ଫୁରସତ

ପ୍ଲାଷ୍ଟିକ ବିରୋଧରେ ଲଢେଇ: ଇଟାଲି ରେଷ୍ଟୁରାଣ୍ଟରେ ପାସ୍ତା ଷ୍ଟ୍ର’ ବ୍ୟବହାର

ପୃଥିବୀକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଅଭିଯାନ ଏବେ ଜୋର୍‌ ଧରିଛି। ତେଣୁ ବିଭିନ୍ନ ପ୍ଲାଷ୍ଟିକ୍‌ ଜିନିଷର ବିକଳ୍ପ ତିଆରି କରାଗଲାଣି। ନିକଟରେ ଇଟାଲିର କିଛି ରେଷ୍ଟୁରାଣ୍ଟରେ ବି ଏମିତି କିଛି ପଦକ୍ଷେପ ନିଆଯାଇଛି, ଯାହା ବେଶ୍‌ ପ୍ରେରଣାଦାୟକ। ଏଠାରେ କୌଣସି ଡ୍ରିଙ୍କ…

ଜୟପୁର ଯନ୍ତର ମନ୍ତର: କିଛି ଅଜଣା କଥା

ଯନ୍ତର ମନ୍ତର ହେଉଛି ଏମିତି ଏକ ପର୍ଯ୍ୟବେକ୍ଷଣାଗାର, ଯେଉଁଠାରେ ପୂର୍ବେ ବିଭିନ୍ନ ଯନ୍ତ୍ର ତଥା ବସ୍ତୁ ସାହାଯ୍ୟରେ ସମୟ ନିର୍ଦ୍ଧାରଣ କରାଯିବା ସହିତ ସୂର୍ଯ୍ୟ, ଚନ୍ଦ୍ର ତଥା ଗ୍ରହମାନଙ୍କର ସ୍ଥିତି ଏବଂ ଗତି ନିରୂପଣ କରାଯାଉଥିଲା। ଯନ୍ତ୍ର ମନ୍ତ୍ରରୁ ଯନ୍ତର ମନ୍ତରର…

ପ୍ରଥମ ଦରମା ଟଙ୍କା ମା’ଙ୍କୁ ଦେଇଥିଲି: କେସିଙ୍ଗା ବ୍ଲକ୍‌ ବିଡିଓ ଭୀମସେନ ଶବର

କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ବିଡିଓ ଭୀମସେନ ଶବର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ରାୟଗଡ଼ା ଜିଲା ଗୁଣୁପୁର ସବ୍‌ଡିଭିଜନ ଅନ୍ତର୍ଗତ ରାମନାଗୁଡ଼ା ବ୍ଲକର ବଂଶଧାରା ନଦୀକୂଳେ ଅବସ୍ଥିତ ଅନ୍ତରଝୋଲା ଗାଁରେ ମୋ ଜନ୍ମ। ଗାଁ ପ୍ରାଥମିକ ବିଦ୍ୟାଳୟରୁ…

ବ୍ୟକ୍ତିତ୍ୱ: ଭୀଷ୍ମ ସାହାଣୀ

ଭୀଷ୍ମ ସାହାଣୀ ଏକାଧାରରେ ଥିଲେ ଜଣେ ନାଟ୍ୟକାର, ଔପନ୍ୟାସିକ, ଅଭିନେତା ଏବଂ ଟେଲିଭିଜନ ପର୍ସନାଲିଟି। ବିଶେଷକରି ସେ ତାଙ୍କର ନାଟକ ଏବଂ ଉପନ୍ୟାସ ଆଦି ପାଇଁ ସାରା ଭାରତରେ ଥିଲେ ସୁଖ୍ୟାତ। ତାଙ୍କର ଏକ ଅତି ଲୋକପ୍ରିୟ ଉପନ୍ୟାସ ହେଉଛି ‘ତାମସ’।…

ନିଆରା ସ୍ରଷ୍ଟା: ପ୍ରଶିକ୍ଷଣ ବିନା ଯିଏ କରିଛନ୍ତି ଉଦ୍ଭାବନ

ମଣିଷର କୌଣସି ଆବଶ୍ୟକତା ଯେତେବେଳ ତାକୁ ବ୍ୟତିବ୍ୟସ୍ତ କରିପକାଏ ସେ ସମାଧାନର ବାଟ ଖୋଜିଥାଏ। ସେଥିପାଇଁ କୁହାଯାଏ ଆବଶ୍ୟକତା ହିଁ ଉଦ୍ଭାବନର ଜନନୀ । ତେବେ ଏଥିପାଇଁ କୌଣସି ସ୍ବତନ୍ତ୍ର ଗବେଷଣାଗାର ବି ଦରକାର ପଡ଼େନା । ବିନା ଗବେଷଣାଗାରରେ କେହିକେହି…

ରହସ୍ୟମୟୀ ଦ୍ୱୀପ : ଏଠାକୁ ଥରେ ଗଲେ ଆଉ ଫେରନ୍ତିନି ଲୋକେ

ଦୁନିଆରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟମୟ। ନା ସେ ସ୍ଥାନ ସମ୍ପର୍କରେ ପ୍ରକୃତ ତଥ୍ୟ କେହି ଜାଣିପାରନ୍ତି ନା କିଛି ଦେଖିପାରନ୍ତି। ଏମିତି ଏକ ଦ୍ୱୀପ ରହିଛି ସ୍କଟ୍‌ଲାଣ୍ଡ୍‌ରେ। ଏହାର ନାଁ ‘ଆଇନହାଲୋ’। ଦ୍ୱୀପଟି ଦେଖିବାକୁ…

ଯେଉଁଠି ମଦ ପିଇଲେ ସମ୍ପୂର୍ଣ୍ଣ ଗାଁକୁ ଦେବାକୁ ପଡିବ ମାଂସ ତରକାରି ସହ ୨ ହଜାର ଟଙ୍କା

ସାଧାରଣତଃ ଆଦିବାସୀ ଅଧ୍ୟୁସିତ ଅଞ୍ଚଳରେ ସେମାନଙ୍କର ଭିନ୍ନ ନିୟମ ରହିଥାଏ। ଏହି ନିୟମ ଅନୁଯାୟୀ ନ ଚଳିଲେ ସେମାନଙ୍କୁ ବିଭିନ୍ନ ସମସ୍ୟା ଦେଇ ଗତି କରିବାକୁ ପଡିଥାଏ। ଏମିତି ଏକ ଆଦିବାସୀ ଅଞ୍ଚଳ ରହିଛି ଗୁଜରାଟ ବିନାଶକାଠ ଜିଲାର ଖାଟିସିତାରା ଗାଁ।…

ଦୟାଳୁ ଚୋର: ବୃଦ୍ଧା ମହିଳାଙ୍କୁ ଗେଲକରି ଫେରାଇଲେ ଟଙ୍କା, ଭିଡିଓ ଭାଇରାଲ

ଚୋରର ପ୍ରବୃତି ଚୋରି କରିବା। ଏଥିପାଇଁ ସେମାନେ ମାରପିଟଠାରୁ ଆରମ୍ଭକରି ହତ୍ୟା କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ମାତ୍ର ସୋସିଆଲ ମିଡିଆରେ ଏମିତି ଏକ ଚୋରର ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିଲେ ଯେ କେହିବି ଆଶ୍ଚର୍ଯ୍ୟ ହୋଇଯିବେ। ଏହି…

ଘର ପାଇଁ ଦୀପାବଳିରେ କିଣନ୍ତୁ ଏସବୁ ଆସବାବପତ୍ର…

ଆଲୋକର ପର୍ବ ଦୀପାବଳିରେ ଘରକୁ ନୂଆ ଜିନିଷ କିଣି ଆଣିବାକୁ କେତେକ ସୌଭାଗ୍ୟ ବର୍ଦ୍ଧକ ବୋଲି ମନେ କରିଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁସାରେ ଘର ଓ କାର୍ଯ୍ୟାଳୟ ପାଇଁ ଆସବାବପତ୍ର କିଣିଲେ ଶୁଭ ହୋଇଥାଏ। ଏହି ଅବସରରେ ଶାଗୁଆନ୍‌ ଓ ଶାଳ…

ପୁସ୍ତକ ‘ଦି ଆବ୍‌ସେଣ୍ଟ ଡାଇଲଗ୍‌’ରେ ଯୁକ୍ତି: ସଶସ୍ତ୍ର ବଳର ନେତୃତ୍ୱ ନେବାରେ ସକ୍ଷମ ନ ଥିଲେ ନେହେରୁ

ନୂଆଦିଲ୍ଲୀ: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସଶସ୍ତ୍ର ବଳର ନେତୃତ୍ୱ ନେବାକୁ ସକ୍ଷମ ନ ଥିଲେ ଅଥବା ତାକୁ ଦକ୍ଷତାର ପରିଚଳାନା କରି ନ ଥିଲେ ବୋଲି ଏକ ନୂଆ ପୁସ୍ତକରେ ଯୁକ୍ତି ବଢ଼ାଯାଇଛି। ଅଙ୍କିତ ମୁଖାର୍ଜୀଙ୍କ ଲିଖିତ ପୁସ୍ତକ…

ବିବିସି ୧୦୦ ପ୍ରଭାବଶାଳୀ ମହିଳା ତାଲିକାରେ ଓଡ଼ିଆ ଝିଅ ସୁସ୍ମିତା

ଲଣ୍ଡନ: ଅନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ବିବିସି ପକ୍ଷରୁ ୨୦୧୯ ପାଇଁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଶାର କଟକ ଜିଲାର ସୁସ୍ମିତା ମହାନ୍ତି। ସ୍ପେସ୍‌ ରିସର୍ଚ୍ଚ ଓ ସ୍ପେସ୍‌ ସାଇନ୍ସ କ୍ଷେତ୍ରରେ ଜଣେ ପରିଚିତ ଚେହେରା…

ବଜାରକୁ ଆସିଲା ‘ଇଟ୍‌ କପ୍‌’

ହାଇଦ୍ରାବାଦ: ଦେଶବ୍ୟାପୀ ପ୍ଲାଷ୍ଟିକ୍‌ ବ୍ୟାନ୍‌ ହେବା ପରେ ପରିବେଶ ଉପଯୋଗୀ ବିଭିନ୍ନ ସାମଗ୍ରୀ ବଜାରରେ ଦେଖିବାକୁ ମିଳୁଛି। ବଜାରରେ ଏଭଳି ସାମଗ୍ରୀର ଚାହିଦା ମଧ୍ୟ ବଢ଼ୁଛି। ଏହାଭିତରେ ହାଇଦ୍ରାବାଦ୍‌ର ଏକ କମ୍ପାନୀ ଏଭଳି ଏକ କପ୍‌ ତିଆରି କରିଛି, ଯେଉଁଥିରେ ଥଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?