ଫୁରସତ

ପର୍ଯ୍ୟଟନସ୍ଥଳୀ: ତାମିଲନାଡୁର ଅମ୍ବାସମୁଦ୍ରମ୍‌

ତାମିଲନାଡୁର ଏକ ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଅମ୍ବାସମୁଦ୍ରମ୍‌ର ଭଲ ନାଁ ରହିଛି। ଦେବସ୍ଥଳୀ ବ୍ୟତୀତ ପର୍ଯ୍ୟଟକଙ୍କ ମନୋରଞ୍ଜନ ପାଇଁ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଅନେକ ଜଳପ୍ରପାତ, ଡ୍ୟାମ୍‌ ତଥା ଅଭୟାରଣ୍ୟ ବି ଅଛି। ଖାସ୍‌ ସେଥିପାଇଁ ବର୍ଷସାରା ଏଠାରେ ଆଗନ୍ତୁକଙ୍କର ବେଶ୍‌…

ଛାତ୍ରୀଛାତ୍ରଙ୍କ ବହିକିଣାରେ ପ୍ରଥମ ଦରମା ଟଙ୍କା ଖର୍ଚ୍ଚ ହୋଇଥିଲା: ଶିକ୍ଷାବିତ୍‌ ସ୍ବାଧୀନ ଶେଖର ଷଡ଼ଙ୍ଗୀ

ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସ୍ବାଧୀନ ଶେଖର ଷଡ଼ଙ୍ଗୀ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… କଟକ ସଦର ୪୨ ମୌଜା ଅନ୍ତର୍ଗତ ଏରଞ୍ଚ ଗାଁରେ ମୋ ଜନ୍ମ। ବେଣ୍ଟକାର ଉଚ୍ଚବିଦ୍ୟାଳୟରୁ ୧୯୭୬ରେ ଏକାଦଶ ପାସ୍‌ କରିବା ପରେ ଜେକେବିକେ…

ସମାଜ ପାଇଁ ଉଦାହରଣ: ମାଗଣାରେ ଟ୍ରେନିଂ ଦେଇ ଶିକ୍ଷାର୍ଥୀଙ୍କୁ ସ୍ବାବଲମ୍ବୀ କରୁଥିବା ମଣିଷ

ସମାଜରେ ଏମିତି କେତେକ ବ୍ୟକ୍ତି ଅଛନ୍ତି, ଯେଉଁମାନେ କି ନିଜସ୍ବ ଉଦ୍ୟମରେ କିଛି ନିଆରା କାର୍ଯ୍ୟ କରିଥାନ୍ତି। ଦିନେ କି ଦୁଇଦିନ ନୁହେଁ, ଅନେକ ଦିନଧରି ଚାଲୁ ରଖିଥାଆନ୍ତି କେତେକ ଗଠନମୂଳକ ସାମାଜିକ କାର୍ଯ୍ୟ। ଏଥିପାଇଁ କାହାରିକୁ କେବେ କିଛି ପାରିଶ୍ରମିକ…

ସ୍ବଚ୍ଛତାର ଅଜବ ତରିକା

କାନପୁର: ସ୍ବଚ୍ଛ ଭାରତ ଯୋଜନାକୁ କେମିତି ସଫଳତା ମିଳିବ ତାହା ପାଇଁ ସରକାରୀ ତଥା ବ୍ୟକ୍ତିଗତ ସ୍ତରରେ ଦେଶର ସବୁଆଡେ ଚେଷ୍ଟା କରାଯାଉଛି। କିନ୍ତୁ ଛତିଶଗଡ଼ ଭିଲାଇର ଓ୍ବେଲ୍‌ଫେୟାର ଫାଉଣ୍ଡେଶନ ଯେଉଁ ଉପାୟ ଆପଣାଇଛିି ତାହା ସାରା ଦେଶକୁ ଏକ ସନ୍ଦେଶ…

ହ୍ବାଟ୍‌ସ୍‌ଆପ୍‌ ମେସେଜ୍‌ରେ ବଢୁଛି ଶର୍ଟଫର୍ମର ବ୍ୟବହାର, କେଉଁଟି କ’ଣ ସୂଚାଏ ଜାଣନ୍ତୁ…

ଆଜିକାଲି ହ୍ବାଟ୍‌ସ୍‌ଆପ୍‌ର ବହୁଳ ବ୍ୟବହାର କରାଯାଉଛି। ଏଥିରେ ଇଂରାଜୀ ହେଉ କି ହିନ୍ଦୀ, ସବୁଥିରେ ଶର୍ଟଫର୍ମ ବ୍ୟବହାର କରାଯାଇ ମେସେଜ୍‌ ପଠାଯାଉଛି। ଯଦି କିଛି ମଜାଳିଆ କଥା କୁହାଯାଏ ତେବେ ପାଟିରୁ ସ୍ବତଃ ପ୍ରବୃତ୍ତ ଭାବେ LoL ବାହାରିପଡ଼େ। ସେମିତି ଆଉ…

ଅଭିଶପ୍ତ ଗାଁ: ଯେଉଁଠି ରୁହନ୍ତି ଗୋଟିଏ ସର୍‌ନେମ୍‌ର ଲୋକେ

ଗୁଜରାଟର ମୋରବି ଜିଲା ଅନ୍ତର୍ଗତ ଏକ ଗାଁକୁ ଅଭିଶପ୍ତ ଗାଁ ବୋଲି କୁହାଯାଏ। କାରଣ ଏଠାରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କର ଗୋଟିଏ ସରନେମ ବା ସାଜ୍ଞା। ପ୍ରାୟ ୭ଶହ ଲୋକ ଏହି ଗାଁରେ ରହୁଥିବା ବେଳେ ସମସ୍ତଙ୍କ ସର୍‌ନେମ୍‌ ‘ଚରବାଡିଆ’। କୁହାଯାଏ…

ଏମିତି ଗାଁ, ଯେଉଁଠି ଲୋକେ ରୁହନ୍ତି ମାଟିତଳେ

ସାଧାରଣତଃ ଲୋକେ ଘର ତିଆରି କରିବା ପାଇଁ ଖୋଲା ଏବଂ ଆରାମଦାୟକ ସ୍ଥାନକୁ ପସନ୍ଦ କରିଥା’ନ୍ତି। ଯେଉଁଠି ବାୟୁ ଚଳାଚଳ ଭଲ ଭାବେ କରିପାରୁଥିବ। କିନ୍ତୁ ଏମିତିି ଏକ ଗାଁ ରହିଛି, ଯାହାର ସମସ୍ତ ଘର ଅଣ୍ଡରଗ୍ରାଉଣ୍ଡରେ ଅର୍ଥାତ ମାଟିତଳେ। ଅବିଶ୍ୱସନୀୟ…

ଗାଁରେ ପୂର୍ବରୁ ଥିଲେ ୨୦୦ ଲୋକ, ଏବେ ରହୁଛନ୍ତି ଜଣେ: ଚକିତ କରିପାରେ କାରଣ..

ପ୍ରତ୍ୟେକ ଦେଶରେ ସହର ଏବଂ ଗାଁ ଦେଖିବାକୁ ମିଳିଥାଏ। ସହରୀ ଜୀବନ ଧାଁ ଧଉଡ଼ରେ କଟୁଥିବାବେଳେ ଗାଁରେ ରହିଥାଏ ନୈସର୍ଗିକ ସୁଖ। କିନ୍ତୁ ରୋଜଗାର ଆଶାରେ ଲୋକେ ଗାଁ ଛାଡ଼ି ସହରକୁ ଚାଲିଯାଉଛନ୍ତି। କିନ୍ତୁ ଏମିତି ଏକ ଗାଁ ସମ୍ପର୍କରେ କହିବୁ…

ତହସିଲଦାର ମାଗିଲେ ୨୫ହଜାର ଟଙ୍କା ଲାଞ୍ଚ : ନିଜ ମଇଁଷିକୁ କାର୍‌ରେ ବାନ୍ଧିଲେ ଚାଷୀ

ଭୋପାଲ: ପ୍ରତିଦିନ ଦେଶର କୋଣାନୁକୋଣରୁ ଭ୍ରଷ୍ଟାଚାରର ଅଭିଯୋଗ ସାମ୍ନାକୁ ଆସୁଛି। ଏହି କ୍ରମରେ ମଧ୍ୟପ୍ରଦେଶର ବିଦିଶାସ୍ଥିତ ସିରୋଜ ଅଞ୍ଚଳରୁ ଚକିତ କରିଦେବା ଭଳି ଏକ ଖବର ସାମ୍ନାକୁ ଆସିଛି। ଜଣେ ତହସିଲଦାର ଲାଞ୍ଚ ମାଗିବାରୁ ଗରିବ ଚାଷୀ ନିଜ ମଇଁଶିକୁ ଲାଞ୍ଚ…

ରେଳଯାତ୍ରୀଙ୍କୁ ମାଟିପାତ୍ରରେ ମିଳିବ ଚା, ଜଳଖିଆ

ନୂଆଦିଲ୍ଲୀ: ଏଣିିକି ରେଳଯାତ୍ରୀମାନଙ୍କୁ ମାଟି ପାତ୍ରରେ ଖାଦ୍ୟ, ପାନୀୟ ପରଷାଯିବ। ଦେଶର ୪୦୦ ରେଳଷ୍ଟେସନରେ ଯାତ୍ରୀଙ୍କୁ ମାଟି ନିର୍ମିତ ପାତ୍ରରେ ଖାଦ୍ୟ, ପାନୀୟ ଯୋଗାଇଦେବାକୁ ରେଳ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଗୁରୁବାର ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ(କେଭିଆଇସି) ସୂଚନା ଦେଇଛି।…

୧୨ ବର୍ଷରେ ୭୦ରୁ ଊର୍ଦ୍ଧ୍ୱ ମେଡାଲ : ଲକ୍ଷ୍ୟ ଆଇଆଇଟି ଇଞ୍ଜିନିୟର, ସଫଳ ମଡେଲ

ବାଲେଶ୍ୱର ସହରର ଝିଅ ପ୍ରତ୍ୟାଶା ପରିଜା। ମାତ୍ର ୧୨ବର୍ଷ ବୟସରୁ ସେ ପାଇସାରିଲେଣି ୭୦ରୁ ଊର୍ଦ୍ଧ୍ୱ ପୁରସ୍କାର। ମଡେଲିଂ ହେଉ କି ଡ୍ୟାନ୍ସ, ଚିତ୍ରାଙ୍କନ, ବକ୍ତୃତା, ରଚନା ସେ ସବୁଥିରେ ନିଜର ପ୍ରତିଭା ଦେଖାଇ ସାରିଛନ୍ତି। ଚଳିତବର୍ଷ ସେ ମଡେଲିଂରେ ସ୍କୁଲ…

ନିୟତିର ଖେଳ : ଜାତୀୟ ସ୍ବର୍ଣ୍ଣବିଜେତା ଏବେ ଦିନ ମଜୁରିଆ

କାନପୁର : ନିୟତିର ଗତି ବଡ଼ ବିଚିତ୍ର। ପରିସ୍ଥିତି କେତେବେଳେ ବଦଳିଯାଏ ତାହା କହିହେବନି। ସଫଳତାର ପାହାଚ ଚଢ଼ି ଉପରକୁ ଯାଇଥିବା ଜଣେ ଖେଳାଳି ଏକ ସୁନ୍ଦର ଭବିଷ୍ୟତ ଆଶା କରୁଥିବାବେଳେ ଦିନ ମଜୁରିଆ ହେବା ଯେ କେତେ ପୀଡ଼ାଦାୟକ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?