ଫୁରସତ

୧୮୬ ବର୍ଷ ତଳେ ଇଂଲଣ୍ଡରେ ଦେହତ୍ୟାଗ କରିଥିଲେ ଏହି ଭାରତୀୟ ରାଜା…

ରାଜା ରାମମୋହନ ରାୟଙ୍କୁ ଭାରତୀୟ ପୁନର୍ଜାଗରଣର ଅଗ୍ରଦୂତ ଏବଂ ଆଧୁନିକ ଭାରତର ନିର୍ମାତା କୁହାଯାଏ। ଭାରତୀୟ ସାମାଜିକ ଏବଂ ଧାର୍ମିିକ ପୁନର୍ଜାଗରଣରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଥିଲେ ବ୍ରାହ୍ମ ସମାଜର ପ୍ରତିଷ୍ଠାତା ଓ ସମାଜ ସଂସ୍କାରକ। ଭାରତୀୟ ସମାଜରୁ…

ରାଜାଙ୍କର ଅଛନ୍ତି ୬୦ ସ୍ତ୍ରୀ…

ପୂର୍ବକାଳରେ ରାଜାମାନଙ୍କର ଏକାଧିକ ସ୍ତ୍ରୀ ରହୁଥିବାର ନଜିର ରହିଛି । ସେହିପରି ବର୍ତ୍ତମାନର ଆଧୁନିକ ଯୁଗରେ ମଧ୍ୟ ରହିଛି କେତେଜଣ ରାଜାଙ୍କର ଥାଟବାଟ। ନାଗାଲାଣ୍ଡର ଲୋଙ୍ଗବା ଗ୍ରାମରେ ନଗୋବାଙ୍ଗ ବୋଲି ଜଣେ ରାଜା ଅଛନ୍ତି । ତାଙ୍କର ୬୦ସ୍ତ୍ରୀ ଥିଲାବେଳେ ତାଙ୍କ…

ସବୁଦିନ ଏହି ଶିବମନ୍ଦିର ପ୍ରଦକ୍ଷିଣ କରିଥାନ୍ତି ପକ୍ଷୀଦଳ…

ଶିବମନ୍ଦିରରେ ଶ୍ରଦ୍ଧାଳୁ ୧୦୮ ଥର ପ୍ରଦକ୍ଷିଣ କରିଥାନ୍ତି । ଏହାଦ୍ୱାରା ଶୁଭଫଳ ମିଳିଥାଏ ବୋଲି କେତେକେ କୁହନ୍ତି। ତେବେ ମହେନ୍ଦ୍ରଗିରି ପର୍ବତରେ ଥିବା ଭୀମାଶଙ୍କର ଶିବମନ୍ଦିରରେ ପ୍ରତିଦିନ ପକ୍ଷୀଦଳ ମିଳିତ ଭାବେ ଉଡ଼ି ମନ୍ଦିର ପ୍ରଦକ୍ଷଣ କରିଥାନ୍ତିି। ମନ୍ଦିରରେ ଶଙ୍ଖନାଦ ସହ…

୬ ବର୍ଷର କନ୍ୟାକୁ ପୋଷ୍ୟ ଭାବେ ଗ୍ରହଣ କଲେ ଦମ୍ପତି, ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

୨୦୦୯ରେ ଆସିଥିବା ଏକ ହଲିଉଡ୍‌ ଫିଲ୍ମ ‘ଅର୍ଫାନ’ ଯଦି ଦେଖିଥିବେ ତେବେ ଏଥିରେ ଏକ ଛୋଟ ପିଲା କରିଥିବା ଅଭିନୟ ମଧ୍ୟ ଦେଖିଥିବେ। ଗୋଟିଏ ପରିବାର ଏକ ଅନାଥ ପିଲାକୁ ଛୋଟବେଳୁ ଆଣି ଘରେ ପାଳଥିବାବେଳେ ସେହି ପିଲା କେମିତି ତାଙ୍କର…

ପକ୍ଷୀଙ୍କ ପାଇଁ ଫ୍ଲାଟ୍‌

ଗାଜିଆବାଦରେ ପ୍ରଥମଥର ପକ୍ଷୀମାନଙ୍କ ସୁରକ୍ଷା ପାଇଁ ଫ୍ଲାଟ୍‌ ନିର୍ମାଣ କରାଯାଇଛି। ଗାଜିଆବାଦ ବିକାଶ ପ୍ରାଧିକରଣ ଲୁପ୍ତ ହୋଇଯାଉଥିବା ପକ୍ଷୀଙ୍କ ପ୍ରଜାତି ବଞ୍ଚାଇ ରଖିବା ପାଇଁ ଏପରି ପଦକ୍ଷେପ ହାତକୁ ନେଇଛି। ଏହି ବାର୍ଡ ଫ୍ଲାଟ୍‌ ଜିଡିଏ ଉପାଧ୍ୟକ୍ଷାଙ୍କ ଆବାସରେ ନିର୍ମାଣ କରାଯାଇଛି।…

କାଠରେ ନିର୍ମିତ ୨୪ ମହଲା ବିଶିଷ୍ଟ ଅଟ୍ଟାଳିକା: ଦେଖିବାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି

ଗୋଟିଏ ଘର ତିଆରି ପାଇଁ ସିମେଣ୍ଟ, ପଥର ଗୋଡିଠାରୁ ଆରମ୍ଭ କରି ବିଭିନ୍ନ ସାମଗ୍ରୀ ବ୍ୟବହାର କରାଯାଇଥାଏ। ହେଲେ ଏକ ଅଟ୍ଟାଳିକା ନିର୍ମାଣ ପାଇଁ ଏହାର ପିଲାରକୁ ଛାଡିଦେଲେ କେବଳ କାଠର ବ୍ୟବହାର ହୋଇଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ।…

ବିଶ୍ୱର ସବୁଠାରୁ ମହଙ୍ଗା ଜେଲ୍‌: ବର୍ଷକୁ କଏଦୀଙ୍କ ପିଛା ଖର୍ଚ୍ଚହୁଏ ୯୩ କୋଟି

ଜେଲ କଥା ଉଠିବା ମାତ୍ରେ ମନରେ ଅନେକ ପ୍ରକାର କଥା ଆସିଥାଏ। ଅର୍ଥାତ୍‌ ସେଠାର ସୁରକ୍ଷା ବ୍ୟବସ୍ଥା, କଏଦୀଙ୍କ ଖାଇବାପିଇବା ଆଦି। ମାତ୍ର କ୍ୟୁବାରେ ଏପରି ଏକ ଜେଲ ରହିଛି ଯାହାକି ସବୁଠାରୁ ଭିନ୍ନ। ଏହାର ନାମ ରଖାଯାଇଛି ‘ଗୁଆଣ୍ଟାନମୋ ବେ’…

ଯେଉଁଠି କଏଦୀଙ୍କୁ ଶୋଇବା ମନା

ଦକ୍ଷିଣ ରୁଷ୍‌ରେ ଅବସ୍ଥିତ ଏହି ଜେଲ୍‌ର ନିୟମ ଅନ୍ୟ ଦେଶର ଜେଲ୍‌ଠୁ ସମ୍ପୂର୍ଣ୍ଣ ଭିନ୍ନ। ଜେଲ୍‌ରୁ ଆଜି ପର୍ଯ୍ୟନ୍ତ କଏଦୀ ଫେରାର୍‌ ହେବା ଘଟଣା ସାମ୍ନାକୁ ଆସିନାହିଁ। ଅପରାଧୀଙ୍କୁ ଜେଲ୍‌ରୁ ସେତେବେଳେ ମୁକ୍ତି ମିଳିଥାଏ, ଯେତେବେଳେ ସେମାନଙ୍କ ମୃତ୍ୟୁ ହୁଏ। ଜେଲ୍‌ଟି…

ନିସ୍ତବ୍ଧ ରାତିରେ ଏହି ମନ୍ଦିରରେ କଥାବାର୍ତ୍ତା ହୁଅନ୍ତି ମୂର୍ତ୍ତି…

ବିଜ୍ଞାନ ଯୁଗରେ କୌଣସି କଥା ଅସମ୍ଭବ ନୁହେଁ। ତେବେ ମନ୍ଦିରରେ ମୂର୍ତ୍ତିଗୁଡିକ ମଣିଷ ପରି କଥା କହୁଥିବା ଶୁଣିଲେ ବିଶ୍ୱାସ ହୋଇ ନ ଥାଏ। ବିହାର ବସ୍ତାରଠାରେ ଥିବା ରାଜ ରାଜେଶ୍ୱରୀ ତ୍ରିପୁରା ସୁନ୍ଦରୀ ମନ୍ଦିରରେ ଏଭଳି ଘଟଣା ଘଟିଥାଏ ବୋଲି…

ଭଗବାନଙ୍କୁ ଚିଠି ଲେଖି ମନ୍ଦିର ଦାନବାକ୍ସରୁ ଟଙ୍କା ନେଇଗଲେ ଚୋର, ପଢ଼ନ୍ତୁ ଚିଠିରେ କ’ଣ ଲେଖାଥିଲା

ଜଣେ ଚୋର ଅଭିନବ ଉପାୟରେ ଚୋରି କରିଛନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଚୋର ଜଣକ ମାନବିକତା ସହକାରେ ଚୋରି କରିଛନ୍ତି। ତାହା ପୁଣି କୌଣସି ବ୍ୟକ୍ତିଙ୍କ ନିକଟକୁ ଯାଇ ନୁହେଁ, ମନ୍ଦିରରେ ଠାକୁରଙ୍କ ମୂର୍ତ୍ତିଙ୍କ ନିକଟକୁ ଯାଇ ନିଜର ଦୁଃଖ…

ଏମିତି ଏକ ଏୟାରପୋର୍ଟ, ଦେଖିବାକୁ ଅନ୍ତରୀକ୍ଷ ଯାନ ସଦୃଶ

ବିଶ୍ୱରେ ଏମିତି ଏକ ଏୟାରପୋର୍ଟ ରହିଛି, ଯାହା ଦେଖିବାକୁ ଅନ୍ତରୀକ୍ଷ ଯାନ ସଦୃଶ। ଏପରି ଏୟାରପୋର୍ଟ ରହିଛି ଚାଇନାରେ। ଭିତ୍ତିଭୂମି କ୍ଷେତ୍ରରେ ଚାଇନା ସବୁଠୁ ଆଗରେ। ଏହି ଏୟାରପୋର୍ଟ ବାହାରୁ ଏକ ଅନ୍ତରୀକ୍ଷ ଯାନ ପରି ଦେଖାଯାଉଛି।କିଛିଦିନ ତଳେ ଚାଇନାର ରାଷ୍ଟ୍ରପତି…

ରାଜସ୍ଥାନ ଝିଅଙ୍କୁ ଚେଞ୍ଜ୍‌ ମେକର୍‌ ଆଓ୍ବାର୍ଡ

ନୂଆଦିଲ୍ଲୀ: ବିଲ୍‌ ଆଣ୍ଡ୍‌ ମିଲିନ୍ଦା ଗେଟ୍ସ ଫାଉଣ୍ଡେଶନ ପକ୍ଷରୁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୁହେଁ ଆଉ ଜଣେ ଭାରତୀୟଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ସ୍ବଚ୍ଛ ଭାରତ ମିଶନ୍‌ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଗ୍ଲୋବାଲ୍‌ ଗୋଲ୍‌କିପର୍ସ ଆଓ୍ବାର୍ଡ ଦେଇ ସମ୍ମାନିତ କରିଛି ଫାଉଣ୍ଡେଶନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?