ଚାଷ ଜମିରେ କୃଷକ ସ୍ଥାପନ କଲେ ‘ଗଜରାଜଙ୍କ ପ୍ରତିମା’
ମହାସମୁନ୍ଦ,୨୦।୯: ଛତିଶଗଡ଼ ମହାସମୁନ୍ଦ ଜିଲାର ଏକ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି। ଫସଲକୁ ହାତୀ ପଲଙ୍କଠାରୁ ବଞ୍ଚାଇବା ପାଇଁ ଚାଷ ଜମିରେ ଗଜରାଜଙ୍କ ପ୍ରତିମା ସ୍ଥାପିତ ହୋଇଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ...
ପରଫ୍ୟୁମ୍-ଡିଓ ବି ମଶାଙ୍କୁ କରେ ଆକୃଷ୍ଟ…
କେତେକ ବ୍ୟକ୍ତିଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମଶା କାମୁଡ଼ନ୍ତି। ଏହା ସ୍ଥଳ ବିଶେଷରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବ୍ଲଡ୍ ଗ୍ରୁପ୍ ଉପରେ ନିର୍ଭର କରିଥାଏ। ତେବେ ପରଫ୍ୟୁମ୍, ଡିଓ ତଥା ଅନ୍ୟ ପ୍ରସାଧନ ସାମଗ୍ରୀ ବ୍ୟବହାର କରୁଥିବା ବ୍ୟକ୍ତିଙ୍କୁ ମଶା ଅଧିକ...
ବିରଳ ମାଛ: ଡାଇନୋସର୍ ସହ ରହିଛି ସାମଞ୍ଜସ୍ୟ, ଫଟୋ ଭାଇରାଲ
ନର୍ଓ୍ବେର ଅକ୍ସର ନାମକ ଜଣେ ୧୯ ବର୍ଷୀୟ ନୌଯବାନ ଏକ ବିରଳ ମାଛ ଧରିଛନ୍ତି। ଏବେ ଏହି ମାଛର ଫଟୋ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ମାଛଟିକୁ ଦେଖିଲେ ଭୟରେ ଦେହ ଥରି ଉଠିବ। ଅକ୍ସର ମାଛ...
ଝିଅ ବାହାଘର ହେଉଛି ୫୧ ଟଙ୍କାରେ
ରାଞ୍ଚି: ହଜାର କି ଶହେ ନୁହେଁ ୫୧ ଟଙ୍କାରେ ଝିଅ ବାହାଘର ହେଉଛି ରାଞ୍ଚିର ପାହାଡି ମନ୍ଦିରରେ। ଏହି ମନ୍ଦିରରେ ପୂଜା କରିବା ବ୍ୟୟବହୁଳ ହୋଇଥିତ୍ବାବେଳେ ବାହାଘର ପୂରା କମ୍ ଖର୍ଚ୍ଚରେ କରାଯାଉଛି। ଅନ୍ତ୍ୟୋଦୟ ଓ ଲଲକାର୍ଡଧାରୀମାନଙ୍କୁ ଯେମିତି ସରକାରୀ...
୨୦ ବର୍ଷ ପରେ କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଲେ
ଅହମ୍ମଦାବାଦ: ଦୁର୍ଘଟଣାରେ ଜଣେ ପଙ୍ଗୁ ହୋଇଯିବା ପରେ ଦୀର୍ଘ ଦୁଇ ଦଶନ୍ଧି ପରେ କ୍ଷତିପୂରଣ ପାଇବା ଘଟଣା ଏବେ ସାମନାକୁ ଆସିଛି। ଗୁଜରାଟର ଅହମ୍ମଦାବାଦରେ ରହୁଥିବା ମନୀଷ ଖ୍ରୀଷ୍ଟି ଏକ ଦୁର୍ଘଟଣାରେ ପଙ୍ଗୁ ହୋଇଯିବା ପରେ କ୍ଷତିପୂରଣ ପାଇବାକୁ ମିର୍ଜାପୁର...
ଏହି ଭାରତୀୟ ଗାଁରେ ସମସ୍ତେ କଥା ହୁଅନ୍ତି ପର୍ତ୍ତୁଗିଜ୍ ଭାଷାରେ
ଭାରତ ଏମିତି ଏକ ଦେଶ ଯେଉଁଠି ସବୁଧର୍ମ ଓ ବହୁ ଭାଷାଭାଷୀର ଲୋକେ ବସବାସ କରନ୍ତି। କିନ୍ତୁ ମହାରାଷ୍ଟ୍ର ରାଇଗଡର କୋରଲାଇ ଗାଁ ସବୁଠାରୁ ନିଆରା। କାରଣ ଏଠାରେ ଥିବା ଭାରତୀୟମାନେ ପର୍ତ୍ତୁଗିଜ୍ ଭାଷାରେ କଥା ହୁଅନ୍ତି। କଥାଟା ଅଡୁଆ...
ତାରରେ ଝୁଲି ବିବାହ କଲେ ଏହି ଯୋଡ଼ି, ଫଟୋ ଭାଇରାଲ
ଅନେକ ଲୋକଙ୍କୁ କିଛି ଭିନ୍ନ କରି ଦେଖାଇବାର ନିଶା ଘାରିଥାଏ। ଏଥିପାଇଁ ସେମାନେ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏଇ ଯେମିତି ଜର୍ମାନୀର ଏକ ଯୋଡ଼ି। ନିଜ ବିବାହକୁ ସ୍ମରଣୀୟ କରିବା ପାଇଁ ସେମାନେ ତାର ସାହାଯ୍ୟରେ ଆକାଶରେ...
କୋମାରୁ ବାହାରିବା ପରେ ଯୁବକ କହିଲେ ଅଲଗା ଦେଶର ଭାଷା
ଅଷ୍ଟ୍ରେଲିଆର ଜଣେ ୨୭ ବର୍ଷୀୟ ଯୁବକ ଏକ ସଡ଼କ ଦୁର୍ଘଟଣାରେ କୋମାକୁ ଚାଲିଯାଇଥିଲେ। ଯେତେବେଳେ କୋମାରୁ ବାହାରିଲେ ସେତେବେଳେ ନିଜର ମୂଳଭାଷା ପରିବର୍ତ୍ତେ ଅଲଗା ଦେଶର ଭାଷା କହିବାକୁ ଲାଗିଲେ। ଯାହା ଶୁଣି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏକ ରିପୋର୍ଟରୁ...
‘୫ମାସ କୋମାକୁ ଚାଲିିଯାଇଥିଲି’
ରତ୍ନାକର ରାଉତ। ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ ବୋଇତା ଗ୍ରାମରେ ୧୯୬୧ମସିହା ଅଗଷ୍ଟ ୨୮ରେ ତାଙ୍କର ଜନ୍ମ। ଫକୀର ମୋହନ କଲେଜରୁ ସ୍ନାତକ ଓ ରେଭେନ୍ସାରେ ସ୍ନାତ୍ତକୋତର ପରେ ଏମ୍ଫିଲ୍ କରିବା ସମୟରେ ସେ ୧୯୮୫ ଜୁନ୍ରେ ପାଇଥିଲେ...
ଆସୁଛି ଆଉ ଏକ ମହାପ୍ରଳୟ
ନ୍ୟୁୟର୍କ: ଆଜକୁ ୨୬୦ ମିଲିଅନ ଅର୍ଥାତ୍ ପାଖାପାଖି ୨୬ କୋଟି ବର୍ଷ ପୂର୍ବେ ପୃଥିବୀ ସାମୂହିକ ବିନାଶର ବା ମହାପ୍ରଳୟର ସମ୍ମୁଖୀନ ହୋଇଥିଲା। ସେ ସମୟରେ ପୃଥିତ୍ବୀ ଜୀବଜନ୍ତୁ ବିହୀନ ହୋଇଯାଇଥିଲା। ଏହାସହ ଭୂଗର୍ଭ ତଥା ବାହ୍ୟ କାରଣ ଯୋଗୁ...
ଆଧାର କାର୍ଡ ନ ଥିଲେ ମନ୍ଦିର ଯିବା ମନା
ମହୀଶୂର:ଆଧାର କାର୍ଡ ନ ଥିଲେ କର୍ନାଟକ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟରେ ଥିବା ମା’ ହୁଲିୟମ୍ମା ବେଟାଙ୍କ ଦର୍ଶନ କରିବାକୁ ଅନୁମତି ମିଳେନାହିଁ। ଜଙ୍ଗଲ ଆଖପାଖରେ ରହୁଥିବା ଲୋକମାନେ ମା’ଙ୍କ ପାଖକୁ ଗଲାବେଳେ ବନ ବିଭାଗ ଯାଞ୍ଚର ସମ୍ମୁଖୀନ ହୁଅନ୍ତି। ଆଧାରକାର୍ଡ...
ସ୍ମାର୍ଟଫୋନ୍କୁ ସାବଧାନ..
ଦିନରେ ଅଧଘଣ୍ଟା ଧରି ଫୋନ୍ରେ ଗପିଲେ ବ୍ରେନ୍ ଟ୍ୟୁମର ହେବ ବୋଲି ଆମେରିକାରେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଏହା ଦ୍ୱାରା ଆଖି ଉପରେ ଖରାପ ପ୍ରଭାବ ପଡ଼ିବା ସହିତ ଅନିଦ୍ରା ଆଦି ରୋଗ ସୃଷ୍ଟି ହୋଇଥାଏ।...
Archives


