ଜରିମାନା ଜାଲରେ ପୋଲିସ
ପାଟନା: ମୋଟର ଯାନ ଆଇନ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହେବା ପରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଯେଭଳି ଜରିମାନା କରାଯାଉଛି ତାହା ଭାବିହେଉନି। ଅତ୍ୟଧିକ ଜରିମାନାକୁ ନେଇ କେତେକ ରାଜ୍ୟ ଏହାକୁ ଲାଗୁ କରିବା ନିର୍ଦ୍ଦେଶକୁ...
ଜାତୀୟ ସ୍ବର୍ଣ୍ଣବିଜେତା ଏବେ ଦୀନ ମଜୁରିଆ
କାନପୁର: ନିୟତିର ଗତି ବଡ଼ ବିଚିତ୍ର। ପରିସ୍ଥିତି କେତେବେଳେ ବଦଳିଯାଏ ତାହା କହିହେବନି। ସଫଳତାର ପାହାଚ ଚଢ଼ି ଉପରକୁ ଯାଇଥିବା ଜଣେ ଖେଳାଳି ଏକ ସୁନ୍ଦର ଭବିଷ୍ୟତ ଆଶା କରୁଥିବାବେଳେ ଦୀନ ମଜୁରିଆ ହେବା ଯେ କେତେ ପୀଡ଼ାଦାୟକ ତାହା...
ମନ୍ଦିରରେ ଠାକୁରଙ୍କୁ ମୁଣ୍ଡିଆ ନ ମାରି ଦିଆଯାଏ ତୋପ ସଲାମୀ…
ମନ୍ଦିରରେ ଠାକୁରଙ୍କୁ ମୁଣ୍ଡିଆ ମାରିବା ସହିତ ପୂଜାର୍ଚ୍ଚନା କରାଯାଇଥାଏ। ତେବେ ଏମିତି ଏକ ମନ୍ଦିର ରହିଛି ଯେଉଁଠି ଠାକୁରଙ୍କୁ ମୁଣ୍ଡିଆ ନ ମାରି ତୋପ ସଲାମୀ ଦିଆଯାଇଥାଏ। ମଧ୍ୟପ୍ରଦେଶ ଓର୍ଛାରେ ଥିବା ଶ୍ରୀରାମଙ୍କ ମନ୍ଦିରରେ ଏଭଳି ପରମ୍ପରା ରହିଛି। ଏଠାରେ...
ରାଜସ୍ଥାନର ନିଆରା ପରିବାର: ମାଟିରେ ତିଆରି କରୁଛନ୍ତି ସୁନା ଭଳି ସୁନ୍ଦର ଅଳଙ୍କାର
ଏପରି ଏକ ସହର ରହିଛି ଯେଉଁଠାରେ ସୁନା ଭଳି ସୁନ୍ଦର ଅଳଙ୍କାରମାନ ମାଟିରେ ତିଆରି କରାଯାଉଛି। କଥାଟି ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ ସତ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାଜସ୍ଥାନର ବିକାନେର ଜିଲାର ବିଶାଲା ଗାଁରେ। ଉକ୍ତ...
ନିଆରା ବିବାହ : ମନ୍ତ୍ରରେ ନୁହେଁ, ଫିଲ୍ମ ଗୀତରେ ବିବାହ କାର୍ଯ୍ୟ ସମାପନ କଲେ ପଣ୍ଡିତ; ଦେଖନ୍ତୁ ଭିଡିଓ…
ସାଧାରଣତଃ ବିଧି ବିଧାନ ସହ ମନ୍ତ୍ର ଉଚ୍ଚାରଣ କରି ପଣ୍ଡିତ ବିବାହ କାର୍ଯ୍ୟ ସମ୍ପନ୍ନ କରିଥାନ୍ତି। ଏଥିରେ ଅଧିକ ବି ସମୟ ଲାଗିଥାଏ। କିନ୍ତୁ ଏପରି ଏକ ବିବାହ ଉତ୍ସବର ଭିଡିଓ ଭାଇରାଲ ହୋଇଛି, ଯାହା ଦେଖିଲେ ନ ହସି...
ଏମିତି ରେଳଷ୍ଟେଶନ, ଯାହାର ପରିଚାଳନା ଦାୟିତ୍ୱ ନିର୍ବାହ କରିଥାନ୍ତି ଛୋଟ ପିଲା
ଯେକୌଣସି ଦେଶରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ଏଥିମଧ୍ୟରୁ ରେଳପଥ ଅନ୍ୟତମ। ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ନିହାତି ଜରୁରୀ। ବିଶେଷକରି ଏହାକୁ ନିୟନ୍ତ୍ରଣ କରିବା ମଧ୍ୟ ସହଜ କଥା ନୁହେଁ। କିନ୍ତୁ ବିଶ୍ୱରେ ଏମିତି...
ବଂଶୀ ଥେରାପିରେ ଭଲ ହେଉଛି ଗୋମାତାଙ୍କ ରୋଗ, ବଢୁଛି ଦୁଗ୍ଧ ଉତ୍ପାଦନ
ଜମ୍ମୁ,୧୨।୯: ଜମ୍ମୁ-କଶ୍ମୀରର ଏକ ଗୋଶାଳାରେ ଗୋମାତାଙ୍କୁ ସୁସ୍ଥ ରଖିବାକୁ ଏକ ଅଭିନବ ଉପାୟ ପ୍ରୟୋଗ କରାଯାଉଛି। ଏଠାରେ ଗୋମାତାଙ୍କ ଚିକିତ୍ସା କରାଯିବା ସହ ସେମାନଙ୍କୁ ବଂଶୀ ଥେରାପି ଦିଆଯାଉଛି। ଫଳରେ ଏମାନଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ଆସିବା ସହ ଏମାନେ ଅଧିକ...
ବିଶ୍ୱର ସବୁଠାରୁ ଛୋଟ ଘୋଡ଼ା: ଯାହାର ଲମ୍ବ ଗଧଠାରୁ କମ୍
ସାଧାରଣତଃ ଘୋଡ଼ାର ୪ କିମ୍ବା ୫ ଫୁଟ୍ ଉଚ୍ଚତା ହୋଇଥାଏ, ଏହା ଆପଣ ନିଶ୍ଚେ ଦେଖିଥିବେ। ମାତ୍ର ପୋଲାଣ୍ଡରେ ଏପରି ଏକ ଘୋଡ଼ା ଅଛି ଯାହା ବିଶ୍ୱର ସବୁଠୁ ଛୋଟ ଘୋଡ଼ା ଭାବେ ଜଣାଶୁଣା । ବୋମ୍ବେଲ ନାମକ ଏହି...
ସବୁଠୁ ମହଙ୍ଗା ବିୟର
ନିକଟରେ କିଛି ହୋଟେଲ ପକ୍ଷରୁ ଗ୍ରାହକଙ୍କୁ ଚକିତ କରିଦେବା ଭଳି ଦିଆଯାଉଥିବା ବିଲ୍ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯାହାକୁ ସୋସିଆଲ ମିଡିଆର ଟ୍ରୋଲର ଶିକାର ହେବାକୁ ମଧ୍ୟ ପଡ଼ିଛି। କିଛି ଦିନ ତଳେ ବଲିଉଡ୍ ଅଭିନେତା ରାହୁଲ ବୋଷ...
ବହିବସ୍ତାନୀ ସହ ପିଲାଙ୍କ ହାତରେ ଧନୁତୀର: ଜାଣନ୍ତୁ କାହିଁକି
ଝାଡ଼ଖଣ୍ଡର ନକ୍ସଲ୍ ପ୍ରଭାବିତ ଅଞ୍ଚଳ ଚାକୁଲିଆର ପୋଛପାନୀ ଗାଁରେ ଏବେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳୁଛି। ନକ୍ସଲ୍ ଦାଉରୁ ରକ୍ଷା ପାଇବାକୁ ଏଠାକାର ସ୍କୁଲ୍ ପିଲାମାନେ ହାତରେ ତୀର କମାଣ ଧରି ପାଠ ପଢ଼ିବାକୁ ଯାଉଛନ୍ତି। ପ୍ରକୃତରେ ପିଲାଙ୍କ...
ବିବାହରେ ବରଙ୍କୁ ମଦ୍ୟପାନ କରାନ୍ତି ଶାଶୁ…
ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଆଦି ରାଜ୍ୟରେ ବସବାସ କରୁଥିବା ବଇଗା ଜନଜାତିଙ୍କ ବିବାହରେ ଏକ ନିଆରା ପ୍ରଥା ରହିଛି। କନ୍ୟା ଘରେ ବର ପହଞ୍ଚିଲେ ଶାଶୁ ତାଙ୍କୁ ମଦ୍ୟପାନ...
ହ୍ରଦ ଉପରେ ରହିଛି ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଗାଁ
ପଶ୍ଚିମ ଆଫ୍ରିକାର ବୋନିନ୍ କ୍ଷେତ୍ରରେ ଏଭଳି ଏକ ଗାଁ ରହିଛି, ଯାହା ସମ୍ପୂର୍ଣ୍ଣ ଭାବେ ହ୍ରଦ ଉପରେ ବସିଛି। ୨୦ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ଗାନ୍ଭି ନାମକ ଗାଁ ନୌକା ଉପରେ ଭାସମାନ ଅବସ୍ଥାରେ ରହିଛି। ଅଧିକାଂଶ ଲୋକଙ୍କ...
Archives


