ଫୁରସତ

ଯେଉଁ ବ୍ୟାଙ୍କରେ କେବେ ତାଲା ପଡେ ନାହିଁ

ଦେଶର ପ୍ରାୟ ସବୁ ବ୍ୟାଙ୍କରେ ସିକ୍ୟୁରିଟି ବ୍ୟବସ୍ଥାକୁ କଡାକଡି କରାଯାଇଥାଏ। କାରଣ ଏଠି ପ୍ରତିଦିନ କାରବାର ହୋଇଥାଏ ମୋଟା ଅଙ୍କର ଅର୍ଥ। ହେଲେ ମହାରାଷ୍ଟ୍ରର ମହମ୍ମଦନଗର ଜିଲାରେ ଏମିତି ଏକ ବ୍ୟାଙ୍କ ଅଛି ଯେଉଁଠି କେବେ ବି ତାଲା ପଡେ ନାହିଁ।…

ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ…

ଆମେରିକା ଏରିଜୋନାରେ ରହିଛି ଏକ ରେଷ୍ଟୁରାଣ୍ଟ। ଏଠାକାର ପରିବେଶ ସମ୍ପୂର୍ଣ୍ଣ ଭାବେ ଚିକିତ୍ସାଳୟ ଭଳି। ରେଷ୍ଟୁରାଣ୍ଟର ନାଁ ହାର୍ଟଆଟାକ। ଏଠି ଗ୍ରାହକଙ୍କୁ ଚିକିତ୍ସାଳୟର ଅନୁଭୁତି ମିଳିଥାଏ। ଏଠାରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ସାମଗ୍ରୀର ନାମ ହାର୍ଟଆଟାକ୍‌ ସହିତ ସାମ୍ୟତା ରକ୍ଷା କରିଥାଏ।…

ସ୍ତ୍ରୀଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ମନ୍ଦିର ନିର୍ମାଣ କଲେ ସ୍ବାମୀ

ଜୟପୁର,୧୪।୧୦: ଦୁଇ ମାସ ପୂର୍ବରୁ ରାଜସ୍ଥାନ ସିକର ଜିଲାର ଫତେହପୁରରେ ଏକ ସଡ଼କ ଦୁର୍ଘଟଣାରେ ହରିୟାଣାର ଜିତେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ(୫୪) ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ସ୍ତ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ଜିତେନ୍ଦ୍ର ଏକ ମନ୍ଦିର…

ସାଇକେଲରେ ଅଫିସ ଗଲେ ମିଳେ ଅଧିକ ଟଙ୍କା

ନେଦରଲାଣ୍ଡସ୍‌ରେ ସାଇକେଲରେ ଯାତାୟାତକୁ ଦିଆଯାଉଛି ଗୁରୁତ୍ୱ। ପୁଣି ସେଠାରେ ଅଫିସକୁ ଯାଉଥିବା ବ୍ୟକ୍ତିଙ୍କୁ ମିଳେ ଅଲଗା ପ୍ରୋତ୍ସାହନ ରାଶି। ସେଥିପାଇଁ ଏଠାରେ ଅଧିକାଂଶ ଲୋକେ ସାଇକେଲରେ ଅଫିସ ଯିବାକୁ ପସନ୍ଦ କରିଥାଆନ୍ତି। ସାଇକେଲରେ ଯାଉଥିବା କର୍ମଚାରୀଙ୍କୁ କିଲୋମିଟିର ପିଛା ୧୬ଟଙ୍କା ମିଳିଥାଏ।…

ରୋଗରୁ ଦୂରେଇ ରହିବା ପାଇଁ ପିମ୍ପୁଡି ଖାଆନ୍ତି ଏହି ଜନଜାତି…

ପିମ୍ପୁଡି ନିଜ ଶରୀରରେ ପ୍ରତିଷେଧକ ଶକ୍ତି ସୃଷ୍ଟି କରିବା ପାଇଁ ଏକ ପ୍ରକାର ଆଣ୍ଟିବାୟୋଟିକ୍ସ୍‌ ପ୍ରସ୍ତୁତ କରିଥାନ୍ତି। ଏହା ମନୁଷ୍ୟଠାରେ ଦେଖାଯାଉଥିବା କେତେକ ରୋଗର ନିଦାନ କ୍ଷେତ୍ରରେ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏସମ୍ପର୍କରେ ଆମେରିକାର ଉତ୍ତର କାରୋଲିନା ବିଶ୍ୱବିଦ୍ୟାଳୟରେ ହୋଇଥିବା…

ଦୁନିଆର ସବୁଠାରୁ ଏକୁଟିଆ ମଣିଷ

ବ୍ରାଜିଲର ରୋଣ୍ଡୋନିଆ ରାଜ୍ୟରେ ଥିବା ଆମାଜୋନ ଅବବାହିକାର ଗହୀର ଜଙ୍ଗଲ ମଧ୍ୟରେ ଏକ ବ୍ୟକ୍ତିଙ୍କୁ ଠାବ କରାଯାଇଛି। କୁହାଯାଏ ବ୍ୟକ୍ତି ଜଣକ ଶହଶହ କିଲୋମିଟର ପରିବ୍ୟାପ୍ତ ସେହି ଜଙ୍ଗଲରେ ଏକା ବସବାସ କରନ୍ତି। ଯେହେତୁ ସେ ନିଜ ଜନଜାତିର ଅନ୍ତିମ ସଦସ୍ୟ…

ଗଛ ପାଲଟୁଛି ଆସବାବ

କିଏ ଗଛ ଲଗାଏ ଫଳ ଖାଇବା ପାଇଁ। ପୁଣି କିଏ ଗଛ ଲଗାଏ ଛାଇ ଟିକେ ପାଇବା ପାଇଁ। ତେବେ ଗ୍ୟାଭିନ୍‌ ମୁନ୍‌ରୋ ଏବଂ ଆଲାଇସ୍‌ ମୁନ୍‌ରୋ ଗଛ ଲଗାଉଛନ୍ତି ଗଛକୁ ଭିନ୍ନଭିନ୍ନ ଆକୃତି ଦେବା ପାଇଁ। ତାହା ପୁଣି ଚେୟାର,…

ଲ୍ୟୁକୋଡର୍ମା କଣ୍ଢେଇ

ଭିଟିଲିଗୋ ବା ଲ୍ୟୁକୋଡର୍ମା, ଏକ ଏଭଳି ଚର୍ମରୋଗ ଯେଉଁଥିରେ ଚର୍ମର କିଛି କିଛି ଭାଗର ପିଗମେଣ୍ଟ ବା ବର୍ଣ୍ଣ କୋଷିକା ମୃତ କିମ୍ବା କାର୍ଯ୍ୟ କରିବାରେ ଅସମର୍ଥ ହୋଇ ଧଳା ଧଳା ଚିହ୍ନ ହୋଇଯାଏ। ଏଭଳି ହେବାର କାରଣ ଏପର୍ଯ୍ୟନ୍ତ ଜଣାପଡି…

ସ୍ତ୍ରୀଙ୍କ ଆଶା ପୂରଣ ପାଇଁ ତିଆରି କଲେ ଗିଟାର ଆକାରର ଜଙ୍ଗଲ

ଆର୍ଜେଣ୍ଟିନା, ପମ୍ପାସ୍‌ର ଏକ ଉର୍ବର ଚାଷଜମିରେ ଦେଖିବାକୁ ମିଳେ ଏକ ବିରାଟକାୟ ଗିଟାର ଆକାରର ଜଙ୍ଗଲ। ଜଙ୍ଗଲଟି ୭୦୦୦ରୁ ଊର୍ଦ୍ଧ୍ୱ ସାଇପ୍ରେସ୍‌ ଓ ୟୁକାଲିପଟାସ୍‌ ଗଛ ଲଗାଯାଇ ତିଆରି କରାଯାଇଛି। ୧ କି.ମିରୁ ଉର୍ଦ୍ଧ୍ୱ ଲମ୍ବ ବିଶିଷ୍ଟ ଉକ୍ତ ଜଙ୍ଗଲ ଏରୋପ୍ଲେନ୍‌…

ପ୍ରଥମ ଦରମାରେ ରୋଗୀଣା ଶିଶୁକୁ ଖାଇବାକୁ ଦେଇଥିଲି

ହୃଦ୍‌ବକ୍ଷ ଶଲ୍ୟ ବିଶେଷଜ୍ଞ ଡା. ରମାରମଣ ଷଡ଼ଙ୍ଗୀ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… କଟକ ଜିଲାର ମଧ୍ୟକଚ୍ଛରେ ଆମ ଗାଁ ହୋଇଥିଲେ ହେଁ ବାପା ଶିକ୍ଷାବିତ୍‌ ନାରାୟଣ ଚନ୍ଦ୍ର ଷଡ଼ଙ୍ଗୀ ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋର…

ଦାମୀ ଛତା

ବର୍ଷାର ସାଥୀ ଛତା। ତେବେ କିଛି ଛତା ଅଛି, ଯାହା ବର୍ଷାରୁ ସୁରକ୍ଷା ପ୍ରଦାନ କରିବା ସହ ଷ୍ଟାଟସ୍‌ର ପ୍ରତୀକ ସାଜିଥାଏ । କାରଣ ସେସବୁର ମୂଲ୍ୟ ହୋଇଥାଏ ଆକାଶଛୁଆଁ । ସେମିତି କିଛି ଦାମୀ ଛତା ସମ୍ପର୍କରେ… ବିଲିୟନେର୍‌ କୁଚର୍‌ସ…

ପୋଲ୍‌କା ଡଟ୍‌ ବେବି ଜେବ୍ରା

ଜେବ୍ରା, ଦେହସାରା ଧଳାରଙ୍ଗର ଷ୍ଟ୍ରାଇପ୍‌ ଥିବା ସୁନ୍ଦର ପ୍ରାଣୀ। ହେଲେ ନିକଟରେ କେନିଆର ମାସାଇ ମାରା ନ୍ୟାଶନାଲ ରିଜର୍ଭରେ ଦେଖିବାକୁ ମିଳିଛି ଏକ ଅଦ୍ଭୁତ ଜେବ୍ରା ଛୁଆ। ଯାହାର ଫଟୋ ଓ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି। କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?