ଫୁରସତ

ଏପରି ଚାକିରି ଯେଉଁଠି ଶୋଇଲେ ମିଳେ ଦରମା ୧୩ ଲକ୍ଷ…

ନାସା ପକ୍ଷରୁ କେତେକ ସମୟରେ ଏକ ଚାକିରୀର ବିଜ୍ଞାପନ ଦିଆଯାଇଥାଏ। ଏଥିରେ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ୭୦ ଦିନ ପାଇଁ କେବଳ ଶୋଇବାକୁ ପଡ଼ିବ। ନାସା ଏଭଳି ବ୍ୟକ୍ତିଙ୍କୁ ୧୯ହଜାର ଡଲାର ଅର୍ଥାତ୍‌ ୧୩ ଲକ୍ଷ ୪୨ ହଜାର ୫...

ଭାରତର ଏହି ସ୍ଥାନକୁ ଯିବା ପାଇଁ ଲାଗିଥାଏ ଭିଜା

ସାରା ବିଶ୍ୱରେ ସେପ୍ଟେମ୍ବର ୨୭ରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଇଛି। ବ୍ୟସ୍ତବହୁଳ ଜୀବନରୁ ଟିକେ ଜଞ୍ଜାଳ ମୁକ୍ତ ହୋଇ ମନଖୁସି କରିବା ଲାଗି ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଲୋକମାନେ ପସନ୍ଦ କରନ୍ତି। ଦିନକୁ ଦିନ ଭାରତୀୟ ଲୋକଙ୍କ...

ଥାଇଲ୍ୟାଣ୍ଡର ନିଆରା ସଂଗୀତ ପ୍ରତିଯୋଗିତା: ୩ ଦେଶରୁ ଗୀତ ଗାଇବାକୁ ଆସିଛନ୍ତି ପକ୍ଷୀ, ମିଳିବ ଦେଢ଼ ଲକ୍ଷ ପୁରସ୍କାର

ସଂଗୀତ ପ୍ରତିଯୋଗିତା ବିଷୟରେ ସମସ୍ତେ ଶୁଣିଛନ୍ତି ଏବଂ ଦେଖିଛନ୍ତି ମଧ୍ୟ। ଦକ୍ଷ ପ୍ରତିଯୋଗୀମାନେ ସଂଗୀତ ପ୍ରତିଯୋଗିତାରେ ଭାଗ ନେଇ ନିଜ କଳାର ପ୍ରଦର୍ଶନ କରିଥାନ୍ତି। ଏମିତି ଏକ ପ୍ରତିଯୋଗିତା ଏବେ ଥାଇଲ୍ୟାଣ୍ଡର ନାରଥିଓ୍ବାଟରେ ଚାଲିଛି। ମାତ୍ର ତାହା ଲୋକଙ୍କ ମଧ୍ୟରେ...

ଜଳାତଙ୍କକୁ ରୋକିବ ପ୍ରତିଷେଧକ ବ୍ୟବସ୍ଥା

ଜଳାତଙ୍କ ଉଭୟ ପ୍ରାଣୀ ଓ ମନୁଷ୍ୟଙ୍କୁ ଆକ୍ରାନ୍ତ କରୁଥିବା ଏକ ମାରାତ୍ମକ ଭୂତାଣୁଜନିତ ସଂକ୍ରାମକ ରୋଗ। ଲିସା ଭାଇରସ୍‌ ନାମକ ଏକ ଭୂତାଣୁ ର଼୍ୟାବିଜ୍‌ ରୋଗ କରିଥାଏ। ଉପଯୁକ୍ତ ପ୍ରତିଷେଧକ ବ୍ୟବସ୍ଥା ଦ୍ୱାରା ଏହି ରୋଗକୁ ରୋକାଯାଇପାରିବ। କୁକୁର, ବିଲେଇ...

ସେଲିବ୍ରିଟି ଦନ୍ତା

କଲମ୍ବୋ: କିଛିଦିନ ତଳେ ଜାତୀୟ ତଥା ଅନ୍ତର୍ଜାତୀୟ ଗଣମାଧ୍ୟମର ଶିରୋନାମା ପାଲଟିଥିଲା ‘ଟିକାରି’। କୁପୋଷଣର ଶିକାର ହୋଇଥିବା ହାତୀର କଙ୍କାଳସାର ଶରୀର ଭାଇରାଲ ହୋଇଥିଲା ସୋସିଆଲ ମିଡିଆରେ। ଜୀର୍ଣ୍ଣଶୀର୍ଣ୍ଣ ଶରୀର ସତ୍ତ୍ୱେ ଅମାନବୀୟ ଭାବେ ‘ଟିକାରି’କୁ ସାମିଲ କରାଯାଇଥିଲା ଏସାଲା...

‘ହାଉସ୍‌ଫୁଲ୍‌-୪’ର ଟ୍ରେଲର୍‌ ରିଲିଜ୍‌

ନୂଆଦିଲ୍ଲୀ: ବଲିଉଡ୍‌ ସୁୁପରହିଟ୍‌ ମଲ୍‌ଟିଷ୍ଟାର୍‌ କମେଡ଼ି ସିରିଜ୍‌ ‘ହାଉସ୍‌ଫୁଲ୍‌-୪’ର ଟ୍ରେଲର୍‌ ରିଲିଜ୍‌ ହୋଇଯାଇଛି। ହାଉସ୍‌ଫୁଲ୍‌ ସିରିଜ୍‌ର ପ୍ରତ୍ୟେକ ଫିଲ୍ମ ବଲିଉଡ୍‌ରେ ସୁପରହିଟ୍‌ ରହିଥିବାବେଳେ ଚତୁର୍ଥ ସିରିଜ୍‌ ମଧ୍ୟ ଦର୍ଶକଙ୍କୁ ଭରପୂର୍‌ ମନୋରଞ୍ଜନର ଖୋରାକ୍‌ ଯୋଗାଇବ ବୋଲି ଆଶା କରାଯାଉଛି। ପ୍ରଥମେ...

ରକ୍ତତୀର୍ଥ ଇରମ

ସ୍ବାଧୀନତା ସଂଗ୍ରାମ ଇତିହାସରେ ମହାତ୍ମା ଗାନ୍ଧୀଙ୍କ ଭାରତଛାଡ ଆନ୍ଦୋଳନ ସର୍ବଶେଷ ଏବଂ ସର୍ବଶ୍ରେଷ୍ଠ ଆନ୍ଦୋଳନ ଭାବେ ଖ୍ୟାତି ଲାଭ କରିଥିଲା, ବିଶ୍ୱ ଇତିହାସରେ ଯେଉଁ ବିପ୍ଳବର ପଟାନ୍ତର ନ ଥିଲା। ଗାନ୍ଧିଜୀଙ୍କ ଡାକରାରେ ସେତେବେଳେ ତେଜି ଉଠିଥାଏ ସାରା ଭାରତ।...

୧୮୬ ବର୍ଷ ତଳେ ଇଂଲଣ୍ଡରେ ଦେହତ୍ୟାଗ କରିଥିଲେ ଏହି ଭାରତୀୟ ରାଜା…

ରାଜା ରାମମୋହନ ରାୟଙ୍କୁ ଭାରତୀୟ ପୁନର୍ଜାଗରଣର ଅଗ୍ରଦୂତ ଏବଂ ଆଧୁନିକ ଭାରତର ନିର୍ମାତା କୁହାଯାଏ। ଭାରତୀୟ ସାମାଜିକ ଏବଂ ଧାର୍ମିିକ ପୁନର୍ଜାଗରଣରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଥିଲେ ବ୍ରାହ୍ମ ସମାଜର ପ୍ରତିଷ୍ଠାତା ଓ ସମାଜ ସଂସ୍କାରକ। ଭାରତୀୟ...

ରାଜାଙ୍କର ଅଛନ୍ତି ୬୦ ସ୍ତ୍ରୀ…

ପୂର୍ବକାଳରେ ରାଜାମାନଙ୍କର ଏକାଧିକ ସ୍ତ୍ରୀ ରହୁଥିବାର ନଜିର ରହିଛି । ସେହିପରି ବର୍ତ୍ତମାନର ଆଧୁନିକ ଯୁଗରେ ମଧ୍ୟ ରହିଛି କେତେଜଣ ରାଜାଙ୍କର ଥାଟବାଟ। ନାଗାଲାଣ୍ଡର ଲୋଙ୍ଗବା ଗ୍ରାମରେ ନଗୋବାଙ୍ଗ ବୋଲି ଜଣେ ରାଜା ଅଛନ୍ତି । ତାଙ୍କର ୬୦ସ୍ତ୍ରୀ ଥିଲାବେଳେ...

ସବୁଦିନ ଏହି ଶିବମନ୍ଦିର ପ୍ରଦକ୍ଷିଣ କରିଥାନ୍ତି ପକ୍ଷୀଦଳ…

ଶିବମନ୍ଦିରରେ ଶ୍ରଦ୍ଧାଳୁ ୧୦୮ ଥର ପ୍ରଦକ୍ଷିଣ କରିଥାନ୍ତି । ଏହାଦ୍ୱାରା ଶୁଭଫଳ ମିଳିଥାଏ ବୋଲି କେତେକେ କୁହନ୍ତି। ତେବେ ମହେନ୍ଦ୍ରଗିରି ପର୍ବତରେ ଥିବା ଭୀମାଶଙ୍କର ଶିବମନ୍ଦିରରେ ପ୍ରତିଦିନ ପକ୍ଷୀଦଳ ମିଳିତ ଭାବେ ଉଡ଼ି ମନ୍ଦିର ପ୍ରଦକ୍ଷଣ କରିଥାନ୍ତିି। ମନ୍ଦିରରେ ଶଙ୍ଖନାଦ...

୬ ବର୍ଷର କନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କଲେ ଦମ୍ପତି, ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

୨୦୦୯ରେ ଆସିଥିବା ଏକ ହଲିଉଡ୍‌ ଫିଲ୍ମ ‘ଅର୍ଫାନ’ ଯଦି ଦେଖିଥିବେ ତେବେ ଏଥିରେ ଏକ ଛୋଟ ପିଲା କରିଥିବା ଅଭିନୟ ମଧ୍ୟ ଦେଖିଥିବେ। ଗୋଟିଏ ପରିବାର ଏକ ଅନାଥ ପିଲାକୁ ଛୋଟବେଳୁ ଆଣି ଘରେ ପାଳଥିବାବେଳେ ସେହି ପିଲା କେମିତି...

ପକ୍ଷୀଙ୍କ ପାଇଁ ଫ୍ଲାଟ୍‌

ଗାଜିଆବାଦରେ ପ୍ରଥମଥର ପକ୍ଷୀମାନଙ୍କ ସୁରକ୍ଷା ପାଇଁ ଫ୍ଲାଟ୍‌ ନିର୍ମାଣ କରାଯାଇଛି। ଗାଜିଆବାଦ ବିକାଶ ପ୍ରାଧିକରଣ ଲୁପ୍ତ ହୋଇଯାଉଥିବା ପକ୍ଷୀଙ୍କ ପ୍ରଜାତି ବଞ୍ଚାଇ ରଖିବା ପାଇଁ ଏପରି ପଦକ୍ଷେପ ହାତକୁ ନେଇଛି। ଏହି ବାର୍ଡ ଫ୍ଲାଟ୍‌ ଜିଡିଏ ଉପାଧ୍ୟକ୍ଷାଙ୍କ ଆବାସରେ ନିର୍ମାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri