ଫୁରସତ

ସହରର ଲୋକଙ୍କୁ ଯୋଡ଼ିବା ପାଇଁ ଭିନ୍ନ ପ୍ରୟାସ : ବହିଥାକର ଭ୍ରମ ସୃଷ୍ଟି କରୁଛି ପାଚେରି, ଫଟୋ ଭାଇରାଲ

ପ୍ରତ୍ୟେକ ସହରର କିଛି ନା କିଛି କଳାକୃତି ରହିଛି। ଯାହାକୁ ଦେଖିବା ପାଇଁ ପ୍ରତିଦିନ ହଜାର ହଜାର ଲୋକଙ୍କ ଯିବାଆସିବା ଲାଗି ରହିଥାଏ। ସେହିପରି କଳାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଡଚ୍‌ ଷ୍ଟ୍ରିଟ୍‌ ଆର୍ଟିଷ୍ଟ୍‌ ଜେନିଇଂସ୍‌ ଡିମ୍‌ ନେଦରଲ୍ୟାଣ୍ଡ୍‌ର ବ୍ୟସ୍ତବହୁଳ…

ଏଥର ଦୁର୍ଗାପୂଜାରେ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ର ଝଲକ୍‌

କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍‌ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା ଦେଶର ନଜର ରହିଥାଏ। ତେବେ ଚଳିତ ଥର କୋଲକାତାର ଦୁର୍ଗାପୂଜାରେ ଦେଖିବାକୁ ମିଳିବ ଦେଶପ୍ରେମର…

ଆନ୍ତର୍ଜାତିକ ଓଜୋନ ସ୍ତର ସଂରକ୍ଷଣ ଦିବସ : ସୁସ୍ଥ ପୃଥିବୀ ପାଇଁ ସଂକଳ୍ପ

ଓଜୋନ୍‌ ଆମ ବାୟୁମଣ୍ଡଳରେ ପୃଥିବୀ ପୃଷ୍ଠରୁ ୧୦ ରୁ ୪୦ କିଲୋମିଟର (ଷ୍ଟ୍ରାଟୋସ୍ଫିୟର)ମଧ୍ୟରେ ରହିଛି। ପୃଥିବୀ ପୃଷ୍ଠରେ ଏହାର ପରମାଣ ଖୁବ୍‌ କମ୍‌। କିନ୍ତୁ ବାୟୁମଣ୍ଡଳର ୯୦ ପ୍ରତିଶତ ଓଜୋନ୍‌ ଷ୍ଟ୍ରଟୋସ୍ଫିୟରରେ ହିଁ ରହିଛି। ଏହା ଆମ ଜୀବନ ପାଇଁ ଅତି…

ବିବାହିତ ଯୁବକ ଅବିବାହିତ କହି ଠକୁଛନ୍ତି କି? ତେବେ ଏସବୁ ଲକ୍ଷଣରୁ ଜାଣନ୍ତୁ ଏମାନଙ୍କୁ

ଜଣେ ଝିଅ ବିବାହିତା କି ଅବିବାହିତା ସେ ସମ୍ପର୍କରେ ଜାଣିବା ଆଦୌ କଷ୍ଟକର ନୁହେଁ। କାରଣ ମଥାରେ ସିନ୍ଦୁର, ହାତରେ ଶଙ୍ଖା, ପାଦରେ ପାଉଁଜି, ବେକରେ ମଙ୍ଗଳସୂତ୍ର ଦେଖିଲେ ସହଜରେ ବୁଝିଯିବେ ଜଣେ ଝିଅ ବିବାହିତା କି ଅବିବାହିତା। କିନ୍ତୁ ଜଣେ…

ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ

କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ ହୁଏ ଏମିତି ଏକ କବାଡ଼ି ପ୍ରତିଯୋଗିତା ଯେଉଁଥିରେ ପୁରସ୍କାର ଦର୍ଶକ ତଥା ପ୍ରତିଯୋଗୀଙ୍କୁ ଆକର୍ଷିତ…

ବ୍ୟକ୍ତିତ୍ୱ: ଅନ୍ତର୍ଜାତୀୟ ସୁପରଷ୍ଟାର ଏମା ଓ୍ବାଟ୍‌ସନ୍‌

ଇଣ୍ଟରନ୍ୟାଶନାଲ ସୁପରଷ୍ଟାର ବା ଅନ୍ତର୍ଜାତୀୟ ସୁପରଷ୍ଟାର। ଅତି କମ୍‌ ବୟସରେ ଏଭଳି ଏକ ମୁକୁଟ ପିନ୍ଧିବାର ସଫଳ ହୋଇଛନ୍ତି ସେ। ଏକ ପରିସଂଖ୍ୟାନ ଅନୁଯାୟୀ ସେ ହେଉଛନ୍ତି ଏମିତି ଜଣେ ଅଭିନେତ୍ରୀ ଯାହାଙ୍କ ବିଷୟରେ ସର୍ବାଧିକ ଥର ଅନ୍ତର୍ଜାତୀୟ ପତ୍ରିକାମାନଙ୍କରେ ତଥ୍ୟ…

ଲୁଣ ଖଣିରେ ସ୍ପା

ମନ, ଶରୀରକୁ ରିଲାକ୍ସ କରିବା ପାଇଁ ଆଜିକାଲି ବିଭିନ୍ନ ବିୟୁଟି ଥେରାପି ସଂସ୍ଥା ବିଭିନ୍ନ ସ୍ପା ସେବା ପ୍ରଦାନ କରିଥାନ୍ତି। ତେବେ ୟୁରୋପର ବେଲାରୁଷଠାରେ ରହିଛି ଏଭଳି କିଛି ଲୁଣ ଖଣି ଯେଉଁଠାରେ ପର୍ଯ୍ୟଟକମାନଙ୍କୁ ଏକ ନିଆରା ସ୍ପାର ଅନୁଭୂତି ପ୍ରଦାନ…

ଶରୀର କଳାଜାଇରେ ଭରା, ତଥାପି ହେଲେ ମଡେଲ

ବ୍ରିଙ୍ଗହାମ୍‌ର ଚେରିଲ ସ’ ଏକ ବିରଳ ଚର୍ମ ରୋଗ କଞ୍ଜେନିଟାଲ ମାଲାନୋସାଇଟିସ୍‌ରେ ଆକ୍ରାନ୍ତ ହୋଇଥିଲେ। ଫଳରେ ତାଙ୍କ ଶରୀର ସାରା ବଡ ବଡ କଳା ଜାଇ ହୋଇଯାଇଥିଲା। ସେଥିପାଇଁ ପିଲାଦିନୁ ସେ ସମାଜର ଅନେକ ଗଞ୍ଜଣା ଶୁଣିଛନ୍ତି। କିଏ ତାଙ୍କୁ ‘ଡାଲମେସିଆନ୍‌’…

ବେଲୁନ୍‌ ଲ୍ୟାମ୍ପ: ଉଚ୍ଚତା ୩୫ ସେ.ମି., ମୂଲ୍ୟ ୩୭ ଡଲାର

ହରର୍‌ ମୁଭି ଦେଖିବାକୁ ଭଲ ପାଉଥିବା ବ୍ୟକ୍ତି ନିଶ୍ଚିତଭାବେ ୨୦୧୭ରେ ଆସିଥିବା ଷ୍ଟିଫେନ୍‌ କିଙ୍ଗଙ୍କ ଉପନ୍ୟାସ ‘ଇଟ୍‌’ ଉପରେ ଆଧାରିତ ଚଳଚ୍ଚିତ୍ର ଦେଖିଥିବେ। ସେଥିରେ ମୁଖ୍ୟ ଖଳନାୟକ ଚରିତ୍ରରେ ଅଭିନୟ କରୁଥିବା ଜୋକର୍‌ ହାତରେ ଏକ ଲାଲ ରଙ୍ଗର ବେଲୁନ୍‌ ଦେଖିଥିବେ।…

ତାପମାତ୍ରାକୁ ଅନୁଭବ କରିପାରୁଥିବା ଟେବୁଲ

ଆଜିକାଲି ଅନେକ ପ୍ରକାରର ଆସବାବପତ୍ର ଆସିଗଲାଣି। ଫୋଲ୍ଡିଂ ଆସବାବ ସହ ବିଭିନ୍ନ ଅଜବ ଆସବାବ ବି ରହିଛି। ନିକଟରେ ଆଉ ଏକ ପ୍ରକାରର ଅଜବ ଆସବାବପତ୍ର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ୟୁକେ, ଅକ୍ସଫୋର୍ଡର ଡିଜାଇନର୍‌ ଜେ’ ଓ୍ବାଟସନ୍‌ ତିଆରି କରିଛନ୍ତି…

ବାୟୋନିକ ହାତ ଦେଇଛି ନୂଆ ଜୀବନ

ଆଠ ବର୍ଷ ବୟସର ଫ୍ରେଡି ପେନ୍‌। ଜନ୍ମରୁ ତାଙ୍କର ଡାହାଣ ହାତ ନ ଥିଲା। ତେଣୁ ବିଭିନ୍ନ କାମ ପାଇଁ ତାଙ୍କୁ ଅନ୍ୟ ଉପରେ ନିର୍ଭର କରିବାକୁ ପଡୁଥିଲା। ନା ପ୍ରିୟ ସ୍କୁଟର ଚଳାଇପାରୁ ଥିଲେ ନା ଦୁଇ ହାତରେ ପ୍ରିୟ…

ଭିନ୍ନ ଏହି କ୍ୟାମ୍ପିଙ୍ଗ୍‌ ସାମଗ୍ରୀ

ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି କିଛି ରୋମାଞ୍ଚକର ଅନୁଭୂତି ପାଇବା ପାଇଁ କେତେ ଲୋକ କ୍ୟାମ୍ପିଙ୍ଗ୍‌ରେ ଯିବାକୁ ପସନ୍ଦ କରିଥାନ୍ତି। ତେବେ ଏହି କ୍ୟାମ୍ପିଙ୍ଗ୍‌କୁ ଯିବା ପୂର୍ବରୁ ଆବଶ୍ୟକ ତଥା ସୁରକ୍ଷା ଦୃଷ୍ଟିରୁ କିଛି ଖାସ୍‌ ସାମଗ୍ରୀକୁ ସାଙ୍ଗରେ ନେଇକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?