ଫୁରସତ

ଆସୁଛି ଆଉ ଏକ ମହାପ୍ରଳୟ

ନ୍ୟୁୟର୍କ: ଆଜକୁ ୨୬୦ ମିଲିଅନ ଅର୍ଥାତ୍‌ ପାଖାପାଖି ୨୬ କୋଟି ବର୍ଷ ପୂର୍ବେ ପୃଥିବୀ ସାମୂହିକ ବିନାଶର ବା ମହାପ୍ରଳୟର ସମ୍ମୁଖୀନ ହୋଇଥିଲା। ସେ ସମୟରେ ପୃଥିତ୍ବୀ ଜୀବଜନ୍ତୁ ବିହୀନ ହୋଇଯାଇଥିଲା। ଏହାସହ ଭୂଗର୍ଭ ତଥା ବାହ୍ୟ କାରଣ ଯୋଗୁ ୬ଥର…

ଆଧାର କାର୍ଡ ନ ଥିଲେ ମନ୍ଦିର ଯିବା ମନା

ମହୀଶୂର:ଆଧାର କାର୍ଡ ନ ଥିଲେ କର୍ନାଟକ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟରେ ଥିବା ମା’ ହୁଲିୟମ୍ମା ବେଟାଙ୍କ ଦର୍ଶନ କରିବାକୁ ଅନୁମତି ମିଳେନାହିଁ। ଜଙ୍ଗଲ ଆଖପାଖରେ ରହୁଥିବା ଲୋକମାନେ ମା’ଙ୍କ ପାଖକୁ ଗଲାବେଳେ ବନ ବିଭାଗ ଯାଞ୍ଚର ସମ୍ମୁଖୀନ ହୁଅନ୍ତି। ଆଧାରକାର୍ଡ କିମ୍ବା…

ସ୍ମାର୍ଟଫୋନ୍‌କୁ ସାବଧାନ..

ଦିନରେ ଅଧଘଣ୍ଟା ଧରି ଫୋନ୍‌ରେ ଗପିଲେ ବ୍ରେନ୍‌ ଟ୍ୟୁମର ହେବ ବୋଲି ଆମେରିକାରେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଏହା ଦ୍ୱାରା ଆଖି ଉପରେ ଖରାପ ପ୍ରଭାବ ପଡ଼ିବା ସହିତ ଅନିଦ୍ରା ଆଦି ରୋଗ ସୃଷ୍ଟି ହୋଇଥାଏ। ଏହାଦ୍ୱାରା…

୭୫ ବର୍ଷ ବୟସରେ ଡ୍ରାଇଭିଂ ଲାଇସେନ୍ସ କଲେ ମହିଳା

ଅ.େଷ୍ଟ୍ରଲିଆର ପିଲବରା ଅଞ୍ଚଳରେ ଥିବା ହେଡଲ୍ୟାଣ୍ଡରେ ରହନ୍ତି ବିନ୍ନି ଶୌମ୍ପି। ବୟସ ୭୫ ବର୍ଷ। ଏହି ବୟସରେ ସେ ଏବେ ଡ୍ରାଇଭିଂ ଲାଇସେନ୍ସ କରି ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ସେ ଡ୍ରାଇଭିଂ ଲାଇସେନ୍ସ କରିଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହୋଇଥିଲା।…

ଔଷଧ ନୁହେଁ ଦେହରେ ନିଆଁ ଲଗାଇ କରାଯାଏ ରୋଗର ଚିକିତ୍ସା

ଔଷଧ ତଥା ଚେରମୂଳି ଦ୍ୱାରା ରୋଗର ଚିକିତ୍ସା କରାଯାଉଥିବା ସମସ୍ତେ ଜାଣନ୍ତି। ହେଲେ ଦେହରେ ନିଆଁ ଲଗାଇ ରୋଗର ଚିକିତ୍ସା କରାଯାଉଥିବା ବିଷୟରେ କେବେ ଶୁଣିଛନ୍ତି? ହୁଏତ ନା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଚୀନ୍‌ରେ ୧୦୦ରୁ ଊର୍ଦ୍ଧ୍ୱ ବର୍ଷ…

ଏପରି ହସ୍ପିଟାଲ, ଯେଉଁଠି ରାତି ହେଲେ ଶୁଣିବାକୁ ମିଳେ ବିକଟାଳ ଶବ୍ଦ

ରୋଗ ହେଲେ ଲୋକେ ହସ୍ପିଟାଲକୁ ଯାଇଥାନ୍ତି ଚିକିତ୍ସା ପାଇଁ । ମାତ୍ର ଏମିତି ଏକ ହସ୍ପିଟାଲ ରହିଛି, ଯେଉଁଠି ରାତି ହେଲେ ବିକଟାଳ ଶବ୍ଦ ଶୁଣିବାକୁ ମିଳିଥାଏ। ଭୂତ-ପ୍ରେତଃ ଅଛନ୍ତି ବୋଲି ଅଧିକାଂଶ ବିଶ୍ୱାସ କରନ୍ତି ନାହିଁ। କିନ୍ତୁ ଏମିତି କିଛି…

ଜନଶୁଣାଣିରେ ବ୍ୟାଡ଼ମିଣ୍ଟନ ଖେଳାଳି ପି.ବି.ସିନ୍ଧୁଙ୍କୁ ବିବାହ କରିବାକୁ ଜିଦ୍‌ ଧରିଲେ ବୃଦ୍ଧ: ନମାନିଲେ ଅପହରଣ କରିବାକୁ ଦେଲେ ଧମକ

ରାମନାଥପୁରମ୍‌,୧୮।୯: ତାମିଲନାଡୁରେ ଏକ ଜନଶୁଣାଣିରେ ଘଟିଛି ଅଭାବନୀୟ ଘଟଣା। ଏଠାରେ ଜଣେ ୭୦ ବର୍ଷ ବୟସ୍କ ବୃଦ୍ଧ ମଲାୟସାମୀ ନିଜ ଫଟୋ ସହିତ ସ୍ବର୍ଣ୍ଣ ପଦକ ବିଜେତା ବ୍ୟାଡ଼ମିଣ୍ଟନ ଖେଳାଳି ପି.ବି.ସିନ୍ଧୁଙ୍କ ଫଟୋ ଧରି ବିବାହ ଲାଗି ସ୍ବୀକୃତି ଦେବାକୁ ଜିଲାପାଳଙ୍କ…

ମାଙ୍କଡ଼ ପଢୁଛି ପାଠ

ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଉଛନ୍ତି। ଫଳରେ ବିଦ୍ୟାଳୟ ଯିବାକୁ ପିଲା ଆଗ୍ରହୀ ହେଉଛନ୍ତି। ଖାଲି ଯେ, ପିଲାମାନେ ଏହାକୁ ଅନୁକରଣ କରୁଛନ୍ତି ତା’ନୁହେଁ, ଏକ ମାଙ୍କଡ଼ ମଧ୍ୟ ପ୍ରତିଦିନ ବିଦ୍ୟାଳୟ ଯାଉଛି ପାଠ ପଢ଼ିବାକୁ।…

ସବୁଠୁ ମହଙ୍ଗା ପରିବା, କିଲୋ ୮୨ ହଜାର ଟଙ୍କା

ଦୁନିଆରେ ଏଭଳି ଏକ ପରିବା ରହିଛି, ଯାହା ମୂଲ୍ୟ ସାମ୍ନାରେ ଆଳୁ, ଟମାଟୋ କି ପିଆଜ ଦର ବାଲିଗୋଡି଼ ସହ ସମାନ। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ପରିବାର ନଁା ହପ୍‌ ଶୁଟ୍ସ। ଏହାର ମୂଲ୍ୟ କିଲୋ ପ୍ରତି ୧୦୦୦ ୟୁରୋ…

ଦେଶର ଡିଜିଟାଲ ନକ୍ସା କରିବ ଡ୍ରୋନ୍‌

ସର୍ଭେ ଅଫ୍‌ ଇଣ୍ଡିଆ(ଏସ୍‌ଓଆଇ) ପ୍ରଥମେ ଡ୍ରୋନ୍‌ ସହାୟତାରେ ଦେଶର ଡିଜିିଟାଲ ନକ୍ସା କରୁଛି। ବିଜ୍ଞାନ ଓ ପ୍ରାଦୌଗିକ ବିଭାଗ ସହଯୋଗରେ ଏହି କାର୍ଯ୍ୟ ଦୁଇ ବର୍ଷରେ ଶେଷ ହେବ। ଏଥିପାଇଁ ତିନୋଟି ଡିଜିଟାଲ କେନ୍ଦ୍ର ମଧ୍ୟ ଖୋଲାଯାଇଛି। ଏଠାରେ ସମଗ୍ର ଦେଶର…

୪ ହଜାର ବର୍ଷ ପୂର୍ବେ ଘର ସଜାଇବାରେ ବ୍ୟବହାର ହେଉଥିଲା ପପକର୍ନ

ପପକର୍ନ ଖାଇବା ଅନେକଙ୍କର ସୌକ କହିଲେ କିଛି ଭୁଲ୍‌ ହେବନାହିଁ। ହେଲେ ୪ହଜାର ବର୍ଷ ପୂର୍ବେ ଏହାକୁ ଖାଇବା ପରିବର୍ତ୍ତେ ଲୋକେ ଘର ସଜାଇବା ଓ ଅଳଙ୍କାର ତିଆରି କରିବାରେ ବ୍ୟବହାର କରୁଥିଲେ। ପ୍ରଥମେ ଆମେରିକାର ମୂଳ ବାସିନ୍ଦା ଏହାକୁ ଖାଇବା…

ଯେଉଁଠାରେ କର୍ମଚାରୀମାନେ ନିର୍ଦ୍ଧାରିତ କରନ୍ତି ନିଜର ବେତନ

ସବୁ ସଂସ୍ଥାରେ ମାଲିକ ଦରମା ନିର୍ଦ୍ଧାରଣ କରୁଥିବା ବେଳେ ବିଶ୍ୱରେ ଏଭଳି ଏକ କମ୍ପାନୀ ରହିଛି ଯେଉଁଠାରେ କର୍ମଚାରୀମାନେ ନିଜର ଦରମା ନିଜେ ନିର୍ଦ୍ଧାରିତ କରିଥାନ୍ତି। ଲଣ୍ଡନରେ ଥିବା ଗ୍ରାଣ୍ଟଟ୍ରି ନାମକ କମ୍ପାନୀରେ ମିଳେ ଏହି ସୁବିଧା। ଉକ୍ତ କମ୍ପାନୀ ବ୍ୟବସାୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?