ଫୁରସତ

ବିଶ୍ୱର ଭିନ୍ନ ପ୍ରକାରର ଜୀବ: କାହାର ଥଣ୍ଟ ଚାମଚ ପରି, ଆଉ କିଏ ବିପରୀତ ଦିଗରୁ ଉଡ଼ିଥାଏ

ବିଶ୍ୱରେ ଅନେକ ପ୍ରକାରର ଜୀବଜନ୍ତୁ ଅଛନ୍ତି। ସେମାନଙ୍କ ମଧ୍ୟରୁ କିଛି ଦେଖିବାକୁ ସୁନ୍ଦର ତ ଆଉ କିଛି ଦେଖିଲେ ଡର ଲାଗିଥାଏ। ଜାଣିବା ସେମିତି କିଛି ଭିନ୍ନ ପ୍ରକାରର ଦେଖାଯାଉଥିବା ଜୀବଙ୍କ ବିଷୟରେ। ଷ୍ଟାର ନୋଜ୍‌ଡ ମୋଲ: ଏହାର ମୁହଁ ଦେଖିବାକୁ…

ମୃତ ବାପାଙ୍କ ଫୋନ୍‌କୁ ୪ ବର୍ଷଧରି ମେସେଜ ଦେଉଥିଲେ ଝିଅ: ଅଚାନକ ଦିନେ ବାପାଙ୍କ ନମ୍ବରରୁ ଆସିଲା ଜବାବ, ଜାଣନ୍ତୁ ପୂରା ଘଟଣା

ଜୀବନରେ ମା’ବାପାଙ୍କ ସ୍ଥାନ କେହି ବି ନେଇ ନ ପାରେ। ଉଭୟଙ୍କ ମଧ୍ୟରୁ କାହାରିକୁ ହରାଇଦେବା ସନ୍ତାନଟିଏ ଗ୍ରହଣ କରିପାରେ ନାହିଁ। ତେବେ ପୁଅ ସହ ମା’ର ଏବଂ ବାପା ସହ ଝିଅର ସମ୍ପର୍କ ନିବିଡ଼ ବୋଲି କୁହାଯାଏ। ବାପାଙ୍କୁ ହରାଇବା…

ନିଜ ଭିତରେ ଏହିଭଳି ପରିବର୍ତ୍ତନ ଦେଖୁଥିବା ପୁରୁଷ ଶୀଘ୍ର କରନ୍ତୁ ବିବାହ

ପ୍ରାୟ ଯୁବକଙ୍କୁ ସେମାନଙ୍କ ଅବିବାହିତ ଜୀବନ ବେଶି ପସନ୍ଦ ଆସିଥାଏ। ସେମାନେ ତାଙ୍କର ଏହି ଜୀବନକୁ ନେଇ ଖୁସିରେ ରହିବାକୁ ଚାହିଁଥାନ୍ତି। ମାତ୍ର ପରେ ଜୀବନରେ ଏପରି ସମୟ ଆସେ ଯେତେବେଳେ ଏକୁଟିଆ ବଞ୍ଚତ୍ବା ସମ୍ଭବ ହୋଇ ନ ଥାଏ। ସେତେବେଳେ…

ବିଳାସପୂର୍ଣ୍ଣ ହୋଟେଲ: ରାତିକ ପାଇଁ ଦେବାକୁ ପଡିବ ୭୦ ହଜାର ଟଙ୍କା

ଫ୍ଲୋରିଡା: ଘରୁ ବାହାରକୁ ଗଲେ ପ୍ରାୟ ସମସ୍ତେ ବିଳାସପୂର୍ଣ୍ଣ ହୋଟେଲରେ ରହିବାକୁ ମନ ବଳାଇ ଥାଆନ୍ତି। ଏବେ କିନ୍ତୁ ଏକ ହୋଟେଲ ନିର୍ମାଣ କାମ ଚାଲିଥିବା ବେଳେ ଆସିଲାଣି ଚର୍ଚ୍ଚାକୁ। ଆମେରିକାର ଫ୍ଲୋରିଡାରେ ଏହି ହୋଟେଲଟି ନିର୍ମାଣ କରାଯାଉଛି। ଗିଟାର ଆକୃତିର…

ଏପରି ହୋଟେଲ ଖୋଲା ଆକାଶ ଯାହାର ଛାତ, ନାହିଁ କୋଠରୀ; ତଥାପି ରହିବା ଲାଗି ପର୍ଯ୍ୟଟକଙ୍କ ଗହଳି

ହୋଟେଲ ବିଷୟରେ କଥା ହେବା ସମୟରେ ବିଳାସମୟ କୋଠା, ସୁଇମିଂପୁଲ, ପ୍ରାକୃତିକ ସୌନ୍ଦର୍ଯ୍ୟଭରା ବାତାବରଣ, ସୁସ୍ବାଦୁ ଖାଦ୍ୟ ଭଳି ଅନେକ କଥା ମନକୁ ଆସିଥାଏ। ହେଲେ ଯଦି ବିନା କୋଠରୀ ଅଥବା ଛାତ ଥିବା ହୋଟେଲ ବିଷୟରେ କୁହାଯାଏ ତେବେ ହୁଏତ…

ଏହି ଭୂତ କୋଠରୀରେ କିଛି ଘଣ୍ଟା ବିତାଇଲେ ମିଳିବ ୧୪ ଲକ୍ଷ ଟଙ୍କା

ବିଶ୍ୱରେ ଅନେକ ପ୍ରକାଶ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରେ କେହି ଭୂତପ୍ରେତ ଉପରେ ବିଶ୍ୱାସ କରୁଥିଲାବେଳେ ଆଉ କେହି ଏହାକୁ ମନଗଢା କାହାଣୀ କହି ଏଡାଇ ଯାଆନ୍ତି। ଆମେରିକାର ଟେନେସି ସହରରେ ଏମିତି ଏକ ଭୂତ କୋଠରୀ ଅଛି, ଯେଉଁଠିକି ଗଲେ…

ରୋଗ ଚିହ୍ନଟ ନ ହୋଇ ପୁଅଙ୍କ ମୃତ୍ୟୁ ହେବାରୁ ମା’ ହେଲେ ଡାକ୍ତରାଣୀ: ମାଗଣାରେ କରୁଛନ୍ତି ଚିକିତ୍ସା

ମିରଟ,୨୯।୧୦: ସବୁ ଦୁଃଖ, କଷ୍ଟ ଓ ବିପଦରୁ ନିଜ ପିଲାଙ୍କୁ ଘଣ୍ଟ ଘୋଡାଇ ରଖିଥାଏ ମା’। କିନ୍ତୁ ପିଲାକୁ ଟିକେ ଆଘାତ ଲାଗିଲେ ସେ ଭାଙ୍ଗିପଡ଼େ। ହେଲେ ଉତ୍ତରପ୍ରଦେଶ ମିରଟର ରେଲଓ୍ବେ ରୋଡରେ ରହୁଥିବା ଜଣେ ଏଭଳି ମା’ ଅଛନ୍ତି ଯିଏ…

ସ୍ବାମୀ ଅଣ୍ଡା ଖାଇବାକୁ ନ ଦେବାରୁ ପ୍ରେମିକଙ୍କ ସହ ସ୍ତ୍ରୀ ଫେରାର

ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ କିଛି ନୂଆ କଥା ନୁହେଁ। କୁହାଯାଏ ଛୋଟବଡ଼ ପାଟିତୁଣ୍ଡ ପ୍ରେମ ସମ୍ପର୍କକୁ ମଜବୁତ କରିଥାଏ। ହେଲେ ଅନେକ ସମୟରେ ଏହି ପାଟିତୁଣ୍ଡ ଏତେ ବଡ଼ ସମସ୍ୟା ହୋଇ ଛିଡ଼ା ହୋଇଯାଏ ଯାହାର କଳ୍ପନା ମଧ୍ୟ କରିହେବ ନାହିଁ।…

ପ୍ରେମରେ ପଡ଼ିଲେ ବଢେ ଶରୀରର ଓଜନ

ଅଷ୍ଟ୍ରେଲିଆର ସେଣ୍ଟ୍ରାଲ୍‌ କୁଇନ୍ସ ଲ୍ୟାଣ୍ଡ ୟୁନିଭର୍ସିଟିରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ପ୍ରେମରେ ପଡିବା ପରେ ଉଭୟେ ଝିଅ ଓ ପୁଅଙ୍କ ଶରୀରର ଓଜନ ବୃଦ୍ଧି ପାଇଥାଏ। ଏଥିପାଇଁ ପ୍ରାୟ ୧୫ ହଜାର ଯୋଡିଙ୍କୁ ନେଇ ଗବେଷଣା କରାଯାଇଥିଲା। ଗବେଷକଙ୍କ ମତରେ…

ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା ଅବସ୍ଥାରେ ପୂଜା ପାଉଛନ୍ତି। କୁହାଯାଏ ଏହି ମନ୍ଦିରକୁ ଆସି ହନୁମାନଙ୍କ ଦର୍ଶନ ନ କଲେ…

ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ତୃତୀୟ ସ୍ଥାନ ହାସଲ କରିଛି ଭାରତର ଏହି ରାଜ୍ୟ

ଟ୍ରାଭେଲ୍‌ ମିଡିଆ କମ୍ପାନୀ ‘ଲୋନ୍‌ଲି ପ୍ଲାନେଟ୍‌’ ୨୦୨୦ ପାଇଁ ପର୍ଯ୍ୟଟନ ସ୍ଥଳୀ ଚୟନ କ୍ଷେତ୍ରରେ ଏକ ସର୍ଭେ ରିପୋର୍ଟ ଜାରି କରିଛି। ଏହି ତାଲିକାରେ ଇଣ୍ଡୋନେସିଆର ଇଷ୍ଟ ନୁସା ଟେଙ୍ଗର ପ୍ରଥମ ଏବଂ ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଦ୍ୱିତୀୟ ସ୍ଥାନରେ ରହିଥିବା…

ମଦ୍ରାସାରେ ଗୋମାତାଙ୍କ ସେବା କରନ୍ତି ଶିକ୍ଷାର୍ଥୀ

ମଧ୍ୟପ୍ରଦେଶ ରାଜଧାନୀ ଭୋପାଳକୁ ଲାଗି ରହିଥିବା ତୁମଡା ଗାଁରେ ଗଢି ଉଠିଥିବା ଦାରୁଲ ଉଲୁମ ହୁସେନିୟା ମଦ୍ରାସା ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏଠାରେ ମୁସଲମାନ ପିଲାମାନେ କେବଳ ପାଠ ପଢୁ ନାହାଁନ୍ତି ବରଂ ସେଠାରେ ଥିବା ଏକ ଗୋଶାଳାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?