ଫୁରସତ

ଜାତୀୟ ଏକତାକୁ ମଜଭୁତ କରେ ହିନ୍ଦୀ ଭାଷା

ହିନ୍ଦୀ ଭାଷା ଆମ ଦେଶର ସରକାରୀ ଭାଷା ମଧ୍ୟରୁ ଅନ୍ୟତମ। ବର୍ତ୍ତମାନ ଇଂରାଜୀ ଏବଂ ମାଣ୍ଡାରିନ ପରେ ହିନ୍ଦୀ ହେଉଛି ବିଶ୍ୱର ତୃତୀୟ ସର୍ବାଧିକ କଥିତ ଭାଷା। ବିଶ୍ୱର ପ୍ରାୟ ୬୦ କୋଟି ଲୋକ ଏହି ଭାଷାକୁ ସେମାନଙ୍କର କଥିତ ଭାଷା…

କିପରି ମଦ ପିଇବା ପରେ ସତ କୁହନ୍ତି ଲୋକେ, ରିସର୍ଚ୍ଚରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୩।୯: ସାରା ବିଶ୍ୱରେ ଧୀରେ ଧୀରେ ମଦ୍ୟପାନ କରୁଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି ଲୋକମାନେ ମଦ୍ୟପାନ କରିବା ପରେ କୌଣସି ବଷୟରେ ଚିନ୍ତା ନ କରି କିପରି ର୍ନିବୋଧ ଭାବେ କଥା…

୭ ମାସରେ କମାଇଲେ ୧୧୩ କେ.ଜି. ଓଜନ

ୱାଶିଂଟନ: ୟୁଟ୍ୟୁବର ନିକୋକାଡୋ ଆଭୋକାଡୋ ମାତ୍ର ୭ ମାସ ମଧ୍ୟରେ ନିଜର ୧୧୩ କିଲୋଗ୍ରାମ ଓଜନ ହ୍ରାସ କରି ସମସ୍ତଙ୍କୁ ଚକିତ କରିଛନ୍ତି। ସେ ତାଙ୍କର ଓଜନ ହ୍ରାସକୁ ନେଇ ‘ଟୁ ଷ୍ଟେପ୍‌ ଆହେଡ୍‌’ ଶୀର୍ଷକ ଏକ ଭିଡିଓ ଅପଲୋଡ୍‌ କରି…

ଗୁମ୍ଫା ଭିତରେ ରହସ୍ୟମୟ ସେତୁ

ମାଡ୍ରିଡ୍‌: ସ୍ପେନ୍‌ର ମାଲୋର୍କା ଦ୍ୱୀପରେ ଥିବା ଜେନୋଭେସା ଗୁମ୍ଫାର ଗଭୀରରେ ପୋତି ହୋଇ ରହିଥିବା ଏକ ପ୍ରାଚୀନ ସେତୁକୁ ନେଇ ଜର୍ନାଲ କମ୍ୟୁନିକେଶନ ଆର୍ଥ୍‌ ଆଣ୍ଡ୍‌ ଏନ୍‌ଭାଇରନ୍‌ମେଣ୍ଟ ପତ୍ରିକାରେ ଗୋଟିଏ ନୂତନ ଅଧ୍ୟୟନ ପ୍ରକାଶିତ ହୋଇଛି। ଉକ୍ତ ଅଧ୍ୟୟନରୁ ପଶ୍ଚିମ ଭୂମଧ୍ୟସାଗର…

ସ୍ତ୍ରୀଙ୍କ ପାଖରେ ଥିଲେ ଏହି ୪ ଗୁଣ, ଭାଗ୍ୟବାନ ହେବେ ସ୍ବାମୀ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଚନ୍ଦ୍ରଗୁପ୍ତଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ। ଯଦି ଜଣେ ବ୍ୟକ୍ତି ତାଙ୍କର ନୀତିକୁ ଅନୁସରଣ କରନ୍ତି ତେବେ ସେ ସୁଖରେ ଜୀବନ ଅତିବାହିତ କରିପାରିବେ। ସେଭଳି ଏକ ନୀତିରେ ଚାଣକ୍ୟ ମହିଳାମାନଙ୍କର ଗୁଣ ବିଷୟରେ…

ଲଣ୍ଡନରୁ ଭିଡିଓ ପଠାଇ ଛାଡ଼ପତ୍ର ଦେଲେ ଏନଆର୍‌ଆଇ ସ୍ବାମୀ, ଜାଣନ୍ତୁ କେମିତି…

ବର୍ତ୍ତମାନ ବିବାହ ଏବଂ ବିଚ୍ଛେଦ ଏକ ସଧାରଣ କଥା। ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ମନାନ୍ତର ମତାନ୍ତର ହେଲେ ସୋମାନେ କୋର୍ଟ ଯାଇ ଛାଡପତ୍ର ନେଉଛନ୍ତି। ମାତ୍ର ଭିଡିଓ ପଠାଇ ଛାଡ଼ପତ୍ର ଏହା କେବେ ଶୁଣିଛନ୍ତି କି ? ବର୍ତ୍ତମାନ ସେଭଳି ଏକ…

ସବୁଠୁ ଛୋଟ ଭାକ୍ୟୁମ କ୍ଲିନର

ପାଟନା: ଏନ୍‌ଆଇଟି ପାଟନାର ୨୦୨୪ ବ୍ୟାଚ୍‌ ଛାତ୍ର ତପଲା ନାଦ୍‌ମୁନି ଏକ ବଲ୍‌ପଏଣ୍ଟ କଲମର କିଛି ଅଂଶକୁ ବ୍ୟବହାର କରି ବିଶ୍ବର ସବୁଠାରୁ ଛୋଟ ଭାକ୍ୟୁମ କ୍ଲିନର ନିର୍ମାଣ କରିଛନ୍ତି। ୦.୬୫ ସେମି ଲମ୍ବ ବିଶିଷ୍ଟ ଏହି ଉପକରଣ ଭାକ୍ୟୁମ ସୃଷ୍ଟି…

୬.୭୪ ଫୁଟ ଉଚ୍ଚ ଆଇଫୋନ୍‌

ଲଣ୍ଡନ: ବିଶ୍ୱର ସବୁଠାରୁ ପସନ୍ଦ କରାଯାଉଥିବା ଫୋନ୍‌ ମଧ୍ୟରୁ ଆଇଫୋନ୍‌ ଅନ୍ୟତମ। ଆଇଫୋନ୍‌ କିଣିବା ପାଇଁ ଲୋକମାନେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ତେବେ ଅରୁଣ ରୂପେଶ ମୈନି ନାମକ ଜଣେ ଜଣାଶୁଣା ଭାରତୀୟ ବଂଶୋଦ୍ଭବ…

ଏତେ ବଡ଼ ସୋଫା, ଦେଖିଲେ..

ସୋଫା ତ ପ୍ରାୟ ସମସ୍ତଙ୍କ ଘରେ ଥାଏ। ହେଲେ ଏମିତି ସୋଫା କେହି କେବେ ଦେଖି ନ ଥିବେ। କାରଣ ଏ ସୋଫା ଏତେ ବଡ଼ ଯେ, ଲାଗିବ ସତେ ଯେମିତି ୟାକୁ କୌଣସି ରାକ୍ଷସ ପାଇଁ ତିଆରି କରାଯାଇଛି। ସାଙ୍ଘାଇର…

ପ୍ରଥମ ରୋଜଗାରରେ ମିଳିଥିଲା ୨୫ ଟଙ୍କାର ଚେକ୍‌: ପରେ ତାକୁ ନେଇ…

ଏକ କୁଳୀନ ବ୍ରାହ୍ମଣ ପରିବାରର ମୁଁ ଥିଲି ଭାଇ ଓ ଭଉଣୀମାନଙ୍କ ମଧ୍ୟରେ ଷଷ୍ଠ ସନ୍ତାନ। ମୋ ଉପରେ ଦୁଇ ଭାଇ ଓ ତିନି ଭଉଣୀ ବଡ଼ ଥିଲେ। ହାଇସ୍କୁଲ ଶିକ୍ଷା ଶେଷ ହେବାପରେ ଆନନ୍ଦପୁର କଲେଜରେ ପାଠପଢ଼ି ପରେ ରେଭେନ୍ସା…

ପ୍ରାଣୀଙ୍କ ପ୍ରେମରେ ଶରୀରକୁ ବି ପ୍ରାଣୀଙ୍କ ଭଳି ….

ସୁପର୍‌ ମ୍ୟାନ, ସ୍ପାଇଡର ମ୍ୟାନ, ବ୍ୟାଟ ମ୍ୟାନ୍‌ ଆଦି କାଳ୍ପନିକ ଚରିତ୍ରମାନଙ୍କ ସମ୍ପର୍କରେ ତ ପ୍ରାୟ ସମସ୍ତେ ଜାଣନ୍ତି। ହେଲେ ପ୍ୟାରୋଟ୍‌ ମ୍ୟାନ, ଲିଜାର୍ଡ ମ୍ୟାନ, ଡ୍ରାଗନ୍‌ ଲେଡିଙ୍କ ସମ୍ପର୍କରେ ହୁଏ ତ ଅନେକେ ଜାଣି ନ ଥିବେ। ଏମାନେ କୌଣସି…

୧୯୯୯ ମହାବାତ୍ୟାର ବିଭୀଷିକା କଲା ଆନ୍ଦୋଳିତ, ଗଛ ପ୍ରେମରେ ପଡ଼ି…

୧୯୮୪ରେ କୁଳମଣି ଶିକ୍ଷକ ଚାକିରି ଜୀବନ ଆରମ୍ଭ କରିଥିଲେ। କର୍ମ ଜଞ୍ଜାଳରେ ବ୍ୟସ୍ତ ରହିଥିବା ବେଳେ ୧୯୯୯ର ମହାବାତ୍ୟାରେ ଅନେକ ବଡ଼ ବଡ଼ ବୃକ୍ଷଲତା ଉପୁଡ଼ି ନଷ୍ଟ ହୋଇଥିବା ଦେଖି ସେ ମର୍ମାହତ ହୋଇ ପଡ଼ିଥିଲେ। ବୃକ୍ଷ ନଷ୍ଟ ହେବା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?