ବିଶ୍ୱର ୫ ଅଦ୍ଭୁତ ଜୀବ: ଯେଉଁମାନଙ୍କ ରକ୍ତର ରଙ୍ଗ ସବୁଜ, ହଳଦିଆ, ନୀଳ
ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଜାଣନ୍ତି ରକ୍ତର ରଙ୍ଗ ଲାଲ୍। ହେଲେ ଆପଣମାନେ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଏମିତି କିଛି ଜୀବ ଅଛନ୍ତି, ଯେଉଁମାନଙ୍କ ରକ୍ତର ରଙ୍ଗ ଲାଲ ପରିବର୍ତ୍ତେ ସବୁଜ, ହଳଦିଆ ଏବଂ ନୀଳ ରହିଛି। ଜାଣିବା ସେସବୁ...
ଆଜି ବି ବ୍ରିଟେନ୍କୁ ଏହି ସ୍ଥାନର ଟ୍ୟାକ୍ସ ଦେଉଛି ଭାରତ
ବ୍ରିଟେନ ବା ଇଂରେଜମାନଙ୍କ କବଳରୁ ଭାରତ ୭୩ ବର୍ଷ ହେଲା ସ୍ବାଧୀନ ହୋଇସାରିଲାଣି। କିନ୍ତୁ ଆଜି ମଧ୍ୟ କିଛି ଅଂଶ ଇଂରେଜମାନଙ୍କ କବଳରେ ରହିଛି। ବ୍ରିଟେନ୍ର ଏକ ରେଳ ଟ୍ରାକ୍ ଭାରତରେ ରହିଛି। ମାତ୍ର ଏହାର ଟ୍ୟାକ୍ସ ବ୍ରିଟେନ୍ ସରକାରଙ୍କୁ...
ଅହିଂସା ପୂଜାରୀଙ୍କ ସମ୍ପର୍କରେ ଅନେକ କଥା…
ଜାତିର ପିତା ମହାମତ୍ା ଗାନ୍ଧୀ ଭାରତର ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ନେତା ଥିଲେ ଓ ଅହିଂସା ମାର୍ଗରେ ଆନ୍ଦୋଳନ କରି ଦେଶକୁ ସ୍ବାଧୀନତା ଦେବାରେ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ। ଏଥର ଅହିଂସା ପୂଜାରୀଙ୍କ୧୫୦ ତମ ଜୟନ୍ତୀ ପାଳନ କରାଯାଉଛି।...
ପୋଷା କୁକୁରକୁ ବାହାରେ ନ ବୁଲାଇଲେ ଏଠାରେ ଦେବାକୁ ପଡ଼େ ଜରିମାନା
ଆଜିକାଲି ସମୟରେ ଅଧିକାଂଶ ଲୋକ ଘରେ କୁକୁର ପାଳିବାକୁ ପସନ୍ଦ କରୁଛନ୍ତି। କୁକୁର ପାଳିଲେ ସେମାନଙ୍କର ମଣିଷ ପରି ଯତ୍ନ ନେବା ମଧ୍ୟ ଦରକାର। ସକାଳୁ ବାହାରକୁ ବୁଲାଇ ନେବା, ବ୍ରଶ କରାଇବା, ଖାଇବାକୁ ଦେବା, ଗାଧୋଇ ଦେବା ଆଦି...
ଆନ୍ତର୍ଜାତିକ ଅହିଂସା ଦିବସ:ସତ୍ୟ ସର୍ବୋଚ୍ଚ ନୀତି, ଅହିଂସା ପରମ କର୍ତ୍ତବ୍ୟ
ଅହିଂସା ଶାନ୍ତିର ମାର୍ଗ। ଅହିଂସା ମାନବର ଶ୍ରେଷ୍ଠ ଗୁଣ। ସବୁ ଧର୍ମରେ ଏହାର ସ୍ଥାନ ସ୍ବତନ୍ତ୍ର। ଜାତିର ପିତା ମହାତ୍ମା ଗାନ୍ଧୀ ଅହିଂସାର ପଥିକ ଥିଲେ। ତାଙ୍କ ଅନୁସାରେ- ଅହିଂସା ସେହି ମୁଖ୍ୟ ତତ୍ତ୍ୱ ଯାହା ପୂରା ମାନବଜାତି ମଧ୍ୟରେ...
ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ
ମହାରାଷ୍ଟ୍ରର ଅମରାବତୀର ହର୍ବିନ୍ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ ରୋଟି’ ଅଭିଯାନ। ‘ଦଶବନ୍ଦ’ର ଅର୍ଥ ନିଜ ରୋଜଗାରର ଦଶ ପ୍ରତିଶତ ଅଂଶକୁ...
ମା’ ଆଇଏଏସ୍, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ
ମା’ ଜଣେ ଆଇଏଏସ୍ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ହରିଆଣାରେ ହେବାକୁ ଥିବା ବିଧାନସଭାରେ...
ମହାତ୍ମା ଗାନ୍ଧୀଙ୍କୁ ନିଜ ଅଟୋଗ୍ରାଫକୁ ୫ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା
ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯିବାକୁ ଯୋଜନା କରାଯାଇଛି। ୧୮୬୯ ଅକ୍ଟୋବର ୨ରେ ଗୁଜରାଟର ପୋରବନ୍ଦରଠାରେ ମୋହନଦାସ କରମଚାନ୍ଦ...
ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…
ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଏକ ମନ୍ଦିରରେ ସିନ୍ଦୁରରେ ନିର୍ମିତ ଗଣେଶ ମୂର୍ତ୍ତି ପୂଜା...
ବହୁ ବର୍ଷ ହେବ ରୋଷେଇ ଘରେ ଲାଗିଥିଲା ଫଟୋ ଚିତ୍ର, ହଠାତ୍ ମହିଳା ହେଲେ କୋଟିପତି
ବେଳେବେଳେ ଆମ ଘରେ ଏମିତି କିଛି ଜିନିଷ ଥାଏ ଯାହାର ମୂଲ୍ୟ ଆମକୁ ଜଣା ନ ଥାଏ। ଆଉ ତାହା ଜାଣିବା ପରେ ଆମେ ଆଶ୍ଚର୍ଯ୍ୟ ହୋଇଯାଇଥାଉ। ଏମିତି କିଛି ଘଟିଛି ଫ୍ରାନ୍ସର କମ୍ପେନିୟନ ସହରରେ ରହୁଥିବା ଫିଲୋମେନ ଓ୍ବଲ୍ଫ...
ଶାରଦୀୟ ନବରାତ୍ର: ରାଶି ଅନୁସାରେ କରନ୍ତୁ ପୂଜା, ପାଇବେ ଶୁଭଫଳ
ଶାରଦୀୟ ନବରାତ୍ର ପୂଜା ରବିବାରଠାରୁ ଆରମ୍ଭ ହୋଇଯାଇଛି। ଦୀର୍ଘ ୯ ଦିନ ଧରି ସାରା ଦେଶରେ ମହାମାୟୀ ପୂଜା ପାଇବେ। ଏହି ୯ ଦିନକୁ ମହାନବରାତ୍ର ଭାବେ ପାଳନ କରାଯାଏ। ନବରାତ୍ର ଅବସରରେ ଶ୍ରଦ୍ଧାଳୁମାନେ ଦେବୀଙ୍କୁ ମନ୍ଦିର ଓ ପୀଠରେ...
୧୭୫ ବର୍ଷର ପୁରୁଣା ସ୍କୁଲ, ଯେଉଁଠି ଏବେ ବି ଗାନ୍ଧୀ ଟୋପି ପିନ୍ଧି ପଢୁଛନ୍ତି ଛାତ୍ର
ଭୋପାଳ, ୨୯।୯:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିଟି ଜିନିଷକୁ ସାଇତି ରଖିବା ପାଇଁ ସବୁବେଳେ ପ୍ରଚେଷ୍ଟା ହୋଇଆସିଛି। ସେ ଟୋପି ହେଉ ଅବା ସେ ବ୍ୟବହାର କରୁଥିବା ଚର୍ଖା ଆଜି ବି ଐତିହାସିକ ହୋଇ ରହିଛି। ମଧ୍ୟପ୍ରଦେଶର ନରସିଂହପୁରରେ ଏକ...
Archives


