ଫୁରସତ

ବିଶ୍ୱର ରହସ୍ୟମୟ ସ୍ଥାନ : ଯେଉଁଠି ଏଲିଅନ୍‌ଙ୍କୁ ବନ୍ଧନ ରଖାଯାଇଛି, ମୁକ୍ତ କରିବାକୁ ଯାଉଛି ଏହି କମ୍ପାନୀ

ବିଶ୍ୱରେ ଏମିତି କିଛି ରହସ୍ୟମୟ ସ୍ଥାନ ରହିଛି, ଯାହା ସମ୍ପର୍କରେ ଲୋକେ ଆଜି ପର୍ଯ୍ୟନ୍ତ ଜାଣିନାହାନ୍ତି। ସେହିପରି ଏକ ରହସ୍ୟମୟ ସ୍ଥାନ ହେଉଛି ‘ଏରିଆ ୫୧’। ନାଁ ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା? ତେବେ ଆସନ୍ତୁ ଜାଣିବା ଏହି ସ୍ଥାନ ସମ୍ପର୍କରେ……

ନିଜ ମୃତ୍ୟୁ ପ୍ରମାଣପତ୍ର ନେଇ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଲେ ଯୁବକ

ହାପୁଡ: କୁହାଯାଏ ପେଟ ପାଇଁ ସବୁ ନାଟ। ଏଭଳି ଏକ ନାଟ ଦେଖିବାକୁ ମିଳଛି ଉତ୍ତରପ୍ରଦେଶ ହାପୁଡ଼ ଜିଲାରେ । ବଡ଼ଭାଇଙ୍କ ନାଁରେ ସାନ ଭାଇ ଚାକିରି କରିବା ଓ ସାନଭାଇର ମୃତ୍ୟୁ ପରେ ବଡ଼ଭାଇଙ୍କ ମୃତ୍ୟୁ ପ୍ରମାଣପତ୍ର ମାଧ୍ୟମରେ କ୍ଷତିପୂରଣ…

ଅଧିକ ବୁଦ୍ଧିମାନ ହୁଅନ୍ତି ରାତିରେ ଡେରିରେ ଶୋଉଥିବା ଲୋକେ…

ବୌଦ୍ଧିକସ୍ତର ବ୍ୟକ୍ତିର ଖାଦ୍ୟ ଗ୍ରହଣଶୈଳୀ ଶୋଇବା ସମୟ ଉପରେ ନିର୍ଭର କରେ ବୋଲି ପୂର୍ବରୁ କୁହାଯାଉଥିଲା। ତେବେ ବିଳମ୍ବିତ ରାତିରେ ଶୋଉଥିବା ଲୋକେ ଅଧିକ ବୁଦ୍ଧିମାନ ବୋଲି ସମ୍ପ୍ରତି ମିସିଗାନ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରାତି ୧୧ଟାରୁ…

ପାଣି ଭିତରେ ପ୍ରେମିକାଙ୍କୁ ପ୍ରପୋଜ୍‌ କରୁଥିବା ବେଳେ ବୁଡ଼ିଗଲେ ପ୍ରେମିକ

ପ୍ରେମିକମାନେ ପ୍ରେମିକାଙ୍କ ସମ୍ମୁଖରେ ନିଜ ଭଲପାଇବାକୁ ପ୍ରକାଶ କରିବା ସହ ନିଜର ଜୀବନସାଥୀ କରିବାକୁ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଆଉ ନିଜ ଆଡକୁ ଆକର୍ଷିତ କରିବା ପାଇଁ ନିଆରା ସ୍ଥାନ ଓ ଢ଼ଙ୍ଗରେ ପ୍ରପୋଜ୍‌ ମଧ୍ୟ କରିଥାନ୍ତି। ହେଲେ ବେଳେ…

୧ ଗ୍ରାମ୍‌ ମାଛକୁ ହୋଇଥିଲା ଟ୍ୟୁମର: ୯ ହଜାର ଖର୍ଚ୍ଚକରି ଅପରେଶନ କଲେ ମାଲିକ

ଇଂଲଣ୍ଡର ବ୍ରିଷ୍ଟୋଲସ୍ଥିତ ଭେଟ୍‌ସ ଭେଟେରିନାରି ହସ୍ପିଟାଲର ଡା. ଏକ ମାଛର ଅପରେଶନ କରି ପେଟରୁ ଟ୍ୟୁମର ବାହାର କରିଛନ୍ତି। ମାଛର ଓଜନ ୧ ଗ୍ରାମ ହେବ। ପାଖାପାଖି ୪୦ ମିନିଟ ଅପରେଶନ ପରେ ମାଛଟି ସୁସ୍ଥ ହୋଇଛି। ଏହା ହେଉଛି ସର୍ଜରୀ…

‘ସ୍କୁଲ ଷ୍ଟ୍ରାଇକ୍‌ ଫର୍‌ କ୍ଲାଇମେଟ୍‌’ର ସ୍ରଷ୍ଟା ଗ୍ରେଟା

ଷ୍ଟକ୍‌ହୋମ: ୨୦୧୮ ଅଗଷ୍ଟ ୨୦। ଖରାଛୁଟି ପରେ ଖୋଲିଥିଲା ସ୍କୁଲ। ସ୍ବିଡେନ ପାର୍ଲାମେଣ୍ଟ ସମ୍ମୁଖରେ ଏକାକୀ ଛିଡ଼ା ହୋଇଥିଲେ ଜଣେ ସ୍କୁଲ ଛାତ୍ରୀ। ହାତରେ ଧରିଥିଲେ ପ୍ଲାକାର୍ଡ, ଯେଉଁଥିରେ ଦର୍ଶାଯାଇଥିଲା ‘ସ୍କୁଲ ଷ୍ଟ୍ରାଇକ୍‌ ଫର୍‌ କ୍ଲାଇମେଟ୍‌’। ଖୁବ୍‌ ସଂକ୍ଷିପ୍ତ ଭାବେ ଲେଖାଯାଇଥିବା…

ଏହି ଦେଶରେ ରହିଛି ସମୁଦ୍ର ମନ୍ଥନରେ ମିଳିଥିବା ଅମୃତ କଳସ

ଇଣ୍ଡୋସେନିଆର ଏକ ମନ୍ଦିରରେ ସମୁଦ୍ର ମନ୍ଥନ ସମୟରେ ମିଳିଥିବା ଅମୃତ କଳସ ଥିବା କୁହାଯାଉଛି। କଂଡି ସୁକୁହ ନାମକ ଏହି ମନ୍ଦିରରେ ଏମିତି ଏକ କଳସ ରହିଛି ଯାହା ଭିତରେ ଥିବା ଦ୍ରବ୍ୟ ହଜାର ହଜାର ବର୍ଷ ହେବ ରହିଥିଲେ ବି…

ଅଣ୍ଡରଓ୍ବାଟର ସେଲ୍‌ଫି ବଦଳାଇ ଦେଲା ପରିତ୍ୟକ୍ତ ପୋଖରୀର ରୂପ, ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଦୀଘବର୍ଷ ଧରି ପରିତ୍ୟକ୍ତ ଭାବେ ପଡ଼ି ରହିଥିବା ଏକ ପୋଖରୀ ଏବେ ପର୍ଯ୍ୟଟନସ୍ଥଳୀ ଭାବେ ଲୋକପ୍ରିୟତା ଅର୍ଜନ କରିବାରେ ଲାଗିଛି। ଲୋକେ ଏଠାରେ ଅଣ୍ଡର ଓ୍ବାଟର ସେଲ୍‌ଫି ନେଇ ଏହାର ରୂପ ରଙ୍ଗ ବଦଳି ଗଲା। ଖାଲି ରୂପ ରଙ୍ଗ ବଦଳିନି,…

ମା’ଙ୍କ ପାଇଁ ଅଗାଧୁଆରେ ୪୦ ଦିନ

ଭିଲ୍‌ଓ୍ବାଡ଼ା : ହିନ୍ଦୁ ସମାଜରେ ଈଶ୍ୱରଙ୍କ ଆରାଧନାକୁ ପବିତ୍ର ମନେକରାଯାଏ। ବେଶ୍‌ ଶୁଦ୍ଧପୂତ ଭାବେ ଶ୍ରଦ୍ଧାଳୁ ଦେବଦେବୀଙ୍କ ଆବାହନ କରିଥାନ୍ତି। ହେଲେ ରାଜସ୍ଥାନ ଭିଲ ସମ୍ପ୍ରଦାୟ ପକ୍ଷରୁ ପାଳନ କରାଯାଉଥିବା ଗୌରଜ୍ୟା ମା’ଙ୍କ ପୂଜା ଉତ୍ସବରେ ଭାଗ ନେଉଥିବା ମାନସିକଧାରୀମାନେ ୪୦ଦିନ…

୮୮ ପୃଷ୍ଠାର ଏଫ୍‌ଆଇଆର୍‌: ଲେଖି ଲେଖି ପୋଲିସ ନୟାନ୍ତ

ଡେରାଡୁନ୍‌: ଗୋଟିଏ କି ଦୁଇଟି ନୁହେଁ, ପୂରା ୮୮ ପୃଷ୍ଠାର ଏଫ୍‌ଆଇଆର (ଫାଷ୍ଟ ଇନ୍‌ଫର୍ମେଶନ ରିପୋର୍ଟ)। ଆଶ୍ଚର୍ଯ୍ୟ ଲାଗୁଛି ନା! ହଁ, ଦେଶର ସବୁଠାରୁ ଲମ୍ବା ଏଫ୍‌ଆଇଆର୍‌ ଲେଖାଚାଲିଛି ଉତ୍ତରାଖଣ୍ଡ କାଶୀପୁର ଜିଲା କୋତଓ୍ବାଲି ଥାନାରେ। ଇତିମଧ୍ୟରେ ୪ଦିନ ବିତିଗଲାଣି। ଏହାକୁ…

ଦୁନିଆର ସବୁଠାରୁ ଭୟଙ୍କର ଭାଇରସ୍‌: ମାତ୍ର ୩୬ଘଣ୍ଟାରେ ନେବ ୮କୋଟିଙ୍କ ଜୀବନ

ଓ୍ବାଶିଂଟନ୍‌,୨୦।୯: ବିଶ୍ୱ ସମ୍ମୁଖରେ ଏକ ବଡ଼ ଚ୍ୟାଲେଞ୍ଜ ଆସିବାକୁ ଯାଉଛି। ଯାହା ଲୋକଙ୍କ ପାଇଁ ବହୁ ଭୟଙ୍କର ସାବ୍ୟସ୍ତ ହେବ। ଆଉ ଏହି ଚ୍ୟାଲେଞ୍ଜର ନାଁ ହେଉଛି ଭାଇରସ୍‌। ଏହି ଭାଇରସ୍‌ ଆସିବାର ୩୬ଘଣ୍ଟା ମଧ୍ୟରେ ପୂରା ବିଶ୍ୱରେ ଏହା ବ୍ୟାପିଯିବ।…

କ୍ୟାନ୍‌ସର ପୀଡ଼ିତାଙ୍କ ବିଶ୍ୱ ରେକର୍ଡ

ଲଣ୍ଡନ: ଜୀବନରେ ଅସମ୍ଭବ ବୋଲି କିଛି ନାହିଁ। ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳ ଥିଲେ ସବୁକିଛି ସମ୍ଭବ। କାରଣ କ୍ୟାନସର ଭଳି ମାରାତ୍ମକ ରୋଗରେ ପୀଡ଼ିତ ହୋଇ, ସେଥିରୁ ମୁକୁଳି, ପୁଣି ନିଜ ଜୀବନର ଲକ୍ଷ୍ୟ ପୂରଣ କରିବା ଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?