ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା
ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଲଗାଯାଇଛି। ବି.ଏ. ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଆୟୁଷ ସିଂ ନାମକ ଛାତ୍ରଙ୍କୁ ଏଭଳି…
ଆରମ୍ଭ ହେଲା ସର୍ବବୃହତ୍ ଫିଟ୍ନେସ୍ ଚ୍ୟାଲେଞ୍ଜ
ଦୁବାଇ: ଦୁବାଇ। ଲକ୍ଜ୍ୟୁରି ଶପିଂ, ଅଲଟ୍ରାମଡର୍ନ ଆର୍କିଟେକ୍ଚର ଏବଂ ନାଇଟ୍ ଲାଇଫ୍ ପାଇଁ ପ୍ରସିଦ୍ଧି ଅର୍ଜନ କରିଥିବା ସ୍ବପ୍ନର ସହର। ମାତ୍ର ୫୦ ବର୍ଷ ଭିତରେ ପୃଥିବୀର ସମୃଦ୍ଧିଶାଳୀ ସହର ତାଲିକାରେ ନିଜ ନାମ ଯୋଡ଼ିପାରିଥିବା ଦୁବାଇରେ ରହିଛି ପର୍ଯ୍ୟଟନର ଅନନ୍ୟ…
ମରୁଭୂମିରେ ରହିଛି ଏମିତି ଦୁର୍ଗ,ଯାହା ସବୁଜ ବନାନୀ ପାଇଁ ପ୍ରସିଦ୍ଧ
ଅକ୍ଟୋବରରୁ ଭ୍ରମଣ ଋତୁ ଆରମ୍ଭ ହୋଇଥାଏ। ଲୋକେ ଯୋଜନା କରିଥାନ୍ତି ଏମିତି କିଛି ସ୍ଥାନକୁ ବୁଲିବାକୁ ଯିବେ ଯାହା ଚିରଦିନ ପାଇଁ ସ୍ମରଣୀୟ ହୋଇରହିବ। ସେଥିଲାଗି ନଦୀ, ପାହାଡ଼, ଝରଣା ସବୁଜ ବନାନୀ ଥିବା ସ୍ଥାନକୁ ପସନ୍ଦ କରିଥାନ୍ତି। କିନ୍ତୁ କେହି…
ଆଳୁରେ ନିର୍ମିତ ହୋଟେଲ
ଆଳୁରେ ନିର୍ମିତ ହୋଟେଲ। ପଢିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଇଦାହେ ରାଜ୍ୟରେ ଆଳୁରେ ତିଆରି ଏକ ହୋଟେଲ ରହିଛି। ଏହି ଆଳୁର ଓଜନ ଛଅ ଟନ୍ ହେବ। ୟା ଭିତରେ ଗୋଟେ ରାତି ପାଇଁ ଭାରତୀୟ ମୁଦ୍ରାରେ ୧୮…
ବହି ଦୋକାନ ଯେଉଁଠି ନାହାଁନ୍ତି କୌଣସି କର୍ମଚାରୀ…
ଦୁବାଇର ‘ବୁକ୍ ହିରୋ’ ନାମକ ଏକ ବହି ଦୋକାନ ରହିଛି। ଏଠାରେ କେବଳ ବହି ରହିଛି। ଲୋକେ ଦୋକାନକୁ ଯାଇ ନିଜ ପସନ୍ଦର ବହି କିଣି ଉଚିତ ଦାମ୍ ପୈଠ କରି ଆସିଥାନ୍ତି। ସର୍ବସାଧାରଣଙ୍କ ବିଶ୍ୱାସରେ ଏହା ପରିଚାଳିତ ହୋଇଥାଏ। ଏହା…
ଭଉଣୀ ବିଦା ସମୟରେ କାନ୍ଦିବା ମହଙ୍ଗା ପଡ଼ିଲା ଭାଇଙ୍କୁ: ସର୍ବ ସମ୍ମୁଖରେ ମାଗିଲେ କ୍ଷମା
ବିବାହ ପରେ ଝିଅ ବିଦା ସମୟରେ ସମସ୍ତଙ୍କ ଆଖିରେ ଲୁହ ଆସିଯାଇଥାଏ। ସମସ୍ତେ ଏହା ଦେଖିଥିବେ ନିଶ୍ଚୟ। ମାତ୍ର ରୁଷିଆର ଗଣରାଜ୍ୟ ଚେଚନ୍ୟାରେ ଝିଅ ବିଦା ସମୟରେ ଏମିତି ଏକ ପରିସ୍ଥିତି ହୋଇଥିଲା ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏଠାରେ ଜଣେ…
୬ ବର୍ଷୀୟା ମଡେଲ ୟଲିନା ବିଶ୍ୱର ସବୁଠୁ ସୁନ୍ଦରୀ
ବିଶ୍ୱର ସବୁଠାରୁ ସୁନ୍ଦର ଏବଂ ବୁଦ୍ଧିମାନଙ୍କୁ ନେଇ ଅନେକ ପ୍ରତିଯୋଗିତା ଆୟୋଜିତ ହୋଇଥାଏ। ଏଥିରେ ଜଣଙ୍କୁ ଶ୍ରେଷ୍ଠ ବିବେଚିତ କରାଯାଇ ମୁକୁଟ ପିନ୍ଧାଯିବା ସହ ପୁରସ୍କୃତ କରାଯାଇଥାଏ। ଏବେ ଏହି ତାଲିକାରେ ଏକ ଛୋଟ ଝିଅର ନାମ ଯୋଡିହୋଇଯାଇଛି। ରୁଷ୍ର ମାତ୍ର…
ଏହି ଜିଲାରେ ୧ କିଲୋ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ମିଳୁଛି ୧ କିଲୋ ଚାଉଳ
ହାଇଦ୍ରାବାଦ୍,୧୭।୧୦: ଦେଶକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ପ୍ରୟାସ ଚାଲିଛି। ନିକଟରେ ଛତିଶଗଡର ଅମ୍ବିକାପୁରରେ ଏକ ‘ଗାର୍ବେଟ୍ କାଫେ’ ଖୋଲାଯାଇଛି। ଯେଉଁଠି ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ଦେଲେ ପେଟ ପୂରା ଖାଇବାକୁ ମିଳୁଛି। ସେହିପରି ତେଲେଙ୍ଗାନାର ମୁଲୁଗୁ ଜିଲାରେ ମଧ୍ୟ ଏକ ଭିନ୍ନ…
‘ପେଟ୍ ବ୍ଲଡ୍ ବ୍ୟାଙ୍କ’
ନ୍ୟୁୟର୍କ: ପାଳିତ ପ୍ରାଣୀଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ ଏବଂ ପ୍ଲାଜମା ସେଣ୍ଟର। ଏଠାରେ ସେମାନେ ରକ୍ତ ଦାନ କରିପାରିବେ। ଆବଶ୍ୟକସ୍ଥଳେ ରକ୍ତ ମଧ୍ୟ ନେଇପାରିବେ। ଗୃହପାଳିତ ପ୍ରାଣୀଙ୍କ ପ୍ରତି ବଢୁଥିବା ଦୁର୍ବଳତାକୁ ନଜରରେ ରଖି ଏପରି ଅଭିନବ ବ୍ୟବସ୍ଥା ଆରମ୍ଭ କଲେଣି…
ପ୍ରତିଶୋଧ ପାଇଁ ୧୫୯ ସାଇକେଲ ସିଟ୍ ଚୋରି
ଜାପାନ: ୧୫୯ ସାଇକେଲର ସିଟ୍ ଚୋରି କରିବା ଅଭିଯୋଗରେ ଜାପାନ ଟୋକିଓ ସହରର ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାମ ଆକିୟୋ ହାତୋଡ଼ି। ତେବେ କେବଳ ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ସେ ୧୫୯ଟି ସାଇକେଲ୍ର ସିଟ୍…
ମେନ୍ୟୁ କାର୍ଡ ମେଶିନ୍ କହିଥାଏ ଗ୍ରାହକଙ୍କ ପସନ୍ଦ
ବେଜିଂ: ସାଧାରଣତଃ ମନ ପସନ୍ଦର ଖାଦ୍ୟ ଖାଇବା ପାଇଁ ହୋଟେଲ ବା ରେଷ୍ଟୁରାଣ୍ଟରେ ମେନ୍ୟୁ କାର୍ଡ ଦେଖି ଅର୍ଡର ଦିଆଯାଇଥାଏ। ମାତ୍ର ଏହି ଖାଦ୍ୟ ସ୍ବାସ୍ଥ୍ୟପକ୍ଷେ ହିତକାରୀ ନା ନାହିଁ ସେ ନେଇ ଗ୍ରାହକ ଅଜଣା ରହିଥାନ୍ତି। ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ…
ପାକିସ୍ତାନକୁ ପ୍ରିନ୍ସ ଓ୍ବିଲିୟମ୍ ଓ କେଟ୍ ମିଡିଲଟନ୍ଙ୍କ ରାଜକୀୟ ଯାତ୍ରା
ଇସ୍ଲମାବାଦ : ପାକିସ୍ତାନକୁ ୫ ଦିନିଆ ଗସ୍ତ କରିଛନ୍ତି ବ୍ରିଟେନର ପ୍ରିନ୍ସ ଓ୍ବିଲିୟମ ଓ ସ୍ତ୍ରୀ କେଟ୍ ମିଡିଲଟନ୍। ସେଠାରେ ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଓ ରାଷ୍ଟ୍ରପତି ଆରିଫ୍ ଆଲ୍ଭିଙ୍କୁ ସାକ୍ଷାତ କରିଛନ୍ତି। ଏହି ରାଜକୀୟ ଯାତ୍ରା ଲାଗି…

