ପବନରେ ଚାର୍ଜ ହେବ ସ୍ମାର୍ଟଫୋନ୍
ନୂଆଦିଲ୍ଲୀ:ଭାରତରେ ଓୟାରଲେସ ଚାର୍ଜିଂ ଟେକ୍ନୋଲୋଜିର ପ୍ରବେଶ ବେଶ୍ ଲୋକପ୍ରିୟ ହେବାରେ ଲାଗିଛି। କିନ୍ତୁ ଆଗାମୀ ବର୍ଷ ବଜାରରେ ଉପଲବ୍ଧ ହେବ ଓାୟାରଲେସ କ୍ୟୁ-୧ ଚାର୍ଜର ଯାହା ଅନ୍ୟ ଓ୍ବୟାରଲେସ ଚାର୍ଜର ଭଳି କାମ କରିବ। କିନ୍ତୁ ସ୍ମାର୍ଟଫୋନ ଏହି କ୍ୟୁ-୧ ଚାର୍ଜର୍କୁ…
ଗ୍ରହଦୋଷ ଖଣ୍ଡନ ପାଇଁ ହେଲା କୁକୁର ବାହାଘର
ବାରାଣସୀ,୧।୯: କୁକୁର ବିବାହ କଥା ଶୁଣିଲେ କଥାଟା ଟିକେ ଅଡୁଆ ଲାଗୁଛି ସତ। ହେଲେ ନିକଟରେ ବାରାଣସୀରେ ଏମିତି ଏକ ବିବାହ ଦେଖିବାକୁ ମିଳିଛି। ଆଲ୍ଲାହାବାଦ ବା ପ୍ରୟାଗରାଜଠାରୁ ୫୦ କିଲୋମିଟର ଦୂର କୋରାଓ ଗାଁରେ ଦେଖିବାକୁ ମିଳିଛି ଏହି ନିଆରା…
ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି
ଆସିଯାଇଛି ପାର୍ବଣର ଋତୁ । ବିଗ୍ରହଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ପୂଜା ମଣ୍ଡପରେ ଜମେ ଉତ୍ସବର ମାହୋଲ । ତେବେ ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରି ନିର୍ମିତ ହେଉଥିବା ମୂର୍ତ୍ତି ନଦୀ ବା ସମୁଦ୍ରରେ ବିସର୍ଜନ କରିବା ପରେ ଏହାର…
ରାଶି ଅନୁଯାୟୀ ଗଣେଶଙ୍କ ପୂଜା
ମେଷ: ଏ ରାଶିର ବ୍ୟକ୍ତିମାନେ ନାଲିରଙ୍ଗର ଗଣେଶ ମୂର୍ତ୍ତି ପୂଜା କରି ଲଡୁ, ଗୁଡ଼ ଭୋଗ ଲଗାନ୍ତୁ। ବୃଷ: ଏ ରାଶିର ବ୍ୟକ୍ତି ଧଳା ରଙ୍ଗର ମୂର୍ତ୍ତି ପୂଜା କରି ମୋଦକ, ମିଶ୍ରି, ଲଡୁଭୋଗ ଲଗାନ୍ତୁ। ମିଥୁନ: ଏ ରାଶିର ବ୍ୟକ୍ତି…
ଫୋଲ୍ଡ ହୋଇପାରୁଥିବା ଇ-ବାଇକ୍
ବଢ଼ିଚାଲିଥିବା ପ୍ରଦୂଷଣକୁ ରୋକିବା ଲାଗି ଏବେ ଇ-ବାଇକ୍ ଓ କାର୍କୁ ଗୁରୁତ୍ୱ ଦିଆଯାଉଛି। ଏହାର ବ୍ୟବହାର ଯେମିତି ବହୁଳଭାବେ ହେବ ସେଥିପାଇଁ ସରକାର ମଧ୍ୟ ବିଭିନ୍ନ ଯୋଜନା କରୁଛନ୍ତି। ଏବେକାର ଏହି ଆବଶ୍ୟକତାକୁ ନଜରରେ ରଖି ‘ସ୍ମାଡୋ ଲାବ୍ସ’ ନାମକ ଏକ…
ଶ୍ରୀଗଣେଶଙ୍କୁ ନେଇ ରେକର୍ଡ
ସେ ହେଉଛନ୍ତି ଅଗ୍ରପୂଜ୍ୟ, ବିଘ୍ନହର୍ତ୍ତା। ତେଣୁ ସବୁଠି ପ୍ରଭୁ ଶ୍ରୀଗଣେଶ ପୂଜା ପାଆନ୍ତି। କେବଳ ଭାରତରେ ନୁହେଁ, ବିଦେଶ ମାଟିରେ ବି ତାଙ୍କର ହୁଏ ପୂଜା। ଶ୍ରୀଲଙ୍କା, ଥାଇଲାଣ୍ଡ, ବାଂଲାଦେଶ, ନେପାଳରେ ଅଛନ୍ତି ତାଙ୍କର ଅନେକ ଭକ୍ତ। ସେମିତି ଭକ୍ତ ହେଉଛନ୍ତି…
କୁନି ମୁଣ୍ଡର ସୁରକ୍ଷା କବଚ ଏଇ ବ୍ୟାକ୍ପ୍ୟାକ୍
କୁନି ପିଲାଟି ବସିବା ଆରମ୍ଭ କଲେ ଅବା ଟଳମଳ ପାଦ ପକାଇ ଚାଲିବା ଆରମ୍ଭ କଲେ ମା’ବାପାଙ୍କୁ ବହୁତ ଖୁସି ଲାଗେ। ହେଲେ ଡର ଥାଏ ବସିବା ସମୟରେ ଓ କୁନି କୁନି ପାଦରେ ଚାଲୁ ଚାଲୁ କାଳେ ପଡ଼ିଯିବ। ଆଉ…
୪୭ବର୍ଷ ପୁରୁଣା ଜୋତାର ମୂଲ୍ୟ ୩ କୋଟି
ଜୋତା ପୁରୁଣା ହୋଇଗଲା ପରେ ତା’ର ସ୍ଥାନ ଅଳିଆଗଦା ହୋଇଥାଏ। ଯେତେ ଦାମୀ ହେଲେ ହେଁ ପୁରୁଣା ଚିରାଫଟା ଜୋତାକୁ କେହି ପାଦରେ ପିନ୍ଧିବାକୁ ଚାହାନ୍ତି ନାହିଁ। କିନ୍ତୁ ନିକଟରେ ନ୍ୟୁୟର୍କର ସୋଦବୀ ଅକ୍ସନ ହାଉସ୍ରେ ହୋଇଥିବା ନିଲାମୀରେ ୪୭ ବର୍ଷ…
ପର୍ଯ୍ୟଟନ: ବେଲଖଣ୍ଡିର ଐତିହାସିକ ଧବଳେଶ୍ୱର ପୀଠ
ତେଲ ନଦୀ ଓ ଉତ୍ତେଇ ନଦୀର ସଂଗମସ୍ଥଳରେ ଏହି ପବିତ୍ର ପୀଠ ଅବସ୍ଥିତ। ଏଠାରେ ପୂଜା ପାଉଥିବା ଶିବଲିଙ୍ଗ ହେଉଛନ୍ତି ସ୍ବୟମ୍ଭୁ। ପ୍ରତ୍ୟକ୍ଷ ଦେବତାଭାବେ ତାଙ୍କର ରହିଛି ଅନେକ ଖ୍ୟାତି… କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବେଲଖଣ୍ଡିଠାରେ ରହିଛି ଐତିହାସିକ…
ଚିନ୍ମୟ ଚିନ୍ତନ: ହର୍ ଗୁଣ୍ ଫେଡ୍ ମିଶା..
ମନୁଷ୍ୟ ଜୀବନରେ ଲାଭ ମିଳିବ ସେତିକିବେଳେ ଯେତେବେଳେ ସେ ଗୋବିନ୍ଦଙ୍କ ଶରଣାପନ୍ନ ହେବ। ଜୀବ ମିଶିବ ପରମାତ୍ମାଙ୍କ ସହ। ତେଣୁ ଶେଷରେ ରହିଲା ‘ମିଶା’ ବା ମିଶାଣ। ତେବେ ଆମେ ‘ହରିବା’ କ’ଣ? ଶ୍ରୀ ସନ୍ନ୍ୟାସୀ ହର୍ ଗୁଣ୍ ଫେଡ୍ ମିଶା,…
ପ୍ରଥମ ଦରମା ଟଙ୍କାରେ ପ୍ୟାଣ୍ଟଶାର୍ଟ କିଣିଥିଲି: ଶିକ୍ଷାବିତ୍ ଡ. ନୀଳାଦ୍ରି ଭୂଷଣ ହରିଚନ୍ଦନ
ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ଗୋଡ଼ିଝର ଗାଁର ଏକ ପ୍ରତିଷ୍ଠିତ ପରିବାରରେ ମୋ ଜନ୍ମ। ଗାଁ ସ୍କୁଲ୍ରୁ ପ୍ରାଥମିକ ଶିକ୍ଷା ସମାପ୍ତ କରି ଗୋଦାବରୀଶ ବିଦ୍ୟାପୀଠରେ ପଢ଼ି ୧୯୬୩ରେ ଏକାଦଶ ଶ୍ରେଣୀ ପାସ୍ କରିଥିଲି। ତା’ପରେ ପୁରୀ ଏସ୍.ସି.ଏସ୍. କଲେଜରେ…
ଏମିତି ବିଶ୍ୱାସ: ଗଛରେ ପଘା ବାନ୍ଧନ୍ତି ମାନସିକଧାରୀ
କୌଣସି ବ୍ୟକ୍ତିଙ୍କ ଗୋରୁ ହଜିଯାଇଛି, ତେବେ ମା’ଙ୍କୁ ପୂଜାକରି ଏହି ଗଛରେ ଏକ ପଘାବାନ୍ଧିଲେ କୁଆଡ଼େ ହଜିଯାଇଥିବା ଗୋରୁ ଘରକୁ ଫେରୁଥିବାର ବିଶ୍ୱାସ କରନ୍ତି ଗାଁର ଲୋକମାନେ। କାଳକ୍ରମେ ଲୋକଙ୍କ ସହଯୋଗରେ ସେହି ସ୍ଥାନକୁ ଏକ ପକ୍କା ରାସ୍ତା ନିର୍ମାଣ କରାଯିବା…
Archives


