ଫୁରସତ

ମନ୍ଦିରର ଦାନ ଅର୍ଥରେ ସରକାରୀ ହସ୍ପିଟାଲର ରୋଗୀଙ୍କୁ ଦିଆଯାଏ ୨ ବେଳା ଖାଦ୍ୟ

ମନ୍ଦିର କହିଲେ ବୁଝାଏ ଦାନ ଦକ୍ଷିଣା, ପୂଜାପାଠ ଆଦିକୁ। ହେଲେ ମହାରାଷ୍ଟ୍ର ପୁଣେର ଦଗଡୁ ସେଠ ହଲଓ୍ବାଇ ଗଣେଶ ମନ୍ଦିର ସବୁଠାରୁ ନିଆରା। କାରଣ ଭକ୍ତଙ୍କ ଦ୍ୱାରା ଏଠାରେ ଦିଆଯାଉଥିବା ଦାନ ଅର୍ଥ ଲୋକଙ୍କ ସେବାରେ ଲାଗିଥାଏ। ଏହା ଦେଶର ଏମିତି…

ଫ୍ଲାଇଂ ରେଷ୍ଟୁରାଣ୍ଟ

ନୋଏଡା: ୧୬୦ ଫୁଟ୍‌ ଉଚ୍ଚତାରେ ଝୁଲିଛି ରେଷ୍ଟୁରାଷ୍ଟ। ଡାଇନିଂ ଟେବୁଲ ପଡ଼ିଛି। ଜଣେ ଗ୍ରାହକଙ୍କୁ ସନ୍ତୁଷ୍ଟ କରିବା ଭଳି ସମସ୍ତ ସୁବିଧା ଦିଆଯାଉଛି। ଆଉ ଫ୍ଲାଇଂ ରେଷ୍ଟୁରାଷ୍ଟରେ ଡିନରର ମଜା ନେବାକୁ ଛୁଟି ଆସୁଛନ୍ତି ଗ୍ରାହକ। ବିଦେଶରେ ନୁହେଁ, ରାଜଧାନୀ ଦିଲ୍ଲୀରେ…

ଶେଷ ନିଃଶ୍ୱାସ ନେଲା ରୟାଲ କଇଁଛ ‘ଆଲାଗ୍‌ବା’

ଲାଗୋସ୍‌: ଦକ୍ଷିଣ ପଶ୍ଚିମ ନାଇଜେରିଆର ସବୁଠାରୁ ବୟସ୍କ କଇଁଛ କୁହାଯାଉଥିବା ‘ଆଲାଗ୍‌ବା’ ଆଉ ଦର୍ଶକଙ୍କ ମନୋରଞ୍ଜନ କରିପାରିବ ନାହିଁ। ଓଗ୍‌ବୋମୋସ୍‌ ରାଜପ୍ରାସାଦରେ ରହୁଥିବା ଏହି ପୋଷା କଇଁଛ ୩୪୪ ବର୍ଷ ବଞ୍ଚିଥିବା କୁହାଯାଉଛି। ହେଲେ ଗୋଟିଏ କଇଁଛର ଏତେ ବର୍ଷ ବଞ୍ଚତ୍ବାକୁ…

ଏଠାରେ ଲୋକେ ଭୟରେ କରନ୍ତିନି ଦୁର୍ଗା ପୂଜା…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଦେଖାଯାଇଥାଏ। ଝାଡ଼ଖଣ୍ଡର ୪ଟି ଜିଲାରେ ଶାରଦୀୟ ଦୁର୍ଗା ପୂଜା ପାଳିତ ହୋଇ ନ ଥାଏ। ଏଠାରେ ବାସ କରୁଥିବା ଅସୁର ଜନଜାତି ଦେବୀଙ୍କ ପୂଜା କଲେ ପରିବାର ଧ୍ୱଂସ ହେବ ବୋଲି କରିଥାନ୍ତି…

ଜେଲ୍‌ରେ ରହିବା ପାଇଁ ବୃଦ୍ଧାବୃଦ୍ଧ କରୁଛନ୍ତି ଅପରାଧ

ଜାପାନରେ ବୟସ୍କ ବ୍ୟକ୍ତିମାନେ ବର୍ତ୍ତମାନ ସମୟରେ ଏକ ବିଚିତ୍ର ସମସ୍ୟା ଦେଇ ଗତିକରୁଛନ୍ତି। ଏଥିପାଇଁ ସେମାନେ ପ୍ରତିଦିନ କିଛି ନା କିଛି ଅପରାଧ କରି ଜେଲ୍‌ ଯିବାକୁ ପସନ୍ଦ କରୁଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ବି କଥାଟା ସତ। ବୟସ୍କ ବ୍ୟକ୍ତିମାନେ ଏଠାରେ…

ଏସବୁ ନବରାତ୍ରୀରେ କରାଯାଏ ନାହିଁ କାହିଁକି…

ନବରାତ୍ରୀରେ ଦଶମହାବିଦ୍ୟାଙ୍କ ଉପାସନା କରାଯାଏ। ତେଣୁ ଏହି ସମୟରେ ସାଧକ ପ୍ରାୟତଃ ତାମସିକ ଭୋଜନଠାରୁ ଦୂରେଇ ରୁହନ୍ତି। ପିଆଜ ରସୁଣ ତାମସିକ ଖାଦ୍ୟ। ଏହାକୁ ଖାଇବା ଦ୍ୱାରା ଶରୀର ତାପମାତ୍ରା ବୃଦ୍ଧି ହେବା ସହିତ ମନ ବିଚଳିତ ରହିଥାଏ। ଫଳରେ ସାଧନା…

କାହିଁକି ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ବ୍ୟବହାର ହୁଏ ବେଶ୍ୟାଳୟର ମାଟି

କୁହାଯାଏ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣରେ ମୁଖ୍ୟତଃ ୪ଟି ବସ୍ତୁ ବ୍ୟବହାର କରାଯାଇଥାଏ। ଗୋଟିଏ ହେଲା ଗଙ୍ଗା କୂଳର ମାଟି, ଗୋମୟ, ଗୋମୂତ୍ର ଓ ବେଶ୍ୟାଳୟର ମାଟି। ହେଲେ ଏହି ବେଶ୍ୟାଳୟର ମାଟି କାହିଁକି ବ୍ୟବହାର କରାଯାଏ ତାହା ହୁଏତ ଅନେକଙ୍କୁ ଜଣା…

ମା’ ଦୁର୍ଗାଙ୍କୁ କେଉଁ ଦେବତା କେଉଁ ଅସ୍ତ୍ର ପ୍ରଦାନ କରିଥିଲେ ଜାଣନ୍ତୁ…

ମା’ ଦୁର୍ଗାଙ୍କ ଆବାହନରେ ପୁରପଲ୍ଲୀ ହୋଇଉଠିଛି ଚଳଚଞ୍ଚଳ। ଆଶ୍ୱୀନ ମାସ ଶୁକ୍ଳପକ୍ଷ ୬ଷ୍ଠୀ ତିଥିରୁ ଆରମ୍ଭ ହୋଇଛି ମା’ଙ୍କର ଏହି ପୂଜାର୍ଚ୍ଚନା। ଆଜି ଅର୍ଥାତ ରବିବାର ଅଷ୍ଟମୀ ପୂଜା। ଦଶମୀ ତିଥିରେ ମା’ଙ୍କ ପୂଜା ସମାପନ ହେବ। ଦେବୀ ଦୁର୍ଗାଙ୍କୁ ନେଇ…

ସ୍କାଏ ପୁଲ୍‌

ଖରାଦିନେ ସୁଇମିଂ ପୁଲ୍‌ର ମଜା ଉଠାଇବାକୁ କିଏ ବା ନ ଚାହାନ୍ତି। ପ୍ରବଳ ତାତିରୁ ନିସ୍ତାର ଦିଏ ପୁଲ୍‌। ତେବେ ବ୍ରିଟେନରେ ନିର୍ମାଣ ହେଉଥିବା ଏକ ପୁଲ୍‌ କେବଳ ତାତିରୁ ନିସ୍ତାର ଦେବନି ବରଂ ଏକ ରୋମାଞ୍ଚକର ଅନୁଭୂତି ବି ଦେବ।…

ଚକୋଲେଟ୍‌ ଦୁର୍ଗାମୂର୍ତ୍ତି

ଶକ୍ତିସ୍ବରୂପିଣୀ ମା’ ଦୁର୍ଗାଙ୍କ ପୂଜାକୁ ସାରା ଦେଶରେ ବେଶ୍‌ ଧୁମଧାମରେ ପାଳନ କରାଯାଇଥାଏ। ପ୍ରତିବର୍ଷ ବିଭିନ୍ନ ପୂଜା କମିଟି ତରଫରୁ ବିଭିନ୍ନ ଥିମ୍‌ ଏବଂ କନ୍ସେପ୍ଟକୁ ନେଇ ପ୍ରତିମୂର୍ତ୍ତି ତଥା ମଣ୍ଡପମାନ ନିର୍ମାଣ କରାଯାଇଥାଏ। ଠିକ୍‌ ସେହିଭଳି ବିଗତ ଦୁଇବର୍ଷ ଧରି…

ମା’ ହବ ତ ଏମିତି

ମା’ ହେବ ତ ଏମତି। ଠିକ୍‌ ଯେମିତି ବେକି କ୍ରାଣ୍ଡଲେ। ନିଜ ପୁଅକୁ ନେଇ ସେ ଭାରି ସମ୍ବେଦନଶୀଳ। କେହି ଯଦି ପୁଅ ବିଷୟରେ କିଛି କହିଲା ସେ ପାଗଳୀ ହେଇଯିବେ। ସଙ୍ଗେସଙ୍ଗେ ତାହାର ପ୍ରମାଣ ଖୋଜି ପୁଅକୁ ସୁଧାରିବାକୁ ଲାଗି…

ହ୍ବିଲ ଚେୟାରରେ ବସି କଲେ ବିଶ୍ୱ ରେକର୍ଡ

ଯେଉଁ ବ୍ୟକ୍ତି ଦୁର୍ବଳତାକୁ ନିଜ ଶକ୍ତି କରିପାରେ ସେ ହିଁ ଆକାଶ ଛୁଇଁପାରେ। ସେମିତି ଜଣେ ବ୍ୟକ୍ତି ହେଉଛନ୍ତି ବ୍ରିଟେନ୍‌ର ପୂର୍ବତନ ସୈନିକ ମାର୍ଟିନ ଟୟ। ୨୧ ବର୍ଷ ବୟସରେ ସେ ଆର୍ମିରେ ଯୋଗ ଦେଇଥିଲେ। ୨୦୦୯ରେ ତାଙ୍କ ପୋଷ୍ଟିଂ ଆଫଗାନିସ୍ତାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?