ଚକୋଲେଟ କଟେଜ୍
ପୃଥିବୀରେ ଏଭଳି ଅନେକ ସ୍ଥାପତ୍ୟ ରହିଛି, ଯାହାର ସୁନ୍ଦରତା ଏବଂ ସ୍ବତନ୍ତ୍ରତା ଅନେକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ସେହିଭଳି ଏକ ନିଆରା ସ୍ଥାପତ୍ୟ ରହିଛି ପ୍ୟାରିସ୍ଠାରେ। ଏଠାରେ ଥିବା ଏକ ଘର ନିର୍ମିତ ହୋଇଛି ସମ୍ପୂର୍ଣ୍ଣ ଚକୋଲେଟରେ। ୧୮ ବର୍ଗମିଟର...
ନିଜ ପାଇଁ ପୋଖରୀ ତିଆରି କରୁଥିବା ବେଙ୍ଗ
ପୃଥିବୀର ସବୁଠାରୁ ବଡ଼ ବେଙ୍ଗ ହେଉଛି ଗୋଲିଆଥ୍। ୩୪ ସେ.ମି. ଲମ୍ବ ଓ ୩.୨ କି.ଗ୍ରା ଓଜନ ବିଶିଷ୍ଟ ଏହି ବେଙ୍ଗ କେବଳ କାମେରୁନ୍ ଓ ଇକ୍ୱାଟୋରିଆଲ୍ ଗୁଏନାରେ ଦେଖିବାକୁ ମିଳନ୍ତି। ଏମାନେ ଝରଣା ନିକଟରେ ବସବାସ କରନ୍ତି। ଏହା...
୫ ଇଞ୍ଚର ବୁଢ଼ା ଅଙ୍ଗୁଳି ପାଇଁ ଟିକ୍ଟକ୍ରେ ପ୍ରସିଦ୍ଧ
ଆମେରିକା, ମାସାଚୁସେଟ୍ସ୍ଥ ଓ୍ବେଷ୍ଟପୋର୍ଟର ୨୦ ବର୍ଷୀୟ ଜାକୋବ ପିନା ନିକଟରେ ଟିକ୍ଟକ୍ରେ ହୋଇଛନ୍ତି ପ୍ରସିଦ୍ଧ। ତେବେ ନିଜ ଗୀତ କି ନାଚ ପାଇଁ ନୁହେଁ। ବରଂ ନିଜର ବୁଢା ଅଙ୍ଗୁଳି ପାଇଁ। ସେ ଟିକ୍ଟକ୍ରେ ନିଜ ବୁଢା ଅଙ୍ଗୁଳିର ଏକ...
ଶୁଭ ଅଶୁଭ ସଙ୍କେତ
* ଯେଉଁ ଘରେ ସର୍ବଦା ବିଲେଇ କଳି କରୁଥାନ୍ତି ସେହି ଘରେ ସବୁବେଳେ ବିବାଦ ଲାଗି ରହିଥାଏ ବୋଲି ଲୋକକଥା ରହିଛି। * ଘର ସମ୍ମୁଖରେ ଗାଈ ଆସି ହମ୍ବାଳିବା ଶୁଭ ବୋଲି କୁହାଯାଏ । ସେହି ଘରକୁ ଖୁବ୍...
ଗାନ୍ଧୀ ମେମୋରିଆଲ୍ ମ୍ୟୁଜିୟମ୍
ତାମିଲନାଡ଼ୁର ମଦୁରାଇଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସ୍ମୃତିରେ ଏକ ସଂଗ୍ରହାଳୟ ୧୯୫୯ ମସିହାରେ ଗଢ଼ି ଉଠିଥିଲା, ଯାହାର ନାଁ ହେଉଛି ଗାନ୍ଧୀ ମେମୋରିଆଲ୍ ମ୍ୟୁଜିୟମ୍। କେହି କେହି ଏହାକୁ ଗାନ୍ଧୀ ମ୍ୟୁଜିୟମ୍ ବି କହିଥାନ୍ତି। ତେବେ ଦେଶରେ ଦେଖିବାକୁ...
ଏହି ମନ୍ଦିର ପଛ ଦ୍ୱାରରେ ରହିଛି ନର୍କକୁ ରାସ୍ତା
ବିଶ୍ୱରେ ସମସ୍ତ ଧର୍ମରେ ସ୍ବର୍ଗ-ନର୍କର କଥା ବର୍ଣ୍ଣନା କରାଯାଇଛି। ସ୍ବର୍ଗ ଏମିତି ଏକ ସ୍ଥାନ, ଯେଉଁଠି ମୃତ୍ୟୁ ପରେ ପୁଣ୍ୟାତ୍ମାଙ୍କୁ ସ୍ଥାନ ମିଳିଥାଏ। ଆଉ ନର୍କକୁ ପାପୀଙ୍କର ସ୍ଥାନ ବୋଲି କୁହାଯାଇଥାଏ। ଆଜି ଏମିତି ଏକ ମନ୍ଦିର ସମ୍ପର୍କରେ କହିବୁ,...
ପ୍ରଥମ ଦରମା ଟଙ୍କାରେ ମା’ବାପାଙ୍କ ପାଇଁ ଶାଢ଼ି ଓ ଧୋତି କିଣିଥିଲି: ମନୋରଞ୍ଜନ(ସମାଲୋଚକ ଓ କବି)
ଯାଜପୁର ଜିଲା ସୁକିନ୍ଦା ଅନ୍ତର୍ଗତ ହରିପୁର ଗାଁରେ ମୋ ଜନ୍ମ। ସ୍ଥାନୀୟ ମହାଦେବ ଉଚ୍ଚ ବିଦ୍ୟାଳୟରୁ ୧୯୭୫ ମସିହାରେ ଏକାଦଶ ପାସ୍ କରିବା ପରେ କଟକ ଖ୍ରାଷ୍ଟ କଲେଜରେ ଆଇଏ ଓ ଓଡ଼ିଆ ସମ୍ମାନ ରଖି ବିଏ ପଢିଥିଲି। ତା’ପରେ...
ବହୁମୁଖୀ ବ୍ୟକ୍ତିତ୍ୱ: ଯାହାଙ୍କ ପ୍ରତିଭାରେ ସମୃଦ୍ଧ ହୋଇଛି ବିଶ୍ୱର ସାରସ୍ବତ ଇତିହାସ
ବିଶ୍ୱରେ ଏମିତି ଅନେକ ପୂଜ୍ୟ ପ୍ରତିଭା ଅଛନ୍ତି ଯେଉଁମାନେ କେବଳ ଗୋଟିଏ କଥାରେ ନିଜକୁ ସୀମିତ କରି ରଖିନାହାନ୍ତି। ସେମାନେ କେତେବେଳେ ଆକାଶର ଇଗଲ ଭଳି ଉଡ଼ିଛନ୍ତି ତ ଆଉ କେତେବେଳେ ଲଟେଇରୁ ଛିଣ୍ଡି ଯାଇଥିବା ଗୁଡ଼ି ଭଳି ଆକାଶରେ...
ଆବର୍ଜନାରୁ ସର୍ଜନା
ପରିବେଶ ଚିନ୍ତା ଏବେ ସବୁଠୁ ବଡ଼ ଚିନ୍ତା । ତେବେ କେବଳ ଚିନ୍ତା କଲେ ତ ହେବନି । ସେଥିପାଇଁ ସମାଧାନର ବାଟ ଖୋଜିବା ଦରକାର । ଆଉ ସେହି ବାଟ ନିଜସ୍ବ ଉପାୟରେ ଖୋଜିଛନ୍ତି କେଇଜଣ । ନିଜ...
୧୭ ଶହ ବର୍ଷ ତଳେ ବୁଡ଼ିଥିବା ଜାହାଜର ସନ୍ଧାନ ମିଳିଲା: ରୋମାନ ସମୟର ଶହେ ପାତ୍ର ରହିଛି ସୁରକ୍ଷିତ
ମାଦ୍ରିଦ୍,୨୯।୯: ସ୍ପେନ୍ର ବେଲେରିକ୍ ଦ୍ୱୀପ ନିକଟରେ ସମୁଦ୍ରରେ ୧୭ ଶହ ବର୍ଷ ତଳେ ବୁଡ଼ିଥିବା ଏକ ଜାହାଜର ସନ୍ଧାନ ମିଳିଛି। ଏଥିରେ ରୋମାନ୍ ସମୟର ୨ଶହଟି ପାତ୍ର ରହିଛି। ତେବେ କେତେକ ପାତ୍ର ଭାଙ୍ଗିରୁଜି ଯାଇଥିବା ବେଳେ ଶହେଟି ପାତ୍ର...
ବିସ୍ମୟ ସ୍ତମ୍ଭ : ୧୬୦୦ ବର୍ଷ ପରେ ବି ଏଥିରେ ଲାଗିନାହିଁ କଳଙ୍କି
ବିଶ୍ୱରେ ଏମିତି କିଛି ଜିନିଷ ଅଛି, ଯାହା ସମ୍ପର୍କରେ ଜାଣିଲେ ବିସ୍ମୟ ସୃଷ୍ଟି ହେବ। ଏମିତି ଏକ ଜିନିଷ ବିଷୟରେ କହିବାକୁ ଯାଉଛୁ, ଯାହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସାଧାରଣତଃ କିଛିଦିନ ପରେ ଲୁହାରେ କଳଙ୍କି ଲାଗିଯାଇଥାଏ। କିନ୍ତୁ...
ଏପରି ଚାକିରି ଯେଉଁଠି ଶୋଇଲେ ମିଳେ ଦରମା ୧୩ ଲକ୍ଷ…
ନାସା ପକ୍ଷରୁ କେତେକ ସମୟରେ ଏକ ଚାକିରୀର ବିଜ୍ଞାପନ ଦିଆଯାଇଥାଏ। ଏଥିରେ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ୭୦ ଦିନ ପାଇଁ କେବଳ ଶୋଇବାକୁ ପଡ଼ିବ। ନାସା ଏଭଳି ବ୍ୟକ୍ତିଙ୍କୁ ୧୯ହଜାର ଡଲାର ଅର୍ଥାତ୍ ୧୩ ଲକ୍ଷ ୪୨ ହଜାର ୫...
Archives


