ଫୁରସତ

ପ୍ରଥମ ଦେଖାର ୪ଘଣ୍ଟା ମଧ୍ୟରେ ଦୁର୍ଗାମଣ୍ଡପରେ ବିବାହ କଲେ ପ୍ରେମୀଯୁଗଳ

ଝିଅ ପୁଅଙ୍କ ବିବାହ ପୂର୍ବରୁ ହିଁ ସ୍ବର୍ଗରେ ନିଷ୍ପତ୍ତି ହୋଇଥାଏ। ବିଶ୍ୱରେ କାହା ପାଇଁ କିଏ ନା କିଏ ନିଶ୍ଚୟ ଗଢ଼ା ହୋଇଛି। ଖାଲି ସମୟ ହେଲେ ଦୁଇ ଜଣ ଏକାଠି ହେବାର ଅପେକ୍ଷା ଥାଏ ବୋଲି କୁହାଯାଏ। ବହୁଥିର ପ୍ରଥମ…

ଆସାଇନ୍‌ମେଣ୍ଟ ବଦଳରେ ଚିରା କାଗଜ ଦେଇ ଛାତ୍ର ପାଇଲେ ‘ଏ’ ଗ୍ରେଡ୍‌, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସ୍କୁଲ,କଲେଜରେ ପଢ଼ିବା ସମୟରେ ଆପଣଙ୍କୁ ଆସାଇନ୍‌ମେଣ୍ଟ ଲେଖିବାକୁ କୁହାଯାଇଥିବ ନିଶ୍ଚିତ। ଅଧିକ ନମ୍ବର ପାଇବା ପାଇଁ ଦିନରାତି ଏକ କରି ଆସାଇନ୍‌ମେଣ୍ଟ ଲେଖିବାକୁ ପଡ଼ିଥାଏ। କିନ୍ତୁ ଜଣେ ଛାତ୍ର ତାଙ୍କ ଶିକ୍ଷୟିତ୍ରୀଙ୍କୁ କିଛି ଚିରା କାଗଜର ଆସାଇନ୍‌ମେଣ୍ଟ ଧରାଇଥିଲେ ମଧ୍ୟ ତାଙ୍କୁ…

ସପ୍ତଫେଣୀ ସାପ କାତି ଦେଖି ଲୋକଙ୍କ ପୂଜାର୍ଚ୍ଚନା

କର୍ନାଟକର କନକାପୁରା ନାମକ ଗାଁର ଲୋକେ ସପ୍ତଫେଣୀ ସାପର କାତି ଦେଖିଥିବା କହିଛନ୍ତି। ଏହି ଗାଁର ଲୋକମାନେ ବୁଧବାର ସକାଳୁ ଏପରି ବିରଳ ସାପ କାତି ଦେଖିଥିବା କହିଛନ୍ତି। ହିନ୍ଦୁ ପୌରାଣିକ ଶାସ୍ତ୍ରରେ ଏପରି ସପ୍ତଫେଣୀ ସାପ କଥା ବର୍ଣ୍ଣିତ ଅଛି।…

ବିବାହର ଦିନକୁ ପୂର୍ବରୁ ଏମିତି କଲେ ଭାବି ସ୍ବାମୀ, ଜେଲ ପଠାଇଲେ ଭାବି ସ୍ତ୍ରୀ

ଲୋକେ ନିଜ ମନପସନ୍ଦର ବ୍ୟକ୍ତିଙ୍କୁ ବିବାହ କରିବା ପାଇଁ କିଛି ବି କରିପାରନ୍ତି। ସେମିତି କିଛି କରିଛନ୍ତି ଆମେରିକାର ଟେକ୍ସାସ୍‌ରେ ରହୁଥିବା ଜଣେ ବ୍ୟକ୍ତି। ନିଜ ନିର୍ବନ୍ଧ ସରିଥିବା ଯୁବତୀଙ୍କୁ ବିବାହ କରିବା ପାଇଁ ସେ ବ୍ୟାଙ୍କ୍‌ ଲୁଟ୍‌ କରିଛନ୍ତି। ହୋଷ୍ଟନଠାରୁ…

ନୂଆ ଟ୍ରେଣ୍ଡ୍‌ : ଟ୍ରାଇବାଲ ଆର୍ଟ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ପଞ୍ଚତାରକା ହୋଟେଲରୁ ଆରମ୍ଭକରି ନାମୀଦାମୀ ଅଫିସର ଲବି ପର୍ଯ୍ୟନ୍ତ, ଲ୍ୟାଭିସ୍‌ ରେସ୍ତୋରାଁରୁ ଲୋକଙ୍କ ଡ୍ରଇଂ ରୁମ୍‌ ପର୍ଯ୍ୟନ୍ତ, ଆଜିକାଲି ଅଧିକାଂଶ ସ୍ଥାନରେ ଦେଖିବାକୁ ମିଳୁଛି ଟ୍ରାଇବାଲ ଆର୍ଟର ଆକର୍ଷଣୀୟ ଚିତ୍ରକଳା। ସଉରା ହେଉ କି ଗଣ୍ଡ ପେଣ୍ଟିଂ, ଧୀରେ…

ଆଜିର ବାଳିକା: ସୁରକ୍ଷିତ ଜୀବନ ଓ ଅଧିକାର ଅପେକ୍ଷାରେ

କନ୍ୟାରତ୍ନ , କହିବା ଯେତିକି ସହଜ ତାହାକୁ ରତ୍ନ ଭଳି ଆଦର କରିବା ସେତିକି କଷ୍ଟ ମନେକରୁଛି ଆଜିର ସମାଜ। ଝିଅ-ପୁଅ ସମାନ ସ୍ଲୋଗାନ୍‌କୁ ନେଇ ଲୋକମାନଙ୍କୁ ସଚେତନ କରାଯାଉଛି, କିନ୍ତୁ ଝିଅମାନଙ୍କ ସହ ଭେଦଭାବ ଥମିବାର ନାଁ ଧରୁନି। କେବଳ…

ପବନରେ ଝୁଲୁଛି ଏହି ମନ୍ଦିର

ଚାଇନାରେ ଦୀର୍ଘ ୧୫ଶହ ବର୍ଷ ହେବ ଏକ ମନ୍ଦିର ପବନରେ ଝୁଲୁଥିବା କୁହାଯାଏ। ଚାଇନାର ଏହା ଏକମାତ୍ର ମନ୍ଦିର ଯାହା ଦୀର୍ଘ ବର୍ଷ ହେଲା ପବନରେ ଝୁଲୁଥିବା ଲୋକେ କୁହନ୍ତି। ତେବେ ଏହି ମନ୍ଦିର, ବୁଦ୍ଧ, ତାଓ ଓ କନଫୁସିୟସ୍‌ ଏହି…

ଏମିତି ଗର୍ତ୍ତ, ଯାହା କେବେ ପୂରଣ ହେଉନି

ବିଶ୍ୱରେ ଏମିତି କିଛି ରହସ୍ୟ ଲୁଚି ରହିଛି, ଯାହା ସମ୍ପର୍କରେ ଜାଣିବା କଷ୍ଟକର। ସେହିପରି ଏକ ରହସ୍ୟ ସ୍ଥାନ ରହିଛି ସାଉଦି ଆରବରେ। ଏଠାରେ ଏମିତି ଏକ ଗର୍ତ୍ତ ଅଛି, ଯାହା କେବେ ପୂରଣ ହେଉନାହିଁ। ଆଜି ମଧ୍ୟ କେହି ତାହାର…

ଅଜବ ପର୍ସ

ମୁହଁ ପରି ଏକ ପର୍ସ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ୍‌ ହେବାରେ ଲାଗିଛି। ଏହି ପର୍ସକୁ ଦେଖି ଆଶ୍ଚର୍ଯ୍ୟ ଲାଗୁଛି। ଏଥିରେ ମଣିଷ ମୁହଁ ଭଳି ଦାନ୍ତ ଓ ମାଢ଼ି ମଧ୍ୟ ଲଗାଯାଇଛି। ଅସଲି ପରି ଲାଗୁଛି। ଏହି ମଣିଷାକୃତି ମୁହଁ…

୧୯ ବର୍ଷ ପୂର୍ବର ପେଣ୍ଟିଂ, ବିକ୍ରି ହେଲା ୧୭୭ କୋଟିରେ

ଜାପାନର ଜଣେ ଲୋକପ୍ରିୟ ଚିତ୍ରକାର ୟୋଶୋତୋମୋ ୨୦୦୦ ମସିହାରେ ଏକ କାର୍ଟୁନ ଗର୍ଲ ପେଣ୍ଟିଂ(ଫଟୋଚିତ୍ର) ତିଆରି କରିଥିଲେ। ନିକଟରେ ହଂକଂର ମଡେନଷ୍ଟିକ୍‌ କନ୍‌ଭେନ୍‌ଶନ ସେଣ୍ଟରରେ ଏହା ନିଲାମ ହୋଇଛି। ଅତି ସାଧାସିଧା ଦେଖାଯାଉଥିଲେ ମଧ୍ୟ ଏହା ୧୭୭ କୋଟି ଟଙ୍କାରେ ବିକ୍ରି…

ଏସବୁ କାରଣ ପାଇଁ ଟ୍ରେନ୍‌ ବଗିରେ ଥାଏ ଲାଲ୍‌, ହଳଦିଆ ଏବଂ ନୀଳ ରଙ୍ଗର ଗାର

୧୮୫୩ ଏପ୍ରିଲ୍‌ ୧୬ ତାରିଖରେ ଭାରତରେ ରେଳସେବା ଆରମ୍ଭ ହୋଇଥିଲା। କିନ୍ତୁ ୧୯୫୧ରେ ରେଳସେବାକୁ ଜାତୀୟକରଣ କରାଯାଇଥିଲା। ସେବେଠାରୁ ଟ୍ରେନ୍‌ରେ କିଛି କୋଡ୍‌ ରହିଛି। ଯାହାକୁ ଆମେ ସମସ୍ତେ ଦେଖିଥାଉ। ମାତ୍ର ଏହାର କାରଣ କ’ଣ ଜାଣି ନ ଥାଉ। ଟ୍ରେନ୍‌ରେ…

ଅଫିସରେ ପ୍ଲାଷ୍ଟିକ୍‌ ବ୍ୟବହାର ହେଉଥିବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ୫ ହଜାର ଟଙ୍କା ଜରିମାନା

ପୁଣେ,୧୦।୧୦:ମହାରାଷ୍ଟ୍ରର ବିଡ୍‌ ଜିଲାପାଳ ଆସ୍ତିକ ପାଣ୍ଡେ ଏକ ନିଆରା କାର୍ଯ୍ୟ ପାଇଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ନିଜ ଅଫିସରେ ପ୍ଲାଷ୍ଟିକ ବ୍ୟବହାର ହେବାରୁ ଏଥିପାଇଁ ନିଜକୁ ଦାୟୀ କରି ନିଜ ଉପରେ ୫ ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ସୂଚନାଯୋଗ୍ୟ, ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?