ଫୁରସତ

ଏହି ମନ୍ଦିରକୁ ଏବେ ବି ଆସନ୍ତି ମହାଭାରତର ଯୋଦ୍ଧା…

ମହାଭାରତର ଅଶ୍ୱତ୍‌ଥମା ଏବେ ବି ମା’ଙ୍କ ମନ୍ଦିରରେ ପୂଜା କରନ୍ତି ବୋଲି ସ୍ଥାନୀୟ ଲୋକେ ବିଶ୍ୱାସ କରନ୍ତି। ଦ୍ୱାପର ଯୁଗର କିଛି କଥା ସହିତ ଜଡ଼ିତ ଥିବା ଉତ୍ତର ପ୍ରଦେଶର ଇଟାଓ୍ବା ଜିଲ୍ଲାରେ ଯମୁନା ନଦୀ କୂଳରେ ଅବସ୍ଥିତ ମା’...

ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ

ଥାଇଲାଣ୍ଡର ହିମାଫନ ଜଙ୍ଗଲ ଆଜିବି ରହସ୍ୟ ହୋଇ ରହିଯାଇଛି। ଏଠାରେ ଥିବା ଏକ ଗଛରେ ଆଶ୍ଚର୍ଯ୍ୟ କଲାଭଳି ଫଳକୁ ଦେଖି ଯେ କେହି ଚମକି ଯାଉଛନ୍ତି। ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ। ଏମାନଙ୍କ ମୁଣ୍ଡର ଚୁଟି ଗଛରେ...

ଟେବୁଲ୍‌ରେ ବଦଳିଯିବ ସ୍କୁଲ ବ୍ୟାଗ୍‌, ସଠିକ୍‌ ଭାବେ ବସି ପଢ଼ିପାରିବେ ପିଲା

୬ରୁ ୧୪ ବର୍ଷ ପର୍ଯ୍ୟନ୍ତ ଭାରତରେ ୪ କୋଟି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ସ୍କୁଲରେ ବେଞ୍ଚ ଡେସ୍କରେ ବସିବା ପାଇଁ ଛାତ୍ରୀଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। କିନ୍ତୁ ଏବେ ବଜାରକୁ ଏମିତି ବ୍ୟାଗ୍‌ ଆସିଛି, ଯାହାକୁ ଶ୍ରେଣୀରେ ବସିବା...

ସ୍ମାର୍ଟ ଡଷ୍ଟବିନ୍‌ ତିିଆରି କଲେ ୧୨ ବର୍ଷର ବାଳକ, ଆବର୍ଜନା ପୂରଣ ହେଲେ ଖାଲି କରିବାକୁ ପଠାଇବ ସନ୍ଦେଶ

ହାଇଦ୍ରାବାଦର ମହମ୍ମଦ ହସନ ନାମକ ଜଣେ ୧୨ ବର୍ଷୀୟ ବାଳକ ଏକ ସ୍ମାର୍ଟ ଡଷ୍ଟବିନ୍‌ ତିଆରି କରିଛନ୍ତି। ଏହି ଡଷ୍ଟବିନ୍‌ର ଖାସ୍‌ କଥା ହେଲା ଆବର୍ଜନା ପୂରିଯିବା ପରେ ଖାଲି କରିବାକୁ ସନ୍ଦେଶ ପଠାଇବ। ଏହାକୁ ଓ୍ବାଇ-ଫାଇରେ ସଂଯୋଗ କରାଯାଇପାରିବ।...

ଛପନ ଭୋଗରେ ଭାରତୀୟ ସଂସ୍କୃତିର ଝଲକ

ସମଗ୍ର ଭାରତରେ ଶୁକବ୍ରାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ବହୁ ଧୁମଧାମରେ ପାଳିତ ହେଉଛି। ରାଜ୍ୟର ବିଭିନ୍ନ ମନ୍ଦିର, ଅନୁଷ୍ଠାନ ଓ ସ୍କୁଲରେ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ କୁନି କୁନି ପିଲାଙ୍କୁ ଶ୍ରୀକୃଷ୍ଣ ଓ ରାଧା ବେଶରେ ଦେଖିବାକୁ...

ଇଟାଲୀ ବୁଲିବାକୁ ଯାଉଥିଲେ ଭୁଲରେ କରନ୍ତୁନି ଏହି କାମ, ନଚେତ୍‌ ହୋଇଯିବ ଜେଲ୍‌

ଏମିତି କିଛି ଦେଶ ଅଛି, ଯେଉଁଠି ଭିନ୍ନ ଭିନ୍ନ କଟକଣା ରହିଛି। ସେସବୁ ସ୍ଥାନ ବୁଲିବା ପାଇଁ ଯିବା ପୂର୍ବରୁ ସମସ୍ତ ବିଷୟରେ ଭଲଭାବେ ଅବଗତ ହୋଇ ଯିବା ଜରୁରୀ। ନଚେତ୍‌ ନିୟମ ଯୋଗୁ ଆପଣ ଫସିଯିବେ। ଏଇ ଯେମିତି...

ଏମିତି ସହର, ଦେଖିବାକୁ ଶିବଲିଙ୍ଗ ଆକାରର

ବିଶ୍ୱରେ ଏମିତି ଏକ ସହର ରହିଛି ଯାହା ଦେଖିବାକୁ ପୂରା ଶିବଲିଙ୍ଗ ଆକାରର। ଶୁଣିବାକୁ ଅଡୁଆ ଲାଗୁଥିଲେ ବି ସତ। ଏମିତି ଏକ ସହର ହେଉଛି ୟୁରୋପର ଭାଟିକାନ୍‌ ସିଟି ବା ସହର। ଏହା ଦେଖିବାକୁ ଅବିକଳ ‘ଶିବଲିଙ୍ଗ’ ଆକାରର।...

ବିଶ୍ୱର ସବୁଠୁ ଲମ୍ବା ଜିଭ ଥିବା ବ୍ୟକ୍ତି

ଦୁନିଆରେ ଏଭଳି କିଛି ଲୋକଙ୍କୁ ଦେଖିଥିବେ, ଯେଉଁମାନେ ନିଜର ଅଦ୍ଭୁତ କଳା କାର୍‌ନାମା ପାଇଁ ବିଶ୍ୱବାସୀଙ୍କୁ ଚକିତ କରି ରଖିଥାନ୍ତି। ଏମିତି ଜଣେ ବ୍ୟକ୍ତି ହେଲେ ନେପାଳର ଯଜ୍ଞ ବାହାଦୂର କଟୁୱାଲ୍‌। ଶୁଣିବାକୁ ମିଳୁଛି, ବ୍ୟକ୍ତିଙ୍କ ଜିଭ ଏତେ ଲମ୍ବା...

ବିଚିତ୍ର ପରମ୍ପରା: ଭିଲ୍‌ ଜନଜାତିର ଗବରି ପର୍ବ

ଉଦୟପୁର: ରାଜସ୍ଥାନର ମେବାର ଅଞ୍ଚଳରେ ରହନ୍ତି ଭିଲ ସମ୍ପ୍ରଦାୟର ଜନଜାତି। ଏମାନଙ୍କୁ ମାନବ ଜାତିର ସବୁଠୁ ପୁରୁଣା ଜାତି ବୋଲି କୁହାଯାଏ। ଏହି ସମ୍ପ୍ରଦାୟର ଲୋକମାନେ ଭାଦ୍ରବ ମାସରେ ଲୋକନୃତ୍ୟନାଟିକା ଗବରି ପାଳନ କରନ୍ତି। ବାଂସବାଡା,ଡୁଙ୍ଗରପୁର, ରାଜସମନ୍ଦ ଓ ଉଦୟପୁରର...

ରୂପକୁଣ୍ଡ କଙ୍କାଳର ରହସ୍ୟ ଜଣାପଡ଼ିଲା

ହାଇଦ୍ରାବାଦ:ହିମାଳୟରେ ବହୁ ପ୍ରାକୃତିକ ହ୍ରଦ ଓ କୁଣ୍ଡ ମଧ୍ୟରେ ରୂପକୁଣ୍ଡ ହ୍ରଦ ପୂରା ଭିନ୍ନ। ହିମାଳୟର ୫,୦୨୯ ମିଟର ଉଚ୍ଚରେ ଥିବା ଏହି ହ୍ରଦ ଭିତରେ ଓ ତା’ କୂଳରେ ମାନବ ଅସ୍ଥି କଙ୍କାଳ ସବୁ ପଡିରହିଛି। ଏଣୁ ଏହାକୁ...

ଘର ପାଖ ପାର୍କ ମାନସିକ ସ୍ବାସ୍ଥ୍ୟ ପାଇଁ ଭଲ

ଲଣ୍ଡନ: ସହରାଞ୍ଚଳରେ ଘର ପାଖରୁ ୩୦୦ ମିଟର ମଧ୍ୟରେ ପାର୍କ କିମ୍ବା ସବୁଜ ପରିବେଶ ରହିଲେ ତାହା ବ୍ୟକ୍ତିଙ୍କୁ ସୁଖଦ ଅନୁଭବ ଦେଇଥାଏ।ଏହାଦ୍ୱାରା ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଭଲ ରହେ ବୋଲି ଗବେଷକମାନେ କହିଛନ୍ତି। ଇଂଲଣ୍ଡର ବାର୍ଷିକ ଜନସଂଖ୍ୟା ସର୍ଭେରେ...

ପ୍ଲାଷ୍ଟିକମୁକ୍ତ ହେବ ଏଭରେଷ୍ଟ୍‌

କାଠମାଣ୍ଡୁ: ଏଭରେଷ୍ଟ୍‌ରେ ପ୍ଲାଷ୍ଟିକ ପ୍ରଦୂଷଣ ବୃଦ୍ଧି ପାଉଥିବାରୁ ଏହାକୁ ୨୦୨୦ ସୁଦ୍ଧା ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଏକ ଯୋଜନା ପ୍ରସ୍ତୁତ କରିଛି ଖୁମ୍ବୁ ପାସଙ୍ଗଲାମୁୁ ରୁରାଲ୍‌ ମ୍ୟୁନିସିପାଲିଟି(ସୋଲୁଖୁମ୍ବୁ ଜିଲା, ନେପାଳ)ର କାର୍ଯ୍ୟନିର୍ବାହୀ ପରିଷଦ । ସେଠାରେ ପ୍ଲାଷ୍ଟିିକ ବ୍ୟାଗ୍‌,ଷ୍ଟ୍ର,ସୋଡା ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri