ସବୁଠାରୁ ଧନୀ ଗଣେଶ
ମୁମ୍ବାଇ,୨।୯: ସମଗ୍ର ଦେଶରେ ସୋମବାର ଗଣେଶ ପୂଜା ପାଳନ କରାଯାଇଛି। ଏନେଇ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ମୁମ୍ବାଇର ବଡ଼ ପର୍ବ ଭାବେ ଜଣାଶୁଣା ଗଣେଶ ପୂଜା ବହୁ ଆଡମ୍ବରରେ ପାଳନ କରାଯାଇଛି। ବାଲଗଙ୍ଗାଧର ତିଲକଙ୍କ ଦ୍ୱାରା ଏହି ପର୍ବର…
ଏଠି ଦ୍ୱିତୀୟ ବିବାହ ଗ୍ରହଣଯୋଗ୍ୟ
ଭାରତରେ ଦ୍ୱିତୀୟ ବିବାହ ଆଇନ ସମ୍ମତ ନୁହେଁ। ପ୍ରଥମ ସ୍ତ୍ରୀ ଥିବା ପର୍ଯ୍ୟନ୍ତ ଜଣେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ହେଲେ ରାଜସ୍ଥାନ ବାଡମେର ଜିଲା ଦେରାସର ଗାଁରେ ଥିବା ପରମ୍ପରା ସମସ୍ତଙ୍କୁ ଚମକାଇ ଦିଏ। ଏଠାରେ ମୁସଲମାନ ସମ୍ପ୍ରଦାୟର ୭୦ଟି…
ପିଲାଦିନରୁ ମୋବାଇଲ୍ରେ ଖେଳୁଥିଲେ ଗେମ୍, ଏବେ ଏମିତି ହେଲା ଅବସ୍ଥା
ମ୍ୟାସାଚୁଏଟ୍ସରେ ରହୁଥିବା ଜ୍ୟାକବ୍ ପିନାଙ୍କ ଆଙ୍ଗୁଠି ପିଲାଦିନରୁ ଠିକ୍ଠାକ୍ ଥିଲା। ପରେ ସେ ମୋବାଇଲରେ ଗେମ୍ ଖେଳିବାରେ ଏତେ ସମୟ କାଟୁଥିଲେ କି, ଯାହା ପରବର୍ତ୍ତୀ ସମୟରେ ତାଙ୍କୁ ଅଡୁଆରେ ପକାଇଛି। କାରଣ ତାଙ୍କର ହାତ ଆଙ୍ଗୁଠି ବର୍ତ୍ତମାନ ଖୁବ୍ ବଢ଼ି…
ଆଜି ଗଣେଶ ଚତୁର୍ଥୀ: ରାଶି ଅନୁସାରେ ଭୋଗ ଲଗାନ୍ତୁ, ମିଳିବ ମହାବରଦାନ
ଆଜି ସାରା ଦେଶରେ ଗଣେଶ ଚତୁର୍ଥୀ ବହୁ ଧୂମ୍ଧାମ୍ ପାଳନ କରାଯାଉଛି। ପ୍ରଭୁ ଗଣେଶଙ୍କ ଆବାହନ ଲାଗି ଚାରିଆଡେ ଭିଡ ଜମିଛି। ତେବେ ରାଶି ଅନୁସାରେ ଗଣେଶଙ୍କୁ ଭୋଗ ଲଗାଇଲେ ମନସ୍କାମନା ପୂରଣ ହେବ ବୋଲି ବିଧି ଅଛି। ଜାଣନ୍ତୁ କେଉଁ…
ପ୍ରଥମ ଦେଖାରେ ପୁଅଙ୍କ କେଉଁ ବ୍ୟବହାର ପ୍ରେମିକାଙ୍କୁ ପ୍ରଭାବିତ କରିଥାଏ, ଜାଣନ୍ତୁ..
ପହିଲି ପ୍ରେମର ପ୍ରଥମ ଦେଖା ପ୍ରେମିକାପ୍ରେମିକଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ ତାହା ସବୁଦିନ ପାଇଁ ମନରେ ରହିଯାଏ। ତେବେ ଏହି ପ୍ରଥମ ଦେଖାରେ ଝିଅମାନେ ପୁଅଙ୍କ…
ଅଦରକାରୀ ପାର୍ଟସ୍ରୁ ବାଇକ୍: ଦାମ୍ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ
ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍କୁ ଲକ୍ଷ୍ୟ କଲେ ବାଇକ୍ ଚଲାଇବା ଯୁବପିଢିକୁ କଷ୍ଟକର ହୋଇଯିବ। ଏହି ସମସ୍ୟାର ସହଜ ସମାଧାନ କରିବା ଲାଗି…
ପବନରେ ଚାର୍ଜ ହେବ ସ୍ମାର୍ଟଫୋନ୍
ନୂଆଦିଲ୍ଲୀ:ଭାରତରେ ଓୟାରଲେସ ଚାର୍ଜିଂ ଟେକ୍ନୋଲୋଜିର ପ୍ରବେଶ ବେଶ୍ ଲୋକପ୍ରିୟ ହେବାରେ ଲାଗିଛି। କିନ୍ତୁ ଆଗାମୀ ବର୍ଷ ବଜାରରେ ଉପଲବ୍ଧ ହେବ ଓାୟାରଲେସ କ୍ୟୁ-୧ ଚାର୍ଜର ଯାହା ଅନ୍ୟ ଓ୍ବୟାରଲେସ ଚାର୍ଜର ଭଳି କାମ କରିବ। କିନ୍ତୁ ସ୍ମାର୍ଟଫୋନ ଏହି କ୍ୟୁ-୧ ଚାର୍ଜର୍କୁ…
ଗ୍ରହଦୋଷ ଖଣ୍ଡନ ପାଇଁ ହେଲା କୁକୁର ବାହାଘର
ବାରାଣସୀ,୧।୯: କୁକୁର ବିବାହ କଥା ଶୁଣିଲେ କଥାଟା ଟିକେ ଅଡୁଆ ଲାଗୁଛି ସତ। ହେଲେ ନିକଟରେ ବାରାଣସୀରେ ଏମିତି ଏକ ବିବାହ ଦେଖିବାକୁ ମିଳିଛି। ଆଲ୍ଲାହାବାଦ ବା ପ୍ରୟାଗରାଜଠାରୁ ୫୦ କିଲୋମିଟର ଦୂର କୋରାଓ ଗାଁରେ ଦେଖିବାକୁ ମିଳିଛି ଏହି ନିଆରା…
ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି
ଆସିଯାଇଛି ପାର୍ବଣର ଋତୁ । ବିଗ୍ରହଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ପୂଜା ମଣ୍ଡପରେ ଜମେ ଉତ୍ସବର ମାହୋଲ । ତେବେ ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରି ନିର୍ମିତ ହେଉଥିବା ମୂର୍ତ୍ତି ନଦୀ ବା ସମୁଦ୍ରରେ ବିସର୍ଜନ କରିବା ପରେ ଏହାର…
ରାଶି ଅନୁଯାୟୀ ଗଣେଶଙ୍କ ପୂଜା
ମେଷ: ଏ ରାଶିର ବ୍ୟକ୍ତିମାନେ ନାଲିରଙ୍ଗର ଗଣେଶ ମୂର୍ତ୍ତି ପୂଜା କରି ଲଡୁ, ଗୁଡ଼ ଭୋଗ ଲଗାନ୍ତୁ। ବୃଷ: ଏ ରାଶିର ବ୍ୟକ୍ତି ଧଳା ରଙ୍ଗର ମୂର୍ତ୍ତି ପୂଜା କରି ମୋଦକ, ମିଶ୍ରି, ଲଡୁଭୋଗ ଲଗାନ୍ତୁ। ମିଥୁନ: ଏ ରାଶିର ବ୍ୟକ୍ତି…
ଫୋଲ୍ଡ ହୋଇପାରୁଥିବା ଇ-ବାଇକ୍
ବଢ଼ିଚାଲିଥିବା ପ୍ରଦୂଷଣକୁ ରୋକିବା ଲାଗି ଏବେ ଇ-ବାଇକ୍ ଓ କାର୍କୁ ଗୁରୁତ୍ୱ ଦିଆଯାଉଛି। ଏହାର ବ୍ୟବହାର ଯେମିତି ବହୁଳଭାବେ ହେବ ସେଥିପାଇଁ ସରକାର ମଧ୍ୟ ବିଭିନ୍ନ ଯୋଜନା କରୁଛନ୍ତି। ଏବେକାର ଏହି ଆବଶ୍ୟକତାକୁ ନଜରରେ ରଖି ‘ସ୍ମାଡୋ ଲାବ୍ସ’ ନାମକ ଏକ…
ଶ୍ରୀଗଣେଶଙ୍କୁ ନେଇ ରେକର୍ଡ
ସେ ହେଉଛନ୍ତି ଅଗ୍ରପୂଜ୍ୟ, ବିଘ୍ନହର୍ତ୍ତା। ତେଣୁ ସବୁଠି ପ୍ରଭୁ ଶ୍ରୀଗଣେଶ ପୂଜା ପାଆନ୍ତି। କେବଳ ଭାରତରେ ନୁହେଁ, ବିଦେଶ ମାଟିରେ ବି ତାଙ୍କର ହୁଏ ପୂଜା। ଶ୍ରୀଲଙ୍କା, ଥାଇଲାଣ୍ଡ, ବାଂଲାଦେଶ, ନେପାଳରେ ଅଛନ୍ତି ତାଙ୍କର ଅନେକ ଭକ୍ତ। ସେମିତି ଭକ୍ତ ହେଉଛନ୍ତି…
Archives


