରହୁଥିବା ଏହି ପୋଷା କଇଁଛ ୩୪୪ ବର୍ଷ ବଞ୍ଚିଥିବା କୁହାଯାଉଛି। ହେଲେ ଗୋଟିଏ କଇଁଛର ଏତେ ବର୍ଷ...
Archives


