ମାଇକ୍ରୋସଫ୍ଟ ସର୍ଭର ଡାଉନ୍ ପାଇଁ ସାରା ବିଶ୍ୱରେ ହଇଚଇ, ଜଣାପଡିଲା ବଡ଼ କାରଣ
ନୂଆଦିଲ୍ଲୀ,୧୯।୭: ଶୁକ୍ରବାର ସକାଳେ ଡାଉନ୍ ହୋଇଯଇଛି ମାଇକ୍ରୋସଫ୍ଟ ସର୍ଭର। ସଫ୍ଟୱୟାର କମ୍ପାନୀ ମାଇକ୍ରୋସଫ୍ଟର ଉଇଣ୍ଡୋଜ ଅପରେଟିଂ ସିଷ୍ଟମ କ୍ରାସ ହୋଇଛି। କେବଳ ଓଡ଼ିଶାରେ ନୁହେଁ ସାରା ବିଶ୍ବରେ ଏହା କ୍ରାସ ହୋଇଛି । ଏହାଦ୍ବାରା ବିମାନ ସେବା, ବ୍ୟାଙ୍କିଂ ସେବା, ସପିଂ…
ଦେଶରେ ବଢୁଛି ଛାଡ଼ପତ୍ର ସଂଖ୍ୟା, ଜାଣନ୍ତୁ ୫ ବଡ଼ କାରଣ…
ନୂଆଦିଲ୍ଲୀ,୧୯ା୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶାଙ୍କ ମଧ୍ୟରେ ଛାଡ଼ପତ୍ର ଖବର ନିଶ୍ଚିତ ଭାବରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କିନ୍ତୁ ଦେଶରେ ବୃଦ୍ଧି ପାଉଥିବା ଛାଡ଼ପତ୍ର ମାମଲାକୁ ବିଚାରକୁ ନେଇ ଅଳ୍ପଦିନ ମଧ୍ୟରେ ଛାଡ଼ପତ୍ର ହେବା ନୂଆ କଥା ନୁହେଁ।…
ଆଜି ରସଗୋଲା ଦିବସ: ଜାଣନ୍ତୁ କାହିଁକି କରାଯାଏ ପାଳନ
ନୀଳାଦ୍ରି ବିଜେରେ ପ୍ରତିବର୍ଷ ପାଳନ ହୁଏ ରସଗୋଲା ଦିବସ। ୨୦୧୫ରୁ ଓଡ଼ିଶାରେ ଏହି ଦିବସ ପାଳନ କରାଯାଇଆସୁଛି। ଗୁଣ୍ଡିଚା ମନ୍ଦିରରେ ନଅ ଦିନ ରହି ମାଉସୀ ମା’ ଘର ପାଖରେ ଅଟକି ବାଟରେ ପୋଡ଼ପିଠା ଖାଇ ମହାପ୍ରଭୁ ଶ୍ରୀମନ୍ଦିର ଫେରିଥିଲେ। ବାହୁଡ଼ା…
ମହାକାଶରେ କାହିଁକି ଲାଗେନି ଭୋକ, ମନପସନ୍ଦର ଖାଦ୍ୟ ବି ଲାଗେ ଫିକା, ଜାଣନ୍ତୁ କାରଣ…
ମହାକାଶଚାରୀମାନେ ମହାକାଶରେ ଖାଇପାରନ୍ତି ନାହିଁ। ପୃଥିବୀରେ ଭରପୂର ଖାଦ୍ୟ ଖାଉଥିବା ବେଳେ ମହାକାଶରେ ସେମାନଙ୍କ ପାଇଁ ଏହା ଫିକା ପଡ଼ିଯାଏ। ତେବେ ଏପରି କାହିଁକି ଘଟେ ତାହା ଜାଣିବା ପାଇଁ ଅଷ୍ଟ୍ରେଲିଆର ଆର୍ଏମ୍ଆଇଟି ବିଶ୍ୱବିଦ୍ୟାଳୟରେ ଗବେଷଣା କରାଯାଇଛି। ଅନୁସନ୍ଧାନକାରୀମାନେ ଏଥିରେ ଭିଆର୍…
ମେରୁ ବରଫ ତରଳୁଥିବାରୁ ପୃଥିବୀର ଘୂର୍ଣ୍ଣନ ବେଗ କମୁଛି
ନୂଆଦିଲ୍ଲୀ,୧୮ା୭: ଜଳବାୟୁ ପରିବର୍ତ୍ତନ ଯୋଗୁ କେବଳ ଉତ୍ତାପ ବଢ଼ୁଛି କିମ୍ବା ପାଣିପାଗରେ ପରିବର୍ତ୍ତନ ହେଉଛି ତାହା ନୁହେଁ, ପୃଥିବୀର ଘୂର୍ଣ୍ଣନ ଗତିରେ ମଧ୍ୟ ପରିବର୍ତ୍ତନ ଘଟୁଛି। ଫଳରେ ପୃଥିବୀ ଏକ ବଡ଼ ପରିବର୍ତ୍ତନ ଦେଇ ଗତି କରୁଛି ଏବଂ ଜଳବାୟୁ ପରିବର୍ତ୍ତନ…
ଶାନ୍ତି ପାଇଁ ଜୀବନ ଉତ୍ସର୍ଗ କରିଥିଲେ
ସମଗ୍ର ବିଶ୍ୱରେ ଅନେକ ମହାନ ବ୍ୟକ୍ତି ଜନ୍ମ ନେଇଛନ୍ତି, ଯେଉଁମାନେ ସେମାନଙ୍କର କାର୍ଯ୍ୟ ଏବଂ ଚିନ୍ତାଧାରା ସହିତ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଏପରି ଲୋକମାନଙ୍କ ମଧ୍ୟରେ ଦକ୍ଷିଣ ଆଫ୍ରିକାର ନେଲସନ ମଣ୍ଡେଲା ଅନ୍ୟତମ। ସେ ନିଜର ସମଗ୍ର ଜୀବନକୁ ଶାନ୍ତି…
ଏହି ଲୋକ ଚାହିଁଲେ ଆଇଏଏସଙ୍କୁ କରିପାରିବେ ନିଲମ୍ବନ, ଏତେ ସହଜ ନୁହେଁ…
ନୂଆଦିଲ୍ଲୀ,୧୭।୭: କୌଣସି କାମରେ ଖିଲାପ କଲେ କିମ୍ବା କୌଣସି ସରକାରୀ କଳରେ ହସ୍ତକ୍ଷେପ କଲେ ଆଇଏଏସ କିମ୍ବା ଆଇପିଏସ ଅଧିକାରୀଙ୍କୁ ନିଲମ୍ବନ ହେଉଥିବାର ଶୁଣିଥିବେ। ଚଳିତ ନିର୍ବାଚନରେ ହସ୍ତକ୍ଷେପ କାରଣରୁ ନିର୍ବାଚନ କମିଶନର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆଇପିଏସ ଡିଏସ କୁଟ୍ଟେଙ୍କୁ…
ସର୍ଜରୀ ବେଳେ ଭିଡିଓ ଗେମ୍ ଖେଳିଲେ ରୋଗୀ, Video ଦେଖିଲେ…
ସର୍ଜରୀ କଥା ପଡ଼ିଲେ କିଛି ଲୋକ ଛାନିଆ ହୁଅନ୍ତି। ହେଲେ ସୋସିଆଲ ମିଡିଆରେ ଏଭଳି ଏକ ଭାଇରାଲ ହେଉଛି ଯାହାକୁ ଦେଖି ଆପଣ ବି ଚିନ୍ତାରେ ପଡ଼ିଯିବେ। କାରଣ ଭିଡିଓଟିରେ ସର୍ଜରୀ ସମୟରେ ଜଣେ ରୋଗୀ ମୋବାଇଲ ଫୋନରେ ଭିଡିଓ ଗେମ୍…
ଆଲମିରା ଭିତରେ ଶୌଚାଳୟ
ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଏବେ ଏପରି ଏକ ଭିଡିଓ ଭାଇରାଲ ହେଉଛି, ଯାହା ଦେଖିବା ମାତ୍ରେ ଅନେକେ କହୁଛନ୍ତି, ଏହା କିପରି ସମ୍ଭବ। ଏହି ଭିଡିଓରେ ପ୍ରଥମେ ଗୋଟିଏ କୋଠରିରେ ଏକ ଆଲମିରା ରଖାଯାଇଥିବା ଦେଖିବାକୁ ମିଳୁଛି। ସାଧାରଣତଃ ଆଲମିରାରେ ପୋଷାକ,…
ବୁଲା କୁକୁରଙ୍କୁ ଗଣିବ ମାଇକ୍ରୋଚିପ୍
ଚଣ୍ଡିଗଡ଼: ଚଣ୍ଡିଗଡ଼ ମ୍ୟୁନିସିପାଲ କର୍ପୋରେଶନ ଖୁବ୍ଶୀଘ୍ର ସହରର ସମସ୍ତ ବୁଲା କୁକୁରଙ୍କ ଶରୀରରେ ମାଇକ୍ରୋଚିପ୍ ଲଗାଇବ। ଏହି ମାଇକ୍ରୋଚିପ୍ ସାହାଯ୍ୟରେ କୁକୁରଙ୍କ ଗଣନା କରାଯିବ। ଏହାବ୍ୟତୀତ ଉକ୍ତ ଚିପ୍ ମାଧ୍ୟମରେ କୁକୁରଟିକୁ ବାକରଣ କରାଯାଇଛି କି ନାହିଁ ତାହା ମଧ୍ୟ ଜାଣିବା…
ଶ୍ରାବଣରେ ଲଗାନ୍ତୁ ଏସବୁ ଗଛ: ଘରେ ରହିବନି ଧନର ଅଭାବ
ଆଉ କିଛିଦିନ ପରେ ଅର୍ଥାତ ୨୨ରୁ ଶ୍ରାବଣ ମାସ ଆରମ୍ଭ ହେବ । ଏହି ମାସଟି ଭଗବାନ ଶିବଙ୍କ ମାସ ବୋଲି କୁହାଯାଏ। ଏହାଛଡ଼ା ପର୍ଯ୍ୟାବରଣ ଏବଂ ଭାଗ୍ୟ ଦୃଷ୍ଟିକୋଣରୁ ଏହି ମାସରେ ଅନେକ ଗଛ ଲଗାଯାଏ। ଆସନ୍ତୁ ଜାଣିବା ଶ୍ରାବଣ…
ସାଇଡ୍ ଇନ୍କମ୍
ଛାତ୍ରୀଛାତ୍ର ହୁଅନ୍ତୁ ବା କର୍ମଜୀବୀ ପରିବାର ଉପରେ ନିର୍ଭର ନ କରି ପଢ଼ା, ବାହାରେ ରହିବା, ଗାଡ଼ି ସହ ନିଜର ବିଭିନ୍ନ ସାମଗ୍ରୀ କିଣିବା ତଥା ଅନ୍ୟାନ୍ୟ ଖର୍ଚ୍ଚ ନିଜେ ତୁଲାଇବା ସହ କିଛି ଅର୍ଥ ସଞ୍ଚୟ କରିବା ଏବଂ ପରିବାରକୁ…
Archives


