ପାକିସ୍ତାନର ଏମିତି ସହର : ଯେଉଁଠି ହିନ୍ଦୁ ରଖିଥାନ୍ତି ରୋଜା, ମୁସ୍ଲିମ୍ ପାଳନ୍ତି ଦୀପାବଳି
ଭାରତ-ପାକିସ୍ତାନର ତିକ୍ତ ସମ୍ପର୍କ କାହାକୁ ଅଛପା ନାହିଁ। ସାରା ବିଶ୍ୱ ଜାଣିଛି ପାକିସ୍ତାନରେ ରହୁଥିବା ଭାରତୀୟଙ୍କ ଅବସ୍ଥା କେବେ ଠିକ୍ ନୁହେଁ, ବିଶେଷକରି ହିନ୍ଦୁମାନଙ୍କର। ମାତ୍ର ପାକିସ୍ତାନରେ ଏମିତି ଏକ ସହର ରହିଛି, ଯେଉଁଠି ମୁସ୍ଲିମ୍ଙ୍କଠାରୁ ହିନ୍ଦୁ ସ୍ବାଧୀନ। ପାକିସ୍ତାନର...
ବଙ୍କର ସ୍କୁଲ : ଜାତୀୟ ସଙ୍ଗୀତ ଆରମ୍ଭ ହେଲେ ପାକିସ୍ତାନ ଗୁଳିଗୋଳା ବର୍ଷଣ କରେ
ଶ୍ରୀନଗର: ଜମ୍ମୁର ପୂରା ପାଖରେ ଠିକ୍ ଜିରୋ ଲାଇନରେ ପାକିସ୍ତାନ ସୀମାକୁ ଲାଗି ରହିଥିବା ଗାଁରେ ୧୯୯୬ ପୂର୍ବରୁ କୌଣସି ସ୍କୁଲ ନ ଥିଲା। ଏହାପରେ ସେଠାରେ ଗଢିଉଠିଛି ଏକ ସ୍କୁଲ। ସ୍କୁଲରେ ବଙ୍କର ରହିଥିବାରୁ ତାହାକୁ ବଙ୍କର ସ୍କୁଲ...
ଭକ୍ତମାନେ ଗଣେଶଙ୍କୁ ଦେଉଛନ୍ତି ଚିଠି
ଲକ୍ଷ୍ନୌ: ଜ୍ଞାନକୌଶଳର ବିକାଶ ଏବେ ଡାକ ବିଭାଗର ଚିଠି ବୋଝ କମାଇ ଦେଇଛି, କିନ୍ତୁ ପ୍ରଭୁ ବିଘ୍ନନାଶକ ଶ୍ରୀଗଣେଶଙ୍କ ପାଖକୁ ଆସୁଛି ବସ୍ତା ବସ୍ତା ଚିଠି। ଏମିତିକା ଚିଠି ଦେଉଛନ୍ତି ଭକ୍ତମାନେ। ଲକ୍ଷ୍ନୌର ଅଧା ଡଜନ ପୂଜା ମଣ୍ଡପରେ ଏଭଳି...
ବିଶ୍ୱର ରହସ୍ୟମୟୀ ଦ୍ୱୀପ : ଯେଉଁଠି ମହିଳାଙ୍କୁ ଯିବା ମନା
ବିଶ୍ୱର ପ୍ରାୟ ସମସ୍ତ ଦେଶରେ କିଛି ନା କିଛି ନିୟମ ରହିଛି। କେଉଁଠି ମହିଳା-ପୁରୁଷଙ୍କୁ ଯିବା ପାଇଁ ହକ୍ ଦିଆଯାଇଛି ତ ଆଉ କେଉଁଠି ମହିଳାଙ୍କୁ ଯିବାକୁ ସମ୍ପୂର୍ଣ୍ଣ ବାରଣ ରହିଛି। ଜାପାନରେ ଏମିତି ଏକ ସ୍ଥାନ ରହିଛି ଯେଉଁଠିକି...
ଗୁରୁ ଦକ୍ଷିଣା ପାଇଁ ନିଜ ଆଙ୍ଗୁଠି କାଟିଥିଲେ ଏକଲବ୍ୟ
ସମଗ୍ର ଦେଶରେ ଗୁରୁବାର ଗୁରୁ ଦିବସ ବହୁ ଧୁମ୍ଧାମ୍ରେ ପାଳନ କରାଯାଇଛି। ସ୍କୁଲ, କଲେଜର ଛାତ୍ରୀଛାତ୍ରମାନେ ଏହି ଉପଲକ୍ଷେ ନିଜ ଗୁରୁଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ସେପ୍ଟେମ୍ବର ୫ ଜନ୍ମଦିନ ଅବସରରେ ପ୍ରତିବର୍ଷ ଗୁରୁ ଦିବସ...
ଇ-ଗ୍ଲୋବ୍ : କୃତ୍ରିମ ହାତକୁ ଦେବ ବାସ୍ତବ ଅନୁଭବ
ନ୍ୟୁୟର୍କ: ଆମେରିକାର ପୁରଡ୍ୟୁ କଲେଜ ଅଫ ଇଞ୍ଜିନିୟରିଂର ଗବେଷକମାନେ ଏକ ଇଲେକ୍ଟ୍ରୋନିକ ଗ୍ଲୋବ୍(ଇ-ଗ୍ଲୋବ୍) ବିକାଶ କରିଛନ୍ତି, ଯାହା ପ୍ରୋସ୍ଥେଟିକ୍ ହ୍ୟାଣ୍ଡ୍ ବା ରୋବୋ ବାୟୋନିକ୍ ହ୍ୟାଣ୍ଡ୍କୁ ମଣିଷ ହାତ ସ୍ବର୍ଶର ବାସ୍ତବ ଅନୁଭବ ଦେଇପାରିବ। ଏହି ଗ୍ଲୋବ୍କୁ ବାୟୋନିକ ହ୍ୟାଣ୍ଡ୍ରେ...
ବିଶ୍ୱର ସବୁଠୁ ଉଚ୍ଚ ସୁଇମିଂ ପୁଲ୍ : ୧୧୫ ଫୁଟ ଉପରେ ଝୁଲି ରହିଛି
ସାଧାରଣତଃ ସୁଇମିଂ ପୁଲ୍ ତଳେ ନିର୍ମାଣ କରାଯାଇଥାଏ। କିନ୍ତୁ ବ୍ରିଟେନ୍ରେ ଏମିତି ଏକ ସୁଇମିଂ ପୁଲ୍ ରହିଛି, ଯାହାର ନିର୍ମାଣ ଶୈଳୀ ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଦକ୍ଷିଣ ବ୍ରିଟେନ୍ର ଦୁଇ ଆପାର୍ଟମେଣ୍ଟ ମଝିରେ ଝୁଲିଲା ପରି ରହିଛି ଏହି ପୁଲ୍।...
ଘରେ ମଶା ନହେବା ପାଇଁ ଆପଣାନ୍ତୁ ଏହି ଉପାୟ…
ଘର ପାଖରେ ସନ୍ତସନ୍ତିଆ ହେଲେ ମଶା ହୋଇଥାନ୍ତି। ତେବେ ମଶା ସମସ୍ୟାରୁ ଦୂରେଇ ରହିବା ପାଇଁ ଘର ପାଖରେ ଗେଣ୍ଡୁ ଫୁଲ ଲଗାଇଲେ ଭଲ। ଏହାର ବାସ୍ନାରେ ମଶା ଦୂରେଇ ଯିବେ। ସେହିପରି ତୁଳସୀ ବାସ୍ନା ମଧ୍ୟ ମଶାଙ୍କ ଲାଗି...
ବିପଦ ଆସିଲେ ଆଗୁଆ ସୂଚନା ଦେଇଥାଏ ଏହି କୁଣ୍ଡ
ଦେଶରେ ଅନେକ ଦେବାଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା...
ମଥୁରାର ୮ ପଞ୍ଚାୟତରେ ଯୌତୁକ, ଭୋଜି ବନ୍ଦ
ମଥୁରା: ଦେଶରେ ଯୌତୁକ ନିରୋଧୀ ନିୟମ ଲାଗୁ ହୋଇଛି। ଏହାକୁ ଦୂରକରିବା ପାଇଁ ସାମାଜିକ ସ୍ତରରେ ସ୍ବର ବି ଉଠୁଛି। ଯୌତୁକ ଦେବା ନେବା ଦୋଷାବହ ଓ ଆଇନରେ ଏଥିପାଇଁ ଦଣ୍ଡ ବ୍ୟବସ୍ଥା ରହିଥିଲେ ମଧ୍ୟ ଯୌତୁକ ପ୍ରତ୍ୟକ୍ଷରେ ହେଉ...
ଲକ୍ଷ୍ନୌରେ ହାଇଟେକ୍ ବର୍ଜ୍ୟ ସଂଗ୍ରହ ବ୍ୟବସ୍ଥା
ଲକ୍ଷ୍ନୌ: ଲକ୍ଷ୍ନୌ ନଗର ନିଗମ(ଏଲ୍ଏମ୍ସି) ସହରରେ କଠିନ ବର୍ଜ୍ୟ ପରିଚାଳନା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିଛି। ଏଲ୍ଏମ୍ସି ରେଡ଼ିଓ ଫ୍ରିକ୍ୱେନ୍ସି ଆଇଡେଣ୍ଟିଫିକେସନ୍(ଆର୍ଏଫ୍ଆଇଡି)ଟେକ୍ନୋଲୋଜି ମାଧ୍ୟମରେ ବାର୍ କୋଡ୍ ବ୍ୟବହାର କରାଯାଇ ପ୍ରତ୍ୟେକ ଘରୁ ବର୍ଜ୍ୟ ସଂଗ୍ରହ କରାଯିବ। ପୁଣେ ନଗର...
ଯେଉଁଠି ଦେବୀଦେବତାଙ୍କୁ ମିଳେ ଦଣ୍ଡ
ଅଦାଲତରେ ସାଧାରଣତଃ ମଣିଷମାନଙ୍କୁ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି। ସେମିତି ଗାଁ ଗଣ୍ଡାରେ ଦେବୀଦେବତାଙ୍କୁ ସାକ୍ଷୀ ରଖି ବିଭିନ୍ନ ପ୍ରକାର ମାମଲାର ସମାଧାନ କରାଯାଇଥିବା ମଧ୍ୟ ଦେଖିବାକୁ ମିଳେ। ହେଲେ ଛତିଶଗଡ଼ ବସ୍ତର ଅଞ୍ଚରେ ଥିବା ଆଦିବାସୀମାନଙ୍କ ଅଦାଲତରେ ଦେବୀ...
Archives


