ଫୁରସତ

ରେଡ୍‌ ଲେଡି : କେଶଠାରୁ ଆରମ୍ଭ କରି ସମସ୍ତ ଆସବାବପତ୍ର ବି ଲାଲ୍‌ ରଙ୍ଗର

ଜୋରିକା ରିବରନିକ୍‌ଙ୍କୁ ବୋସନିଆର ଲୋକେ ରେଡ୍‌ ଲେଡି ନାମରେ ଜାଣନ୍ତି। କାରଣ ତାଙ୍କ କେଶଠାରୁ ଆରମ୍ଭ କରି ପୋଷାକ ଏପରିକି ଘରର ସମସ୍ତ ଆସବାବପତ୍ର ବି ଲାଲ୍‌ ରଙ୍ଗର। ଜୋରିକାଙ୍କୁ ଲାଲ୍‌ ରଙ୍ଗ ବହୁ ପସନ୍ଦ। ସେ ଚାହାନ୍ତି ତାଙ୍କର ଆଖପାଖ…

ବର ବିନା ଏକୁଟିଆ ଶାଶୁଘରକୁ ଗଲେ କନ୍ୟା, ଜାଣନ୍ତୁ କାହିଁକି

ପଟିଆଲା, ୩୧।୧୦: ପଞ୍ଜାବର ପଟିଆଲା ଜିଲାର ମ୍ୟାକ୍ସିମମ୍‌ ଜେଲରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ବର-କନ୍ୟା ବିବାହ କରିଥିଲେ ମଧ୍ୟ କନ୍ୟାଙ୍କୁ ଏକୁଟିଆ ଶାଶୁଘରକୁ ଯିବାକୁ ପଡିଛି। ସୂଚନାଯୋଗ୍ୟ, ବୁଧବାର ଆଜୀବନ କାରାଦଣ୍ଡ ଭୋଗୁଥିବା ମନଦୀପ ସିଂଙ୍କ ବିବାହ ଥିଲା।…

ଗମ୍ଭୀରଙ୍କ ସହ ବିଶେଷ ମୁହୂର୍ତ୍ତ ଅପାସୋରା

ରାଜ୍ୟ କ୍ରିକେଟ୍‌ରେ କ୍ରିଷ୍ଣା ପଲାଇ ଜଣେ ନବାଗତ ଚେହେରା। ରାଉରକେଲାରେ ତାଙ୍କର ଜନ୍ମ୍ମ। ସ୍ପିନ୍‌ ବୋଲର ଭାବେ ସେ ଓଡ଼ିଶା ପକ୍ଷରୁ ପ୍ରତିନିିଧିତ୍ୱ କରନ୍ତି। ପିତା ଅଭିମନ୍ୟୁ ପଲାଇ ଓ ମା’ ଘୋଷାମଣି ପଲାଇଙ୍କ ପୁଅ କ୍ରିଷ୍ଣାଙ୍କ ଅନୁଭୂତିରୁ କିଛି… ଆଜି…

ମୁସଲମାନ ସମ୍ପ୍ରଦାୟର ଲୋକେ ଚାନ୍ଦା ଆଦାୟ କରି ନିର୍ମାଣ କଲେ କାଳୀ ମନ୍ଦିର, ମୌଲବୀ କଲେ ଉଦ୍‌ଘାଟନ

ପଶ୍ଚିମବଙ୍ଗରେ ମୁସଲମାନ ଭାଇଭଉଣୀମାନେ ଭାଇଚାରାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ବୀରଭୂମ୍‌ ଜିଲାର ବାସପୁରାରେ ରାସ୍ତା ନିର୍ମାଣ ପାଇଁ କାଳୀ ମନ୍ଦିର ଭାଙ୍ଗିଦିଆଯାଇଥିଲା। ଏଠାରେ ବାସ କରୁଥିବା ମୁସଲମାନ ସମୁଦାୟର ଲୋକେ ଚାନ୍ଦା ଆଦାୟ କରି ଏହି ମନ୍ଦିରକୁ ପୁଣି…

ଏମାନେ ବି ଷ୍ଟାର…

କ୍ୟାବ୍‌ ଡ୍ରାଇଭିଂରୁ ରାଜନୀତି, ସାମୂହିକ କାର୍ଯ୍ୟରୁ ମଡେଲିଂ -ସବୁକ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରୁଛନ୍ତି ଏମାନେ। ଟ୍ରାନ୍ସଜେଣ୍ଡର ଆକ୍ଟିଭିଷ୍ଟ ଲକ୍ଷ୍ମୀନାରାୟଣ ତ୍ରିପାଠୀ ହୁଅନ୍ତୁ କି ଭାରତର ପ୍ରଥମ କିନ୍ନର ଆଇନଜୀବୀ ସତ୍ୟଶ୍ରୀ ଶର୍ମିଲା କିମ୍ବା ପ୍ରଥମ କଲେଜ ଅଧ୍ୟକ୍ଷ ମାନବୀ ବନ୍ଦ୍ୟୋପାଧ୍ୟାୟ, ଏମାନେ…

ସୂର୍ଯ୍ୟଙ୍କ ଅଦ୍ଭୁତ ଫଟୋ ଶେୟାର କଲା ନାସା

ଓ୍ବାଶିଂଟନ୍‌: ମହାକାଶ ସମ୍ପର୍କରେ ଏବେ ବି ଅନେକ କଥା ଅଜଣା। ହେଲେ ଏ ସମ୍ପର୍କରେ ଅଧିକରୁ ଅଧିକ ତଥ୍ୟ ହାସଲ କରିବା ପାଇଁ ନିରନ୍ତର ଉଦ୍ୟମ ଚଳାଇଛନ୍ତି ବିଶ୍ୱର ବିଭିନ୍ନ ସ୍ପେଶ ଏଜେନ୍ସି। ଫଳରେ ବିଭିନ୍ନ ସମୟରେ ବୈଜ୍ଞାନିକମାନେ ଏଭଳି ତଥ୍ୟ…

ୟୁଟ୍ୟୁବରେ ୨ କୋଟି ସବ୍‌ସ୍କ୍ରାଇବର୍‌ ହେବାରୁ ଏମିତି ପଦକ୍ଷେପ ନେଲେ ଯୁବକ, ଜାଣି ହେବେ ଆଶ୍ଚର୍ଯ୍ୟ

ଆଜିକାଲି ଚାରିଆଡେ ୟୁଟ୍ୟୁବ୍‌ର କ୍ରେଜ୍‌। ଭିଡିଓ କରି ୟୁଟ୍ୟୁବ୍‌ରେ ଛାଡିବା ଯେମିତି ଏକ ନିଶା ପାଲଟିଗଲାଣି। ସାଧାରଣତଃ ଆମେ ୟୁଟ୍ୟୁବରେ ସବ୍‌ସ୍କ୍ରାଇବର ସଂଖ୍ୟା ବଢିଲେ ଆମେ ଖୁସି ହୋଇଥାଉ। କିନ୍ତୁ ଜିମି ଡୋନାଲ୍ଡସନ୍‌ ନାମକ ଜଣେ ବ୍ୟକ୍ତି ନିଜ ୟୁଟ୍ୟୁବ୍‌ରେ ୨…

ପରିବେଶ ପୁରସ୍କାରକୁ ଗ୍ରେଟାଙ୍କ ନା

ଷ୍ଟକ୍‌ହୋମ୍‌ : ବିଶ୍ୱକୁ ଜଳବାୟୁ ପରିବର୍ତ୍ତନର ବିଷ ବଳୟ ମଧ୍ୟରୁ ମୁକାଳିବା ସହ ଏହାର ପ୍ରଭାବ ହ୍ରାସ ଲାଗି ବିଶ୍ୱ ସମୁଦାୟ ଉପରେ ଚାପ ପକାଇଥିବା ସ୍ବିଡେନ୍‌ର ପରିବେଶବିତ୍‌ ଗ୍ରେଟା ଥନ୍‌ବର୍ଗ ମଙ୍ଗଳବାର ପରିବେଶ ପୁରସ୍କାର ନେବାକୁ ମନା କରିଦେଇଛନ୍ତି। ପjରିବେଶ…

ଛୁଟି ପାଇଁ ପୋଲିସ କରୁଛି ସତ୍ୟପାଠ

ସମସ୍ତିପୁର: ‘ମୁଁ ….. ଛଟ୍‌ ମା’ଙ୍କୁ ସାକ୍ଷୀ ରଖି ଶପଥ ନେଉଛି, ମୁଁ ଦୀର୍ଘ….ବର୍ଷ ହେଲା ଛଟ୍‌ ପୂଜା କରିଆସୁଛି। ଏହି ବର୍ଷ ମଧ୍ୟ ବ୍ରତ ରଖିଛି। ହେ ଛଟ୍‌ ମା’ ଯଦି ମୁଁ ମିଛ କହି ଛୁଟି ନେଉଥାଏ, ତା’…

ବିଶ୍ୱରେ ସବୁଠୁ ଉଚ୍ଚ ସ୍ବରରେ ବୋବାଉଥିବା ପକ୍ଷୀ

ଦୈନନ୍ଦିନ ଆଖପାଖରେ ଆମେ ପକ୍ଷୀମାନଙ୍କ ରାବ ବା ବୋବାଇବା ଶବ୍ଦ ଶୁଣିଥାଉ। କାଉ, କୋଇଲି, ହଳଦୀବସନ୍ତ, କୁମ୍ଭାଟୁଆ, ଘରଚଟିଆ ଆଦି ପକ୍ଷୀଙ୍କ ସ୍ବର ନିଶ୍ଚିତ ଆମ ସମସ୍ତଙ୍କ କାନରେ ପଡ଼ିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ପକ୍ଷୀ ଅଛି, ଯାହାର ସ୍ବର…

କାମ କରୁଥିବା ବ୍ୟକ୍ତିର ପଦପାଇଁ କୌଣସି ଆକାଂକ୍ଷା ନ ଥାଏ

୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ପ୍ରଶାସନର ଏକ ଜଣାଶୁଣା ନଁା। ଦୀର୍ଘ ୨୮ବର୍ଷ ଧରି ସେ ବିଭିନ୍ନ ସରକାରୀ ସଂସ୍ଥା ଓ ବିଭାଗରେ କାର୍ଯ୍ୟକରି ଆସିଛନ୍ତି। ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ ସେ…

ଏମିତି ନଦୀ ଯାହାର ବାଲିରୁ ମିଳେ ମୁଠା ମୁଠା ସୁନା…

ଝାଡ଼ଖଣ୍ଡରେ ରହିଛି ସୁବର୍ଣ୍ଣ ରେଖା ନଦୀ। ରତ୍ନଗର୍ଭାଠାରୁ ୧୫ କିମି ଦୂରରେ ରହିଛି ଏହି ନଦୀ। ସୂର୍ଯ୍ୟାଲୋକ ପଡ଼ିଲେ ନଦୀର ଜଳ ସୁନା ପରି ଚକଚକ କରିଥାଏ। ଏଠାକାର ବାସିନ୍ଦା ନଈ ବାଲିରୁ ସୁନା ସଂଗ୍ରହ କରିଥାନ୍ତି। ରତ୍ନଗର୍ଭାର ମାଟିତଳେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?