ଫୁରସତ

ସୁଉଚ୍ଚ ଦୁର୍ଗା ମୂର୍ତ୍ତିର ରେକର୍ଡ

ସିଂହବାହିନୀ ମା’ ଦୁର୍ଗାଙ୍କ ଆଗମନ ଅବସରରେ ଗାଁ ଠାରୁ ସହର ଏବେ ଉତ୍ସବ ମୁଖର। ବିଭିନ୍ନ ପୂଜା ପେଣ୍ଡାଲରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସ୍ଥାପନ କରାଯାଇ ପୂଜାର୍ଚ୍ଚନା କରିବା ପାଇଁ ସମସ୍ତେ ପ୍ରସ୍ତୁତି ଚଳାଇଛନ୍ତି। ବିଭିନ୍ନ ସଂସ୍ଥା, କ୍ଲବ୍‌ ତରଫରୁ ସୁନା…

ଭିନ୍ନ ପ୍ରତିଯୋଗିତା: ଟଏଲେଟ୍‌ ପେପରରେ ବିବାହ ପୋଷାକ ତିଆରିକରି ୭ ଲକ୍ଷ ପୁରସ୍କାର ଜିତିଲେ ମହିଳା

ବିଭିନ୍ନ ସ୍ଥାନରେ ଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜିତ ହୋଇଥାଏ। କେଉଁଠି ଚଟ୍‌କଣି ମାରିବା ପ୍ରତିଯୋଗିତା ତ ଆଉ କେଉଁଠି ହାଇହିଲ୍‌ ପିନ୍ଧି ମହିଳାମାନଙ୍କ ଦୌଡ଼ ପ୍ରତିଯୋଗିତା। ଏମିତି ଏକ ପ୍ରତିଯୋଗିତା ନ୍ୟୁୟର୍କରେ ମଧ୍ୟ ଆୟୋଜିତ ହୋଇଯାଇଛି। ଯେଉଁଠାରେ ଟଏଲେଟ୍‌ ପେପରରେ ବିବାହ…

ଭାଙ୍ଗିଲା ୫୨୫ ବର୍ଷର ପରମ୍ପରା: ବନ୍ଦ ହେଲା ପଶୁ, ପକ୍ଷୀ ବଳି

ଅଗରତାଲା: ଦୀର୍ଘ ୫୨୫ ବର୍ଷ ପରେ ବଦଳିଲା କୁପ୍ରଥା। ଶାରଦୀୟ ଦୁର୍ଗାପୂଜା ଅବସରରେ ତ୍ରିପୁରାସ୍ଥିତ ଲୋକପ୍ରିୟ ଦୁର୍ଗାବାଡ଼ି ମନ୍ଦିରରେ ଆଉ ବଳି ପଡ଼ିବେନି ନିରୀହ ପଶୁ, ପକ୍ଷୀ। ତ୍ରିପୁରା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶହ ଶହ ବର୍ଷରୁ ପ୍ରଚଳିତ ବଳି ପ୍ରଥା…

ପ୍ରଧାନମନ୍ତ୍ରୀଙ୍କୁ ଖୋଲାଚିଠି ଲେଖି: ଫସିଲେ ୫୦ ସେଲିବ୍ରିଟି

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଥିବା ଭିଡ଼ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସେଲିବ୍ରିଟିମାନଙ୍କୁ ମହଙ୍ଗା ପଡ଼ିଛି। ବିହାରର ମୁଜାଫରପୁର ଜିଲାରେ ଏକ ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୫୦ ସେଲିବ୍ରିଟିଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯିବା ପରେ ବିବାଦ ମୁଣ୍ଡ ଟେକିଛି।…

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି ସ୍ଥାନୀୟ ଲୋକେ। ଏଠାରେ ବିଶେଷ କରି ନିଃସନ୍ତାନ ଦମ୍ପତିମାନେ ମାନସିକ କଲେ ସେମାନଙ୍କ ମାନସିକ…

୫ ଅଜବ ଅନ୍ଧବିଶ୍ୱାସ: ଯାହାକୁ ଲୋକେ କରନ୍ତି ବିଶ୍ୱାସ

ଆଜିର ଅତ୍ୟାଧୁନିକ ଯୁଗରେ ମଧ୍ୟ ଅନେକ ପ୍ରକାର ଅନ୍ଧ ବିଶ୍ୱାସ ରହିଛି। ଯେପରି କେହି ବିରାଡି ରାସ୍ତା କାଟିବାକୁ କେତେଜଣ ଅଶୁଭ କହିଥାନ୍ତି ତ କେତେକ ଛିଙ୍କିବାକୁ ଅଶୁଭ କହିଥାନ୍ତି। ମାତ୍ର ବିଶ୍ୱରେ ଏପରି କେତେକ ଅନ୍ଧବିଶ୍ୱାସ ରହିଛି ଯାହା ଆପଣଙ୍କୁ…

ଏହି ମନ୍ଦିରରେ ତେଲ କି ଘିଅରେ ନୁହେଁ ବରଂ ନଦୀ ପାଣିରେ ଜଳିଥାଏ ଅଖଣ୍ଡ ଦୀପ

ଧର୍ମ ଓ ଆସ୍ଥାରେ ଏଭଳି ଚମତ୍କାରିତା ରହିଛି ଯାହା ଭଗବାନଙ୍କ ଉପରେ ଥିବା ଶ୍ରଦ୍ଧାକୁ ଆହୁରି ବଢ଼ାଇଦେଇଥାଏ। ଭାରତରେ ଦେବୀ ମା’ଙ୍କର ଅନେକ ଚମତ୍କାରୀ ମନ୍ଦିର ରହିଛି। ହେଲେ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ତେଲ କି ଘିଅରେ ନୁହେଁ…

ରହସ୍ୟମୟ ସ୍ଥାନ : ଏଠାକୁ ଆସିଥା’ନ୍ତି ପ୍ରେତଲୋକ

ଆତ୍ମା ଏବଂ ପ୍ରେତାତ୍ମା ସହିତ ଜଡ଼ିତ କିଛି କାହାଣୀ ନିଶ୍ଚିତ ପରିବାରର ବଡ଼ ସଦସ୍ୟମାନଙ୍କଠାରୁ ଶୁଣିଥିବେ। ଏହି କଥାକୁ କିଛି ଲୋକ ବିଶ୍ୱାସ କରୁଥିବାବେଳେ ଆଉ କେହି ଅନ୍ଧବିଶ୍ୱାସ ବୋଲି କହିଥାନ୍ତି। ମଣିଷର ମୃତ୍ୟୁଘଟିଲେ ସେ ପରଲୋକ ଗମନ କରିଥାଏ ।…

ବିବାହ ନ କଲେ ଏଠି ଦେବାକୁ ପଡୁଥିଲା ଟ୍ୟାକ୍ସ

ସରକାର ବିଭିନ୍ନ ପ୍ରକାରର ଟ୍ୟାକ୍ସ ଆଦାୟ କରିଥାଆନ୍ତି। ହେଲେ ଆମେରିକାର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ବିବାହ ନକଲେ ଟ୍ୟାକ୍ସ ଦେବାକୁ ପଡୁଥିଲା। ଇତିହାସ କହେ ୧୮୨୧ ମସିହାରେ ଆମେରିକାର ମେସୁରି ରାଜ୍ୟରେ ଯେଉଁମାନେ ବିବାହ କରୁ ନ ଥିଲେ ସେମାନଙ୍କ ଉପରେ…

ଭୁଲସ୍ଥାନରେ ରହିଛି ଏହି ବ୍ୟକ୍ତିଙ୍କ ଅଙ୍ଗପ୍ରତ୍ୟଙ୍ଗ, ଡାକ୍ତର ବି ଚିନ୍ତାରେ

କୁହାଯାଏ, ଭଗବାନ ମଣିଷଙ୍କୁ ଏପରି ଗଢ଼ିଥା’ନ୍ତି କି ଯେଉଁ ଅଙ୍ଗ ଯେଉଁଠି ରହିବା କଥା ରଖିଥା’ନ୍ତି। ଯେମିତିକି ମୁହଁ, ଆଖି, ନାକ, କାନ, ପେଟ ଯଥାସ୍ଥାନରେ ରହିଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି କୌଣସି ବ୍ୟକ୍ତିଙ୍କର ଯେଉଁ ଅଙ୍ଗ…

ବିଶ୍ୱର ୫ ଅଦ୍ଭୁତ ଗଛ: ଯାହାକୁ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭଗବାନଙ୍କ ସୃଷ୍ଟି ବିଚିତ୍ର। ପୃଥିବୀପୃଷ୍ଠରେ ଦେଖିବାକୁ ମିଳୁଥିବା ବୃକ୍ଷଲତା ମଧ୍ୟରେ ଅନେକ ସାମଞ୍ଜସ୍ୟ ଥିଲେ ମଧ୍ୟ କିଛି କିଛି ଭିନ୍ନ ଥାନ୍ତି। ସେଗୁଡ଼ିକ ଅଦ୍ଭୁତ ଗଠନକୁ ଦେଖିଲେ କେହିବି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଉପସ୍ଥାପନାରେ ଜାଣନ୍ତୁ ବିଶ୍ୱର ସେପରି ୫ଟି ଗଛ…

ପରିବେଶ ପ୍ରଦୂଷଣ ଏବଂ ବନ୍ୟପ୍ରାଣୀ

ପରିବେଶ ବାତାବରଣ ମଧ୍ୟରେ ବଢୁଥିବା ବିଭିନ୍ନ ପ୍ରାଣୀ, ପକ୍ଷୀ, ମାଛ, ଜଳଚର ପ୍ରାଣୀ ଓ ଜଳଜ ଉଦ୍ଭିଦକୁ ନେଇ ବନ୍ୟଜୀବନ ଗଠିତ। ପରିବେଶ କହିଲେ ବାୟୁ, ଜଳ, ମୃତ୍ତିକା, ପ୍ରାଣୀଜଗତକୁ ବୁଝାଇଥାଏ। ପରିବେଶ ପ୍ରଦୂଷଣ ହେଲେ କେବଳ ମନୁଷ୍ୟ ନୁହେଁ ପ୍ରାଣୀଜଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?