ଫୁରସତ

ସ୍ତ୍ରୀଙ୍କ ପାଇଁ ମ୍ୟାଟର୍‌ନିଟି ଫଟୋଶୁଟ୍‌ କଲେ ସ୍ବାମୀ

ଆମେରିକାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ପାଇଁ ମ୍ୟାଟର୍‌ନିଟି ଫଟୋଶୁଟ୍‌ କରି ଚର୍ଚ୍ଚାକୁ ଆସିଛନ୍ତି ସ୍ବାମୀ। ଆମେରିକାର କେଣ୍ଟୁକିରେ ରହୁଥିବା କେଲସି ବ୍ରେଓ୍ବେର ମା’ ହେବାକୁ ଯାଉଛନ୍ତି। ତାଙ୍କର ବହୁତ ଇଚ୍ଛା ଥିଲା ସେ ଗର୍ଭାବସ୍ଥାରେ ଫଟୋଶୁଟ୍‌ କରିବେ।…

ଅଷ୍ଟ୍ରେଲିଆର ଏହି ମହିଳା ପ୍ରତିଦିନ ପିନ୍ଧିଥାନ୍ତି ବିବାହ ସମୟର ଡ୍ରେସ୍‌, ଭାରତ ସହିତ ଯୋଡ଼ି ହୋଇଛି କାରଣ

ବିଶେଷକରି ବିବାହ ସମୟରେ ବରକନ୍ୟା ସ୍ବତନ୍ତ୍ର ଦାମୀ ପୋଷାକ, ଅଳଙ୍କାର, ଜୋତା ଆଦି ପିନ୍ଧିଥାନ୍ତି। ବରକନ୍ୟା ପିନ୍ଧୁଥିବା ପୋଷାକ କେବଳ ଗୋଟିଏ ଦିନ ପାଇଁ । ପରେ ଏହା ଆଲମାରୀର ଶୋଭାବର୍ଦ୍ଧନ କରିଥାଏ ବୋଲି ଜାଣିଛେ। କିନ୍ତୁ ଏମିତି ଜଣେ ମହିଳା…

କବାଡ଼ିି ଦେଇଛି ୧୭୦ଙ୍କୁ ସରକାରୀ ଚାକିରି

ବାଗପତ୍‌: କେବଳ ପାଠ ନୁହେଁ ଖେଳ ବି ଜୀବିକା ପାଇଁ ବାଟ କଢ଼ାଇ ନିଏ, ଏଭଳି ବାର୍ତ୍ତା ଦେଇଛି ଉତ୍ତରପ୍ରଦେଶର ଦୁଇଟି ଗାଁ। ଯେତେବେଳେ କବାଡ଼ି ଖେଳ କଥା ପଡେ ସେତେବେଳେ ଫଖରପୁର ଓ ବସି ଗାଁର ନାଁ ଆଗକୁ ଆସିଯାଏ।…

ଫୋର୍ବସ ଅଣ୍ଡର୍‌-୩୦ରେ ଉମଙ୍ଗ

ଇନ୍ଦୋର: ଆଧୁନିକତା ମଧ୍ୟରେ ଗାନ୍ଧୀଙ୍କ ଚିନ୍ତାଧାରାକୁ ପୁଣି ଲେଉଟାଇ ଆଣିବାରେ ମଙ୍ଗ ଧରିଥିବା ଉମଙ୍ଗ ଶ୍ରୀଧରଙ୍କ ଉଦ୍ୟମ ବେଶ୍‌ ପ୍ରଶଂସନୀୟ। ଉମଙ୍ଗ ଓ ତାଙ୍କ ଷ୍ଟାର୍ଟଅପ୍‌ ଡିଜିଟାଲ୍‌ ପ୍ରିଣ୍ଟ୍‌ର ଖଦି ବସ୍ତ୍ରକୁ କୁଟୀରଶିଳ୍ପରୁ ବିଶ୍ୱ ବଜାରରେ ପହଞ୍ଚାଇ ଦେଇଛନ୍ତି। କେବଳ ଏତିକି…

ଅଧିକ ସ୍ତନ୍ୟପାନ କରିଥିବା ଶିଶୁ ପରିବାର ପ୍ରତି ସମ୍ବେଦନଶୀଳ

ସ୍ତନ୍ୟପାନ କରୁଥିବା ଶିଶୁ ଓ ମା’ ମଧ୍ୟରେ ସମ୍ପର୍କ ସୁଦୃଢ଼ ହୋଇଥାଏ। ଏନେଇ ବୋଇସ୍‌ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଅଧିକ ଦିନ ଧରି ସ୍ତନ୍ୟପାନ କରିଥିବା ଶିଶୁ ମା’ଠାରୁ ଦୂରେଇ ରହିପାରେ ନାହିଁ। ମା’ ଓ ଶିଶୁ…

ବିଶ୍ୱର ୫ ଅଦ୍ଭୁତ ଜୀବ: ଯେଉଁମାନଙ୍କ ରକ୍ତର ରଙ୍ଗ ସବୁଜ, ହଳଦିଆ, ନୀଳ

ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଜାଣନ୍ତି ରକ୍ତର ରଙ୍ଗ ଲାଲ୍‌। ହେଲେ ଆପଣମାନେ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଏମିତି କିଛି ଜୀବ ଅଛନ୍ତି, ଯେଉଁମାନଙ୍କ ରକ୍ତର ରଙ୍ଗ ଲାଲ ପରିବର୍ତ୍ତେ ସବୁଜ, ହଳଦିଆ ଏବଂ ନୀଳ ରହିଛି। ଜାଣିବା ସେସବୁ ଜୀବଙ୍କ…

ଆଜି ବି ବ୍ରିଟେନ୍‌କୁ ଏହି ସ୍ଥାନର ଟ୍ୟାକ୍ସ ଦେଉଛି ଭାରତ

ବ୍ରିଟେନ ବା ଇଂରେଜମାନଙ୍କ କବଳରୁ ଭାରତ ୭୩ ବର୍ଷ ହେଲା ସ୍ବାଧୀନ ହୋଇସାରିଲାଣି। କିନ୍ତୁ ଆଜି ମଧ୍ୟ କିଛି ଅଂଶ ଇଂରେଜମାନଙ୍କ କବଳରେ ରହିଛି। ବ୍ରିଟେନ୍‌ର ଏକ ରେଳ ଟ୍ରାକ୍‌ ଭାରତରେ ରହିଛି। ମାତ୍ର ଏହାର ଟ୍ୟାକ୍ସ ବ୍ରିଟେନ୍‌ ସରକାରଙ୍କୁ ଭାରତ…

ଅହିଂସା ପୂଜାରୀଙ୍କ ସମ୍ପର୍କରେ ଅନେକ କଥା…

ଜାତିର ପିତା ମହାମତ୍ା ଗାନ୍ଧୀ ଭାରତର ସ୍ବାଧୀନତା ଆନ୍ଦୋଳନରେ ପ୍ରମୁଖ ନେତା ଥିଲେ ଓ ଅହିଂସା ମାର୍ଗରେ ଆନ୍ଦୋଳନ କରି ଦେଶକୁ ସ୍ବାଧୀନତା ଦେବାରେ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ। ଏଥର ଅହିଂସା ପୂଜାରୀଙ୍କ୧୫୦ ତମ ଜୟନ୍ତୀ ପାଳନ କରାଯାଉଛି। ଏହି…

ପୋଷା କୁକୁରକୁ ବାହାରେ ନ ବୁଲାଇଲେ ଏଠାରେ ଦେବାକୁ ପଡ଼େ ଜରିମାନା

ଆଜିକାଲି ସମୟରେ ଅଧିକାଂଶ ଲୋକ ଘରେ କୁକୁର ପାଳିବାକୁ ପସନ୍ଦ କରୁଛନ୍ତି। କୁକୁର ପାଳିଲେ ସେମାନଙ୍କର ମଣିଷ ପରି ଯତ୍ନ ନେବା ମଧ୍ୟ ଦରକାର। ସକାଳୁ ବାହାରକୁ ବୁଲାଇ ନେବା, ବ୍ରଶ କରାଇବା, ଖାଇବାକୁ ଦେବା, ଗାଧୋଇ ଦେବା ଆଦି କରିବାକୁ…

ଆନ୍ତର୍ଜାତିକ ଅହିଂସା ଦିବସ:ସତ୍ୟ ସର୍ବୋଚ୍ଚ ନୀତି, ଅହିଂସା ପରମ କର୍ତ୍ତବ୍ୟ

ଅହିଂସା ଶାନ୍ତିର ମାର୍ଗ। ଅହିଂସା ମାନବର ଶ୍ରେଷ୍ଠ ଗୁଣ। ସବୁ ଧର୍ମରେ ଏହାର ସ୍ଥାନ ସ୍ବତନ୍ତ୍ର। ଜାତିର ପିତା ମହାତ୍ମା ଗାନ୍ଧୀ ଅହିଂସାର ପଥିକ ଥିଲେ। ତାଙ୍କ ଅନୁସାରେ- ଅହିଂସା ସେହି ମୁଖ୍ୟ ତତ୍ତ୍ୱ ଯାହା ପୂରା ମାନବଜାତି ମଧ୍ୟରେ ପ୍ରେମ…

ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ

ମହାରାଷ୍ଟ୍ରର ଅମରାବତୀର ହର୍ବିନ୍‌ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍‌ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ ରୋଟି’ ଅଭିଯାନ। ‘ଦଶବନ୍ଦ’ର ଅର୍ଥ ନିଜ ରୋଜଗାରର ଦଶ ପ୍ରତିଶତ ଅଂଶକୁ ଗରିବ…

ମା’ ଆଇଏଏସ୍‌, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ

ମା’ ଜଣେ ଆଇଏଏସ୍‌ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ହରିଆଣାରେ ହେବାକୁ ଥିବା ବିଧାନସଭାରେ ପୁନ୍ହାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?