ଫୁରସତ

ଆକ୍ରମଣ କଲେଣି ପାକିସ୍ତାନୀ ଝିଣ୍ଟିକା

ଜୟପୁର: ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବା ପରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ତୁହାକୁ ତୁହା ବର୍ଷୁଛନ୍ତି ଓ ପରମାଣୁ ଯୁଦ୍ଧର ଧମକ ବି ଦେଉଛନ୍ତି।...

ଘର ଭଡ଼ା ନେଉଥିଲେ…

ଜବ୍‌, ବ୍ୟବସାୟ ହେଉ କିମ୍ବା ଅନ୍ୟାନ୍ୟ କାରଣରୁ  ଅଧିକାଂଶ ପରିବାର ଭଡ଼ାଘର ନେଇ ରହିଥାନ୍ତି। ସେଠାରେ ଆବଶ୍ୟକତା ଅନୁସାରେ ସମସ୍ତ ସାମଗ୍ରୀ ମଧ୍ୟ ରଖିଥାନ୍ତି।  ହେଲେ ବେଳେବେଳେ ବିଭିନ୍ନ କାରଣରୁ ଘର ପରିବର୍ତ୍ତନ କରିବାକୁ ପଡୁଥିବାରୁ କେତେକ ସାମଗ୍ରୀ ଭାଙ୍ଗିଯିବା...

ଯେଉଁଠି ପିଲାମାନେ ଦେଶ ସୀମା ପାର ହୋଇ ଯାଆନ୍ତି ସ୍କୁଲ

ଏମିତି ଏକ ଦେଶ ରହିଛି, ଯେଉଁଠାରେ ପ୍ରତିଦିନ ପିଲାଙ୍କୁ ପଢ଼ିବାକୁ ଯିବାକୁ ଏବଂ ସେଠାରୁ ଫେରିବାକୁ ଇଣ୍ଟରନ୍ୟାସନାଲ୍‌ ବର୍ଡର୍‌ କ୍ରସ୍‌ କରିବାକୁ ପଡ଼େ। ଏହି ସ୍କୁଲ୍‌ ଆମେରିକାରେ ରହିଛି। ପ୍ରକୃତରେ ଆମେରିକାର କଲମ୍ବସ୍‌ ଏଲିମେଣ୍ଟ୍ରି ସ୍କୁଲ୍‌ରେ ଅନେକ ପିଲା ବିଦେଶରୁ...

ଏସବୁ ଜିନିଷକୁ ଗୋଡ଼ ଲଗାଉଛନ୍ତି କି? ଆସିପାରେ ବଡ଼ ବିପତ୍ତି

ସାଧାରଣତଃ ଅଜାଣତରେ ବେଳେବେଳେ ଆମ ଗୋଡ଼ ଏଠି ସେଠି ବାଜିଯାଇଥାଏ। ହେଲେ ଆମେ ସେଥିପ୍ରତି ଏତେଟା ଧ୍ୟାନ ଦେଇ ନ ଥାଉ। କିଛି ଲୋକ ଜାଣିଶୁଣି ମଧ୍ୟ କିଛି ଜିନିଷ ବା ବ୍ୟକ୍ତିଙ୍କୁ ଗୋଇଠା ମାରି ଦେଇଥାନ୍ତି। ମାତ୍ର ଏହା...

ଏଠି ସମସ୍ତଙ୍କର ଗୋଟିଏ କିଡ୍‌ନୀ

ଗୋଟିଏ କିଡ୍‌ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍‌ସେ। ଏଠି ଅଧିକାଂଶ ଲୋକେ ଗୋଟିଏ କିଡ୍‌ନୀରେ ଜୀବନ ବିତାଉଛନ୍ତି। କୌଣସି ରୋଗ ପାଇଁ ନୁହେଁ ବରଂ ଅଭାବରୁ ଏମାନେ...

ବିବାହକୁ ନିମନ୍ତ୍ରଣ କରି ସାଙ୍ଗରେ ଚେୟାର, ସାଣ୍ଡଓ୍ବିଚ୍‌ ଆଣିବାକୁ କହିଲେ ଦମ୍ପତି

ସୋସିଆଲ ମିଡିଆରେ ଏକ ବିବାହ ନିମନ୍ତ୍ରଣ ପତ୍ର ଭାଇରାଲ ହେବାରେ ଲାଗିଛି। ଅତିଥିମାନେ ବିବାହରେ ଯୋଗଦେବେ କି ନାହିଁ ସେନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜଣାଇବା ପାଇଁ ଉକ୍ତ ପତ୍ରରେ ଉଲ୍ଲେଖ ରହିଛି। ଆଉ ଯଦି ନ ଜଣାନ୍ତି ତେବେ...

ଓଜୋନ ରଖିଛି ଜୀବନ

ପ୍ରତିବର୍ଷ ସେପ୍ଟେମ୍ବର ୧୬ ତାରିଖକୁ ‘ବିଶ୍ୱ ଓଜୋନ ଦିବସ’ ଭାବରେ ପାଳନ କରାଯାଇଥାଏ। ଏ ବର୍ଷର ବାର୍ତ୍ତା ହେଲା- ‘୩୨ ବର୍ଷର ଉପଶମକରଣ’। ସେ ସମ୍ପର୍କିତ ବିଷୟକୁ ନେଇ ଉପସ୍ଥାପନା… ”ସୂର୍ଯ୍ୟକିରଣରେ ଆସୁଥିବା କେତେକ ମାରାତ୍ମକ ବିକିରଣକୁ ଓଜୋନ ସ୍ତର...

ସହରର ଲୋକଙ୍କୁ ଯୋଡ଼ିବା ପାଇଁ ଭିନ୍ନ ପ୍ରୟାସ : ବହିଥାକର ଭ୍ରମ ସୃଷ୍ଟି କରୁଛି ପାଚେରି, ଫଟୋ ଭାଇରାଲ

ପ୍ରତ୍ୟେକ ସହରର କିଛି ନା କିଛି କଳାକୃତି ରହିଛି। ଯାହାକୁ ଦେଖିବା ପାଇଁ ପ୍ରତିଦିନ ହଜାର ହଜାର ଲୋକଙ୍କ ଯିବାଆସିବା ଲାଗି ରହିଥାଏ। ସେହିପରି କଳାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଡଚ୍‌ ଷ୍ଟ୍ରିଟ୍‌ ଆର୍ଟିଷ୍ଟ୍‌ ଜେନିଇଂସ୍‌ ଡିମ୍‌ ନେଦରଲ୍ୟାଣ୍ଡ୍‌ର...

ଏଥର ଦୁର୍ଗାପୂଜାରେ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ର ଝଲକ୍‌

କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍‌ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା ଦେଶର ନଜର ରହିଥାଏ। ତେବେ ଚଳିତ ଥର କୋଲକାତାର ଦୁର୍ଗାପୂଜାରେ ଦେଖିବାକୁ ମିଳିବ...

ଆନ୍ତର୍ଜାତିକ ଓଜୋନ ସ୍ତର ସଂରକ୍ଷଣ ଦିବସ : ସୁସ୍ଥ ପୃଥିବୀ ପାଇଁ ସଂକଳ୍ପ

ଓଜୋନ୍‌ ଆମ ବାୟୁମଣ୍ଡଳରେ ପୃଥିବୀ ପୃଷ୍ଠରୁ ୧୦ ରୁ ୪୦ କିଲୋମିଟର (ଷ୍ଟ୍ରାଟୋସ୍ଫିୟର)ମଧ୍ୟରେ ରହିଛି। ପୃଥିବୀ ପୃଷ୍ଠରେ ଏହାର ପରମାଣ ଖୁବ୍‌ କମ୍‌। କିନ୍ତୁ ବାୟୁମଣ୍ଡଳର ୯୦ ପ୍ରତିଶତ ଓଜୋନ୍‌ ଷ୍ଟ୍ରଟୋସ୍ଫିୟରରେ ହିଁ ରହିଛି। ଏହା ଆମ ଜୀବନ ପାଇଁ...

ବିବାହିତ ଯୁବକ ଅବିବାହିତ କହି ଠକୁଛନ୍ତି କି? ତେବେ ଏସବୁ ଲକ୍ଷଣରୁ ଜାଣନ୍ତୁ ଏମାନଙ୍କୁ

ଜଣେ ଝିଅ ବିବାହିତା କି ଅବିବାହିତା ସେ ସମ୍ପର୍କରେ ଜାଣିବା ଆଦୌ କଷ୍ଟକର ନୁହେଁ। କାରଣ ମଥାରେ ସିନ୍ଦୁର, ହାତରେ ଶଙ୍ଖା, ପାଦରେ ପାଉଁଜି, ବେକରେ ମଙ୍ଗଳସୂତ୍ର ଦେଖିଲେ ସହଜରେ ବୁଝିଯିବେ ଜଣେ ଝିଅ ବିବାହିତା କି ଅବିବାହିତା। କିନ୍ତୁ...

ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ

କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ ହୁଏ ଏମିତି ଏକ କବାଡ଼ି ପ୍ରତିଯୋଗିତା ଯେଉଁଥିରେ ପୁରସ୍କାର ଦର୍ଶକ ତଥା ପ୍ରତିଯୋଗୀଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri